Latest Odisha News

BREAKING NEWS

Browsing Category

ଫିଚର

ବିଧାନସଭା ଷ୍ଟାଣ୍ଡିଂ କମିଟିର ସବୁ ସଦସ୍ୟ କରୋନା ନେଗେଟିଭ୍‌

ଭୁବନେଶ୍ୱର: ବିଧାନସଭା ଷ୍ଟାଣ୍ଡିଂ କମିଟିର ସବୁ ସଦସ୍ୟଙ୍କ କରୋନା ରିପୋର୍ଟ ନେଗେଟିଭ୍ ଆସିଛି । କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି ଯେ, ପରୀକ୍ଷା କରାଯାଇଥିବା ସମସ୍ତ ବିଧାୟକଙ୍କ ନମୁନା ରିପୋର୍ଟ ନେଗେଟିଭ୍ ରହିଛି । ଜୁଲାଇ ୨ ତାରିଖରେ ବିଧାନସଭାରେ ପଂଚାୟତିରାଜ ଓ…

ହାଇକୋର୍ଟ ଗଲେ ସଚିନ ପାଇଲଟ୍‌

ଜୟପୁର: ଜଟିଳ ହେଉଛି ରାଜସ୍ଥାନର ରାଜନୈତିକ ଡ୍ରାମା । ସଚିନ ପାଇଲଟ୍ ଏବଂ ତାଙ୍କ ସମର୍ଥକ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିବା ଲାଗି କଂଗ୍ରେସ ବାଚସ୍ପତିଙ୍କ ନିକଟରେ ଦ୍ୱାରସ୍ଥ ହେବା ପରେ ବାଚସ୍ପତି ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି । ବାଚସ୍ପତିଙ୍କ ନୋଟିସକୁ ଚ୍ୟାଲେଂଜ କରି…

କାତାର ୨୦୨୨ ଫିଫା ବିଶ୍ୱକପ୍: କାର୍ଯ୍ୟସୂଚୀ ଘୋଷିତ, ଲିଗ୍ ପର୍ଯ୍ୟାୟରେ ପ୍ରତ୍ୟେକ ଦିନ ୪ ମ୍ୟାଚ

ଦୋହା : କାତାରରେ ୨୦୨୨ ଫିଫା ବିଶ୍ୱକପ୍ ନଭେମ୍ବର ୨୧ରୁ ଡିସେମ୍ବର ୧୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ । ୫ଟି ସହରର ୩୨ଟି ଦଳକୁ ନେଇ ୮ଟି ଷ୍ଟାଡିୟମରେ ମ୍ୟାଚ୍ ଆୟୋଜିତ ହେବ । ଲିଗ୍ ପର୍ଯ୍ୟାୟରେ ପ୍ରତିଦିନ ୪ଟି ଲେଖାଏଁ ମ୍ୟାଚ୍ ଖେଳାଯିବ । ନଭେମ୍ବର ୨୧ରେ ଉଦ୍‌ଘାଟନୀ ମ୍ୟାଚ୍ ଅଲ୍ ଖୋରର ଅଲ…

୩୨ ବର୍ଷ ପରେ ଇଂଲଣ୍ଡ ମାଟିରେ ଟେଷ୍ଟ ସିରିଜ ଜିତିବା ଲକ୍ଷ୍ୟରେ ୱେଷ୍ଟଇଣ୍ଡିଜ କ୍ରିକେଟ ଟିମ୍‌

ଲଣ୍ଡନ:ଇଂଲଣ୍ଡ-ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ କ୍ରିକେଟ ଟେଷ୍ଟ ଆଜିଠାରୁ ଆରମ୍ଭ ହେବ । ଇଂଲଣ୍ଡ ଅପେକ୍ଷା ଏହି ସିରିଜ ଏବେ ୱେଷ୍ଟଇଣ୍ଡିଜ ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇପଡିଛି । ପ୍ରଥମ ଟେଷ୍ଟ ୱେଷ୍ଟଇଣ୍ଡିଜ ୪ ଉଇକେଟରେ ବିଜୟ ହାସଲ କରିଛି । ଏହି ମ୍ୟାଚ ଜିତିଗଲେ ୩୨ ବର୍ଷ ପରେ ଇଂଲଣ୍ଡ…

ଗଞ୍ଜାମ ଜିଲ୍ଲାରେ ପାଞ୍ଚ ହଜାର ମୁହାଁ କରୋନା କେସ୍

ଗଞ୍ଜାମ: ଗତ ୨୪ ଘଣ୍ଟାରେ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୪୬ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ଭିତରେ ୩୭ ଜଣ କରୋନା ଯୋଦ୍ଧା ସଂକ୍ରମିତ ହୋଇଛନ୍ତି । ରାଜ୍ୟ ବାହାରରୁ ୩ ଜଣ ଫେରିଥିବା ବେଳେ ଅନ୍ୟ ୨୦୬ଟି ଲୋକାଲ୍ କଣ୍ଟାକ୍ଟ କେସ୍ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ୩୭…

ଭୀମସାରରୁ ଆଉ ଚାରି ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ସମ୍ୱଲପୁର: ବୁର୍ଲା ଭୀମସାରରୁ ପୁଣି ବାହାରିଛନ୍ତି ଚାରି ଜଣ କରୋନା ସଂକ୍ରମିତ । ସମସ୍ତ ଆକ୍ରାନ୍ତ କରୋନା ଯୋଦ୍ଧା । ଏମାନଙ୍କ ଭିତରେ ଦୁଇ ଜଣ ପୁରୁଷ ଓ ଦୁଇ ଜଣ ମହିଳା ଅଛନ୍ତି । ସମ୍ୱଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ମିଳିଛି । ପୂର୍ବରୁ ଭୀମସାରରୁ ସଂକ୍ରମିତ ଚିହ୍ନଟ ହୋଇଥିଲେ…

ଜମ୍ମୁ କଶ୍ମୀର ଓ ଲଦାଖର ଫରଓ୍ୱାର୍ଡ ଏରିଆ ଗସ୍ତ କରିବେ ରାଜନାଥ

ନୂଆଦିଲ୍ଲୀ: ଦୁଇ ଦିନିଆ ଜମ୍ମୁ କଶ୍ମୀର ଓ ଲଦାଖ ଗସ୍ତ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଆସନ୍ତାକାଲି ଓ ୧୮ ତାରିଖରେ ଜମ୍ମୁ କଶ୍ମୀର ଓ ଲଦାଖର ଫରଓ୍ୱାର୍ଡ ଏରିଆ ପରିଦର୍ଶନ କରିବେ । ତାଙ୍କ ସହ ଯିବେ ସ୍ଥଳସେନା ମୁଖ୍ୟ ଏମ. ଏମ. ନର୍ଭାଣେ । ଇଷ୍ଟର୍ଣ୍ଣ ଲଦାଖଲରେ ସୁରକ୍ଷା…

ମହାରାଷ୍ଟ୍ରର ପ୍ରଥମ ମହିଳା ନିର୍ବାଚନ କମିଶନରଙ୍କ କରୋନାରେ ମୃତ୍ୟୁ

ମୁମ୍ବାଇ: ମହାରାଷ୍ଟ୍ରର ପ୍ରଥମ ମହିଳା ନିର୍ବାଚନ କମିଶନର ନୀଳା ସତ୍ୟନାରାୟଣଙ୍କର କରୋନାରେ ମୃତ୍ୟୁ ହୋଇଛି । ମୁମ୍ୱାଇର ସେଭେନ୍ ହିଲ୍ସ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା । ନୀଳା ସତ୍ୟନାରାୟଣ ହେଉଛନ୍ତି କରୋନା ସଂକ୍ରମିତ…

ରାଜ୍ୟରେ ପୁଣି ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନ ଆଉ ଦୁଇଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୭୯ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଏହି ଦୁଇ…

ରାଜ୍ୟରେ ୪୯୪ ନୂଆ ପଜିଟିଭ୍, ୧୫ ହଜାର ପାର କଲା କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ କରୋନା କେସ୍ ୧୫ ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ୨୩ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୪୯୪ ନୂଆ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୩୨୨ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୧୭୨ଟି । ଗଞ୍ଜାମ ଜିଲ୍ଲାରୁ ପୁଣି ସର୍ବାଧିକ ୨୪୬ ଭୂତାଣୁ ସଂକ୍ରମିତ…