Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟରେ କରୋନା ଆକ୍ରାନ୍ତଙ୍କୁ ଦିଆଗଲା ପ୍ରଥମ ପ୍ଲାଜମା ଥେରାପୀ

କଟକ: ରାଜ୍ୟରେ ଆରମ୍ଭ ହୋଇଛି ପ୍ଲାଜମା ଥେରାପୀ ସେବା । ଶୁଭାରମ୍ଭର ଦିନେ ପରେ କରୋନା ଆକ୍ରାନ୍ତଙ୍କୁ ଦିଆଗଲା ପ୍ରଥମ ପ୍ଲାଜମା ଥେରାପୀ । କଟକ ସ୍ଥିତ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ୪୮ ବର୍ଷୀୟ ଆକ୍ରାନ୍ତଙ୍କୁ ଥେରାପୀ ଦିଆଯାଇଛି । ତାଙ୍କୁ B ପଜିଟିଭ୍ ପ୍ଲାଜମା ଦିଆଯାଇଛି । ଏହି ସୂଚନା…

୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୩୨ ହଜାର ଆକ୍ରାନ୍ତ, ୬୦୬ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ସୋମବାର ଦିନ ଏହି ସଂଖ୍ୟା ୯,୬୮,୮୭୬କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଓବାମା, ବିଲ ଗେଟ୍ସଙ୍କ ସମେତ ବହୁ ହାଇପ୍ରୋଫାଇଲ୍ ଟ୍ୱିଟର ଆକାଉଣ୍ଟ ହ୍ୟାକ୍

ହ୍ୟାକରଙ୍କ ଟାର୍ଗେଟରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ୱିଟର । ଆମେରିକାର ବହୁ ହାଇପ୍ରୋଫାଇଲ ଟ୍ୱିଟର ଆକାଉଣ୍ଟ ହ୍ୟାକ ହୋଇଛି । ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା, ଜୋ ବିଡେନ୍, ଟେସଲା ସିଇଓ ଏଲନ ମସ୍କ, ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ ଗେଟ୍ସ, ଆମାଜନ ସିଇଓ ଜେଫ୍ ବୋଜେସଙ୍କ ସମେତ ଆପଲର…

ମହଙ୍ଗା ହେବ ଆଲ୍‌କୋହଲ ଯୁକ୍ତ ସାନିଟାଇଜର: ଲାଗିବ ୧୮ % ଜିଏସଟି

ନୂଆଦିଲ୍ଲୀ: ଆଲ୍‌କୋହଲ ଯୁକ୍ତ ହ୍ୟାଣ୍ଡ ସାନିଟାଇଜର ଉପରେ ୧୮ % ଜିଏସ୍‌ଟି ଲାଗୁ କରାଯିବ। ଏନେଇ ଏ ସଂପର୍କରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । "ସାନିଟାଇଜର, ସାବୁନ, ଜୀବାଣୁ ନିରୋଧୀ ତରଳ ପଦାର୍ଥ ଓ ଡେଟଲ ଆଦି ବିଶୋଧକ ବର୍ଗର ସାମଗ୍ରୀ ହୋଇଥିବାରୁ ଏହା ଉପରେ ଜିଏସ୍‌ଟି…

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଛାତ୍ରଛାତ୍ରୀଙ୍କ କୃତିତ୍ୱ

ଭୁବନେଶ୍ୱର : ଗତକାଲି ପ୍ରକାଶ ପାଇଥିବା ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାଫଳରେ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଛାତ୍ରଛାତ୍ରୀ ଭଲ ପ୍ରଦର୍ଶନ କରିଛନ୍ତି । ଚଳିତବର୍ଷ ପ୍ରଥମ କରି ଏହି ବିଦ୍ୟାଳୟଗୁଡିକର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ବଲାଙ୍ଗିର ପଥରଚେପା ଆଦର୍ଶ ବିଦ୍ୟାଳୟର ଛାତ୍ରୀ…

ଭିନ୍ନକ୍ଷମମାନଙ୍କ ଚିକିତ୍ସା ପାଇଁ ସୁନ୍ଦରଗଡ଼ରେ ଖୋଲିଲା ‘ଅତ୍ୟାଧୁନିକ ପୁନର୍ବାସ କେନ୍ଦ୍ର’

ସୁନ୍ଦରଗଡ଼ : ଦୁର୍ଘଟଣା ପରବର୍ତ୍ତୀ ଚିକିତ୍ସା ଏବଂ କୃତ୍ରିମ ଅଙ୍ଗ ପ୍ରତିରୋପଣ ପାଇଁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ‘ଅତ୍ୟାଧୁନିକ ପୁନର୍ବାସ କେନ୍ଦ୍ର’କୁ ଆଜି ଲୋକାର୍ପଣ କରାଯାଇଛି । ପଶ୍ଚିମାଞ୍ଚଳ ରାଜସ୍ୱ କମିସନର ନିରଞ୍ଜନ ସାହୁ ଏହାକୁ ଲୋକାର୍ପିତ କରିଥିଲେ ।…

୩୯୯ ଟଙ୍କାରେ କରୋନା ଟେଷ୍ଟ, ଆସିଲା ସବୁଠୁ ଶସ୍ତା ଟେଷ୍ଟିଂ କିଟ୍

ନୂଆଦିଲ୍ଲୀ: ଆସିଲା ବିଶ୍ୱର ସବୁଠୁ ଶସ୍ତା କରୋନା ଟେଷ୍ଟିଂ କିଟ୍ କରୋସ୍ୟୁର । ମାତ୍ର ୩୯୯ ଟଙ୍କାରେ କରିହେବ କରୋନା ଟେଷ୍ଟ । ଏହାକୁ ଆଇଆଇଟି ପ୍ରସ୍ତୁତ କରିଛି । ଆଜି ଏହି ଟେଷ୍ଟିଂ କିଟ୍ର ଶୁଭାରାମ୍ଭ ହୋଇଛି । ଏହାକୁ ବିଶ୍ୱର ସବୁଠୁ ଶସ୍ତା ଟେଷ୍ଟିଂ କିଟ୍ ବୋଲି ମଧ୍ୟ କୁହାଯାଉଛି ।…

ଘରୋଇ ଲ୍ୟାବରେ ୪୫୦ ଟଙ୍କାରେ ଆଣ୍ଟିଜେନ୍ ଟେଷ୍ଟ

ଭୁୁବନେଶ୍ୱର: ଏଣିକି ଘରୋଇ ଲ୍ୟାବରେ ହୋଇପାରିବ ଆଂଟିଜେନ୍ ଟେଷ୍ଟ । ଏଥିପାଇଁ ଖର୍ଚ୍ଚ ହେବ ମାତ୍ର ୪୫୦ ଟଙ୍କା । ଏନେଇ ରାଜ୍ୟ ସରକାର ଟଙ୍କା ଧାର୍ଯ୍ୟ କରିଛନ୍ତି । ଆଇସିଏମଆର୍ ନିୟମ ମାନି ଟେଷ୍ଟ କରିବାକୁ ଘରୋଇ ଲ୍ୟାବକୁ ଅନୁମତି ମିଳିଛି । ଆଂଟିଜେନ୍ ଟେଷ୍ଟ ଦ୍ୱାରା ଲୋକେ କରୋନାରେ…

୭ ଦିନ ପାଇଁ ଛତ୍ରପୁର ଏନଏସି ସଟଡାଉନ୍

ଗଞ୍ଜାମ: ଆସନ୍ତାକାଲିଠାରୁ ୭ ଦିନ ପାଇଁ ଗଂଜାମ ଜିଲ୍ଲାର ଛତ୍ରପୁର ଏନ୍ଏସି ଅଂଚଳକୁ ସଟଡାଉନ୍ ଘୋଷଣା କରାଯାଇଛି । କରୋନା ମୁକାବିଲା ପାଇଁ ଗଂଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଏଭଳି ପଦକ୍ଷେପ ନେଇଛନ୍ତି । ଛତ୍ରପୁର, ଖଲ୍ଲିକୋଟ, ରମ୍ଭା, ପୁରୁଷୋତ୍ତମପୁର NAC, କୋଦଳା,…

ଜିଓ ଗ୍ଲାସ୍ ଲଞ୍ଚ , ସ୍ମାର୍ଟ ଚଷମା ସହିତ କରିପାରିବେ ଭିଡିଓ କଲିଂ

ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରିର ୪୩ ତମ ଏଜିଏମ୍ (ବାର୍ଷିକ ସାଧାରଣ ସଭା) ରେ ରିଲାଏନ୍ସ ଜିଓ 'ଜିଓ ଗ୍ଲାସ୍'ର ଶୁଭାରମ୍ଭ ଘୋଷଣା କରିଛି। ଜିଓ ଗ୍ଲାସ୍ ହେଉଛି ଏକ ସ୍ମାର୍ଟ ଗ୍ଲାସ୍ ଯାହା ସାହାଯ୍ୟରେ ଭିଡିଓ କଲିଂ କରାଯାଇପାରିବ | ଜିଓ ଗ୍ଲାସରେ ଭର୍ଚୁଆଲ୍ ଆସିଷ୍ଟାଣ୍ଟ ମଧ୍ୟ ସମର୍ଥିତ |…