Latest Odisha News

BREAKING NEWS

Browsing Category

ଫିଚର

ପ୍ଲାଜମା ଦାନ କରନ୍ତୁ ଗୁରୁତର ରୋଗୀଙ୍କ ଜୀବନ ବଞ୍ଚାନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ଓଡିଶାରେ ଆରମ୍ଭ ହେବ ପ୍ଲାଜମା ଥେରାପି । ରାଜ୍ୟରେ ପ୍ରଥମ ଥର ପାଇଁ ପ୍ଲାଜମା ଥେରାପି ପ୍ରକ୍ରିୟା ଆରମ୍ଭ ହେଲା । କରୋନା ମୁକାବିଲା ପାଇଁ ପ୍ଲାଜମା ଥେରାପି ପ୍ରକ୍ରିୟା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏସସିବିରେ ପ୍ରାଥମିକ ପର୍ଯ୍ୟାୟରେ ଆରମ୍ଭ ହେଲା ଏହି…

କଂଗ୍ରେସ କରୁଛି କଣ?

ଡଃ ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ସତରେ କଂଗ୍ରେସ କରୁଛି କଣ? ଏ ପ୍ରଶ୍ନ ଏବେ ବାରବାର ସାମ୍ନାକୁ ଆସଛି, ତାହା ପୁଣି ଜୋରଦାର ଢଙ୍ଗରେ । ମଧ୍ୟ ପ୍ରଦେଶ ଓ ରାଜସ୍ଥାନ ଘଟଣା ପରେ ଏହାର ପ୍ରାସଙ୍ଗିକତା ଆହୁରି ବଢି ଯାଇଛି । ଯେଉଁ ଢଙ୍ଗରେ ଜାତୀୟସ୍ତରରେ…

ସୁଶାନ୍ତ ସିଂ ରାଜପୁତ କେସ୍‌: ସିବିଆଇ ତଦନ୍ତ ପାଇଁ ଚିଠି ପଠାଇଲେ ଅମିତ ଶାହା

ନୂଆଦିଲ୍ଲୀ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାର ଏକ ମାସ ବିତିଛି । ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲା ପଛରେ କେଉଁ ମାନେ ରହିଛନ୍ତି ସେଥିନେଇ ସାରା ଦେଶରେ ଆଲୋଚନା ଜୋର ଧରିଛି । ପୂର୍ବତନ ଏମିପି ପପୁ ଯାଦବ ମାମଲାର ସିବିଆଇ ତଦନ୍ତ ପାଇଁ ଦାବି କରିବା ସହ…

କୋଭିଡ ପରିଚାଳନାରେ ଗଣମାଧ୍ୟମର ଭୂମିକା ନେଇ ୱେବିନାର: ସକାରାତ୍ମକ ଖବର ପ୍ରସାରଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ୱର ପକ୍ଷରୁ “କୋଭିଡ-୧୯ ପରିଚାଳନାରେ ଗଣମାଧ୍ୟମ”ର ଭୂମିକାକୁ ନେଇ ଏକ ୱେବିନାର ଅନୁଷ୍ଠିତ ହୋଇଯାଇଛି । ପିଆଇବିର ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ଶୈଳେଶ କୁମାର ମାଲବ୍ୟ ଏଥିରେ…

ପାଣିପାଗ ବିଭାଗର ସତର୍କ ସୂଚନା: ଏହି ୯ ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୯ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କେନ୍ଦ୍ରାପଡା, ଜଗତସିଂହପୁର,…

ସୁସ୍ଥ ହେଲେ ଆଉ ୬୧୨ ସଂକ୍ରମିତ, ୧୦,୦୦୦ ଡେଇଁଲା ମୋଟ ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର: ବଢ଼ୁଥିବା ସଂକ୍ରମଣ ମଧ୍ୟରେ ଆସିଛି ଆଶ୍ୱସ୍ତିକର ଖବର । ଆଜି ଗୋଟିଏ ଦିନରେ ସର୍ବାଧିକ ୬୧୨ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହକୁ ମିଶାଇ ରାଜ୍ୟରେ ମୋଟ କରୋନାରୁ ଆରୋଗ୍ୟ ସଂଖ୍ୟା ୧୦,୪୭୪ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ଆମେରିକାରେ ପହଂଚିଲା ବ୍ୟୁବୋନିକ୍ ପ୍ଲେଗ୍‌

ନ୍ୟୁୟର୍କ: ଚୀନରୁ ଆମେରିକାରେ ପହଂଚିଲା ମାରତ୍ମାକ ରୋଗ ବ୍ୟୁବୋନିକ୍ ପ୍ଲେଗ । ଏଠାରେ ଏକ କୋଲୋରୋଡୋ ଗୁଣ୍ଡିଚା ମୂଷା ବ୍ୟୁବୋନିକ୍ ପ୍ଲେଗରେ ସଂକ୍ରମିତ ହୋଇଥିବା ଜଣାପଡିଛି । କରୋନା ଭାଇରସ ଭଳି ଏହି ରୋଗ ଯେପରି ନ ବ୍ୟାପିବ ସେଥିପ୍ରତି ଆମେରିକା ବୈଜ୍ଞାନିକମାନେ ଉଦ୍ୟମ ଆରମ୍ଭ କରିଛନ୍ତି ।…

ପ୍ରେମ ପାଇଁ ଦିଲ୍ଲୀରୁ ପଲ୍ଲୀ, ପ୍ରେମିକ ଘର ଆଗରେ ପ୍ରେମିକାର ଧାରଣା

ବାଲେଶ୍ୱର: ପ୍ରେମ ପାଇଁ ଦିଲ୍ଲୀରୁ ଆସିଲେ ପଲ୍ଲୀ । ବିବାହର ପ୍ରତିଶ୍ରୁତି ଦେଇ ଠକିଦେଲା ପ୍ରେମିକ । କଥା ଦେଇ ରଖିଲେନି କଥା । ନ୍ୟାୟ ପାଇଁ ପ୍ରେମିକ ଘର ଆଗରେ ଧାରଣା ଦେଲା ପ୍ରେମିକା । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ରୁପ୍‌ସା ଥାନା ଗଡପଦା ପଂଚାୟତ ଶାସନ ଗାଁରେ ।…

ଜମ୍ମୁ-କଶ୍ମୀରରେ ବିଜେପି ନେତାଙ୍କୁ ଅପହରଣ

ବାରମୁଲ୍ଲା: ଜମ୍ମୁ-କଶ୍ମୀରେ ଆତଙ୍କବାଦୀମାନେ ବିଜେପି ନେତାଙ୍କୁ ଟାର୍ଗେଟ କରିବା ଆରମ୍ଭ କରିଛନ୍ତି । କିଛି ଦିନ ତଳେ ଶେଖ ୱାସିମ ବାରଙ୍କୁ ଗୁଳି କରି ହତ୍ୟା କରିବା ପରେ ବୁଧବାର କଶ୍ମୀରର ବିଜେପି ନେତା ତଥା ବାରମୁଲ୍ଲା ମ୍ୟୁନିସିପାଲଟି ୱାଟେରଗାମର ସଭାପତି ମେରାଜୁଦ୍ଦିନ ମଲଙ୍କୁ ଉତ୍ତର…

ଭାଇରାଲ୍ ପୋଷ୍ଟମୋର୍ଟମ୍‌: ନିର୍ଯାତିତ ମାଙ୍କଡ ଓ କୋଭିଡ୍‌-୧୯ ଭ୍ୟାକ୍ସିନ ପରୀକ୍ଷଣ ସହ କ’ଣ ରହିଛି ସଂପର୍କ ?

ଭୁବନେଶ୍ୱର‌: ଏକ ସଫଳତମ କୋଭିଡ୍‌-୧୯ ଭ୍ୟାକ୍ସିନ୍ ପାଇଁ ଅନ୍ତର୍ଜାତୀୟ ସଂସ୍ଥା ଓ ଲାବ୍ରୋଟୋରୀଙ୍କ ମଧ୍ୟରେ ଚାଲିଛି ତୀବ୍ର ପ୍ରତିଯୋଗୀତା । ହେଲେ ଏହି ସମୟରେ ଏକ ହୃଦୟ ବିଦାରକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି । ଭାଇରାଲ୍ ହୋଇଥିବା ଏହି ଭିଡିଓରେ କିଛି ମାଙ୍କଡଙ୍କୁ ଏକ…