Latest Odisha News

BREAKING NEWS

Browsing Category

ଫିଚର

ମନ୍ତ୍ରୀଙ୍କୁ ଜୋତା ପିନ୍ଧାଇଲେ ସୁରକ୍ଷାକର୍ମୀ, ସୋସିଆଲ ମିଡିଆରେ ଘୁରିବୁଲୁଛି ଭିଡିଓ

ବେଙ୍ଗାଲୁରୁ: ମନ୍ତ୍ରୀଙ୍କୁ ଜୋତା ପିନ୍ଧାଇଲେ ସୁରକ୍ଷାକର୍ମୀ। ଯାହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏନେଇ ଆରମ୍ଭ ହୋଇଛି ବିବାଦ। କର୍ଣ୍ଣାଟକର ସାମାଜିକ କଲ୍ୟାଣ ମନ୍ତ୍ରୀ ଏଚ.ସି ମହାଦେବପ୍ପାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଥିରେ ଜଣେ ସୁରକ୍ଷାକର୍ମୀ…

ଆଗ୍ନେୟ ଉଦଗୀରଣ ଯୋଗୁ ପାଣି ଭିତରେ ସୃଷ୍ଟି ହେଲା ନୂଆ ଦ୍ୱୀପ

ଟୋକିଓ: ପ୍ରଶାନ୍ତ ମହାସାଗରେ ହଠାତ ଏକ ନୂତନ ଦ୍ୱୀପର ସୃଷ୍ଟି ହୋଇଛି । ପାଣି ମଧ୍ୟରେ ଆଗ୍ନେୟଗିରି ଉଦଗୀରଣ ଯୋଗୁ ଏହା ସମ୍ଭବ ହୋଇଛି । ଟୋକିଓଠାରୁ ୧୨୦୦ କିଲୋମିଟର ଦକ୍ଷିଣରେ ଥିବା ଇୱେଟୋ ଦ୍ୱୀପ ନିକଟରେ ଏହା ସୃଷ୍ଟି ହୋଇଛି । ପାଣି ସଂସ୍ପର୍ଶରେ ମେଗ୍ମା ଆସିବା ଯୋଗୁ ପ୍ରତି ମୂହର୍ତରେ…

ଆଇଡିଏଫର ଦାବୀ ହମାସର ୬୦ କମାଣ୍ଡର ମାରିଛୁ

ତେଲ ଅବୀବ: ହମାସର ୬୦ କମାଣ୍ଡରଙ୍କୁ ମାରି ସାରିଲୁଣି ବୋଲି ଇସ୍ରାଏଲ ଡିଫେନ୍ସ ଫୋର୍ସ ଦାବୀ କରିଛି । ଅକ୍ଟୋବର ୭ ପରଠାରୁ ଇସ୍ରାଏଲ ପକ୍ଷରୁ ଆକ୍ରମଣ ତୀବ୍ର କରାଯାଇଛି । ରୟଟର୍ସର ରିପୋର୍ଟ ଅନୁସାରେ ଇସ୍ରାଏଲ ସେନା ଗାଜାରେ ହମାସ ଚିଫ ୟାହ୍ନା ସିନୱାରଙ୍କୁ ବଙ୍କର ମଧ୍ୟରେ ଅନ୍ୟମାନଙ୍କଠାରୁ…

ଭିଜିଲାନ୍ସ ଜାଲରେ ମେଡିକାଲ କଲେଜ ଅଧ୍ୟକ୍ଷ: ୬ଟି ସ୍ଥାନରେ ଚାଲିଛି ଚଢାଉ

ବଲାଙ୍ଗିର:ଭିଜିଲାନ୍ସ ଜାଲରେ ପଡିଲେ ବଲାଙ୍ଗିର ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ତାଙ୍କର ପୁରୀ, ବଲାଙ୍ଗିର ଏବଂ ସମ୍ବଲପୁରସ୍ଥିତ ବାସଭବନରେ ଆଜି ଚଢାଉ କରିଛି । ସୁଦର୍ଶନ…

ଯଦି ମୁଁ ଭାରତୀୟ ହୋଇଥାନ୍ତି ତେବେ ବିହାର ଯାଇ ନୀତିଶଙ୍କୁ ଜବାବ ଦେଇଥାନ୍ତି-ମୁଖ୍ୟମନ୍ତ୍ରୀଙ୍କ ଅଶ୍ଳୀଳ ବୟାନ ଉପରେ…

ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ବିବାଦୀୟ ବୟାନ ଉପରେ ଆଫ୍ରିକା-ଆମେରିକା ଅଭିନେତ୍ରୀ ତଥା ଗାୟିକା ମେରୀ ମିଲବେନ ଜୋରଦାର ବର୍ଷିଛନ୍ତି । ବିଧାନସଭାରେ ଏପରି ବୟାନ ଦେଇଥିବାରୁ ନୀତିଶଙ୍କୁ କଡାଭାଷାରେ ନିନ୍ଦା କରିଛନ୍ତି । ସେ ନୀତିଶ କୁମାରଙ୍କ ଇସ୍ତଫା ଦାବି କରିଛନ୍ତି…

କ୍ୟୁଏସ ଏସିଆ ୟୁନିଭର୍ସିଟି ରାକିଂ ୨୦୨୪: ଏସିଆର ଟପ ୫୦ ତାଲିକାରେ ରହିଛି ଭାରତର ୬ ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ:ଶିକ୍ଷାରେ ଚମକିଲା ଭାରତ । ଏସିଆ ମହାଦେଶରେ ଭାରତର ଆଇଆଇଟି ବମ୍ବେ ଏବଂ ଆଇଆଇଟି ଦିଲ୍ଲୀ ଟପ ୫୦ ତାଲିକାରେ ସ୍ଥାନ ପାଇଛି । କ୍ୱାକ୍ୱେରେଲି ସାଇମଣ୍ଡସ୍ ବୁଧବାର ଦିନ କ୍ୟୁଏସ ଏସିଆ ୟୁନିଭର୍ସିଟି ରାକିଂ -୨୦୨୪ ତାଲିକା ଜାରି କରିଛ୍ତି । ଏଥିରେ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ…

ନୟାଗଡରେ ଲଜ୍ଜାଜନକ ଘଟଣା: ମାନସିକ ଭିନ୍ନକ୍ଷମ ମହିଳାଙ୍କୁ ଦୁଷ୍କର୍ମ ପରେ ଛୁରାମାଡ଼

ନୟାଗଡ:ନୟାଗଡରେ ସାମ୍ନାକୁ ଆସିଛି ଲଜ୍ଜାଜନକ ଘଟଣା । ଜଣେ ମାନସିକ ଭିନ୍ନକ୍ଷମ ମହିଳାଙ୍କୁ ଦୁଷ୍କର୍ମ ପରେ ଛୁରାମାଡ କରିଛନ୍ତି ଦୁର୍ବୃତ୍ତ । ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଇଟାମାଟି ଥାନା ବାଉଁଶିଆପଡା ଗାଁରେ ଘଟିଛି ଏପରି ଲଜ୍ଜାଜନକ ଘଟଣା । ମହିଳା…

ସରକାର ଦାବି ନ ଶୁଣିଲେ ଡିସେମ୍ବର ୧ରୁ ଗଡିବନି ଘରୋଇ ବସ

ଭୁବନେଶ୍ୱର: ସରକାର ଯଦି ଦାବି ନ ଶୁଣନ୍ତି ପୁଣି ହୋଇପାରେ ଘରୋଇ ବସ୍ ଧର୍ମଘଟ । ଘରୋଇ ବସମାଲିକଙ୍କ ଦାବି ନ ମାନିଲେ ଡିସେମ୍ବେର ୧ରୁ ରାଜ୍ୟରେ ଘରୋଇ ବସ ଗଡିବ ନାହିଁ ବୋଲି ଚେତାବନୀ ଦେଇଛି ଘରୋଇ ବସ ମାଲିକ ସଂଘ । ମାଲିକ ସଂଘର ବୈଠକରେ  ଏପରି ନିଷ୍ପତ୍ତି ନିଆ ଯାଇଛି। ସଂଘର ସାଧାରଣ…

କେବଳ ଦିଲ୍ଲୀ ନୁହେଁ, ପଞ୍ଜାବରୁ ବଙ୍ଗୋପସାଗର ଯାଏ ବାୟୁମଣ୍ଡଳରେ ବ୍ୟାପିଛି କଳାଧୁଆଁର ଆସ୍ତରଣ:ନାସା ଦେଖାଇଲା ଫଟୋ

ନୂଆଦିଲ୍ଲୀ:ଦିଲ୍ଲୀ ବାୟୁମଣ୍ଡଳ ଯେମିତି ଦିନକୁ ଦିନ ବିଷାକ୍ତ ହେବାରେ ଲାଗିଛି । ପ୍ରଦୁଷଣ କମିବାର ନାଁ ନେଉନି । ସକାଳେ ସନ୍ଧ୍ୟାରେ କଳା ଧୂଆଁଳିଆ ଲକ ଆସ୍ତରଣ ଦିଲ୍ଲୀରେ ଦେଖିବାକୁ ମିଳୁଛି । ଫଳର ନିଃଶ୍ୱାସ ପ୍ରଶ୍ୱାସ ନେବାରେ ଲୋକେ କଷ୍ଟ ଅନୁଭବ କରୁଥିବା କହୁଛନ୍ତି । ଖାଲି ଦିଲ୍ଲୀ…

ଲକଡାଉନ୍ ସମୟରେ ବୁକିଂ ହୋଇଥିବା ଯାତ୍ରୀଙ୍କ ବିମାନ ଟିକେଟ୍ ପଇସା ଫେରାଇବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: କୋଭିଡ୍ ପାଇଁ ଲକଡାଉନ ହୋଇଯିବାରୁ ବିମାନ ସେବା ବାତିଲ ହୋଇଥିଲା। ହେଲେ ଆଗୁଆ ଟିକେଟ୍ ବୁକିଂ କରିଥିବା ଯାତ୍ରୀ ଏଯାବତ ଟିକେଟ୍ ପଇସା ଫେରିପାଇନଥିଲେ। ଏବେ କେନ୍ଦ୍ର ସରକାର ଏଥିପାଇଁ ଅନ୍ ଲାଇନ୍ ଟିକେଟ୍ ବୁକିଂ ପୋର୍ଟାଲ ଗୁଡିକୁ ଟିକେଟ୍ ପଇସା ଫେରସ୍ତ କରିବାକୁ ନିର୍ଦ୍ଦେଶ…