Latest Odisha News

BREAKING NEWS

Browsing Category

ଫିଚର

ରାଜଧାନୀରେ ପୁଣି ୬୪ କରୋନା ସଂକ୍ରମିତ, ୧୩ ସୁସ୍ଥ

ଭୁବନେଶ୍ୱର: ରାଜଧାନୀରେ କାୟା ମେଲାଇଛି କରୋନା । ଲାଗୁନି ବ୍ରେକ୍‌, ଦିନକୁ ଦିନ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଅଧିକ ଚିନ୍ତା ବଢ଼ାଇଛି ସ୍ଥାନୀୟ ସଂକ୍ରମଣ । ଆଜି ପୁଣି ରାଜଧାନୀ ଭୁବନେଶ୍ୱରରୁ ୬୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଂଟାଇନ୍…

ମଧ୍ୟପ୍ରଦେଶ ପରେ ରାଜସ୍ଥାନରେ ରାଜନୈତିକ ସଙ୍କଟ

ଜୟପୁର: ମଧ୍ୟପ୍ରଦେଶ ପରେ ରାଜସ୍ଥାନ ରାଜନୀତି ଏବେ ଟଳମଳ । ରାଜସ୍ଥାନରେ କଂଗ୍ରେସର ଦୁଇ ବରିଷ୍ଠ ନେତାଙ୍କ ମଧ୍ୟରେ ସୃଷ୍ଟି ହୋଇଛି ବିବାଦ । ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ଉପମୁଖ୍ୟମନ୍ତ୍ରୀ ସଚିନ୍ ପାଇଲଟଙ୍କ ମଧ୍ୟରେ ବିବାଦ ଆରମ୍ଭ ହୋଇଛି । ଉଭୟଙ୍କ ଝଗଡା ଏବେ ଦିଲ୍ଲୀରେ…

ବଦଳିବେ ରାଜ୍ୟ କଂଗ୍ରେସ ମଙ୍ଗୁଆଳ !

ଭୁବନେଶ୍ୱର: ଖୁବଶୀଘ୍ର ରାଜ୍ୟ କଂଗ୍ରେସର ମଙ୍ଗୁଆଳ ବଦଳିବେ । ଏଥିପାଇଁ ରେସରେ ୧୩ ଜଣ ବରିଷ୍ଠ ନେତା ଅଛନ୍ତି ବୋଲି ଆଜି ଭବିଷ୍ୟବାଣୀ କରିଛନ୍ତି ଜଟଣୀ ବିଧାୟକ ତଥା ବରିଷ୍ଠ ନେତା ସୁରେଶ ରାଉତରାୟ । ସୁର କହିଛନ୍ତି, ଖୁବ ଶୀଘ୍ର ପିସିସି ସଭାପତି ପଦରେ ପରିବର୍ତ୍ତନ ହୋଇପାରେ । ଏହି ରେସରେ…

କରୋନା ଆକ୍ରାନ୍ତ ରାଜ୍ୟର ଦ୍ୱିତୀୟ ସାମ୍ବାଦିକଙ୍କ ମୃତ୍ୟୁ

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ରାଜ୍ୟ ଦ୍ୱିତୀୟ ସାମ୍ବାଦିକ ଭାବେ ଗଜପତି ଜିଲ୍ଲାର ଜଣେ ବରିଷ୍ଠ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି । ଏକ ତେଲୁଗୁ ଖବର କାଗଜରେ ସେ ସାମ୍ବାଦିକ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ…

ଐଶ୍ଚର୍ଯ୍ୟା ଓ ଆରାଧ୍ୟା ମଧ୍ୟ କରୋନା ପଜିଟିଭ୍‌

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତଥା ବଚ୍ଚନ ପରିବାରର ବୋହୁ ଐଶ୍ଚର୍ଯ୍ୟା ରାୟ ବଚ୍ଚନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କ ଝିଅ ଆରାଧ୍ୟା ମଧ୍ୟ କରୋନାରେ ଆକ୍ରାନ୍ତ ଥିବା ଜଣାପଡିଛି । ଗତକାଲି ଉଭୟଙ୍କ ପରୀକ୍ଷା ହୋଇଥିବା ବେଳେ ରିପୋର୍ଟ ନେଗେଟିଭ୍ ଆସିଥିଲା । ଆଜି ଦ୍ୱିତୀୟ ପର୍ଯ୍ୟାୟ…

କାଲିଠୁ କଟକରେ ଖୋଲିବ ସପିଂ ମଲ୍

କଟକ: କଟକ ମହାନଗର ନିଗମ ଅଂଚଳରୁ ହଟିଲା ସଟଡାଉନ୍ । ସିଏମସି ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଆସନ୍ତାକାଲିଠାରୁ ସକାଳ ୫ଟାରୁ ସନ୍ଧ୍ୟା ୬ଟା ଯାଏ ଦୋକାନ ଖୋଲିପାରିବ । ତେବେ ସନ୍ଧ୍ୟା ୭ଟାରୁ ସକାଳ ୫ଟା ଯାଏ ରାତ୍ରିକାଳୀନ କର୍ଫ୍ୟୁ ଜାରି ରହିବ । ଔଷଧ ଦୋକାନକୁ କଟକଣାରୁ ବାଦ ଦିଆଯାଇଛି ।…

ଦୁଇ ମାସରେ ରାଜ୍ୟର ୪ ଜେଲକୁ ବ୍ୟାପିଲା କରୋନା; ବିପଦରେ ୧୭ ହଜାର ଅନ୍ତେବାସୀ

କଟକ: ରାଜ୍ୟରେ ପାଖାପାଖି ୪୩ ଜଣ କଏଦୀ ଏବଂ ୱାର୍ଡର କରୋନା ପଜିଟିଭ ଚିହ୍ନଟ ହେବା ପରେ ଅନ୍ତେବାସୀ ମାନେ ଆତଙ୍କିତ ହୋଇପଡିଛନ୍ତି। ବ୍ରହ୍ମପୁର ସର୍କଲ ଜେଲ କରୋନା ସଂକ୍ରମଣ ତାଲିକାର ଶୀର୍ଷରେ ରହିଥିବାବେଳେ ଚୌଦ୍ୱାର ଜେଲ ଏହି ତାଲିକାରେ ଦ୍ୱିତୀୟ ସ୍ଥାନରେ ରହିଛି। ଏପରିକି ବ୍ରହ୍ମପୁର…

ଚିନ୍ତା ବଢ଼ାଉଛନ୍ତି ଜି-କେ-ଜେ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କରୋନାର ଲମ୍ବା ଡିଆଁ । ପ୍ରତିଦିନ ପାଞ୍ଚ ଶହ ଉପରେ ପଜିଟିଭ କେସ ଆସୁଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଏବେ ଟେନସନ୍ । ବିଶେଷ କରି ଜି-ଜେ-କେ ଜିଲ୍ଲା ମୁଣ୍ଡ ବିନ୍ଧାର କାରଣ ହୋଇଛନ୍ତି । ଜି-ଗଞ୍ଜାମ, ଜେ-ଯାଜପୁର ଓ କେ-ଖୋର୍ଦ୍ଧା । ରାଜ୍ୟର ମୋଟ୍ ଆକ୍ରାନ୍ତଙ୍କ…

ଅନୁପମ ଖେରଙ୍କ ମାଆ ଓ ଭାଇଙ୍କ ସମେତ ପରିବାରର ଚାରି ଜଣଙ୍କୁ କରୋନା

ମୁମ୍ୱାଇ: ବଲିଉଡ୍ ଅଭିନେତା ଅନୁପମ ଖେରଙ୍କ ପରିବାରରେ କରୋନା । ତାଙ୍କ ମାଆ ଓ ଭାଇଙ୍କ ସମେତ ପରିବାରର ଚାରି ଜଣଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ନିଜ ଟ୍ୱିଟର ଆକାଉଣ୍ଟରେ ଏକ ଭିଡିଓ ବାର୍ତ୍ତାରେ ଏହି ସୂଚନା ଦେଇଛନ୍ତି ଅନୁପମ ଖେର । This is to inform all that my…

ରାଜ୍ୟରେ ୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୬୪ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ରବିବାର ଦିନ ଆଉ ୩ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୬୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ସମସ୍ତ ମୃତକ ମାନେ ଗଞ୍ଜାମ…