Latest Odisha News

BREAKING NEWS

Browsing Category

ଫିଚର

ଆଉ ୩ ମାସ ଯାଏଁ ମିଳିବ ମାଗଣା ଗ୍ୟାସ୍ ଓ ରାସନ

ନୂଆଦିଲ୍ଲୀ: କରୋନା ଯୋଗୁ ଦେଶରେ ଆର୍ଥିକ ମାନ୍ଦାବସ୍ଥା ଦେଖା ଦେଇଛି। ତେବେ ଏହି ମହାମାରୀରେ ଅଧିକ ପ୍ରଭାବିତ ହୋଇଛନ୍ତି ଗରିବ ଓ ଦିନ ମଜୁରିଆ। ତେଣୁ ଏହାକୁ ଆଖି ଆଗରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ହୋଇଥିବା କ୍ୟାବିନେଟ୍‌ ଓ ସିସିଇଏ ବୈଠକରେ କିଛି…

କଟକ ଶିଶୁଭବନରେ ଆଉ ଜଣେ ପଜିଟିଭ ଚିହ୍ନଟ

କଟକ: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଆଜି କଟକ ଶିଶୁଭବନରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କରୋନାରେ ପୁଣି ଜଣେ ଶିଶୁ ସଂକ୍ରମିତ ହୋଇଛି । ସଂକ୍ରମିତ ଶିଶୁ ଜଣକ ଜଗତସିଂହପୁର ଅଞ୍ଚଳର ୬ ବର୍ଷର ଶିଶୁ ପୁତ୍ର…

ବାହାର କର୍ମଚାରୀଙ୍କୁ ଭୁବନେଶ୍ୱର ମନା

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ଲାଗୁ ହୋଇଛି ନୂଆ କଟକଣା । ବାହାର କର୍ମଚାରୀଙ୍କ ପାଇଁ ଭୁବନେଶ୍ୱର ମନା ହୋଇଛି ।ଭୁବନେଶ୍ୱରରେ କାର୍ଯ୍ୟରତ ସରକାରୀ କର୍ମଚାରୀଙ୍କ ପାଇଁ ଏହା ଲାଗୁ କରାଯିବ । କଟକ, ଖୋର୍ଦ୍ଧା ବାହାରେ ରହୁଥିବା କର୍ମଚାରୀ କାର୍ଯ୍ୟାଳୟ ଆସିବା ନେଇ ଅନୁମତି ନାହିଁ…

ଆଇପିଏସ୍ ବସନ୍ତ ରଥ ସସ୍‌ପେଣ୍ଡ

ଜମ୍ମୁକାଶ୍ମୀର: ଜମ୍ମୁକାଶ୍ମୀରରେ ଅବସ୍ଥାପିତ ଓଡ଼ିଆ ପୁଅ ଆପିଏସ୍ ବସନ୍ତ ରଥ ସସ୍‌ପେଣ୍ଡ ହୋଇଛନ୍ତି । ସେ ପଦବୀର ଅପବ୍ୟବହାର ଓ ଅଶୋଭନୀୟ ଆଚ୍‌ରଣ କରିଥିବା ଯୋଗୁଁ ୨୦୦୦ ମସିହା ବ୍ୟାଚ୍‌ର ଅଫିସର ବସନ୍ତ ରଥଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି ।ଡିଜିପିଙ୍କ ବିନା ଅନୁମତିରେ…

ଚିନ୍ତା ବଢ଼ାଇଲାଣି ସ୍ଥାନୀୟ ସଂକ୍ରମଣ, ପୁଣି ଭୁବନେଶ୍ୱରରେ ୪୬ ପଜିଟିଭ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ପୁଣି ୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଓ ୨୪ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ୧୮ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ଟ୍ୱିଟ୍ କରି ସୂଚନା ଦେଇଛି । ଚିହ୍ନଟ…

ନିଯୁକ୍ତି ମିଳିବ, ନୂଆ ପଦବୀ ସୃଷ୍ଟି ହେବନି: ସରକାର

ଭୁବନେଶ୍ୱର: ରାଜ୍ୟରେ ନୂଆ ସରକାରୀ ନିଯୁକ୍ତି ନେଇ କଟକଣା ଉପରେ ସ୍ପଷ୍ଟିକରଣ ରଖିଛି ଅର୍ଥ ବିଭାଗ । ସରକାର କହିଛନ୍ତ, କେବଳ ନୂଆ ପଦବୀ ସୃଷ୍ଟି ଉପରେ କଟକଣା ଲାଗିଛି । ତେବେ ନୂଆ ନିଯୁକ୍ତି ପ୍ରକ୍ରିୟା ଜାରି ରହିବ । ପୂର୍ବଭଳି ଖାଲି ପଡିଥିବା ପଦବୀ ପୂରଣ ହେବ । କୋଭିଡ ପରିସ୍ଥିତିକୁ…

ନିଯୁକ୍ତି ବନ୍ଦ ହୋଇଗଲେ ବେକାର ଯୁବକ-ଯୁବତୀ କ’ଣ କରିବେ?

ଭୁବନେଶ୍ୱର: ରାଜ୍ୟରେ କରୋନା ବୃଦ୍ଧି ପାଉଛି । ଏଥିସହ ସରକାରଙ୍କ ଆୟ କମୁଛି । ତେଣୁ ସ୍ୱାସ୍ଥ୍ୟ ବିଭାଗ ବାଦ ୨ବର୍ଷ ଯାଏଁ ସରକାରୀ ନିଯୁକ୍ତି ମିଳିବନି ବୋଲି ଗତକାଲି ସରକାର ଘୋଷଣା କରିଛନ୍ତି । ସରକାର ଏହାର ଆଉଥରେ ପୁନଃ ବିଚାର କରନ୍ତୁ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି…

ଖୋର୍ଦ୍ଧା-ଗଂଜାମ ବର୍ଡର ସିଲ୍‌, ଟୋଲ୍ ଗେଟ୍ ନିକଟରେ ଟ୍ରାଫିକ ଜାମ୍‌

ଗଂଜାମ: ବଢ଼ୁଥିବା କରୋନା ସଂକ୍ରମଣ ଯୋଗୁଁ ଗଂଜମାର ସମସ୍ତ ସହରାଂଚଳକୁ ଜିଲ୍ଲାପାଳ ଆସନ୍ତାକାଲିଠାରୁ ସଟ୍‌ଡାଉନ୍ ଘୋଷଣା କରିଛନ୍ତି । ତେବେ ଆଜି ଠାରୁ ଗଂଜମାର ସବୁ ବର୍ଡର ସିଲ୍ କରାଯାଇଛି । ଆଜି ଗଂଜାମ ଓ ଖୋର୍ଦ୍ଧା ଜିଲ୍ଲାର ସୀମା ସିଲ୍ ହେବା ପରେ ଟ୍ରାଫିକ ଜାମ୍ ହୋଇଛି । ସୀମା ସୀଲ୍…

ମୋଷ୍ଟୱାଣ୍ଟେଡ ବ୍ରାଉନସୁଗାର ମାଫିଆ ଗିରଫ, ୩ କେଜି ୬୦୨ ଗ୍ରାମ ଧଳାଜହର ଜବତ

ଖୋର୍ଦ୍ଧା: ଖୋର୍ଦ୍ଧା ପୋଲିସକୁ ମିଳିଛି ବଡ ସଫଳତା । ଖୋର୍ଦ୍ଧାର ମୋଷ୍ଟ ୱାଣ୍ଟେଡ ବ୍ରାଉନସୁଗାର ମାଫିଆ ମନୋରଞ୍ଜନ ସାହୁକୁ ଜଟଣୀ ବାଇପାସରୁ ଗିରଫ କରାଯାଇଛି । ତା’ନିକଟରୁ ୩ କେଜି ୬୦୨ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଜବତ ହୋଇଥିବା ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୩ କୋଟି ୫୦ ଲକ୍ଷ…

ନୟାଗଡ-ଗଞ୍ଜାମ ସୀମା ସିଲ୍‌

ଗଞ୍ଜାମ: ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ । ଅଧିକ ପ୍ରଭାବିତ ହୋଇଛି ଗଂଜାମ ଜିଲ୍ଲା । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ୫ ଦିନ ଯାଏଁ ଗଂଜାମର ସମସ୍ତ ସହରାଂଚଳକୁ ସଟ୍‌ଡାଉନ ଘୋଷଣା କରାଯାଇଛି । ତେବେ ଆଜିଠାରୁ ସୀମା ସିଲ୍ କରାଯାଇଛି । ସଂକ୍ରମଣ ଏଡାଇବାକୁ ନୟାଗଡ-ଗଂଜାମ ସୀମା ସିଲ୍…