Latest Odisha News

BREAKING NEWS

Browsing Category

ଫିଚର

ଭୁବନେଶ୍ୱରରୁ ପୁଣି ବାହାରିଲେ ୨୯ ପଜିଟିଭ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରୁର ପୁଣି ୨୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ଅନ୍ୟ ୧୪ ଜଣ ସ୍ଥାନୀୟ ଅଂଚଳର ଥିବା ଜଣାପଡିଛି । ସେହିପରି ଜଣେ କୋଭିଡ ଯୋଦ୍ଧା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏଥିସହ ରାଜଧାନୀରୁ ୩ ଜଣ…

ଦରିଆପାରିରେ ରଥଯାତ୍ରା, କରୋନା କଟକଣା ଭିତରେ ସମ୍ପନ୍ନ

ଆମେରିକାର କାଲିଫର୍ଣ୍ଣିଆରେ ଅନୁଷ୍ଠିତ ହୋଇଯାଇଛି ଶ୍ରୀଜିଙ୍କ ଘୋଷଯାତ୍ରା । ଫ୍ରେମଣ୍ଟ ହିନ୍ଦୁ ମନ୍ଦିରରେ କରୋନା କଟକଣା ଭିତରେ ନିରାଡମ୍ବର ଭାବରେ ମହାପ୍ରଭୁଙ୍ଗ ରଥଯାତ୍ରା ଆୟୋଜିତ ହୋଇଥିଲା । ଜୁନ୍ ୨୭ ତାରିଖରେ ରଥଯାତ୍ରା ଓ ଜୁଲାଇ ୪ ତାରିଖରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଥିଲା ।…

ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ଆକ୍ସନ ପ୍ଲାନ

ଭୁବନେଶ୍ୱର: ଖୁବଶୀଘ୍ର ରାଜ୍ୟରେ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ଆକ୍ସନ ପ୍ଲାନ କରାଯିବ । ଏହି ପ୍ଲାନରେ ମୋବାଇଲ ଭ୍ୟାନ ଯୋଗେ ବରିଷ୍ଠ ଲୋକଙ୍କୁ ସ୍ୱାସ୍ଥ୍ୟ ସେବା ଦିଆଯିବ । ଏହାସହ ଅନ୍ୟ ୫ ପ୍ରକାରରେ ସେବା ଯୋଗାଇବା ପାଇଁ ଯୋଜନା ରଖାଯାଇଛି । ଏଥିପାଇଁ ୯କୋଟିରୁ ଉଦ୍ଧ୍ୱର୍ ଟଙ୍କାର…

ସିଲ୍ ହେଲା ଟେକ୍ ମହିନ୍ଦ୍ରା

ଭୁବନେଶ୍ୱର: ମୈତ୍ରୀ ବିହାରରେ ଥିବା ଟେକ୍ ମହିନ୍ଦ୍ରାକୁ ସିଲ୍ କଲା ବିଏମସି । ବିଗତ ୩ ଦିନ ମଧ୍ୟରେ ଲଗାତାର ୭ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପରେ ଟେକ୍ ମହିନ୍ଦ୍ରାକୁ ସିଲ୍ କରିଛନ୍ତି ବିଏମସି କର୍ତ୍ତୃପକ୍ଷ । ଆଜି ଠାରୁ ପୂରା ବିଲଡିଂକୁ ସିଲ୍ କରାଯିବା ସହ ୨୦ ତାରିଖ ପର‌୍ୟ୍ୟନ୍ତ ୬୭ ଜଣ…

‘ମୋ ସରକାର’ରେ ସାମିଲ ହେବ କୋଭିଡ ପରିଚାଳନା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ‘ମୋ ସରକାର’ରେ ସାମିଲ ହେବ କୋଭିଡ ପରିଚାଳନା । କୋଭିଡ ରୋଗୀ ଓ କୋଭିଡ୍ ଯୋଦ୍ଧାମାନଙ୍କ ସହ ନିୟମିତ ଯୋଗାଯୋଗ କରି ସେମାନଙ୍କଠାରୁ ଫିଡ୍‌ବ୍ୟାକ୍ ସଂଗ୍ରହ କରାଯିବ । ଏନେଇ ଆଜି କୋଭିଡ ମୁକାବିଲା କାର୍ଯ୍ୟକ୍ରମ ସମ୍ପର୍କରେ ଉଚ୍ଛସ୍ତରୀୟ ବୈଠକରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନବୀନ…

ସମସ୍ତେ ପରାଜିତ ହେଉଥିବା ଏକ ପ୍ରତିଯୋଗିତା

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… ଭାରତର ଯୁବ ସମାଜ ସଂପ୍ରତି ଏକ ଘଡ଼ିସନ୍ଧି ପରିସ୍ଥିତି ଦେଇ ଗତି କରୁଛି । ଏହି ପରିସ୍ଥିତି ତିଆରି ପାଇଁ ଅନେକାଂଶରେ ଆମେ ସମସ୍ତେ ଦାୟୀ । ଆମ ଶିକ୍ଷା ବ୍ୟବସ୍ଥା, ସଫଳତାର ପ୍ରଚଳିତ ମାପକାଠି, ଉନ୍ନତି ତଥା ବିକାଶର ଭ୍ରମାତ୍ମକ…

ସୋସିଆଲ ସାଇଟରେ ଝଡ ସୃଷ୍ଟି କରିଛି ସୁନ୍ଦରୀ ହାତୀ ବବ୍ କଟ ସୋଙ୍ଗାମାଲମ

ମାଡ୍ରାସ: ତାମିଲନାଡୁର ରାଜଗୋପାଳସ୍ୱାମୀ ମନ୍ଦିରରେ ଥିବା ଗୋଟିଏ ହାତୀ ଏବେ ସୋସିଆଲ ମିଡିଆରେ ବେଶ୍ ଲୋକପ୍ରିୟ ହୋଇଛି । ଏହି ହାତୀର ନାମ ବବ୍ କଟ ସେଙ୍ଗାମାଲାମ । ହାତୀଟି ଲୋକପ୍ରିୟ ହେବାର ମୁଖ୍ୟ କାରଣ ହେଲା ଏହାର ହେୟାର ଷ୍ଟାଇଲ । ଆଇଏଏସ ସୁଧା ରମଣ ହାତୀର ଫଟୋ ଶେୟାର କରିବା ପରେ ଏହା…

ଯିଏ ନପିନ୍ଧିବ ମାସ୍କ, ସିଏ କରିବ କରୋନା ଡ୍ୟୁଟି

ମଧ୍ୟପ୍ରଦେଶ: ରାଜଧାନୀ ଭୋପାଳରେ କରୋନା କଟକଣାକୁ କଡ଼ାକଡ଼ି କରିଛି ପ୍ରଶାସନ । ଏଣିକି ବାହାରକୁ ବାହାରିଲେ ଯାହା ମୁହଁରେ ମାସ୍କ ନଥିବ ତାକୁ କଠୋର ଦଣ୍ଡ ଭୋଗିବାକୁ ପଡ଼ିବ । ଜରିମାନା ତ ଗଣିବ ତାସହ କରୋନା ଡ୍ୟୁଟି କରିବ । ଏଭଳି ନିର୍ଦ୍ଦେଶନାମା ଦେଇଛନ୍ତି ଭୋପାଳ ଜିଲ୍ଲାପାଳ ଅବିନାଶ…

ରାଜ୍ୟରେ ୪ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଦିନ ଆଉ ୬ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରେ ୪ ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଛି। ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୪୨ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।…

ଆଉ ୫୭୧ ନୂଆ ମାମଲା ସହ ରାଜ୍ୟରେ ୧୦ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ୫୭୧ ଜଣ ନୂଆ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୯୭ ରେ ପହଞ୍ଚିଛି ।ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…