Latest Odisha News

BREAKING NEWS

Browsing Category

ଫିଚର

ଦେଶରେ ବଢୁଛି କରୋନା ଚିନ୍ତା: ୭ ଲକ୍ଷ ପାଖାପାଖି ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେଉଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ୨୪,୨୩୮ ଜଣ ସଂକ୍ରମିତ ହୋଇଥିବା ବେଳେ ୪୨୫ ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬,୯୭,୪୧୩…

ସାମାଜିକ ଦୂରତା ଭିତରେ ମହାଦେବଙ୍କୁ ଜଳଲାଗି

କରୋନା କାଳ ଭିତରେ ଆଜି ଶ୍ରାବଣର ପ୍ରଥମ ସୋମବାର । ଶୈବପୀଠରେ ଭକ୍ତଙ୍କ ଭିଡ । ହର ହର ମହାଦେବ ଧ୍ୱନିରେ କମ୍ପୁଛି ଗଗନ ପବନ । ଓମ୍ କାରା ଶବ୍ଦରେ ଝଙ୍କୃତ ହେଉଛି ସାରା ପରିବେଶ । ଭୋଳାବାବାଙ୍କ ଆରତି କରୁଛନ୍ତି ଭକ୍ତ । ଜଳଲାଗି କରୁଛନ୍ତି । କିନ୍ତୁ ପୂର୍ବ ବର୍ଷ ଭଳି ଏବର୍ଷ ମନ୍ଦିରରେ…

ଏସିଆର ଉଇହୁଙ୍କାରେ ଓଁକାର…

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଏସିଆ... ଇତିହାସର ଅନ୍ଧାର ରାତିରୁ ଆଧୁନିକ ସମୟର ସଫେଦ୍ ସକାଳ ପର୍ଯ୍ୟନ୍ତ ବହୁ ବୈଦେଶିକ ଆକ୍ରମଣକାରୀଙ୍କ ଲୁଣ୍ଠନର କରୁଣ ଶିକାର ହୋଇଆସିଛି । ଖ୍ରୀଷ୍ଟପୂର୍ବ ୩୦୦ଅଦ୍ଦର ଗ୍ରୀକ୍ ଆଲେକ୍‌ଜାଣ୍ଡାରଙ୍କ ଠାରୁ ଆରମ୍ଭ କରି ଅଷ୍ଟାଦଶ ଶତାଦ୍ଦୀର…

ପବିତ୍ର ଶ୍ରାବଣ ସୋମବାର: ଖାଁ ଖାଁ ଲାଗୁଛି ସମସ୍ତ ଶୈବପୀଠ

ଭୁବନେଶ୍ୱର: ଆଜି ପବିତ୍ର ଶ୍ରବଣ ମାସର ପ୍ରଥମ ସୋମବାର ।କରୋନା ଯୋଗୁଁ ସବୁ ଫିକା ପଡିଛି । ପରିସ୍ଥିତି ସାମାନ୍ୟ ଥିଲେ ରାଜ୍ୟର ପ୍ରମୁଖ ଶିବାଳୟରେ ଆଜି ଶିବଙ୍କୁ ଜଳାଭିଷେକ କରିବାକୁ ଲାଗିଥାନ୍ତା କାଉଡ଼ିଆଙ୍କ ଭିଡ଼। ଏହି ସମୟରେ ଓଡ଼ିଶାର ପ୍ରମୁଖ ଶୈବପୀଠକୁ କାଉଡ଼ିଆମାନେ ନିଷ୍ଠାର ସହିତ…

ଆଜିଠୁ ଖୋଲିବ ଐତିହ୍ୟ କୀର୍ତ୍ତିରାଜ, କରୋନା କଟକଣା ମାନି ବୁଲିବେ

ନୂଆଦିଲ୍ଲୀ: ଲକଡାଉନ୍ ହେବାର ପାଖାପାଖି ଶହେ ଦିନ ପରେ ଆଜି ଦେଶରେ ଖୋଲୁଛି ପର‌୍ୟ୍ୟଟନ ସ୍ଥଳୀ । ଐତିହ୍ୟ କୀର୍ତ୍ତିରାଜି ପୁଣି ଥରେ ବୁଲି ଦେଖି ପାରିବେ ପର୍ଯ୍ୟଟକ । ତେବେ ଯେଉଁସବୁ ପର୍ଯ୍ୟଟନ ସ୍ଥଳୀ କଣ୍ଟେନମେଣ୍ଟ ଜୋନ୍ ଭିତରେ ଆସୁ ନଥିବ ସେସବୁ ସର୍ବସାଧାରଣଙ୍କ ପାଇଁ ଆଜିଠୁ ଖୋଲାଯାଉଛି ।…

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର: ଆଖଣ୍ଡଳମଣିଙ୍କ ପୀଠରେ ୧୪୪ ଧାରା ଜାରିଏ

ଭୁବନେଶ୍ୱର: ଆଜି ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର । ପରମ୍ପରା ଅନୁଯାୟୀ ଆଜିଠାରୁ ମହାଦେବଙ୍କୁ କରାଯାଏ ଜଳାଭିଷେକ । ମାତ୍ର ଚଳିତ ଥର କରୋନା ଯୋଗୁଁ ଫିକା ପଡିଛି ସବୁକୁଛି । ଭଦ୍ରକର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ପୀଠରେ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଜାରି ହୋଇଛି ୧୪୪…

ବଜ୍ରପାତ ସହ ବର୍ଷା ସମ୍ଭାବନା; ଓଡିଶାର ଏହି ୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ମୟୁରଭଞ୍ଜ, ବାଲେଶ୍ଵର ଓ ଭଦ୍ରକ । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍…

ରାଜ୍ୟର କରୋନା ହଟସ୍ପଟ ଜୋନରୁ କଟକ ଫେରିଲେ ୧୪ ଦିନ କ୍ୱାରେଣ୍ଟାଇନ୍

କଟକ: ମହାନଗର ନିଗମ ଅଞ୍ଚଳରେ କରୋନା କେସ୍ ବଢୁଛି । ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ବାହାର ଜିଲ୍ଲାରୁ ଆସୁଥିବା ଲୋକଙ୍କ ଉପରେ କଟକଣା ଜାରି କରିଛି ସିଏମସି । ଏଣିକି ରାଜ୍ୟର କରୋନା ହଟସ୍ପଟ୍ ଜିଲ୍ଲା ଓ ଅଞ୍ଚଳରୁ କଟକ ସହର ଫେରିଲେ ୧୪ ଦିନ କ୍ୱାରେଣ୍ଟାଇନରେ ରହିବେ । ଏନେଇ ସିଏମସି…

କଟକରେ କରୋନା ମୁକାବିଲା ପାଇଁ ୧୫ ଜଣିଆ ଏସପିଓ ଟିମ୍ ଗଠିତ

କଟକ: ମହାନଗର ନିଗମ ଅଞ୍ଚଳରେ ବଡୁଛି କରୋନା ସଂକ୍ରମଣ । କେମିତି ମୁକାବିଲା କରାଯିବ ଓ କରୋନା ଚେନ୍ ଭାଙ୍ଗିବାକୁ ଅଣ୍ଟା ଭିଡ଼ିଛି କଟକ ମହାନଗର ନିଗମ ଓ ସ୍ଥାନୀୟ ପ୍ରଶାସନ । ଆଜି ସିଏମସି କାର୍ଯ୍ୟଳୟରେ ଏକ ଜରୁରିକାଳୀନ ବୈଠକରେ କରୋନା ମୁକାବିଲା ନେଇ ଆଲୋଚନା ହୋଇଛି । ନିଷ୍ପତ୍ତି ହୋଇଛି,…

କରୋନାରେ ତୃତୀୟ ପ୍ରଭାବିତ ଦେଶ ଭାରତ, ଋଷକୁ କାଟିଲା

ନୂଆଦିଲ୍ଲୀ: ଦେଶରେ ମାଡି ଚାଲିଛି କରୋନା । ସଂକ୍ରମଣ ପ୍ରତିଦିନ ରେକର୍ଡ ଭାଙ୍ଗୁଛି । ଆଜି ସୁଦ୍ଧା ସାରା ବିଶ୍ୱରେ ଅଧିକ ପ୍ରଭାବିତ ଦେଶ ତାଲିକାରେ ଋଷିଆକୁ ପଛରେ ଛାଡ଼ି ଦେଇଛି ଭାରତ । ତୃତୀୟ ସ୍ଥାନକୁ ଉଠିଛି । ସନ୍ଧ୍ୟା ସୁଦ୍ଧା ନୂଆ ସଂକ୍ରମିତଙ୍କ ତାଲିକା ଜାରି କରିଛନ୍ତି କିଛି ରାଜ୍ୟ…