Latest Odisha News

BREAKING NEWS

Browsing Category

ଫିଚର

ଆଇସିସି ସଭାପତି ଦୌଡରେ ଗାଙ୍ଗୁଲି !

ନୂଆଦିଲ୍ଲୀ: ଆଇସିସି ଅଧ୍ୟକ୍ଷ ଶଶାଙ୍କ ମନୋହରଙ୍କ ପରେ ଏହି ପଦରେ କିଏ ବସିବ ସେ ନେଇ ଆଲୋଚନା ଜୋର ଧରିଛି । ଭାରତର ସୌରଭ ଗାଙ୍ଗୁଲି ଏହି ଦୌଡରେ ଆଗରେ ରହିଛନ୍ତି । ଇଂଲଣ୍ଡ ବୋର୍ଡର ପୂର୍ବତନ ଅଧ୍ୟକ୍ଷ କଲିନ ଗ୍ରାଭେସ ଓ ଗାଙ୍ଗୁଲି ଉଭୟ ଏବେ ପ୍ରମୁଖ ଦାବିଦାର ଭାବେ ଉଭା ହୋଇଛନ୍ତି ।…

ପ୍ରଧାନମନ୍ତ୍ରୀଙ୍କ ଲେହ ଗସ୍ତ ଚୀନ ଓ ପାକିସ୍ତାନକୁ ସତର୍କଘଣ୍ଟି

ଲଦାଖ ଗଲୱାନ ଘାଟି ସଂଘର୍ଷ ପରେ ଚୀନକୁ ଚେତେଇ ଦେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କହିଥିଲେ, ଭାରତର ସୀମାରେ ଶାନ୍ତି ଚାହେଁ । ଆମକୁ ଉସୁକାଇଲେ ଛାଡିବୁ ନାହିଁ  ୨୦ ବୀର ଯବାନଙ୍କ ବଳିଦାନ ବ୍ୟର୍ଥ ଯିବନି । ଆଜି ଅଚାନକ ଲେହରେ ପହଞ୍ଚି ଯାଇଥିଲେ ପ୍ରଧାନମନ୍ତ୍ରୀ । ମୋଦିଙ୍କ ଏହି…

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ଗଜପତି,ରାୟଗଡା, ଓ ଢେଙ୍କାନାଳ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ସୁନ୍ଦରଗଡ,…

ଚୀନ ଉପରେ ନାଁ ନନେଇ ବର୍ଷିଲେ ମୋଦି

ଲେହରେ ଯବାନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସେମାନଙ୍କ ମନୋବଳ ବଢାଇଛନ୍ତି । ତାସହ ନାଁ ନେଇ ପରୋକ୍ଷରେ ଚୀନ ଉପରେ ନିର୍ଧୁମ ବର୍ଷିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ବିସ୍ତାରବାଦ ଯୁଗର ଅନ୍ତ ହୋଇ ସାରିଛି । ଏବେ ବିକାଶବାଦର ଜମାନା । ବର୍ତ୍ତମାନ ବଦଳୁଥିବା ପରିସ୍ଥିତିରେ ବିକାଶବାଦ…

ମଧୁବାବୁ ପେନସନ ଯୋଜନାରେ କିନ୍ନର ପାଇବେ ଭତ୍ତା

ଭୁବନେଶ୍ୱର: କିନ୍ନର ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। କିନ୍ନର ମାନଙ୍କୁ ମଧୁବାବୁ ପେନସେନ୍ ଯୋଜନାରେ ସାମିଲ୍ କରାଯିବ । ଭତ୍ତା ପାଇଁ ସେମାନେ ପେନସନ୍ ପୋର୍ଟାଲ କିମ୍ବା ଫର୍ମରେ ଆବେଦନ କରିପାରିବେ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଥିବା…

ଗଲୱାନ ଘାଟି ଆମର: ପ୍ରଧାନମନ୍ତ୍ରୀ

ଲେହରୁ ଚୀନକୁ ତେତେଇ ଦେଲେ ପ୍ରଧାନମନ୍ତ୍ରୀ । ଗଲୱାନ ଘାଟି ଭାରତର । ପୂରା ଲଦାଖ ଆମର ମାନ ଓ ସମ୍ମାନର ପ୍ରତୀକ । ଆଜି ଲେହ ଗସ୍ତରେ ଯାଇ ଯବାନଙ୍କୁ ସମ୍ବୋଧିତ କରି ଏକଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତୀୟ ଯବାନଙ୍କ ଇଚ୍ଚାଶକ୍ତି ପାହାଡ ଭଳି…

ଓଡ଼ିଶାରେ ୩୧ ଦିନରେ ୫୭୧୮ ନୂଆ କରୋନା କେସ୍, ୨୨ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ସଂକ୍ରମଣ ସବୁ ରେକର୍ଡକୁ ପାର କରିଛି । ଗତ ମାର୍ଚ୍ଚ ମାସରେ ପ୍ରଥମ ପଜିଟିଭ୍ କେସ୍ ବାହାରିଥିଲା । ମାର୍ଚ୍ଚରେ ସଂକ୍ରମିତଙ୍କ ସଂଖ୍ୟା ଥିଲା ମାତ୍ର ୪ । ଏହି ପାଞ୍ଚ ମାସ ଭିତରେ ସଂଖ୍ୟା ୮ ହଜାର ୧୦୬…

ରାଜ୍ୟରେ ପୁଣି ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ଦୁଇଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୨୯ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଏହି…

ରେକର୍ଡ ଭାଙ୍ଗିଲା କରୋନା; ଗୋଟିଏ ଦିନରେ ଓଡିଶାରେ ସର୍ବାଧିକ ୫୬୧ ଆକ୍ରାନ୍ତ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧ୍ଚଳ ୫୬୧ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ୧୦୬ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

LAC ଟେନସନ୍ ଭିତରେ ଲେହରେ ଅଚାନକ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଏଲଏସିରେ ଭାରତ-ଚୀନ ମଧ୍ୟରେ ଅଶାନ୍ତି ଲାଗି ରହିଥିବା ବେଳେ ଅଚାନକ ଜମ୍ମୁ କଶ୍ମୀରର ଲେହରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସକାଳୁ ସକାଳୁ ନିମୁର ଫରଓ୍ୱାଡ ପୋଷ୍ଟରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ । ସେଠାରେ ସେନାର ବରିଷ୍ଠ ଅଧିକାରୀଙ୍କ ସହ ସ୍ଥିତି ସମ୍ପର୍କରେ ଆଲୋଚନା…