Latest Odisha News

BREAKING NEWS

Browsing Category

ଫିଚର

ବଡ଼ ଖବର: ଅଗଷ୍ଟ ୧୫ ସୁଦ୍ଧା ଆସିଯିବ ଦେଶର ପ୍ରଥମ କରୋନା ଟୀକା !

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ ଖୁସି ଖବର ଆସିଛି । ଆସନ୍ତା ଅଗଷ୍ଟ ୧୫ ତାରିଖରେ ଲଞ୍ଚ ହୋଇପାରେ ଦେଶର ପ୍ରଥମ କରୋନା ଟୀକା । ଯାହାକୁ ବିକଶିତ କରୁଛି ଫାର୍ମାସ୍ୟୁଟିକାଲ୍ କମ୍ପାନୀ ଭାରତ ବାୟୋଟେକ୍ । ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ ସହ ମିଳିତ ଭାବରେ…

ଚିନ୍ତା ବଢ଼ାଉଛି କରୋନା: ଦେଶରେ ୨୪ ଘଣ୍ଟାରେ ୨୦ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ

ନୂଆଦିଲ୍ଲୀ: ଅନେକ ସଂକ୍ରମିତ ଦେଶକୁ ପଛରେ ଛାଡି ଆଗକୁ ଆଗକୁ ମାଡି ଚାଲିଛି ଭାରତ। ଭାରତରେ ତାଣ୍ଡବ ରଚିଲାଣି କରୋନା ମହାମାରୀ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୨୦,୯୦୩ ଜଣ କରୋନା ଆକ୍ରାନ୍ତ । ଅନ୍ୟପଟେ ୨୪ ଘଣ୍ଟାରେ କରୋନା ନେଲାଣି ୩୭୯ ଜଣଙ୍କ ଜୀବନ। ବର୍ତ୍ତମାନ ସୁଦ୍ଧା…

ରଥ ଉପରେ କାହିଁକି ଭାଙ୍ଗି ଦିଆଯାଏ ମହାପ୍ରଭୁଙ୍କ ଅଧରପଣା ହାଣ୍ଡି !

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳା ରହସ୍ୟ ଭେଦ କରିବା ଛାର ମନୁଷ୍ୟ ପକ୍ଷେ ସମ୍ଭବ ନୁହେଁ । ବାର ମାସରେ ତେର ପର୍ବ ଅନୁଷ୍ଠିତ ହେଉଥିବା ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ନୀତିକାନ୍ତି ମଧ୍ୟ ବିରଳ । ଏହିପରି ନୀତିକାନ୍ତି ଅନ୍ୟ କେଉଁ ଦେବାଦେବୀଙ୍କ ମନ୍ଦିରରେ ସାଧାରଣତଃ ଦୃଶ୍ୟମାନ…

ଶ୍ରୀଦେବୀଙ୍କଠାରୁ ଆରମ୍ଭ କରି ଆଲିୟାଙ୍କୁ ଡ୍ୟାନ୍ସ ଷ୍ଟେପ ଦେଇଥିଲେ ସରୋଜ ଖାନ

ମୁମ୍ବାଇ: ବଲିଉଡ କୋରିଓଗ୍ରାଫର ସରୋଜ ଖାନ ଆଜି ନାହାନ୍ତି । କିନ୍ତୁ ଫିଲ୍ମରେ ସେ ଦେଇଥିବା ଡ୍ୟାନ୍ସ ଷ୍ଟେପ୍ ସ୍ମୃତି ଆଇନାରେ ସାଇତା ରହିବ । ବହୁ ସୁପରହିଟ ଫିଲ୍ମର ଗୀତରେ ହିରୋ ହିରୋଇନୁ ନଚାଇଥିଲେ । ଶ୍ରୀଦେବୀ, ମାଧୁରୀ ଦୀକ୍ଷିତ, ଆଲିୟା ଭଟ୍ଟଙ୍କ ସମେତ ବଲିଉଡର ବହୁ ସେଲିବ୍ରିଟିଙ୍କୁ…

କରୋନା ପଜିଟିଭ ଚିହ୍ନଟ ହେଲେ ବ୍ରହ୍ମପୁରର ୫ ପୋଲିସ କର୍ମଚାରୀ

ବ୍ରହ୍ମପୁର: କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ବ୍ରହ୍ମପୁରର ୫ ପୋଲିସ କର୍ମଚାରୀ । ଏନେଇ ସୂଚନା ଦେଇଛନ୍ତି ବ୍ରହ୍ମପୁର ଏସପି ପିନାକି ମିଶ୍ର। ପୋଲିସକର୍ମୀ ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ପୋଲିସ ଷ୍ଟେସନକୁ ୨ ରୁ ୩ ଦିନ ଯାଏଁ ସାନିଟାଇଜ କରାଯିବ ବୋଲି ସୂଚନା ମିଳିଛି। ଗଞ୍ଜାମରେ…

କୋରିଓଗ୍ରାଫର ସରୋଜ ଖାନଙ୍କ ଶେଷକୃତ୍ୟ ସମ୍ପନ୍ନ

ମୁମ୍ବାଇ : ବଲିଉଡର ବିଶିଷ୍ଟ କୋରିଓଗ୍ରାଫର ସରୋଜ ଖାନଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଦେହାନ୍ତ ପରେ ମୁମ୍ବାଇ ମଲାଡରେ ଥିବା ସନ୍ନଟ ଶ୍ମଶାନରେ ଆଜି ସକାଳେ ତାଙ୍କ ଶେଷକୃତ୍ୟ ହୋଇଛି । ତାଙ୍କ ପୁଅ ତଥା କୋରିଓଗ୍ରାଫର ରାଜୁ ଖାନଙ୍କ ସମେତ ପରିବାରର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ ।…

ଅପରାଧୀଙ୍କ ଗୁଳିରେ କାନପୁରର ୮ ପୋଲିସ କର୍ମୀ ଶହୀଦ

କାନପୁର : ଉତ୍ତରପ୍ରଦେଶର କାନପୁର ଅନ୍ତର୍ଗତ ଚୌବେପୁର ଥାନା ଅଞ୍ଚଳରୁ ଆସିଛି ଏକ ଦୁଖଃଦ ଖବର। ଅପରାଧୀଙ୍କ ଗୁଳିରେ ଶହୀଦ ହୋଇଛନ୍ତି ୮ ପୁଲିସ କର୍ମଚାରୀ। ଉତ୍ତରପ୍ରଦେଶର କୁଖ୍ୟାତ ଅପରାଧୀ ବିକାଶ ଦୁବେକୁ ଧରିବାକୁ ଯାଇଥିବା ପୁଲିସ ଟିମ୍ ସହ ଗୁଳିବିନିମୟ ହୋଇଥିଲା।।ଅପରାଧୀମାନେ ପୁଲିସଠାରୁ…

ଆଜି ରଥ ଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି

ପୁରୀ: ପରମ୍ପରା ଅନୁଯାୟୀ ଆଜି ତ୍ରୟୋଦଶୀ ତିଥିରେ ରଥ ଉପରେ ଅନୁଷ୍ଠିତ ହେବ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଅଧରପଣା ନୀତି । ରଥ ଉପରେ ତିନି ଠାକୁରଙ୍କ ଏହି ନୀତି ସଂପନ୍ନ କରାଯିବ ବୋଲି ସୂଚନା ମିଳିଛି। ଏଥିପାଇଁ ଶ୍ରୀବିଗ୍ରହମାନଙ୍କ ଅଧର ଉଚ୍ଚାର ଅଧର ହାଣ୍ଡି ପ୍ରସ୍ତୁତ କରି ରଖାଯାଇଛି। ଏହି…

ପରଲୋକରେ ବଲିଉଡର ମାଷ୍ଟର ଜୀ ସରୋଜ ଖାନ

ମୁମ୍ବାଇ : ବଲିଉଡକୁ ଆଉ ଏକ ଧକ୍କା । ବିଶିଷ୍ଟ କୋରିଓଗ୍ରାଫର ସରୋଜ ଖାନଙ୍କ ଗତ ରାତିରେ ଦେହାନ୍ତ ହୋଇଛି । ମୁମ୍ବାଇର ଗୁରୁ ନାନକ ହସ୍ପିଟାଲରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର କହିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସରେ ହୋଇଥିଲା । ସମସ୍ତଙ୍କ ପ୍ରିୟ…

କାଳିଆ ପରେ ‘ବଳରାମ’ ଯୋଜନା

ଭୁବନେଶ୍ୱର: ଚାଷୀଙ୍କ ପାଇଁ କାଳିଆ ପରେ ଆସିଲା ନୂଆ ଯୋଜନା 'ବଳରାମ' । ଭୂମିହୀନ ଚାଷୀଙ୍କୁ କୃଷି ଋଣ ଯୋଗାଇବାକୁ ରାଜ୍ୟ ସରକାରଙ୍କ ନୂଆ ଯୋଜନା । ଏଥିରେ ରାଜ୍ୟର ୭ ଲକ୍ଷ ଭୂମିହୀନ ଚାଷୀଙ୍କୁ ସରକାର ଯୋଗାଇ ଦେବେ କୃଷି ଋଣ । ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…