Latest Odisha News

BREAKING NEWS

Browsing Category

ଫିଚର

ଜୁଲାଇ ୬ରୁ ପର୍ଯ୍ୟଟନ ସ୍ଥଳୀରୁ ଖୋଲିପାରେ ତାଲା

ନୂଆଦିଲ୍ଲୀ: ଟ୍ରାକକୁ ଫେରିବ ଦେଶରେ ପର୍ଯ୍ୟଟନ ଶିଳ୍ପ । କରୋନା ଭାଇରସ୍ ଯୋଗୁ ବନ୍ଦ ଥିବା ପର୍ଯ୍ୟଟନ କ୍ଷେତ୍ର ପୁଣି ଥରେ ଚଳଚଞ୍ଚଳ ହେବ । ତତ୍ପରତା ଦେଖାଇଛନ୍ତି କେନ୍ଦ୍ର ସରକାର । ଆସନ୍ତା ୬ ତାରିଖରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ବା ଏଏସଆଇ…

PoKରେ ସର୍ଜିକାଲ୍ ଷ୍ଟ୍ରାଇକ୍ କରିଥିବା ସ୍ପେଶାଲ୍ ଫୋର୍ସ LACରେ ମୁତୟନ

ଜମ୍ମୁ କଶ୍ମୀର: ସୀମାରେ ଚକମା ଖାଇବ ଚୀନ୍ । ବିଶୃଙ୍ଖଳିତ ଡ୍ରାଗନକୁ ସାବାଡ କରିବାକୁ ଭାରତ କରୁଛି ରଣନୀତି । ଗଲଓ୍ୱାଟ ଘାଟି ସଂଘର୍ଷ ପରେ ଦୁଇ ଦେଶ ମଧ୍ୟରେ ତିକ୍ତତା ବଢୁଥିବା ବେଳେ ଚୀନକୁ କଡ଼ା ଜବାବ ଦେବା ପାଇଁ କେନ୍ଦ୍ର ସରକାର ଷ୍ଟ୍ରାଟେଜି ପ୍ରସ୍ତୁତ କରୁଛନ୍ତି । ଏବେ ଲଦାଖରେ ମୁତୟନ…

ବେଆଇନ୍ ମଦ ବିକ୍ରି ବେଳେ ଚଢାଉ, ୨ ଗିରଫ

ଭୁବନେଶ୍ୱର: ବେଆଇନ ବିଦେଶ ମଦ ବିକ୍ରି ବେଳେ ସ୍ପେଶାଲ୍ ସ୍କ୍ୱାଡର ଚଢ଼ାଉ । ବାଲିଅନ୍ତା ଥାନା ଅନ୍ତର୍ଗତ ତଳଗଡ଼ରୁ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ସେମାନେ ହେଲେ କଟକ ଖାନନଗର ଅଞ୍ଚଳର ଅରୁଣ ପ୍ରଧାନ ଓ ତଳଗଡ଼ର ସଞ୍ଜୟ ଭୋଇ । ଚଢ଼ାଉ ବେଳେ ପୋଲିସ ବିଭିନ୍ନ ବ୍ରାଣ୍ଡର ୨୧୨ ବୋତଲ ବିଦେଶୀ ମଦ…

କଟକ କ୍ୟାନସର ହସ୍ପିଟାଲରେ ଆଉ ୫୫ କରୋନା ପଜିଟିଭ୍

କଟକ: ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ଆଉ ୫୫ କରୋନା ପଜିଟିଭ ଚିହ୍ନଟ । ଗୋଟିଏ ଦିନରେ ଏତେ ସଂଖ୍ୟକ ଭୂତାଣୁ ସଂକ୍ରମିତ ବାହାରିଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ଜଣେ ନର୍ସ, ୧୮ ଜଣ ରୋଗୀ ଓ ରୋଗୀଙ୍କ ୩୬ ଜଣ ସମ୍ପର୍କୀୟ । ସମସ୍ତଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । କଟକ ଜିଲ୍ଲା…

ସାପ୍ତାହିକ ସଟଡ଼ାଉନରେ ସାମିଲ୍ ହେଲା ଆଉ ଏକ ଜିଲ୍ଲା

ରାୟଗଡ଼ା: ବଲାଙ୍ଗୀର ଓ କେନ୍ଦ୍ରାପଡ଼ା ପରେ ରାୟଗଡ଼ା ଜିଲ୍ଲା ପ୍ରଶାସନ ଜୁଲାଇ ମାସରେ ସାପ୍ତାହିକ ସଟଡ଼ାଉନ କରିବା ନେଇ ଗୁରୁବାର ଦିନ ନିଷ୍ପତ୍ତି ଗ୍ରହଣ କରିଛନ୍ତି । କରୋନା ସଂକ୍ରମଣ ରୋକିବା ଲାଗି ସାମାଜିକ ଦୂରତା ଓ ସଂଗରୋଧ ଜରୁରୀ ହୋଇପଡ଼ିଛି ଏବଂ ଏହି କାରଣରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି…

ସୁନାବେଶରେ ଝଟକିଲେ ତିନିଠାକୁର

ପୁରୀ: ଆଜି ମହାପ୍ରଭଙ୍କର ପବିତ୍ର ସୁନାବେଶ । ରଥାରୂଢ ଶ୍ରୀଜୀଉମାନଙ୍କ ଏହି ସୁନାବେଶ ବା ବଡ଼ ତଡ଼ାଉ ବେଶ ପ୍ରତିବର୍ଷ ଆଜିର ଦିବସରେ ଅନୁଷ୍ଠିତ ହେବାର ବିଧିରହିଛି । ବଡ଼ଦାଣ୍ଡରେ ଦଣ୍ଡାୟମାନ ତିନୋଟି ରଥରେ ସୁନାବେଶରେ ସଜ୍ଜିତ ହୋଇଛନ୍ତି ବଡ଼ଠାକୁର ଶ୍ରୀବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ…

ହସ୍ପିଟାଲରେ ସ୍ୱାମୀର ମୃତ୍ୟୁ ପରେ ସ୍ତ୍ରୀର ଆତ୍ମହତ୍ୟା

ଜଗତସିଂହପୁର: ସ୍ୱାମୀର ମୃତ୍ୟୁ ପରେ ଜୀବନ ହାରିଲେ ସ୍ତ୍ରୀ । ସ୍ୱାମୀର ମୃତ୍ୟୁକୁ ସହି ନପାରି ସ୍ତ୍ରୀ କଲା ଆତ୍ମହତ୍ୟା । ଏଭଳି ଦୁଃଖଦ ଘଟଣା ଘଟିିଛି ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ । ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇସୋଲେସନ ୱାର୍ଡରେ ଜଣେ ପ୍ରବାସୀଙ୍କ ମୃତ୍ୟୁ…

ରୁଷ ଠାରୁ ୩୩ଟି ଫାଇଟର ଜେଟ୍ କିଣିବ ଭାରତ

ନୂଆଦିଲ୍ଲୀ: ଦିନକୁ ଦିନ ଚୀନ ସହ ବଢ଼ୁଛି ଭାତରର ତିକ୍ତତା । ଏହାରି ଭିତରେ ପ୍ରତିରକ୍ଷା କ୍ଷେତ୍ରକୁ ଅଧିକ ସଶକ୍ତ କରିବା ପାଇଁ ଯୋଜନା ଆରମ୍ଭ କରିଛନ୍ତି ଭାତର ସରକାର । ପ୍ରତିରକ୍ଷା ମନ୍ତ୍ରଣାଳୟ ରୁଷରୁ ୩୩ ଲଢୁଆ ବିମାନ କିଣିବାକୁ ଘୋଷଣା କରିଛି। ଏଥିପାଇଁ ମୋଟ୍ ୧୮ ହଜାର ୧୪୮ କୋଟି ଟଙ୍କାର…

ଯୁବତୀଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା

ଆନନ୍ଦପୁର: ଘରେ ବାପା-ମାଆ ନଥିବା ବେଳେ ଯୁବତୀଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରାଯାଇଛି । ଏଭଳି ବର୍ବର ହତ୍ୟାକାଣ୍ଡ ଘଟିଛି ମୟୁରଭଂଜ ଜିଲ୍ଲା ମହୁଲଡିଆ ଥାନା ଅନ୍ତର୍ଗତ ଧାତିକିଡିହା ଗାଁରେ । ସୂଚନା ଅନୁସାରେ ବାପା ସୁନିଲ ସିଙ୍କୁ ଓ ମା’ ଜେମାମଣି ଆଜି ସକାଳୁ ଅଟୋରେ ନିଟକସ୍ଥ…

୧୩ରୁ କଲେଜ ଛାତ୍ରଛାତ୍ରୀଙ୍କ ଅନ୍‌ଲାଇନ୍ କ୍ଲାସ

ଭୁବନେଶ୍ୱର: ଆସନ୍ତା ୧୩ରୁ କଲେଜ ପିଲାଙ୍କ ପାଇଁ ଆରମ୍ଭ ହେବ ଅନ୍‌ଲାଇନ୍ କ୍ଲାସ । ୟୁଜି ଏବଂ ପିଜି ପିଲାଙ୍କ ପାଇଁ ଏହି ଅନ୍‌ଲାଇନ୍ କ୍ଲାସ ଆରମ୍ଭ ହେବ । ଏନେଇ ଉଚ୍ଚଶିକ୍ଷା ବିଭାଗ ଗାଇଡଲାଇନ୍ ଜାରି କରିଛନ୍ତି । ଡିଗ୍ରୀ କଲେଜ ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ସଚିବ ୧୩ରୁ ଅନ୍‌ଲାଇନ୍ କ୍ଲାନ୍…