Latest Odisha News

BREAKING NEWS

Browsing Category

ଫିଚର

ଅନଲାଇନରେ ପଢିବେ ଯୁକ୍ତଦୁଇ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଅନ୍‌ଲାଇନ୍‌ରେ ପାଠ ପଢ଼ିବେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ। ଅଧ୍ୟାପକ ଓ ଅଧ୍ୟାପିକାମାନେ ଛାତ୍ରଛାତ୍ରୀଙ୍କୁ ନେଇ ହ୍ୱାଟ୍ସଆପ୍ ଗ୍ରୁପ କରିବେ।ବିଭିନ୍ନ ବିଷୟର ବିଭିନ୍ନ ଗ୍ରୁପ ତିଆରି ହେବ। ଏହା ମାଧ୍ୟମରେ ହେବ ଅନ୍ଲାଇନ୍ କ୍ଲାସ। ଏନେଇ ରାଜ୍ୟର ସମସ୍ତ ଯୁକ୍ତ ୨ କଲେଜ ଅଧ୍ୟକ୍ଷଙ୍କୁ…

କରୋନା ଉତ୍ପତ୍ତି ସ୍ଥଳ ଜାଣିବା ପାଇଁ ଚୀନକୁ ଟିମ୍ ପଠାଇବ WHO

ଚୀନରେ କରୋନାର ଉତ୍ପତ୍ତି ସ୍ଥଳ କେଉଁଠି ? ଉହାନ୍ ମାଂସ ମାର୍କେଟ ନା ଲାବ୍ରୋଟୋରୀ ? ଚୀନ କହୁଥିବା କଥାର କେତେ ସତ ଅଛି ? ଗ୍ରାଉଣ୍ଡରୁ ତଥ୍ୟ ସଂଗ୍ରହ କରିବେ ବିଶେଷଜ୍ଞ । ଚୀନକୁ ଏକ ଟିମ୍ ପଠାଇବ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । କରୋନା ମହାମାରୀର ଛଅ ମାସ ପରେ ଏହାର ମୂଳ ଖୋଜିବାକୁ ଘୋଷଣା…

ଆନ୍ଧ୍ରପ୍ରଦେଶରେ ଗ୍ୟାସ୍ ଲିକ୍, ଦୁଇ ଜଣଙ୍କର ମୃତ୍ୟୁ

ବିଶାଖାପାଟଣା: ଆନ୍ଧ୍ରପ୍ରଦେଶରେ ବିଷାକ୍ତ ବେଞ୍ଜିମିଡାସୋଲ୍ ଗ୍ୟାସ୍ ଲିକ୍ । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଅସୁସ୍ଥ ହୋଇଛନ୍ତି ଆଉ ଚାରି ଜଣ । ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପରଓ୍ୱାଡାରେ ଥିବା ସାଇନର ଲାଇଫ୍ ସାଇନ୍ସ ପ୍ରାଇଭେଟ୍ ଲିମିଟେଡ୍ କମ୍ପାନୀରେ…

ଆଟର୍ଣ୍ଣିଂ ଜେନେରାଲ ଓ ସଲିସିଟର ଜେନେରାଲଙ୍କ କାର୍ଯ୍ୟକାଳ ବୃଦ୍ଧି

ନୂଆଦିଲ୍ଲୀ: ଆଉ ବର୍ଷେ ବଢ଼ିଲା ଆଟର୍ଣ୍ଣି ଜେନେରାଲ୍ କେ. କେ. ବେଣୁଗୋପାଳଙ୍କ କାର‌୍ୟ୍ୟକାଳ । ପୁନଃ ନିଯୁକ୍ତିକୁ ମଞ୍ଜୁରୀ ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହାପରେ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ଆଜି ସରୁଥିଲା କେ. କେ.…

ଭାରତ-ଚୀନ ମଧ୍ୟରେ ଆଜି ତୃତୀୟ ପର୍ଯ୍ୟାୟ ଆଲୋଚନା

ନୂଆଦିଲ୍ଲୀ: ଭାରତ-ଚୀନ୍ ସୀମା ବିବାଦ ଥମୁନି । ଆଜି ତୃତୀୟ ଥର ଦୁଇ ଦେଶର ସେନା ମଧ୍ୟରେ ହେବ ଆଲୋଚନା । ଲେଫ୍ଟେନାଣ୍ଟ ଜେନେରାଲ ସ୍ତରୀୟ ଆଲୋଚାନ ହେବ । ଇଷ୍ଟର୍ଣ୍ଣ (ପୂର୍ବ) ଲଦାଖରେ ଶାନ୍ତି ଫେରାଇ ଆଣିବା ସହ ସୀମାର ସମ୍ବେଦନଶୀଳ ଅଞ୍ଚଳରୁ ସେନା ପ୍ରତ୍ୟାହାର ନେଇ ଆଲୋଚନା ହେବ । ଲାଇନ୍…

ଦେଶବାସୀଙ୍କୁ କ’ଣ କହିବେ ପ୍ରଧାନମନ୍ତ୍ରୀ ?

ନୂଆଦିଲ୍ଲୀ: ସନ୍ଧ୍ୟା ୪ଟାରେ ଆଜି ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କ'ଣ କହିବେ ତାଉପରେ ସମସ୍ତଙ୍କର ନଜର ରହିଛି । ଭାରତ-ଚୀନ ସୀମା ବିବାଦ ଚରମ ସୀମାରେ ପହଞ୍ଚିଥିବା ବେଳେ ଏଭଳି ସ୍ଥିତିରେ ମୋଦିଙ୍କ ଉଦବୋଧନ ବେଶ ଗୁରୁତ୍ୱ ରଖୁଛି । ଲଦାଖର ଗଲଓ୍ୱାନ ଘାଟି…

ଯୁକ୍ତ ୨ ଅବଶିଷ୍ଟ ପରୀକ୍ଷା ପ୍ରସଙ୍ଗ: ଆଜି ଚୂଡ଼ାନ୍ତ ନିଷ୍ପତ୍ତି !

ଭୁବନେଶ୍ୱର: ଚଳିତବର୍ଷ ଅନୁଷ୍ଠିତ ହୋଇଥିବା ଯୁକ୍ତ ୨ର ବାକି ରହିଯାଇଥିବା ପରୀକ୍ଷା ଅନୁଷ୍ଠିତ ହେବ କି ନାହିଁ ସେ ନେଇ ଆଜି ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ନେବେ ଚୂଡ଼ାନ୍ତ ନିଷ୍ପତ୍ତି ।  କେନ୍ଦ୍ର ସରକାର ଜାରି କରଥିବା ନୁଆ ଗାଇଡ ଲାଇନ୍‌ରେ ସ୍କୁଲ, କଲେଜ ଆସନ୍‌ା ଜୁଲାଇ ୩୧ ପର୍ଯ୍ୟନ୍ତ…

ମଙ୍ଗଳବାର ଅପରାହ୍ନ ୪ଟା ବେଳେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଅପରାହ୍ନ ୪ଟା ବେଳେ ଦେଶବାସୀଙ୍କୁ ସମ୍ବୋଧିତ କରିବେ । ଏନେଇ ସୋମବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟଳୟ ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ ସୂଚନା ପ୍ରକାଶ ପାଇଛି । Prime Minister @narendramodi will address the…

ଅନଲକ୍‌-୨ ପାଇଁ ଆସିଲା ନୂଆ ଗାଇଡଲାଇନ

ଭୁବନେଶ୍ୱର: ପ୍ରକାଶ ପାଇଲା ଅନଲକ୍ -୨ ପାଇଁ ନୂଆ ଗାଇଡଲାଇନ । ଏହି ଗାଇଡ ଲାଇନ ଅନୁସାରେ ଜୁଲାଇ ୩୧ ଯାଏଁ ଲକଡାଉନ ଅବଧି ବୃଦ୍ଧି ପାଇଛି । ଏହି ସମୟ ମଧ୍ୟରେ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ । ଟ୍ରେନ ଓ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ ରହିବ । ସିନେମା ହଲ, ପାର୍କ ବନ୍ଦ ରହିବ ।…

ଜୁଲାଇରେ କରୋନା ମୁକାବିଲା ଲାଗି ସରକାରଙ୍କ ରଣନୀତି; ଜିଲ୍ଲାପାଳ, ଏସପିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର: ଜୁଲାଇ ମାସରେ କରୋନା ମହାମାରୀର ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଣନୀତି ପ୍ରସ୍ତୁତ କରିଛନ୍ତି । ମୁଖ୍ୟମନ୍ତ୍ରୀ  ସୋମବାର ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ  ଜରିଆରେ ଜୁଲାଇ ମାସର କୋଭିଡ ରଣନୀତି ସଂପର୍କରେ ବରିଷ୍ଠ ଅଫିସର, ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କ…