Latest Odisha News

BREAKING NEWS

Browsing Category

ଫିଚର

ସୁସ୍ଥ ହେଲେ ଆଉ ୨୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଅଣାୟତ ହେଲାଣି କରୋନା । ଦିନକୁ ଦିନ ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା । ତେବେ ଏହାରି ଭିତରେ ସୁସ୍ଥ ହାର ମଧ୍ୟ ବଢ଼ିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୨୦୩ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନାରୁ ମୋଟ ଆରୋଗ୍ୟ ସଂଖ୍ୟା ୪୯୪୬ରେ…

ସାଧାରଣ ଲୋକଙ୍କୁ ସରକାରୀ କାର୍ଯ୍ୟାଳୟ ମନା

ଯାଜପୁର: ସରକାରୀ କାର‌୍ୟ୍ୟାଳୟକୁ ସାଧାରଣ ଲୋକଙ୍କୁ ଯିବା ମନା । ଜୁଲାଇ ୮ ଯାଏଁ ଜିଲ୍ଲାର ସମସ୍ତ ସରକାରୀ କାର‌୍ୟ୍ୟାଳୟକୁ ଏହି କଟକଣା ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । କର୍ମଚାରୀମାନେ ମାସ୍କ ପିନ୍ଧି ଓ ସାମାଜିକ ଦୂରତା ମାନି କାର‌୍ୟ୍ୟ କରିବେ । ଯାଜପୁରରେ କରୋନା ସଂକ୍ରମଣ…

ବଜ୍ରପାତ ସହ ବର୍ଷା ସମ୍ଭାବନା; ଏହିସବୁ ଜିଲ୍ଲାକୁ ରହିଛି ସତର୍କ ସୂଚନା

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ବଜ୍ରପାତ ସହିତ ସାମାନ୍ୟରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବା ନେଇ ସୂଚନା ପ୍ରଦାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ସନ୍ଧ୍ୟା ୭ଟା ସୁଦ୍ଧା ଯେଉଁସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ…

ତେଲ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଧାରଣା

ଭୁବନେଶ୍ୱର: ରାତି ପାହିଲେ ବଢୁଛି ତେଲଦର । ଗତ ୨୧ ଦିନ ଭିତରେ ଡିଜେଲ ୧୧ଟଙ୍କା ଓ ପେଟ୍ରୋଲ ୯ଟଙ୍କା ବଢିଲାଣି । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଆଜି ରାଜଭବନ ସମ୍ମୁଖରେ ଧାରଣା ଦେଇଛି କଂଗ୍ରେସ । ଗୋଟିଏ ପଟେ ଲକଡାଉନ୍ ଏବଂ ଅନ୍ୟପଟେ ତେଲ ଦର ବୃଦ୍ଧି ଲୋକଙ୍କ ପାଇଁ ଚିନ୍ତା…

ପୁରୀରୁ ଆରମ୍ଭ ହେଲା ସେରୋଲୋଜିକାଲ ସର୍ଭେ

ଭୁବନେଶ୍ୱର: ଆଜିଠାରୁ ପୁରୀରେ ଆରମ୍ଭ ହୋଇଛି ସେରୋଲୋଜିକାଲ ସର୍ଭେ । ଆସନ୍ତା ୧ ତାରିଖରୁ ଗଂଜାମ, ଗଜପତି ଓ କଟକରେ ଟେଷ୍ଟ କରାଯିବ । ଆଇସିଏମଆର ଗାଇଡଲାଇନ୍ ଅନୁସାରେ ଅଧିକ ଜନସଂଖ୍ୟା ଆବଦ୍ଧ ଅଂଚଳରେ ଟେଷ୍ଟ କରାଯାଉଛି । ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡାଙ୍କ ସୂଚନା ଅନୁସାରେ, ବାହୁଡା…

ରାଜଧାନୀରେ ବଢୁଛି ସ୍ଥାନୀୟ ସଂକ୍ରମଣ, ଆଜି ୨୫ ପଜିଟିଭ୍‌

ଭୁବନେଶ୍ୱର: ଆଜି ଖୋର୍ଦ୍ଧାରେ ୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୨୫ ଜଣ ହେଉଛନ୍ତି ରାଜଧାନୀ ଭୁବନେଶ୍ୱରର । ତେବେ ବଡ କଥା ହେଉଛି, ୨୫ ଜଣଙ୍କ ମଧ୍ୟରୁ ୨୩ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅର୍ଥାତ୍ ସେମାନେ କରୋନା ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି…

ପୂର୍ବ ସେମିଷ୍ଟାର ଓ ଇଂଟରନାଲ ମାର୍କ ଆଧାରରେ ଫଳ ପ୍ରକାଶ ହେଉ: ବିପିୟୁଟି ଛାତ୍ରଛାତ୍ରୀ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୯ ତାରିଖରୁ ବିପିୟୁଟି ପରୀକ୍ଷା ହେବାକୁ ଯାଉଛି । ତେବେ ପରୀକ୍ଷାକୁ ନେଇ ଅସନ୍ତୋଷ ବଢିବାରେ ଲାଗିଛି । ଫାଇନାଲ ସେମିଷ୍ଟାର ପୂର୍ବରୁ କିଛି ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି ଯେ, ଅନଲାଇନ୍ ପରୀକ୍ଷା କରୁଥିବା ସଂସ୍ଥା ଏକ ତେଲେଙ୍ଗାନା କମ୍ପାନୀ । ତା ନାଁରେ…

ଓଡ଼ିଶାରେ ପହଁଚିଲା କରୋନା ଔଷଧ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୭ହଜାରରେ ପହଁଚିଗଲାଣି । ଜୁନ୍ ମାସରେ ସଂକ୍ରମଣ ବୃଦ୍ଧି ପାଇଛି । ତେବେ ଆଶ୍ୱସ୍ତିକର କଥା ହେଉଛି ଯେ, ଓଡିଶାରେ ପହଁଚିଯାଇଛି କରୋନା ଔଷଧ । ରାଜ୍ୟ ଔଷଧ ନିଗମରେ ରହିଛି କରୋନା ସମ୍ପର୍କିତ ଏହି ମେଡିସିନ୍ । ରାଜ୍ୟ ସ୍ୱାସ୍ଥ୍ୟ…

ପୋଡ଼ିଗଲା ପାଦ, ଛିଣ୍ଡିଗଲା କାନ୍ଧ; ବିସ୍ମୟ ଠାକୁରଙ୍କ ରଥ ଟାଣିନେଲେ ସେବକ…

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ରାତିରେ (ରଥଯାତ୍ରା ପୂର୍ବଦିନ) ଆଖିକୁ ମୋର ନିଦ ନାହିଁ, ତମକୁ ବି ନିଦ ନାହିଁ, ତମେ  ଜନ୍ମବେଦିକୁ ଯାତ୍ରା କରିବ ଆଉ ତୁମ ଭକ୍ତକୁ   ନିଦ ନାହିଁ, ମୁଁ ତୁମକୁ ଦେଖିବି, ନା ...…

ସଚିନ-ଗାଙ୍ଗୁଲି-ଦ୍ରାବିଡ କାହିଁକି ଖେଳି ନଥିଲେ ୨୦୦୭ ଟି-୨୦ ଓ୍ୱାର୍ଲଡ କପ୍ ?

ଟିମ୍ ଇଣ୍ଡିଆର ପୂର୍ବତନ ବ୍ୟାଟିଂ ପାଓ୍ୱାର ହାଉସ୍ ସଚିନ ତେନ୍ଦୁଲକର, ସୌରଭ ଗାଙ୍ଗୁଲି ଓ ରାହୁଲ ଦ୍ରାବିଡ । ୨୦୦୭ ଟି-୨୦ ବିଶ୍ୱକପ ଟିମର ସଦସ୍ୟ ନଥିଲେ । ତଥାପି ଯୁବ କ୍ରିକେଟରଙ୍କୁ ନେଇ ଭାରତ ଟ୍ୱେଣ୍ଟି ଟ୍ୱେଣ୍ଟି ବିଶ୍ୱକପ୍ ନିଜ ନାଁରେ କରାଇଥିଲା । କାହିଁକି ଟିମ୍ ଇଣ୍ଡିଆର ତତ୍କାଳୀନ…