Latest Odisha News

BREAKING NEWS

Browsing Category

ଫିଚର

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଝିଅ ନାଁରେ ଏତଲା

ଭୁବନେଶ୍ୱର: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଝିଅ ନାଁରେ ଏତଲା । ସ୍ୱାସ୍ଥ୍ୟ ମନ୍ତ୍ରୀ ଝିଅ ଦୀପାଳି ଦାସ ଓ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । କୋଭିଡ-୧୯ ଗାଇଡ୍ ଲାଇନ୍ ଉଲ୍ଲଂଘନ ଅଭିଯୋଗରେ ମାମଲା ରୁଜୁ କରିଛି ପୋଲିସ। ଏନେଇ ଝାରସୁଗୁଡା ଏସ୍‌ପି ସୂଚନା ଦେଇଛନ୍ତି ।…

ଆଇଏଏସ୍ ବିଜୟ କେତନ ଉପାଧ୍ୟାୟଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର

ଭୁବନେଶ୍ୱର: ଆଇଏଏସ୍ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କ ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରି ନେଇଛନ୍ତି ରାଜ୍ୟ ସରକାର । ନିଲମ୍ବନ ପ୍ରତ୍ୟାହାର କରିବା ସହ ତାଙ୍କୁ ପୁନଃସ୍ଥାପନ କରାଯାଇଛି । ବିଜୟ କେତନ ଉପାଧ୍ୟୟଙ୍କୁ କଟକ ସ୍ଥିତ ବୋର୍ଡ ଅଫ୍ ରେଭେନ୍ୟୁର ସେକ୍ରେଟାରୀ ଭାବେ ନୂଆ ଦାୟିତ୍ୱ…

ତାପସୀଙ୍କ ହୋସ୍ ଉଡାଇଲା ବିଜୁଳି ବିଲ୍‌

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତାପସୀ ପନ୍ନୁଙ୍କ ବିଜୁଳି ବିଲ୍ ଦେଖି ହୋସ୍ ଉଡିଯାଇଛି । ତିନି ମାସର ଲକଡାଉନ୍‌ରେ ଆସିଥିବା ବିଜୁଲି ବିଲ୍‌କୁ ଦେଖି ସେ ନିଜେ ଚକିତ ହୋଇଯାଇଛନ୍ତି । ତାଙ୍କ ଘରର ବିଦ୍ୟୁତ ବିଲ୍ ଏତେ ଅଧିକ ଆସିଛି େ ଯାହା ଜାଣିବା ପରେ ଯେକେହି ଆଶ୍ଚର୍ଯ୍ୟ ହୋଇଯାଉଛନ୍ତି । ଏନେଇ…

କଟକ ସିଡିଏ ସେକ୍ଟର-୯, ବଡମ୍ବା ପଂଚାୟତ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

କଟକ: କଟକ ସିଡିଏ ସେକ୍ଟର-୯ ଅଂଚଳରୁ ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଂଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। କଟକ ମହାନଗର ନିଗମ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି l ସେହିପରି ବଡ଼ମ୍ବାରେ ଆଉ ୫ ଜଣ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହେବା ପରେ…

ଦିଲ୍ଲୀରେ ତିଆରି ହେଲା ୧୦ ହଜାର ଶଯ୍ୟା ବିଶିଷ୍ଟ କୋଭିଡ ସେଣ୍ଟର

ନୂଆଦିଲ୍ଲୀ: ଦିଲ୍ଲୀରେ ତିଆରି ହୋଇଛି ବିଶ୍ୱର ସବୁଠାରୁ ବଡ କୋଭିଡ ସେଣ୍ଟର । ଦିଲ୍ଲୀର ଛତରପୁର ଅଞ୍ଚଳରେ ରାଧା ସ୍ୱାମୀ ସତସଙ୍ଗ ବେସ୍ କ୍ୟାମ୍ପରେ ୧୦ ହଜାର ଶଯ୍ୟା ବିଶିଷ୍ଟ କରୋନା ସେଂଟର ତିଆରି କରାଯାଇଛି । ଏହାକୁ ଦିଲ୍ଲୀ ଏବଂ କେନ୍ଦ୍ର ସରକାର ମିଳିତ ଭାବେ ପ୍ରସ୍ତୁତ କରିଛନ୍ତି।…

ତିନି ରଥର ହେଲା ଦକ୍ଷିଣ ମୋଡ

ପୁରୀ: ଶ୍ରୀକ୍ଷେତ୍ରରେ ବିଧିପୂର୍ବକ ୩ ରଥର ହେଲା ଦକ୍ଷିଣ ମୋଡ । ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ପରେ ୩ ରଥର ଦକ୍ଷିଣ ମୋଡ କରାଯାଇଛି । ଏଥିସହ ଆରମ୍ଭ ହୋଇଛି ବାହୁଡା ଯାତ୍ରା ପ୍ରସ୍ତୁତି । ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ, ତାପରେ ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ସର୍ବଶେଷରେ…

ଜମ୍ମୁ-କଶ୍ମୀରରେ ସରକାରଙ୍କ ନିର୍ଦ୍ଦେଶ: ସୁରକ୍ଷାବଳ ପାଇଁ ସ୍କୁଲ ଖାଲି କର

ଶ୍ରୀନଗର: ଜମ୍ମୁ-କଶ୍ମୀରରେ ସରକାରଙ୍କ ଏକ ନିର୍ଦ୍ଦେଶ ପରେ ସ୍ଥାନୀୟ ଅଂଚଳରେ ଭୟର ବାତାବରଣ ଖେଳିଯାଇଛି । ରିପୋର୍ଟ ମୁତାବକ କେନ୍ଦ୍ର ସରକାର ୨ ମାସ ପାଇଁ ଏଲପିଜି ସିଲିଣ୍ଡର ଷ୍ଟକ ରଖିବା ସହ ସୁରକ୍ଷାବଳ ପାଇଁ ସ୍କୁଲ ଖାଲି କରିବାକୁ କହିଛନ୍ତି । ଭାରତ-ଚୀନ ସଂଘର୍ଷ ସମୟରେ ସରକାରଙ୍କ ଏହି…

କଟକ କ୍ୟାନ୍‌ସର ହସ୍ପିଟାଲର ୨ ନର୍ସଙ୍କୁ କରୋନା

କଟକ: ରାଜ୍ୟରେ କରୋନା ତାର କାୟା ମେଲାଇବାରେ ଲାଗିଛି । କରୋନା ଯୋଦ୍ଧାଙ୍କୁ ହେଲାଣି କରୋନା । କଟକ ହରିହର କ୍ୟାନସର୍ ହସ୍ପିଟାଲର ୨ ନର୍ସ ପଜିଟିଜ ଚିହ୍ନଟ ହୋଇଛନ୍ତି । କ୍ୟାନସର ହସ୍ପିଟାଲର ଜଣେ ପୁରୁଷ ଓ ଜଣେ ମହିଳା ନର୍ସ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ହସ୍ପିଟାଲର ୫୨ ଜଣ…

ଅନ୍ଧବିଶ୍ୱାସ: ସାପ କାମୁଡାରେ ଆହତ ମହିଳାଙ୍କ ଚାଲିଛି ପାଣି ଚିକିତ୍ସା

ନିଆଳି: ସପ କାମୁଡାରେ ଆହତ ମହିଳାଙ୍କ ଚାଲିଛି ପାଣି ଚିକିତ୍ସା । ମନ୍ଦିର କଡରେ ବସାଇ ତାଙ୍କ ଉପରେ ଢ଼ଳା ଯାଉଛି ଗରା ପରେ ଗରା ପାଣି। ୩ ଘଂଟାରେ ତାଙ୍କ ଉପରେ ହଜାରେ ଗରା ପାଣି ଢ଼ଳା ଯାଇଛି । କଟକ ଜିଲ୍ଲା ନିଆଳି ବ୍ଲକର ଗୁଣ୍ଡର ଗାଁର ଶାନ୍ତି ମହାନ୍ତି ନାମକ ଜଣେ ମହିଳା ମନ୍ଦିରକୁ…

‘ବଢ଼ୁଛି ଆକ୍ରାନ୍ତଙ୍କ ସଂଖ୍ୟା, ହୋଇପାରେ ଗୋଷ୍ଠୀ ସଂକ୍ରମଣ’

ଭୁବନେଶ୍ୱର: ଦେଶ ଓ ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି, ଏଥିରୁ ଜଣାପଡୁଛି ଗୋଷ୍ଠୀ ସଂକ୍ରମଣ ହୋଇପାରେ। ତେଣୁ ପୂର୍ବଭଳି କଟକଣା ଜାରି ରହିବା ସହ ସପ୍ତାହକୁ ଦୁଇ ଦିନ ସଟ୍‌ଡାଉନ୍‌ କରାଯାଉ ବୋଲି କହିଛନ୍ତି…