Latest Odisha News

BREAKING NEWS

Browsing Category

ଫିଚର

ଦେଶରେ ୫ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୫,୦୮,୯୫୩କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି। କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

କୋଲକାତାରେ କରୋନାକୁ ହରାଇଲେ ୯୪ ବର୍ଷୀୟ ବୃଦ୍ଧ

କୋଲକାତା: କରୋନା ଯୁଦ୍ଧ ଜିତିଛନ୍ତି କୋଲକାତାର ୯୪ ବର୍ଷୀୟ ବୃଦ୍ଧ । କରୋନାରେ ସଂକ୍ରମିତ ହୋଇ ସୁସ୍ଥ ହେବାରେ ସେ ରାଜ୍ୟରେ ସବୁଠୁ ବୟସ୍କ ବ୍ୟକ୍ତି ହୋଇଛନ୍ତି । ତାଙ୍କ ନାଁ ଲାଲ ମୋହନ ସେଠ । ଘର ଉତ୍ତର କୋଲକାତାର ମାଣିକଲତାରେ । ଜୁନ୍ ୯ ତାରିଖରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି…

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୮ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ବରଗଡ, ବୌଦ୍ଧ,…

ଗଞ୍ଜାମ ଜିଲ୍ଲାପାଳଙ୍କ ଅପିଲ୍, ୧୫ ଦିନ ଗ୍ରାମାଞ୍ଚଳ ଲୋକ ସହରାଞ୍ଚଳ ଆସନ୍ତୁ ନାହିଁ

ଗଞ୍ଜାମ: ଜିଲ୍ଲାରେ ବଢୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଗ୍ରାମାଞ୍ଚଳ ଲୋକଙ୍କୁ ସହରାଞ୍ଚଳ ନ ଆସିବା ପାଇଁ ଅନୁରୋଧ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ । ଆସନ୍ତା ୧୫ ଦିନ ପାଇଁ ଏହି କଟକଣା ଜାରି କରିଛନ୍ତି । ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ଜିଲ୍ଲାପାଳ । We request…

ଆଜି ହେରା ପଞ୍ଚମୀରେ ନନ୍ଦିଘୋଷ ରଥ ଭାଙ୍ଗିବେ ଲକ୍ଷ୍ମୀ ଠାକୁରାଣୀ

ପୁରୀ: ଶ୍ରୀକ୍ଷେତ୍ରରେ ଆଜି ପାଳିତ ହେବ ହେରା ପଞ୍ଚମୀ ନୀତି । ନନ୍ଦିଘୋଷ ରଥ ଭାଙ୍ଗିବେ ଲକ୍ଷ୍ମୀ ଠାକୁରାଣୀ । ଏଥିପାଇଁ ଶ୍ରୀମନ୍ଦିରରୁ ଗୁଣ୍ଡିଚା ମନ୍ଦିର ଆସିବେ ମାଆ ଲକ୍ଷ୍ମୀ । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ନବ ଦିନାତ୍ମକ ଯାତ୍ରାରେ ଜନ୍ମବେଦୀକୁ ଆସିଛନ୍ତି ପ୍ରଭୁ ଜଗନ୍ନାଥ । ସାଙ୍ଗରେ…

ଥମୁନି କରୋନା; ବିଶ୍ବବ୍ୟାପୀ ୯୭ ଲକ୍ଷରୁ ଉର୍ଦ୍ଧ୍ବ ସଂକ୍ରମିତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ବିଶ୍ୱବ୍ୟାପୀ ପ୍ରାୟ ୯୭,୭୬,୯୬୩ ଲକ୍ଷରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଜନ ହପକିନ୍ସ ଯୁନିଭର୍ସିଟିର ରିପୋର୍ଟ ଅନୁଯାୟୀ କରୋନା ଭାଇରସରେ ସଂକ୍ରମିତ ୨୦୦ରୁ ଅଧିକ ଦେଶରେ ଏଯାବତ୍…

କ୍ରମାଗତ ବଢୁଛି ପେଟ୍ରୋଲ-ଡିଜେଲ ଦର; ଜାଣନ୍ତୁ ଆଜିର ମୂଲ୍ୟ

ନୂଆଦିଲ୍ଲୀ: ତୈଳଦର ଦିନକୁ ଦିନ ବଢୁଥିବା ବେଳେ ଶନିବାର ଦିନ ପେଟ୍ରୋଲ ଓ ଡିଜେଲ ଦରରେ ପୁଣି ଥରେ ବୃଦ୍ଧି ଘଟିଛି। ସୂଚନା ଅନୁଯାୟୀ ଆଜି ପେଟ୍ରୋଲ ଲିଟର ପିଛା ପାଖାପାଖି ୦.୨୫ ପଇସା ବଢିଥିବାବେଳେ ଡିଜେଲ୍ ଲି. ପିଛା ୦.୨୧ ପଇସା ବଢିଛି। ଏହାଫଳରେ ଆଜି ମୁମ୍ବାଇରେ ପେଟ୍ରୋଲ ୮୭.୧୪…

ଶନିବାର ପ୍ରବଳ ବର୍ଷା ସମ୍ଭାବନା; ଏହି ୫ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ରାଜ୍ୟର ୫ଟି ଜିଲ୍ଲା ଲାଗି ଜାରି କରିଛନ୍ତି ୟେଲ୍ଲୋ ୱାର୍ଣ୍ଣିଂ । ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସନ୍ଧ୍ୟା ଜାରି ହୋଇଥିବା ବୁଲେଟିନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

ରଥଯାତ୍ରାରେ ୧୦-୧୨ ଲକ୍ଷ ଜନସମାଗମ ହେବ ବୋଲି ରାଜ୍ୟ ସରକାରଙ୍କ ଭ୍ରମାତ୍ମକ ତଥ୍ୟ ସବୁ ବିଗାଡି ଦେଇଥିଲା : ଗଜପତି

ଭୁବନେଶ୍ୱର: ଅନେକ ଦ୍ୱନ୍ଦ୍ୱ ଆଶା ଆଶଙ୍କା ଭିତରେ ଶେଷରେ ଅନୁଷ୍ଠିତ ହୋଇଛି ରଥଯାତ୍ରା । ପ୍ରଥମେ ୧୮ ତାରିଖରେ ରଥ ଯାତ୍ରା ବନ୍ଦ କରିବା ନେଇ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ପରେ ପୁନଃବିଚାରର ଆବେଦନର ଶୁଣାଣି କରି କଟକଣା ଭିତରେ ରଥ ଯାତ୍ରା କରିବା ପାଇଁ ନିର୍ଦ୍ଦେ ଶ ଦେଇଥିଲେ କୋର୍ଟ…

ଜିରୋ ବାଲାନ୍ସ ଥିଲେ ମଧ୍ୟ ଏହି ଆକାଉଣ୍ଟରୁ ଉଠାଇପାରିବେ ୫,୦୦୦ ଟଙ୍କା !

ନୂଆଦିଲ୍ଲୀ: କରୋନା ମହାମାରୀ ପରି ସଙ୍କଟଜନକ ପରିସ୍ଥିତିରେ ଥିବା ବେଳେ ଆପଣଙ୍କ ଜନ ଧନ ଆକାଉଣ୍ଟରେ ଜିରୋ ବାଲାନ୍ସ ଥିଲେ ମଧ୍ୟ ଆପଣ ଓଭରଡ୍ରାଫ୍ଟଟ ମାଧ୍ୟମରେ ଉଠାଇ ପାରିବେ ୫,୦୦୦ ଟଙ୍କା । ଯେଉଁ ଜନ ଧନ ଯୋଜନା ଆକାଉଣ୍ଟ ଗୁଡ଼ିକରେ ଆଧାର କାଡର଼୍ ଲିଙ୍କ୍ ହୋଇଛି ସେହି ଆକାଉଣ୍ଟର…