Latest Odisha News

BREAKING NEWS

Browsing Category

ଫିଚର

ସୁରକ୍ଷାକର୍ମୀ ଗୁଳିରେ ଗଡ଼ିଲା ଆତଙ୍କୀର ମୁଣ୍ଡ

ଜମ୍ମୁ କାଶ୍ମୀର: ପୁଲଓ୍ୱାମା ଜିଲ୍ଲାରେ ଏନକାଉଣ୍ଟରେ । ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛି । ଅବନ୍ତିପୁରାର ତ୍ରାଲ ଅଞ୍ଚଳରେ ଏହି ଏନକାଉଣ୍ଟର ହୋଇଛି । ଗତକାଲି ରାତିରେ ମୁହାଁମୁହିଁ ହୋଇଥିଲେ ଆତଙ୍କବାଦୀ ଓ ସୁରକ୍ଷା କର୍ମୀ । ତ୍ରାଲ ଅଞ୍ଚଳରେ କିଛି…

ଆଜିବି ବଢ଼ିଲା ତୈଳ ଦର; ଜାଣନ୍ତୁ, କେତେ ରହିଛି ମୂଲ୍ୟ

ନୂଆଦିଲ୍ଲୀ:ଦେଶରେ ଲଗାତାର ବଢି ଚାଲିଛି ତୈଳଦର । କରୋନା ସଙ୍କଟ ମଧ୍ୟରେ ଖାଉଟିଙ୍କ ଚିନ୍ତା ବଢ଼ାଉଛି ତୈଳଦର । ଆଜି ପୁନଃ ପେଟ୍ରୋଲ ୨୧ ପଇସା ଓ ଡିଜେଲ ୧୭ ପଇସା ବୃଦ୍ଧି ଘଟିଛି । ବର୍ଦ୍ଧିତ ଦର ଅନୁସାରେ ନୂଆଦିଲ୍ଲୀରେ ଆଜି ପେଟ୍ରୋଲ ଦର ୮୦.୧୩ ଟଙ୍କା ହୋଇଥିବା ବେଳେ ଡିଜେଲ ୮୦.୧୯ ଟଙ୍କା…

କରୋନା ସଂକ୍ରମଣରେ ଚୀନକୁ ଟପିଯିବ ଦିଲ୍ଲୀ-ଏନସିଆର୍

ଦିଲ୍ଲୀ: ପ୍ରଦିତିନ ହଜାର ହଜାର ନୂଆ କରୋନା କେସ ସାମନାକୁ ଆସୁଛି । ଦିଲ୍ଲୀର କରୋନା ଗ୍ରାଫ ଦର୍ଶାଉଛି ବିଶ୍ୱରେ ୧୬୭ ଦେଶର ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ଯେତିକି କେବଳ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରୁ ବାହାରିଛନ୍ତି ତାଠୁ ଅଧିକ ଆକ୍ରାନ୍ତ । ହନ୍ ହପକିଙ୍ଗସ ବିଶ୍ୱବିଦ୍ୟାଳୟ ରିପୋର୍ଟ ଏହି…

ବାହୁଡା ଯାତ୍ରାରେ ସାମିଲ ହେବେ କରୋନା ନେଗେଟିଭ ସେବାୟତ

ପୁରୀ: ସରିଛି ଶ୍ରୀଗୁଣ୍ଡିଚା ଯାତ୍ରା । ଆଗକୁ ଆସୁଛି ମହାପ୍ରଭୁଙ୍କ ବାହୁଡା ଯାତ୍ରା । ରଥଯାତ୍ରାରେ ସାମିଲ ସମସ୍ତ ସେବାୟତଙ୍କର କୋଭିଡ ଟେଷ୍ଟ ଗତକାଲି ଆରମ୍ଭ ହୋଇଛି । ଏଥିରେ ନେଗେଟିଭ ଚିହ୍ନଟ ସେବାୟତଙ୍କୁ ହିଁ ବାହୁଡା ଯାତ୍ରାରେ ସାମିଲ ହେବା ନେଇ ଅନୁମତି ମିଳିବ ବୋଲି ସୂଚନା ମିଳିଛି ।…

ହୀରାକୁଦ ଡ୍ୟାମର ୧୦ଟି ଗେଟ୍ ଖୋଲା

ସମ୍ୱଲପୁର: ହୀରାକୁଦ ଜଳଭଣ୍ଡାରର ୧୦ଟି ଗେଟ୍ ଦେଇ ବର୍ତ୍ତମାନ ବନ୍ୟା ଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ ଡ୍ୟାମର ଜଳସ୍ତର ରହିଛି ୬୧୭.୪୧ ଫୁଟ । ପ୍ରତି ସେକେଣ୍ଡରେ ଡ୍ୟାମ୍ ଭିତରକୁ ପ୍ରବେଶ କରୁଛି ୯୯ ହଜାର କ୍ୟୁସେକ୍ ବନ୍ୟା ଜଳ । ସେହିପରି ନିଷ୍କାସିତ ହେଉଛି ୧ ଲକ୍ଷ ୩୬ ହଜାର ୫୦୪…

ସାରା ଦୁନିଆରେ ୯୭ ଲକ୍ଷ ଲୋକଙ୍କୁ କରୋନା

ସାରା ବିଶ୍ୱକୁ ନିଜ ହାତମୁଠାରେ କରି ସାରିଲାଣି ମାରାତ୍ମକ କରୋନା ଭାଇରସ୍ । ୯୭ ଲକ୍ଷ ଲୋକଙ୍କ ସଂକ୍ରମିତ ହେଲେଣି । ଗତ ୨୪ ଘଣ୍ଟାରେ ୧ ଲକ୍ଷ ୭୬ ହଜାର ନୂଆ ପଜିଟିଭ କେସ୍ ସାମନାକୁ ଆସିଛି । ମୃତ୍ୟୁବରଣ କରିଛନ୍ତି ଆଉ ୫ ହଜାର ଲୋକ । ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଲକ୍ଷ ୯୯…

ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ କରିବେ ୨୦୨୩ ମହିଳା ବିଶ୍ୱକପ୍ ଫୁଟବଲ୍ ଆୟୋଜନ

ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡକୁ ମିଳିଲା ୨୦୨୩ ଫିଫା ମହିଳା ଫୁଟବଲ୍ ବିଶ୍ୱକପ୍ ଆୟୋଜନ ଭାର । ମିଳିତ ଭାବରେ ଦୁଇ ଦେଶ ଏହାକୁ ଆୟୋଜନ କରିବେ । କଲୋମ୍ବିଆକୁ ପଛରେ ପକାଇ ନିଲାମରେ ବାଜି ମାରିଥିଲେ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ । ୨୨-୧୩ ଭୋଟରେ ଆଗରେ ରହିଥିଲେ । ଜୁଲାଇ କିମ୍ୱା ଅଗଷ୍ଟରେ…

ବ୍ରହ୍ମପୁର ସହର ୪ ଦିନ ପାଇଁ ସମ୍ପୂର୍ଣ୍ଣ ସଟ୍‌ଡାଉନ୍

ବ୍ରହ୍ମପୁର: ପ୍ରତିଦିନ ରେଶମ ସହର ବ୍ରହ୍ମପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ସହର ୪ ଦିନ ପାଇଁ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ଆସନ୍ତାକାଲିଠାରୁ ମଙ୍ଗଳବାର ପର୍ଯ୍ୟନ୍ତସମ୍ପୂର୍ଣ୍ଣ ସଟ୍ ଡାଉନ ରହିବ ପୁରା ସହର । ଏହି ସମୟରେ ସହରରେ ୭୦ଟି…

ବିହାରରେ ବଜ୍ରାଘାତରେ ୮୩ ମୃତ

ବିହାର: ଆକାଶରୁ ଛିଣ୍ଡିଲା ମୃତ୍ୟୁ । ବିହାରରେ ବଜ୍ରପାତରେ ୮୩ ଲୋକଙ୍କୁ ମୃତ୍ୟୁ ହୋଇଛି । ବହୁ ଲୋକ ଆହତ ହୋଇଛନ୍ତି । ଗୋଟିଏ ଦିନରେ ଏତେ ସଂଖ୍ୟକ ଲୋକଙ୍କ ମୃତ୍ୟୁକୁ ନେଇ ସାରା ଦେଶରେ ଚର୍ଚ୍ଚା । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଏଭଳି ଖବର ଆସିଛି । ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ…

ଅଗଷ୍ଟ ୧୨ ଯାଏ ରେଗୁଲାର ଟ୍ରେନ୍ ଚଳାଚଳ ବନ୍ଦ

ନୂଆଦିଲ୍ଲୀ: ଟ୍ରେନ୍ ଯାତ୍ରୀ ଗଣ ଦୟାକରି ଧ୍ୟାନ ଦିଅନ୍ତୁ । ଅଗଷ୍ଟ ୧୨ ତାରିଖ ପର୍ରଯ୍ୟନ୍ତ ଦେଶରେ ବନ୍ଦ ରହିବ ସମସ୍ତ ରେଗୁରାଲ ଟ୍ରେନ୍ ଚଳାଚଳ । ଗଡ଼ିବନି ମେଲ୍ ଏକ୍ସପ୍ରେସ, ଲୋକାଲ୍ ଟ୍ରେନ୍, ଇଏମୟୁ ଟ୍ରେନ୍ । ଦେଶରେ କରୋନା ସଂକ୍ରମଣ ବଢୁଥିବାରୁ ଏଭଳି ନିଷ୍ପତ୍ତି ନେଇଛି ରେଲଓ୍ୱେ ବୋର୍ଡ…