Latest Odisha News

BREAKING NEWS

Browsing Category

ଫିଚର

ଅନୁଭୂତିରେ ଶ୍ରୀଜଗନ୍ନାଥ: ଗୋଟେ ଅଭୁଲା ପ୍ରସାଦର ଗପ…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ଗଲା  ଜୁଲାଇ ମାସର କଥା । କଳାହାଣ୍ଡିର ବିଶ୍ୱନାଥପୁର ରହଣିର ସେଦିନ ଶେଷ ଦିନ ଥାଏ । ସଂଜକୁ ଭୁବନେଶ୍ୱର ଫେରିବାର ଥାଏ । ପୁଣି ବସ୍ ଯୋଗେ । ବସ୍ ସଂଜ ଛଅକୁ ଛାଡ଼େ । ଆଉ ବାପୁନ ଓ ମତେ ବୁଲିବାକୁ ଯିବାର ଥାଏ…

ରାଜ୍ୟରେ ବାତ୍ୟା ନିରୋଧକ ବିଦ୍ୟୁତ ବ୍ୟବସ୍ଥା; ପ୍ରଥମ ପର୍ଯ୍ୟାୟରେ ଏହି ୪ଟି ଜିଲ୍ଲାରେ ହେବ କାର୍ଯ୍ୟ

ଭୁବନେଶ୍ୱର: ପ୍ରାକୃତିକ ବିପର୍ଯ୍ୟୟ ବିଶେଷ କରି ବାତ୍ୟା ଯୋଗୁଁ ଓଡ଼ିଶାରେ ବିଦ୍ୟୁତ ବ୍ୟବସ୍ଥା ଓ ଭିତ୍ତିିଭୂମିର ଅତିମାତ୍ରାରେ କ୍ଷତି ଘଟିଥାଏ । ବାତ୍ୟା ସମୟରେ ବିଦ୍ୟୁତ ବ୍ୟବସ୍ଥାର କିପରି କୌଣସି ବ୍ୟାଘାତ ନ’ଘଟିବ ସେଥିଲାଗି ରାଜ୍ୟ ସରକାର ଦୃଢ ପଦକ୍ଷେପ ନେବାକୁ ନିଷ୍ପତ୍ତି ଗ୍ରହଣ…

ବାବା ରାମଦେବଙ୍କ କୋଭିଡ଼-୧୯ ଔଷଧ ବିକ୍ରି ନେଇ ରାଜସ୍ଥାନ ମନ୍ତ୍ରୀଙ୍କ ଚେତାବନୀ

ଜୟପୁର: ରାଜସ୍ଥାନ ସରକାରଙ୍କ ସ୍ୱାସ୍ଥ୍ୟମନ୍ତ୍ରୀ ରଘୁ ଶର୍ମା ଚେତାବନୀ ଦେଇ ଗୁରୁବାର ଦିନ କହିଛନ୍ତି, ବାବା ରାମଦେବଙ୍କ ଦ୍ୱାରା ପ୍ରସ୍ତୁତ କୋଭିଡ଼-୧୯ ଔଷଧ ଯେଉଁମାନେ ବିକ୍ରି କରୁଥିବେ ଧରାପଡ଼ିଲେ ଦୃଢ ପଦକ୍ଷେପ ଗ୍ରହଣ କରାଯିବ । ଏପରିକି ସ୍ୱାସ୍ଥ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ,…

ରାଜୀବଗାନ୍ଧୀ ଫାଉଣ୍ଡେଶନକୁ ଚୀନ ୯୦ ଲକ୍ଷ ଦେଇଛି :ରବି ଶଙ୍କର ପ୍ରସାଦ

ନୂଆଦିଲ୍ଲୀ: ରାଜୀବ ଗାନ୍ଧୀ ପାଉଣ୍ଡେଶନକୁ ଚୀନ ୯୦ ଲକ୍ଷ ଟଙ୍କାର ଫଣ୍ଡିଂ କରିଛି ବୋଲି ଗୁରୁବାର ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଅଭିଯୋଗ ଆଣିଛନ୍ତି । ଆଇନ ଅନୁଯାୟୀ କୌଣସି ଦଳ ସରକାରଙ୍କ ବିନା ଅନୁମତିରେ ବିଦେଶରୁ ଅର୍ଥ ଆଣିପାରିବେ ନାହିଁ । କଂଗ୍ରେସ ସ୍ପଷ୍ଟ କରୁ ଯେ, ସରକାରଙ୍କଠାରୁ…

ଆଜି ରାତିରେ ଏହିସବୁ ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ୱର: ଆଜି ରାତିରେ ବଜ୍ରପାତ ସହିତ ସାମାନ୍ୟରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବା ନେଇ ସୂଚନା ପ୍ରଦାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଯେଉଁସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବ ସେହି ଜିଲ୍ଲା…

ପାରାଦୀପରେ ଉଦଘାଟିତ ହେଲା ପ୍ରଡ଼କ୍ଟ ଆପ୍ଲିକେସନ ଓ ଡେଭଲପମେଣ୍ଟ୍ ସେଣ୍ଟର୍‌

ପାରାଦୀପ: ନିଯୁକ୍ତି ଏବଂ ଆତ୍ମନିଯୁକ୍ତି ସହିତ ଅନ୍ୟ ଦେଶ ପ୍ରତି ନିର୍ଭରଶୀଳତାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାର ବୈପ୍ଳବିକ ପଦକ୍ଷେପ ଆଣିବା ଲାଗି ଦୃଢ ପଦକ୍ଷେପ ଗ୍ରହଣ କରିଚାଲିଛନ୍ତି । ପାରାଦୀପରେ ଉଦଘାଟିତ ହୋଇଯାଇଛି ପ୍ରଡକ୍ଟ ଆପ୍ଲିକେସନ ଏବଂ ଡେଭଲପମେଣ୍ଟ୍  …

ସୁଶାନ୍ତ ସିଂଙ୍କ ଶେଷ ଫିଲ୍ମ ଦିଲ ବେଚାରା ୨୪ ଜୁଲାଇରେ ରିଲିଜ ହେବ

ମୁମ୍ବାଇ: ୧୪ ଜୁନରୁ ଦୁନିଆରୁ ବିଦାୟ ନେଇଯାଇଥିବା ସୁଶାନ୍ତ ସିଂ ରାଜପୁତଙ୍କ ଶେଷ ଫିଲ୍ମର ରିଲିଜ ତାରିଖ ଘୋଷଣା ହୋଇଛି । ଓଟିଟି ପ୍ଲାଟଫମ ଡିଜନୀ ପ୍ଲସ ହଟଷ୍ଟାରରେ ଏହା ୨୪ ଜୁଲାଇରେ ରିଲିଜ ହେବ । ଏହି ଫିଲ୍ମ ଦେଖିବାକୁ ପ୍ରଶଂସକମାନଙ୍କୁ କୌଣସି ଦେୟ ଦେବାକୁ ପଡିବ ନାହିଁ । ରିଲିଜ ଡେଟ ସହ…

ରାଜଧାନୀରୁ ଆଉ ୩୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଜି ମୋଟ ୨୫୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେଥିରୁ ରାଜଧାନୀର ଅଛନ୍ତି ୩୮ ଜଣ । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ କରାଯାଇଥିବା ଟ୍ୱିଟ୍ ଅନୁସାରେ, ଏହି ୩୮ ଜଣଙ୍କ ମଧ୍ୟରୁ ୨୫ ଜଣ ହୋମ କ୍ୱାରେଣ୍ଟାଇନରେ ଥିବା ବେଳେ ଅନ୍ୟ ୧୩ ଜଣ ସ୍ଥାନୀୟ ଆକ୍ରାନ୍ତ…

ଦିଲ୍ଲୀ, ମହାରାଷ୍ଟ୍ରରେ ପ୍ରଥମଥର ଲାଗି ପରୀକ୍ଷା ମୂଳକ ଭାବେ ଉପଲବ୍ଧ ହେବ କୋଭିଡ଼-୧୯ ଔଷଧ !

ନୂଆଦିଲ୍ଲୀ: ଦେଶର ମହାରାଷ୍ଟ୍ର ଓ ଦିଲ୍ଲୀରେ କରୋନା ମହାମାରୀ ପରିସ୍ଥିତି ଚିନ୍ତାଜନକ । ଏପରି ପରିସ୍ଥିତିରେ ପାଞ୍ଚଟି ରାଜ୍ୟ ମଧ୍ୟରୁ ପ୍ରଥମଥର ଲାଗି ଏହି ଦୁଇଟି ରାଜ୍ୟରେ ପରୀକ୍ଷା ମୂଳକଭାବେ ୨୦,୦୦୦ ଭାୟାଲ କରୋନା -୧୯ ଔଷଧ ରେମଡ଼େସିଭିର ପହଞ୍ଚିବ । ଏନଡ଼ିଟିଭିରେ ପ୍ରକାଶିତ ଏକ ରିପୋର୍ଟ…

ସୋନମ, ସୋନାକ୍ଷୀ, ସାରାଅଲୀଙ୍କ ଫଟୋ ଶେୟାର କରି କରନ ଜୋହରଙ୍କୁ ପୁଣି ଉପହାସ କଲେ କଙ୍ଗନା

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାରେ ବଲିଉଡ କୁଇନ କଙ୍ଗନା ରାନାୱତ ପୁନର୍ବାର କରନ ଜୋହରଙ୍କୁ ଟାର୍ଗେଟ କରିଛି । ସେ ଉପହାସ କରି କହିଛନ୍ତି ଷ୍ଟାର କିଡ୍ସଙ୍କ କିଛି ପୁରୁଣା ଫଟୋ ଶେୟାର କରୁଛି । ବଲିଉଡ ମାଫିଆ କରନ ନିଶ୍ଚିତ ଏହି ଫଟୋ ଦେଖିଥିବେ । ଷ୍ଟାର କିଡ୍ସ ପ୍ରକୃତରେ…