Latest Odisha News

BREAKING NEWS

Browsing Category

ଫିଚର

ନୀଳକନ୍ଦରରୁ ବାହାରିବେ ନୀଳମଣି

ପୁରୀ:ରତ୍ନ ବେଦୀରୁ ଜନ୍ମ ବେଦୀ । ମହାପ୍ରଭୁଙ୍କ ନବ ଦିନାତ୍ମକ ଯାତ୍ରା । ପତିତ ଉଦ୍ଧାର ପାଇଁ ବଡ଼ଦେଉଳୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାପ୍ରଭୁ । ଭାଇ, ଭଉଣୀଙ୍କୁ ସାଙ୍ଗରେ ନେଇ ଗୁଣ୍ଡିଚା ବାଡି ଯିବେ । ଟାହିଆ ହଲାଇ ନୀଳ କନ୍ଦରରୁ ବାହାରିବେ ନୀଳମଣି । ବାଇଶି ପାହାଚ ଡେଇଁ ବଡ଼ଦାଣ୍ଡରେ…

ସବୁ ଲୀଳାମୟଙ୍କ ଲୀଳା …

ପୁରୀ: କାଳିଆ ଠାକୁରଙ୍କ ଲୀଳା ଅପାର । ଗତ ଶୁକ୍ରବାର ରଥ ଯାତ୍ରା ନ ହେବା ନେଇ ନିଷ୍ପତ୍ତି ପରେ ଭାଙ୍ଗିପଡିଥିଲେ ଭକ୍ତ । ତଥାପି କେଉଁଠି ନା କେଉଁଠି ଥିଲା ଆଶାର କିରଣ । ଭକ୍ତ ଗୁହାରି କଲେ ହେ ମହାପ୍ରଭୁ ତମକୁ କଣ ଚଳିତ ବର୍ଷ ବଡଦାଣ୍ଡରେ ଦେଖିବୁନି । ଏଥର କଣ ତମେ ମାଉସୀ ଘର ଯିବନି । ଆମେ…

ଅହମ୍ମଦାବାଦରେ ରଥଯାତ୍ରା ଲାଗି ମିଳିଲା ଅନୁମତି; ସୀମିତ ଭକ୍ତଙ୍କ ଦ୍ୱାରା ରଥ ଟାଣିବାକୁ ଗୁଜରାଟ ହାଇକୋର୍ଟଙ୍କ…

ଅହମ୍ମଦାବାଦ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ମଙ୍ଗଳବାର ଦିନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ପୁରୀ ପରେ ଅହମ୍ମଦାବାଦରେ ମଧ୍ୟ ରଥଯାତ୍ରାକୁ ମିଳିଛି ଅନୁମତି । ଅହମ୍ମଦାବାଦରେ ରଥଯାତ୍ରା ହେବା ନେଇ ସୋମବାର ବିଳମ୍ବିତ ରାତିରେ ଏକ ସ୍ୱତନ୍ତ୍ର ଶୁଣାଣି କରିଛନ୍ତି ଗୁଜରାଟ ହାଇକୋର୍ଟ…

ଦୂରଦର୍ଶନ ସମେତ ଅନ୍ୟ ଘରୋଇ ଚ୍ୟାନେଲରେ ହେବ ରଥଯାତ୍ରା ସିଧାପ୍ରସାରଣ

ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ମଙ୍ଗଳବାର ଦିନଠାରୁ କଟକଣାଯୁକ୍ତ ଭକ୍ତଙ୍କ ବିନା  ରଥଯାତ୍ରା ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଉତ୍ସବକୁ ଟିଭି ମାଧ୍ୟମରେ ପ୍ରସାରଣ କରିବାକୁ କେନ୍ଦ୍ର ସରକାରର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏକ ଟ୍ୱିଟ୍ ମାଧ୍ୟମରେ…

ରଥଯାତ୍ରା ଲାଗି ସୁପ୍ରିମକୋର୍ଟ ନିର୍ଦ୍ଦେଶନାମାରେ କ’ଣ ସର୍ତ୍ତ ରଖିଲେ ଜାଣନ୍ତୁ

ନୂଆଦିଲ୍ଲୀ/ଭୁବନେଶ୍ୱର: ଜୁନ ୨୩ ତାରିଖରେ ପୁରୀଠାରେ ଅନୁଷ୍ଠିତ ହେବା ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବାଲାଗି କରୋନା ମହାମାରୀ ଯୋଗୁଁ କଟକଣାଯୁକ୍ତ ଅନୁମତି ପ୍ରଦାନ କରିଛନ୍ତି । “ ଜନସାଧାରଣଙ୍କ ଉପସ୍ଥିତି ବିନା ରଥଯାତ୍ରା କଟକଣା ଦେଇ ରଥଯାତ୍ରା ଅନୁଷ୍ଠିତ ହୋଇପାରିବ, ଓଡ଼ିଶାର ଜଣେ…

‘ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ, ଭକ୍ତଙ୍କ ଡାକ ଶୁଣିଲେ ମହାପ୍ରଭୁ’

ନୂଆଦିଲ୍ଲୀ: କରୋନା କଟକଣା ପାଳନ କରି ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆୟୋଜନ ଲାଗି ଆଜି ସୁପ୍ରିମକୋର୍ଟ ଅନୁମତି ଦେବାପରେ ସବୁଆଡ଼େ ଆନନ୍ଦ ପ୍ରକାଶ ପାଇଛି । କୋର୍ଟଙ୍କ ଏହି ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତଶାହା । ଟ୍ଵିଟ କରି ଶାହା ଲେଖିଛନ୍ତି ଯେ ଆଜି ଆମ…

ଭକ୍ତଙ୍କ ପ୍ରାର୍ଥନା ଶୁଣିଲେ ମହାପ୍ରଭୁ: ପୁରୀ ଗଜପତି

ପୁରୀ: ରଥଯାତ୍ରା ପାଇଁ ଅନୁମତି ମିଳିବା ପରେ ପୁରୀ ଗଜପତି ଦିବ୍ୟ ସିଂହ ଦେବ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଭାବଗ୍ରାହି ମହାପ୍ରଭୁ ଜଗନ୍ନାଥ ସାରା ବିଶ୍ୱର ଅଗଣିତ ଭକ୍ତଙ୍କ ପ୍ରର୍ଥନା ଶୁଣିଛନ୍ତି । ରଥଯାତ୍ରା ହେବା ନେଇ ସୁପ୍ରିମକୋର୍ଟ ରାୟ ଦେଇଥିବାରୁ ଧନ୍ୟବାଦ ଜଣାଇଛନ୍ତି ।…

ରଥଯାତ୍ରା ପାଇଁ ୩ ମନ୍ତ୍ରୀଙ୍କୁ ଦାୟିତ୍ୱ

ଭୁବନେଶ୍ୱର: ରାତି ପାହିଲେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କଟକଣା ଭିତରେ ରଥଯାତ୍ରାକୁ ସୁରୁୁଖୁରୁରେ ସାରିବାକୁ ଅଂଟା ଭିଡିଛନ୍ତି ସରକାର । ହାତରେ ଅଳ୍ପ ସମୟ ଥିବାରୁ ଯୁଦ୍ଧକାଳୀନ ସ୍ଥିତିରେ ବ୍ୟବସ୍ଥା କରାଯାଉଛି । ଏହାରି ଭିତରେ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରାର ଉତ୍ତମ ପରିଚାଳନା ପାଇଁ…

ରଥଯାତ୍ରା ଆୟୋଜନ ବଡ ଚ୍ୟାଲେଞ୍ଜ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଅନୁମତି ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଛନ୍ତି । କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ମଧ୍ୟ ଧନ୍ୟବାଦ ଦେଇଛନ୍ତି ନବୀନ । ସେ କହିଛନ୍ତି, ରଥଯାତ୍ରା ପାଇଁ ପ୍ରଶାସନ ସବୁ ପ୍ରସ୍ତୁତି କରି ସାରିଛି…

ଆଜି ରାତି ୯ଟାରୁ ପୁରୀରେ ସଟ୍‌ଡାଉନ୍

ପୁରୀ: ସୁପ୍ରିମକୋର୍ଟ ପୁରୀରେ ରଥଯାତ୍ରା ପାଇଁ ସବୁଜ ସଂକେତ ଦେବା ପରେ ଆରମ୍ଭ ହୋଇଛି ରଥଯାତ୍ରା ପ୍ରସ୍ତୁତି । ରଥଯାତ୍ରା ପାଇଁ ରାତି ୯ଟାରୁ ପୁରୀରେ ଜାରି ହେବ କର୍ଫ୍ୟୁ । ଆଜି ରାତି ୯ଟାରୁ ବୁଧବାର ଦିନ ୨ଟା ଯାଏଁ ପୁରୀରେ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ। ପୁରୀ…