Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟରେ ପୁଣି ୨ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୧୪ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ରବିବାର ଦିନ ଆଉ ଦୁଇଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୧୪ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବରଗଡ ଜିଲ୍ଲାର ଜଣେ ୭୬ ବର୍ଷ ବୟସ୍କ ବ୍ୟକ୍ତି ଡାକ୍ତରଖାନାରେ ଚିକିସଧୀନ ଅବସ୍ଥାରେ ମୃତ୍ୟୁବରଣ…

୪୨ ଏନଡିଆରଏଫ୍‌/ଅଗ୍ନିଶମ କର୍ମୀଙ୍କ ସମେତ ଓଡିଶାରେ ସର୍ବାଧିକ ୩୦୪ ପଜିଟିଭ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୩୦୪ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ୧୬୦ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ଟ୍ରମ୍ପ କହିଲେ ସୀମା ବିବାଦ ନେଇ ଭାରତ-ଚୀନ ସହ କଥା ହେଉଛି

ଓ୍ବାଶିଂଟନ୍: ଗଲଓ୍ବାନ ଘାଟି ସଂଘର୍ଷ ପରେ ଭାରତ-ଚୀନ ମଧ୍ୟରେ ତେଜିଛି ସୀମା ବିବାଦ । ଚୀନକୁ ଭାରତ ଚେତେଇ ଦେଇଛି, ଉସୁକାଇଲେ ବରଦାସ୍ତ କରାଯିବନି । ବ୍ୟର୍ଥ ଯିବନି ୨୦ ଯବାନଙ୍କ ବଳିଦାନ । ବିବାଦ ତେଜୁଥିବା ବେଳେ ପ୍ରତିକ୍ରିୟା ରଖିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଟ ଟ୍ରମ୍ପ । ଦୁଇ…

ଘୋଷ ଯାତ୍ରା ଓଡିଆ ସ୍ୱାଭିମାନର ପ୍ରତୀକ

ମୁଁ  ଭକ୍ତ ସାଲବେଗ ନୁହେଁ, ନା ମୁଁ ବଳରାମ ଦାସ, ନା ଦାସିଆ ବାଉରୀ, ନା ଗଣମାଧ୍ୟମରେ ସିଧା ପ୍ରସାରଣର ଭାଷ୍ୟକାର, ନା ମୁଁ ମହାପ୍ରଭୁଙ୍କୁ ରତ୍ନ ବେଦୀରେ ଅଟକାଇ ଦେବି। ହେଲେ ମହାପ୍ରଭୁଙ୍କ ସଙ୍ଗେ କିଛି ନିଜର ଭାବ ଅବା ଅଭିମାନ ଥିବା ହେତୁ ଇଚ୍ଛା ହେଲା କିଛି ପରିପ୍ରକାଶ କରିବା ପାଇଁ।…

ସାତ ଦିନରେ ଗଞ୍ଜାମ ଜିଲ୍ଲାରୁ ୨୦୦ ପଜିଟିଭ୍

ଗଞ୍ଜାମ: ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୯ଶହ । ବର୍ତ୍ତମାନ ସୁଦ୍ଧା ଭୂତାଣୁ ସଂକ୍ରମିତ ହୋଇଛନ୍ତି ୮୯୧ ଜଣ । ଗତ ସପ୍ତାହେ ଭିତରେ ଚିହ୍ନଟ ହୋଇଛନ୍ତି ନୂଆ ୨୦୧ ପଜିଟିଭ୍ । ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଗତ ୧୫ ତାରିଖରେ ୮ ପଜିଟିଭ୍ ବାହାରିଥିବା ବେଳେ…

ବର୍ଷକୁ ୭ଥର ହୁଏ ଗ୍ରହଣ

ଗୋଟିଏ କ୍ୟାଲେଣ୍ଡର ବର୍ଷରେ ଅତିକମରେ ୨ଟି ଏବଂ ଅତି ବେଶୀରେ ୫ଟି ଗ୍ରହଣ ହୋଇଥାଏ । ତେବେ ଚନ୍ଦ୍ରଗ୍ରହଣ ଏବଂ ସୂର୍ଯ୍ୟ ପରାଗର ମୋଟ ସଂଖ୍ୟା ସର୍ବାଧିକ ୭ ହେବ । ପୁଣି ସୂର୍ଯ୍ୟ ପରାଗ ଏକା ଆସେନି । ଚନ୍ଦ୍ରଗ୍ରହଣର ୧୫ଦିନ ଆଗରୁ ବା ୧୫ ଦିନ ପରେ ସୂର୍ଯ୍ୟ ପରାଗ ପଡେ । ସୂର୍ଯ୍ୟ ପରାଗ ଏବଂ…

ଦିଲ୍ଲୀ ହାଇକୋର୍ଟଙ୍କ ରାୟ, ଶୁଣାଣିର ଲାଇଭ୍ ଦେଖିପାରିବେ ଲୋକ

ନୂଆଦିଲ୍ଲୀ: କୋର୍ଟରେ ଭିଡିଓ କନଫରେନ୍ସିଂରେ ହେଉଥିବା ମାମଲା ଶୁଣାଣିର ଏଣିକି ସିଧାପ୍ରସାରଣ ଦେଖିପାରିବେ ସାଧାରଣ ଲୋକ । ଏଭଳି ଐତିହାସିକ ନିଷ୍ପତ୍ତି ଶୁଣାଇଛନ୍ତି ଦିଲ୍ଲୀ ହାଇକୋର୍ଟ । ଏସମ୍ପର୍କିତ ନିର୍ଦ୍ଦେଶନାମା ବି ଜାରି କରିଛନ୍ତି । ଯେଉଁ ସବୁ ମାମଲାର ଶୁଣାଣି ବନ୍ଦ କୋଠରୀରେ ହେଉ…

ଦେଶରେ ୪ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ରବିବାର ଦିନ ଏହି ସଂଖ୍ୟା ୪,୧୦,୪୬୧ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର…

୧୦ କରୋନା ଯୋଦ୍ଧାଙ୍କ ସମେତ ଗଞ୍ଜାମରେ ୩୮ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ୩୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ ।…

ଓଡିଶାର ୫ ଜିଲ୍ଲାରେ ଝଡବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଝାରସୁଗୁଡା, ସୁନ୍ଦରଗଡ, ପୁରୀ, ଜଗତସିଂହପୁର ଓ…