Latest Odisha News

BREAKING NEWS

Browsing Category

ଫିଚର

ଲାଞ୍ଚ ନେଇ ଧରାପଡିଲେ ପୋଲିସ ବାବୁ

କଳାହାଣ୍ଡି : ଭିଜିଲାନ୍ସ ହାତରେ ଧରା ପଡିଲେ ଲାଞ୍ଚୁଆ ପୋଲିସ ବାବୁ । କଳାହାଣ୍ଡି ଥୁଆମୂଳ ରାମପୁର ଥାନା ମହୁଲପାଟଣା ଫାଣ୍ଡିର ଏଏସ୍‌ଆଇ ମଳୟ ରଂଜନ ରଣା ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଛନ୍ତି । ସ୍ଥାନୀୟ ଅଂଚଳର ଜଣେ ବ୍ୟକ୍ତିଙ୍କ ଏକ ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟରକୁ ଛାଡିଦେବା…

ରାଜ୍ୟସଭା ନିର୍ବାଚନ ରେଜଲ୍ଟ: ବିଜେପିକୁ ୮ ଓ କଂଗ୍ରେସ ଖାତାରେ ୪ ଆସନ

ନୂଆଦିଲ୍ଲୀ: ୮ଟି ରାଜ୍ୟର ୧୯ଟି ରାଜ୍ୟସଭା ଆସନ ପାଇଁ ହୋଇଥିବା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି । ବିଜେପି ୮ଟି ଆସନ ହାତେଇଥିବା ବେଳେ କଂଗ୍ରେସ ଖାତାରେ ପଡିଛି ଚାରିଟି ସିଟ୍ । କିଛି ରାଜ୍ୟରେ କଂଗ୍ରେସ ଓ ବିଜେପି ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଥିଲା । ଅନ୍ୟସ୍ଥାନରେ ସ୍ଥାନୀୟ…

ସୁପ୍ରିମକୋର୍ଟରେ ପିଟିସନର ସୋମବାର ଶୁଣାଣିକୁ ଅପେକ୍ଷା, ନ ହେଲେ ହେବ ବିକଳ୍ପ ଚିନ୍ତା: ଗଜପତି

ପୁରୀ : ରଥଯାତ୍ରା ହେବ ନାହିଁ ବୋଲି ସୁପ୍ରିମକୋର୍ଟ ଦେଇଥିବା ନିର୍ଦ୍ଦେଶ ପରେ ଭାଙ୍ଗିପଡିଥିଲେ ଶ୍ରଦ୍ଧାଳୁ ଓ ଜଗନ୍ନାଥ ପ୍ରେମୀ । କିନ୍ତୁ ଗତକାଲି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ଏ ନେଇ କିଛିଟା ଆଶା ଦେଖାଦେଇଛି । ବୈଠକ ପରେ ଗଜପତି ଦିବ୍ୟସିଂହ ଦେବ କହିଛନ୍ତି ଯେ, ସୋମବାର ଦିନ…

ସିଡିଏମଓ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମଓ), ସ୍ପେଶାଲିଷ୍ଟ୍ ଏବଂ ଅନ୍ୟାନ୍ୟ ପଦବୀ ସ୍ତରରେ ପରିବର୍ତ୍ତନ କରାଯାଇଛି । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି । ଜାଣନ୍ତୁ, ସେ…

ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ସେନାକୁ ସ୍ୱାଧୀନତା ଦିଆଯାଇଛି: ମୋଦି

ନୂଆଦିଲ୍ଲୀ: ଲଦାଖ୍ ଗଲୱାନ ଘାଟିରେ ଭାରତୀୟ ଓ ଚୀନ ସେନା ମୁହାଁମୁହିଁ ସଂଘର୍ଷ ପ୍ରସଙ୍ଗରେ ଅନୁଷ୍ଠିତ ସର୍ବଦଳୀୟ ବୈଠକ ପରେ ଭାରତୀୟ ସେନାକୁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ସ୍ୱାଧୀନତା ଦିଆଯାଇଥିଲା ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି । ଭାରତର ୨୦ ଜଣ ବୀର ଯୋଦ୍ଧା ବଳିଦାନ ଦେଇଥିଲେ…

ରସୁଲଗଡ ନିକଟରୁ ସାଢେ ୪ କୋଟି ଟଙ୍କାର ବ୍ରାଉନ ସୁଗାର ଜବତ, ତିନି ଅଟକ

ଭୁବନେଶ୍ୱର: ରାଜଧାନୀରେ ପ୍ରାୟ ସାଢେ ୪ କେଜି ବ୍ରାଉନସୁଗାର ଜବତ । ଯାହାର ଆନୁମାନିକ ମୂଲ୍ୟ ସାଢେ ଚାରି କୋଟି ଟଙ୍କା । ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ ରସୁଲଗଡରେ ଚଢଉ କରି ଏହାକୁ ଜବତ କରିଛି । ଏକ ସଙ୍ଗରେ ଏତେ ପରିମାଣର ବ୍ରାଉନସୁଗାର ଜବତ ହେବାରେ ଏହା ରେକର୍ଡ ବୋଲି ପୋଲିସ…

ସର୍ବଦଳୀୟ ବୈଠକ: ସବୁ ସ୍ଥିତିରେ ମୁକାବିଲା କରିବାକୁ ସେନା ପ୍ରସ୍ତୁତ

ନୂଆଦିଲ୍ଳୀ: ଯେକୌଣସି ପରିସ୍ଥିତିରେ ମଧ୍ୟ ମୁକାବିଲା କରିବାକୁ ସେନା ପ୍ରସ୍ତୁତ । ଆଜି ବସିଥିବା ସର୍ବଦଳୀୟ ବୈଠକରେ କିଛି ଏଭଳି ବୟାନ ରଖିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଭାରତୀ ଓ ଚୀନ୍ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳ ବର୍ତ୍ତମାନ ସ୍ଥିତି ସମ୍ପର୍କରେ ସେ ରାଜନୈତିକ…

ବିଶ୍ୱର ୧୧ତମ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ

ମୁମ୍ବାଇ: ମୁକେଶ ଅମ୍ବାନୀ ବିଶ୍ୱରେ ୧୧ ତମ ଧନୀ । ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ମୁଖ୍ୟ ମୁକେଶ ଅମ୍ବାନି ବିଶ୍ୱର ୧୧ତମ ଧନୀ ବ୍ୟକ୍ତିରେ ପରିଣତ ହୋଇଛନ୍ତି । ତାଙ୍କର ମୋଟ ସଂପତ୍ତିର ପରିମାଣ ପ୍ରଥମ ଥର ପାଇଁ ୬୦ ବିଲିୟନ ଡଲାର ଟପିଯାଇଛି । ବ୍ଲୁମ୍ବର୍ଗ ବିଲିୟନେର ଇଣ୍ଡେକ୍ସ ଅନୁସାରେ ମୁକେଶଙ୍କ…

ପୁଣି ରାଣୀ କଙ୍ଗନା ମୁହଁ ଖୋଲିଲେ: ସୁଶାନ୍ତଙ୍କୁ ହତ୍ୟା କରାଯାଇଛି !

ମୁମ୍ବାଇ: ବଲିଉଡର କୁଇନ କଙ୍ଗନା ରାନାୱତ ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣାରେ ପୁନର୍ବାର ମୁହଁ ଖୋଲିଛନ୍ତି । ସେ ଏ ନେଇ ସୋସିଆଲ ସାଇଟରେ ଏକ ଭିଡିଓ ଶେୟାର କରିଛନ୍ତି । ଯାହା କି ଭାଇରାଲ ହେବା ଆରମ୍ଭ ହୋଇଛି । ଉକ୍ତ ଭିଡିଓରେ କେତେକ ନିର୍ଦ୍ଦିଷ୍ଟ ମିଡିଆ କିପରି ସୁଶାନ୍ତଙ୍କ…

ସୁଶାନ୍ତ ସିଂହ ରାଜପୁତଙ୍କ ବିୟୋଗ ସହିନପାରି ୯ମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

କଟକ: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ସାରା ଦେଶକୁ ଦୋହଲାଇ ଦେଇଛି । ତାଙ୍କ ପ୍ରଶଂସକମାନେ ତାଙ୍କ ଆତ୍ମହତ୍ୟା ଖବରକୁ ସହଜରେ ବିଶ୍ୱାସ କରିପାରୁ ନାହାନ୍ତି । ଏହି ଘଟଣାକୁ ୪ରୁ ୫ ଦିନ ବିତିଯାଇଥିଲେ ମଧ୍ୟ ସୁଶାନ୍ତ ଫ୍ୟାନ୍‌ମାନେ ନିରାଶ ହୋଇ ଆତ୍ମହତ୍ୟାର ବାଟ ବାଛି…