Latest Odisha News

BREAKING NEWS

Browsing Category

ଫିଚର

୧୦ ଭାରତୀୟ ଯବାନଙ୍କୁ ଛାଡିଲା ଚୀନ !

ନୂଆଦିଲ୍ଲୀ: ଭାରତ ଓ ଚୀନ ମଧ୍ୟରେ ଗତ ଜୁନ୍ ୧୫ ତାରିଖ ଦିନ ଗଲୱାନ ଘାଟିରେ ହୋଇଥିବା ମୁହାଁମୁହିଁ ଘଟଣାରେ ଭାରତର ପାଖାପାଖି ୨୦ ଯବାନ ନିହତ ହୋଇଥିଲେ । ବର୍ତ୍ତମାନ ସମୟରେ ଏସମ୍ପର୍କୀତ ଏକ ବଡ ଘଟଣା ସାମ୍ନାକୁ ଆସିଛି । ଜାତୀୟ ଗଣମାଧ୍ୟମ ‘ହିନ୍ଦୁସ୍ତାନ ଟାଇମ୍ସ’ରେ ପ୍ରକାଶିତ ରିପୋର୍ଟ…

ଓଡିଶାରେ ଆଉ ୧୬୫ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୪୬ଶହ ଟପିଲା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୬୫ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ୬୭୭ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ଅନାଦର ନୁହେଁ, ଗ୍ରହଣ କରନ୍ତୁ…

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ଶୀର୍ଷକଟି ଶୁଣିବାକୁ ଟିକେ ଅଲଗା ଲାଗୁଛି । ହେଲେ ଏହାର ମର୍ମକୁ ବୁଝିଲେ ଆପଣ ବି ଏଇ କଥାକୁ ଦୋହରାଇବେ । ପୂର୍ବରୁ ଆପଣଙ୍କ ଠାରେ ଚାଷୀର ମର୍ମବେଦନାକୁ ନିଜ ପାରୁ ପର୍ଯ୍ୟନ୍ତ ଉପସ୍ଥାପନ ବି କରିଛି । ତେବେ ଏଇ…

ଉଗ୍ର ହେଉଛି କରୋନା; ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୧୩ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ, ୩୩୬ ମୃତ

ନୂଆଦିଲ୍ଲୀ: ଭାରତରେ ମୃତ୍ୟୁର ବିଭୀଷିକା ରଚିବା ଆରମ୍ଭ କଲାଣି କରୋନା । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦେଶର ପ୍ରାୟ ସମସ୍ତ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ସ୍ୱାସ୍ଥ୍ୟ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ସମ୍ପନ୍ନ ହେବ ୨ ଶହୀଦ ଓଡ଼ିଆ ଯବାନଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ଲଦାଖ ଗଲୱାନ୍ ଘାଟିରେ ଭାରତ ଓ ଚୀନ ସେନା ମଧ୍ୟରେ ହୋଇଥିବା ସଂଘର୍ଷରେ ଶହୀଦ ହୋଇଥିବା ୨ ବୀର ଓଡ଼ିଆ ଯବାନଙ୍କୁ ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଦିଆଯିବ ଅନ୍ତିମ ବିଦାୟ । ନିଜ ଜନ୍ମମାଟିରେ ଗାର୍ଡ ଅଫ୍‌ ଅନର ସହ ସମ୍ପନ୍ନ ହେବ ୨ ବୀର ଯବାନଙ୍କ ଶେଷକୃତ୍ୟ। ସୂଚନାଯୋଗ୍ୟ,…

ଲଗାତାର ୧୩ ଦିନ ପାଇଁ ବୃଦ୍ଧି ପାଇଲା ତେଲ ଦର; ଜାଣନ୍ତୁ ଆଜିର ମୂଲ୍ୟ

ନୂଆଦିଲ୍ଲୀ: ଗୋଟିଏ ପଟେ କରୋନା ସଙ୍କଟକୁ ଅନ୍ୟପଟେ ଖାଉଟିଙ୍କୁ ଚିନ୍ତାରେ ପକାଉଛି ମହଙ୍ଗା ମାଡ଼।ଆଜି ମଧ୍ୟ ବଢିଛି ପେଟ୍ରୋଲ, ଡିଜେଲ ଦର । ଲଗାତାର ଦ୍ଵାଦଶ ଦିନ ପାଇଁ ବୃଦ୍ଧି ପାଇଛି ତୈଳ ଦର । ଆଜି ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୫୬ ପଇସା ଓ ୬୩ ପଇସା ବୃଦ୍ଧି ପାଇଛି। ସକାଳ…

ସୂର୍ଯ୍ୟପରାଗ ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିରରେ ସ୍ୱତନ୍ତ୍ର ନୀତିନିର୍ଘଣ୍ଟ

ଭୁବନେଶ୍ୱର: ସୂର୍ଯ୍ୟପରାଗ ପାଇଁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ନୀତିନିର୍ଘଣ୍ଟ । ସମସ୍ତ ସେବାୟତ ଓ ନିଯୋଗଙ୍କ ସହ ଆଲୋଚନା ପରେ ଗୁରୁବାର ଦିନ ମନ୍ଦିର ପ୍ରଶାସନ ନିତିନିର୍ଘଣ୍ଟ ପ୍ରସ୍ତୁତ କରିଛନ୍ତି । ଆସନ୍ତା ରବିବାର ରାହୁ କଙ୍କଣ ଗ୍ରାସ ସୂର୍ଯ୍ୟୋପରାଗ…

ଭାରତ-ଚୀନ ସଂଘର୍ଷ ପ୍ରସଙ୍ଗରେ ଆଜି ବସିବ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ : ଗଲୱାନ ଘାଟିରେ ଭାରତ-ଚୀନ ସଂଘର୍ଷ ପ୍ରସଙ୍ଗରେ ଆଜି ବସିବ ସର୍ବଦଳୀୟ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟା ଭର୍ଚୁଆଲ ବୈଠକ ହେବ । ସବୁ ଦଳର ସଭାପତିମାନେ ଏହି ବୈଠକରେ ଯୋଗ ଦେବେ । ସୀମା ଲାଗି ରହିଥିବା ଅଶାନ୍ତିର ସମାଧାନ ନେଇ ଏଥିରେ…

ସୁଶାନ୍ତ ସିଂ ଆତ୍ମହତ୍ୟା ଘଟଣା: କଣ୍ଟ୍ରାକ୍ଟ କପି ଦାଖଲ କରିବାକୁ ୟଶରାଜ ଫିଲ୍ମସକୁ ମୁମ୍ବାଇ ପୋଲିସର ନିର୍ଦ୍ଦେଶ

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତଙ୍କ ପରିବାର ସଦସ୍ୟ ଏବଂ ଘନିଷ୍ଠ ସହଯୋଗୀଙ୍କ ବୟାନ ରେକର୍ଡ କରିବା ପରେ ମୁମ୍ବାଇ ପୋଲିସ ଅଭିନେତାଙ୍କ ସହ ସ୍ୱାକ୍ଷରିତ କରିଥିବା ଚୁକ୍ତିନାମା କପି ଦାଖଲ କରିବାକୁ ପାଇଁ ୟଶ ରାଜ ଫିଲ୍ମସ କୁ ନିର୍ଦ୍ଦେଶ ଦେଇଛି। ସୁଶାନ୍ତଙ୍କ ମ୍ୟାନେଜର ଶ୍ରୁତି ମୋଦୀ ଏବଂ…

‘ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀ’ ଓ ‘ଜଗନ୍ନାଥ ସେନା’ ପକ୍ଷରୁ ଆସନ୍ତାକାଲି ପୁରୀ ବନ୍ଦ…

ପୁରୀ: ଚଳିତ ବର୍ଷ ଅନୁଷ୍ଠିତ ହେବ ନାହିଁ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ।ଏନେଇ ନିଷ୍ପତ୍ତି ଶୁଣାଇଛନ୍ତି ସୁପ୍ରିମକୋର୍ଟ । ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମିଳିତ ଉଦ୍ୟମରେ ରଥଯାତ୍ରା ବନ୍ଦ କରିବା ସପକ୍ଷରେ ରଚନା କରିଥିବା ଯୋଜନା ସଫଳ ହୋଇଥିବା "ଶ୍ରୀ କ୍ଷେତ୍ର ସୁରକ୍ଷା ବାହିନୀ" ଓ…