Latest Odisha News

BREAKING NEWS

Browsing Category

ଫିଚର

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଜି ସନ୍ଧ୍ୟା ୭.୪୫ରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ଏଥିରେ ଶ୍ରୀମନ୍ଦିର ରଥଯାତ୍ରା ପ୍ରସଙ୍ଗରେ ଆଲୋଚନା ହୋଇପାରେ। ବୈଠକରେ ଆଡଭୋକେଟ ଜେନେରାଲ ଉପସ୍ଥିତ ରହିବେ । ଏହାଛଡା ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ଉନ୍ନୟନ କମିଶନର, ଆଇନ ସଚିବ ଏବଂ ଶ୍ରୀମନ୍ଦିର ମୁଖ୍ୟ…

ଭୁବନେଶ୍ୱରରେ ପୁଣି ୩ କୋଭିଡ ଯୋଦ୍ଧାଙ୍କ ସମେତ ୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ପଜିଟିଭ ବାହାରିଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୦ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଭୁବନେଶ୍ୱରର ୯ ଜଣ ଅଛନ୍ତି । ୪ ଜଣ ହୋମ୍‌କ୍ୱାରେଂଟିନ୍‌ର ଥିବା ବେଳେ ୩ ଜଣ କୋଭିଡ ଯୋଦ୍ଧା ଅଛନ୍ତି ଏବଂ ଅନ୍ୟ ୨ଟି ଲୋକାଲ କେସ୍ ରହିଛି ।…

‘ମୁଁ’ ସେଇ ‘ଦେହୀ’ କି ?

ସକାଳୁ ଟି.ଭି. ବା ରେଡିଓ, ଏପରିକି ଫୋନ୍ କଲେ ‘ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ, ମାସ୍କ ପିନ୍ଧନ୍ତୁ, ବାର ବାର ସାବୁନ୍‌ରେ ହାତ ଧୁଅନ୍ତୁ’- ଏହି ମର୍ମରେ ବାକ୍ୟଗୁଡିଏ ଏବେ ଶୁଣିବାକୁ ମିଳୁଛି । ଏହା ‘କରୋନା’ର ଦାନ । ସମସ୍ତଙ୍କ ଭଲ ପାଇଁ ସମସ୍ତଙ୍କୁ ଏ କଥା କୁହାଯାଉଛି । ଖୁବ୍ ଭଲ କଥା…

୫ଶହ ବର୍ଷ ତଳର ମନ୍ଦିରର ପୁନଃଉଦ୍ଧାର ହେଉ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ନୟାଗଡରେ ଠାବ ହୋଇଥିବା ୫ ଶହ ବର୍ଷ ତଳର ମନ୍ଦିରର ପୁନଃଉଦ୍ଧାର ଓ ସ୍ଥାନାନ୍ତରଣ ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କ ହସ୍ତକ୍ଷେପ ଲୋଡିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠିରେ ଧର୍ମେନ୍ଦ୍ର ଲେଖିଛନ୍ତି ଯେ, ଏହି…

ଭଡା ବୃଦ୍ଧି ଓ ରୋଡ୍ ଟାକ୍ସ ଛାଡ ଦାବି କଲା ଟ୍ରକ ମାଲିକ ସଂଘ

ଭୁବନେଶ୍ୱର: ବସ୍ ମାଲିକ ସଂଘ ପରେ ଆଜି ଟ୍ରକ ମାଲିକ ସଂଘ ରୋଡ୍ ଟାକ୍ସ ଛାଡ ନେଇ ସରକାରଙ୍କୁ ଦାବି ଜଣାଇଛି । ପରିବହନ ମନ୍ତ୍ରୀଙ୍କୁ ଭେଟି ଭଡା ବୃଦ୍ଧି କରିବାକୁ ମଧ୍ୟ ଟ୍ରକ ସଂଘ ଦାବି କରିଛି । ଟ୍ରକ ମାଲିକ ସଂଘ କହିଛି, କରୋନା ପାଇ ଲକଡାଉନ୍ ଜାରି ରହିଥିବାରୁ ବର୍ତ୍ତମାନ ସ୍ଥିତିରେ…

ଓଡ଼ିଶାର ଏହିସବୁ ଜିଲ୍ଲାରେ ହେବନି ରଥଟଣା

ଭୁବନେଶ୍ୱର: ପୁରୀର ବିଶ୍ବ ପ୍ରସିଦ୍ଧ ରଥ ଯାତ୍ରାକୁ ବନ୍ଦ କରିବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିବା ବେଳେ କୋଭିଡ-୧୯ ମହାମାରୀ ଯୋଗୁଁ ଓଡିଶାର କିଛି ଜିଲ୍ଲାରେ ପ୍ରଶାସନ ପକ୍ଷରୁ ରଥ ନଟାଣିବାକୁ ନିଷ୍ପତ୍ତି ହୋଇଛି। କେନ୍ଦ୍ରାପଡ଼ା ଜିଲ୍ଲାରେ ମଧ୍ୟ ରଥଟଣା ନହେବା ପାଇଁ ପ୍ରଶାସନ…

ଏବର୍ଷ ହେବନି ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦ୍ୱନ୍ଦ୍ୱ ଭିତରେ ଥିବା ଚଳିତ ବର୍ଷର ରଥଯାତ୍ରା ଶେଷରେ ବନ୍ଦ ହୋଇଯାଇଛି । ଚଳିତବର୍ଷ ରଥଯାତ୍ରା ହେବନି ବୋଲି ସ୍ପଷ୍ଟ କରିଛନ୍ତି ସୁପ୍ରିମକୋର୍ଟ । ଫଳରେ ଜୁନ୍ ୨୩ ତାରିଖରେ ହେବାକୁ ଥିବା ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ବନ୍ଦ ହୋଇଯାଇଛି । ସୁପ୍ରିମକୋର୍ଟରେ ରଥଯାତ୍ରା ନେଇ…

ବଣାଇଁ ବିଧାୟକଙ୍କ ପିଏସ୍‌ଓଙ୍କ ଆତ୍ମହତ୍ୟା

ସୁନ୍ଦରଗଡ : ବଣାଇଁ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ପିଏସଓ ଡମ୍ବରୁ ସାହୁଙ୍କ ଆତ୍ମହତ୍ୟା । ଡମ୍ବରୁ କୁର୍ଡା ସ୍ଥିତ ବାସଭବନରେ ନିଜ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି । ତେବେ ଆତ୍ମହତ୍ୟାର କାରଣ ଜଣାପଡିପାରିନାହିଁ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା…

ଚକ୍ରରାଜ ସୁଦର୍ଶନ: ଜାଣନ୍ତୁ, ଏହି ମହାଶକ୍ତିଙ୍କ ପଛରେ କ’ଣ ରହିଛି ରହସ୍ୟ !

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦିବ୍ୟ ଆୟୁଧ ଚକ୍ରରାଜ ସୁଦର୍ଶନ, 'ସୁ' ଓ ଦର୍ଶନ ଦୁଇଟି ଶଦ୍ଦର ଆଧାରରେ ସୃଷ୍ଟି ସୁଦର୍ଶନ । ବାମନ ପୂରାଣ କୁହେ, ବିଶ୍ୱକର୍ମା ସବୁ ଦେବତାଙ୍କ…

ଓଡିଶାରେ ଆଉ ୧୭୪ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୪୫ଶହ ଟପିଲା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୭୪ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ୫୧୨ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…