Latest Odisha News

BREAKING NEWS

Browsing Category

ଫିଚର

୫୬ ଟି ନୂଆ ମାମଲା ସହ ୭୦୦ ଟପିଲା ଗଞ୍ଜାମରେ କରୋନା ସଂକ୍ରମିତଙ୍କ ସଂଖ୍ୟା

ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ଗୁରୁବାର ଦିନ ଆଉ ୫୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୭୫୫କୁ ବୃଦ୍ଧି ପାଇଛି। ଏନେଇ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି । ଆଜି ଚିହ୍ନଟ ୫୬ ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୧୩ ଜଣ…

ଦଶମୂଳ ମୋଦକ ସେବନ ପରେ ସୁସ୍ଥ ହେଲେ ଶ୍ରୀବିଗ୍ରହ; ଗଜପତି ମହାରାଜାଙ୍କୁ ଦିଆଗଲା ଖବର

ପୁରୀ: ଅଣସର ଘରେ ଜରରେ ପଡିଥିବା ଶ୍ରୀଜୀଉ ଗତକାଲି ବିଳମ୍ବିତ ରାତିରେ ସୁସ୍ଥ ହୋଇଛନ୍ତି। ମହାପ୍ରଭୁ ସୁସ୍ଥ ହୋଇଥିବାରୁ ଆଜି ଅନୁଷ୍ଠିତ ହେବ ରାଜପ୍ରସାଦ ବିଜେ ନୀତି। ଦଶମୂଳ ମୋଦକ ସେବନ ପରେ ସୁସ୍ଥ ହୋଇଛନ୍ତି ମହାପ୍ରଭୁ। ଦ୍ୱାଦଶୀ ତିଥିରେ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି…

କରୋନା ଅପଡେଟ; ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୧୨ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ, ୩୩୪ ମୃତ

ନୂଆଦିଲ୍ଲୀ: ଦେଶରେ ତାଣ୍ଡବ ରଚୁଛି କରୋନା । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୬୯୪୬ ରେ…

ଘର ଭିତରୁ ଉଦ୍ଧାର ହେଲା ବିଧାୟକଙ୍କ ‘ପିଏସଓ’ର ମୃତ ଦେହ; ଆତ୍ମହତ୍ୟା ସନ୍ଦେହ

ବଣାଇ: ଗୁରୁବାର ସକାଳୁ ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ପିଏସ୍‌ଓର ମୃତଦେହ ତାଙ୍କ ଘର ଭିତରୁ ଉଦ୍ଧାର କରାଯାଇଛି । ପିଏସଓ ଜଣଙ୍କ ନିଜ ସର୍ଭିସ୍‌ ରିଭଲଭରରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତ ପିଏସଓଙ୍କ ନାମ ଡମ୍ବରୁଧର ସାହୁ । ସୁଚାନୁଯାୟୀ,ମୃତ…

ଲଗାତାର ଦ୍ଵାଦଶ ଦିନ ପାଇଁ ବୃଦ୍ଧି ପାଇଲା ତେଲ ଦର; ଜାଣନ୍ତୁ ଆଜିର ମୂଲ୍ୟ

ନୂଆଦିଲ୍ଲୀ: ଗୋଟିଏ ପଟେ କରୋନା ସଙ୍କଟକୁ ଅନ୍ୟପଟେ ଖାଉଟିଙ୍କୁ ଚିନ୍ତାରେ ପକାଉଛି ମହଙ୍ଗା ମାଡ଼।ଆଜି ମଧ୍ୟ ବଢିଛି ପେଟ୍ରୋଲ, ଡିଜେଲ ଦର । ଲଗାତାର ଦ୍ଵାଦଶ ଦିନ ପାଇଁ ବୃଦ୍ଧି ପାଇଛି ତୈଳ ଦର । ଆଜି ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୫୩ ପଇସା ଓ ୬୪ ପଇସା ବୃଦ୍ଧି ପାଇଛି। ସକାଳ…

୨୧୪ଟି ଓଡିଶା ଆଦର୍ଶ ବିଦ୍ୟାଳୟରେ ଆଜିଠୁ ଆରମ୍ଭ ନାମ ଲେଖା

ଭୁବନେଶ୍ୱର: ଜୁନ୍‌ ୧୮ ତାରିଖ (ଗୁରୁବାର)ରୁ ଆରମ୍ଭ ହେବ ରାଜ୍ୟର ୨୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା । ସକାଳ ୭ଟାରୁ ୯ଟା ୩୦ ମଧ୍ୟରେ ନାମଲେଖା‌ ଅନୁଷ୍ଠିତ ହେବ। ଏହି ନାମ ଲେଖା ପକ୍ରିୟା ୪ଟି ପର୍ଯ୍ୟାୟରେ ଶେଷ କରିବାକୁ ନିଷ୍ପତ୍ତି ହୋଇଛି। ୬ଷ୍ଠ ଶ୍ରେଣୀରେ ନାମଲେଖା ହେବାକୁ…

ନିଟ ପରୀକ୍ଷା ସ୍ଥଗିତ ରହିବା ଗୁଜବ: ସ୍ପଷ୍ଟୀକରଣ ଦେଲା ଏନଟିଏ

ନୂଆଦିଲ୍ଲୀ: ନିଟ ପରୀକ୍ଷା ସ୍ଥଗିତ ରହିବା ନେଇ ଏକ ନୋଟିସ ସାମାଜିକ ଗଣମାଧ୍ୟମରର ଭାଇରାଲ ହେଉଛି । ଏହି ନୋଟିସ ଜାତୀୟ ପରୀକ୍ଷା ସଂସ୍ଥା (ଏନଟିଏ)ର ନଜରକୁ ଆସିବା ପରେ ଏହା ଉପରେ ସ୍ପଷ୍ଟୀକରଣ ରଖିଛି ଏନଟିଏ । ଏହି ନୋଟିସକୁ ଭିତ୍ତିହୀନ ସହ ଗୁଜବ ବୋଲି କହିଛି ଏନଟିଏ । ଏନଟିଏ ଏହାକୁ…

ପ୍ରଧାନମନ୍ତ୍ରୀ ଜନ ଔଷଧୀ କେନ୍ଦ୍ରରେ ୧ ଟଙ୍କାରେ ମିଳୁଛି ସାନିଟାରୀ ନାପକିନ ପ୍ୟାଡ

ନୂଆଦିଲ୍ଲୀ: ବର୍ତ୍ତମାନର ସ୍ଥିତିକୁ ଏକ ସାମାଜିକ ପ୍ରୟାସଭାବେ ବିଚାରକୁ ନେଇ ସରକାର ଦେଶର ୬୩୦୦ ରୁ ଅଧିକ ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧୀ ପରିଯୋଜନା କେନ୍ଦ୍ରରେ ଜନଔଷଧୀ ସୁବିଧା ସାନିଟାରୀ ନାପକିନ ବିକ୍ରୟର ସୁବିଧା କରିଛନ୍ତି । ଏହି ପ୍ୟାଡର ଦାମ ଏକ ଟଙ୍କା ରଖାଯାଇଛି । ବଜାରରେ ଏହି…

ଘରେ କାହିଁକି ଓ କିପରି କରାଯାଏ କଳସ ସ୍ଥାପନା, ଜାଣନ୍ତୁ

ଭୁବନେଶ୍ୱର: ଅନେକ ଶୁଭ କାର୍ଯ୍ୟ ଯେପରି, ବିବାହ, ବ୍ରତଘର, ପୂଜା ଆଦି ମାଙ୍ଗଳିକ କାର୍ଯ୍ୟରେ ପ୍ରଥମେ କଳସ ସ୍ଥାପନ କରାଯାଇଥାଏ। ତେବେ କାହିଁକି ଓ କେଉଁଠି ଏହି କଳସ ସ୍ଥାପନା କରାଯାଇଥାଏ, କ'ଣ ଏହାର ମହତ୍ତ୍ୱ ରହିଛି ଆସନ୍ତୁ ଜାଣିବା... ଶାସ୍ତ୍ର ଅନୁଯାୟୀ ସମୃଦ୍ଧି ପାଇଁ କଳସ ସ୍ଥାପନ…

ତିନିରଥରେ ଲାଗିଲେ ପାର୍ଶ୍ଵ ଦେବାଦେବୀ…

ପୁରୀ: ଆଉ ପାଞ୍ଚଦିନ ପରେ ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ପୁରୀ ବଡ଼ଦାଣ୍ଡସ୍ଥିତ ରଥଖଳାରେ ରଥ ନିର୍ମାଣ ସମ୍ପୂର୍ଣ୍ଣ ଶେଷ ହୋଇଯିବା ପରେ ଏବେ ରଥରେ ଲାଗିଛନ୍ତି ପାର୍ଶ୍ଵ ଦେବାଦେବୀ । ତିନିରଥରେ ଲାଗିସାରିଛି କଳସ, ଅଁଳା ଓ ଓଲଟ ଶୁଆ । ଆଜି ତିନିରଥରେ ହଂସପଟା ବାଡ଼ିଆ ସରିଛି । ଏହା…