Latest Odisha News

BREAKING NEWS

Browsing Category

ଫିଚର

ରଥ ଅନୁକୂଳ ପାଇଁ ମିଳିଲା ଅନୁମତି ପତ୍ର

ପୁରୀ: ରଥଯାତ୍ରା ହେବା ନେଇ ବାଟ ଫିଟୁଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆଜି ନୂଆ ସଙ୍କେତ ମିଳିଛି । ରଥ ଅନୁକୂଳ ପାଇଁ ଆଜି ପୁରୋହିତଙ୍କୁ ଅନୁମତି ପତ୍ର ଲେଖିଛି ଶ୍ରୀମନ୍ଦିର ପ୍ରଶାସନ । ରଥ ପ୍ରତିଷ୍ଠା ପାଇଁ ପ୍ରସ୍ତୁତ ରହିବାକୁ ପତ୍ରରେ ଦର୍ଶାଯାଇଛି । ପ୍ରତିବର୍ଷ ଶ୍ରୀମନ୍ଦିର…

ରାଜଧାନୀରେ ପୁଣି ୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରୁ ପୁଣି ବାହାରିଲେ ପଜିଟିଭ । ଆଜି ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୫ ଜଣ ଭୁବନେଶ୍ୱରର ଅଛନ୍ତି । ଏହି ୫ ଜଣଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ସୂଚନା ଦେଇଛି । ୫ ଜଣଙ୍କ…

ଜାଣନ୍ତୁ: ରଥଯାତ୍ରାରେ ଶ୍ରୀଜଗନ୍ନାଥଙ୍କ କେଉଁସବୁ ସେବା କରନ୍ତି ଗଜପତି ମହାରାଜା

ପୁରୀ: ପ୍ରାଚୀନ ସମୟରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ନୀତି, ଯାନିଯାତ୍ରା ସହିତ ଗଜପତି ମହାରାଜା ପାରମ୍ପରିକ ରୀତିରେ ପ୍ରତ୍ୟକ୍ଷ ଭାବେ ସଂପୃକ୍ତ । ଏହି ସେବା ନୀତି ପୁରୀ ରାଜବଂଶର ବଂଶାନୁକ୍ରମିକ ଅଟେ । ଆଷାଢ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ଅନୁଷ୍ଠିତ ରଥଯାତ୍ରା ଓ ଦଶମୀରେ…

ଜୁନ୍‌ ୩୦ ପରେ ୩୦% ଅଧ୍ୟାପକଙ୍କୁ ନେଇ କଲେଜ ଖୋଲିବାକୁ ଦାବି

ଭୁବନେଶ୍ୱର: ଆସନ୍ତା ୧୭ ତାରିଖରୁ ରାଜ୍ୟର ସମସ୍ତ ମହାବିଦ୍ୟାଳୟ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ବର୍ତ୍ତମାନ ସ୍ଥିତିରେ କଲେଜ ନଖୋଲିବାକୁ ଦାବି କରିଛନ୍ତି ଅଧ୍ୟାପକ ସଂଘ । ଜୁନ୍ ୩୦ ତାରିଖ ଯାଏ କଲେଜ୍ ବନ୍ଦ ରଖିବାକୁ ସେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଦାବି କରିଛନ୍ତି…

ଛଅ ମାସରେ ୭ଟି ଫିଲ୍ମ ହରାଇଥିଲେ ସୁଶାନ୍ତ; ଏମିତି ଅଭିଯୋଗ କଲେ ସଞ୍ଜୟ ନିରୁପମ

ନୂଆଦିଲ୍ଲୀ: ବଲିଉଡର ଚର୍ଚ୍ଚିତ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଦେହାନ୍ତରେ ପୂରା ବଲିଉଡ ସ୍ତବ୍ଧ ହୋଇପଡିଛି । ଏଭଳି ସମୟରେ ଜଣେ ରାଜନେତାଙ୍କ ଟ୍ୱିଟ୍ ବଲିଉଡ ଉପରେ ଏକ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଏପରିକି ସୁଶାନ୍ତଙ୍କ ଆତ୍ମହତ୍ୟାକୁ ନେଇ ବହୁ ଲୋକ ବଲିଉଡର ପରିବାର ବାଦକୁ ଦାୟୀ…

ଗୁରୁବାର ସୁପ୍ରିମକୋର୍ଟରେ ରଥଯାତ୍ରା ମାମଲାର ଶୁଣାଣି

ନୂଆଦିଲ୍ଲୀ: ରଥଯାତ୍ରାକୁ ନେଇ ଦ୍ୱନ୍ଦ୍ୱ ବଢୁଥିବା ବେଳେ ଆସନ୍ତା ଗୁରୁବାର ସୁପ୍ରିମକୋର୍ଟରେ ହୋଇଥିବା ମାମଲାର ଶୁଣାଣି ହେବ । ତେଣୁ ୧୮ ତାରିଖ ଅର୍ଥାତ୍ ଗୁରୁବାର ଉଚ୍ଚତମ ନ୍ୟାୟାଳୟର ଆଭିମୁଖ୍ୟ ଉପରେ ସମସ୍ତଙ୍କ ନଜର ରହିବ । କରୋନା କଟକଣା ଭିତରେ ରଥଯାତ୍ରା ହେଲେ ସାମାଜିକ ଦୂରତା…

ତେଲ ଦର ବଢିଲା, ବସ୍ ଭଡା ବି ବଢିଲା

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢିଛି ବସ୍ ଭଡା । ରାଜ୍ୟ ଘରୋଇ ବସ୍ ମାଲିକ ସଂଘ କହିଛି, ବାରମ୍ବାର ତେଲ ଦର ବୃଦ୍ଧି କାରଣରୁ ଅଟୋମେଟିକ ମେକାନିଜିମ୍ ସିଷ୍ଟମ ଅନୁଯାୟୀ ରାଜ୍ୟରେ ଘରୋଇ ବସ୍ ଭଡା ବୃଦ୍ଧି ପାଇଛି । ଶେଷ ଥର ପାଇଁ ମାର୍ଚ୍ଚ ୨୧ ତାରିଖରେ ବସ୍ ଭଡା କମିଥିଲା । ତେବେ ଲକଡାଉନ୍…

ଭାରତ-ଚୀନ୍ ସୀମାରେ ଉତ୍ତେଜନା, କର୍ଣ୍ଣେଲ ଓ ୨ ଯବାନ ସହିଦ

ନୂଆଦିଲ୍ଲୀ: ଭାରତ-ଚୀନ୍ ସୀମାରେ ଉତ୍ତେଜନା ଥମିବା ବଦଳରେ ଉଗ୍ର ହେବାରେ ଲାଗିଛି । ଏଲଏସିରେ ଦୁଇ ଦେଶର ସେନା ମଧ୍ୟରେ ଆଜି ସଂଘର୍ଷ ଘଟିଛି । ଲଦାଖର ଗଲୱାନ ଘାଟିରେ ଚୀନ୍ ସେନାକୁ ପଛକୁ ହଟାଇବାକୁ ଚେଷ୍ଟା କରିଥିଲେ ଭାରତୀୟ ସେନା । ଏହି ସମୟରେ ଉଭୟ ସେନା ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା ।…

ଶହେ ବର୍ଷ ତଳର ଏକ ରଥଯାତ୍ରା ରିପୋର୍ଟ, ହଇଜା ଓ କରୋନାର ସଂଯୋଗ

ପ୍ରତି ମଙ୍ଗଳବାର କେଦାର ମିଶ୍ରଙ୍କ ନିୟମିତ ସ୍ତମ୍ଭ: ମିଶ୍ରରାଗ ଇତିହାସ ଅନେକ ସମୟରେ ବର୍ତ୍ତମାନ ସମୟର ଦର୍ପଣ ଭଳି ହଠାତ ଠିଆ ହୋଇପଡେ। ଲାଗେ, ସମୟ ସହିତ ଘଟଣା ଓ ଚରିତ୍ରମାନେ ନିଜକୁ ପୁଣି ଥରେ ସମାନ ଭାବରେ ସାବ୍ୟସ୍ତ କରୁଛନ୍ତି। ଶହ ଶହ ବର୍ଷ ଧରି ସମାନ ଘଟଣା ଯେମିତି ନିରନ୍ତର ଘଟି…

ଜାମିନ ଲାଗି ଓଡ଼ିଶା ହାଇକୋର୍ଟଙ୍କ ଅଭିନବ ସର୍ତ୍ତ; ୧୦୦ଟି ଗଛ ଲଗାଇବେ ଅଭିଯୁକ୍ତ

କଟକ: ଏକ ଅପହରଣ ମାମଲାରେ ଜଣେ ଅଭିଯୁକ୍ତଙ୍କୁ ତିନି ମାସ ମଧ୍ୟରେ ୧୦୦ଟି ଗଛ ଲଗାଇବାକୁ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତ ସୁଭ୍ରାଂଶୁ ପ୍ରଧାନଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ସମୟରେ ଜଷ୍ଟିସ ସଞ୍ଜୀବ କୁମାର ପାଣିଗ୍ରାହି ଏହି ନିର୍ଦ୍ଦେଶ ଦେଇଛନ୍ତି।…