Latest Odisha News

BREAKING NEWS

Browsing Category

ଫିଚର

ଉନ୍ମୋଚିତ ହେବ ସୁଶାନ୍ତଙ୍କ ମୃତ୍ୟୁ ରହସ୍ୟ; ଫୋରେନସିକ୍ ଟିମ୍ କରିବ ଅଧିକ ଯାଞ୍ଚ !

ମୁମ୍ବାଇ: ବଲିଉଡର ହ୍ୟାଣ୍ଡସମ୍ ଆକ୍ଟର୍ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ କରିବା ଲାଗି ତାଙ୍କ ପରିବାର ପକ୍ଷରୁ ଅଧିକ ତଦନ୍ତ ଓ ଯାଞ୍ଚ କରାଯିବା ନେଇ ପୋଲିସ ନିକଟରେ ଦାବି କରିଥିଲେ । ସୁଶାନ୍ତ ଯେ ଆତ୍ମହତ୍ୟା କରିଥିବେ ଏଥିରେ ତାଙ୍କ ସାନ ଭଉଣୀ ସହଜରେ ଗ୍ରହଣ…

ବୃଦ୍ଧାଙ୍କୁ ଖଟିଆରେ ଘୋଷାଡି ବ୍ୟାଙ୍କ ନେବା ଘଟଣା, ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ

ନୂଆପଡା: ଦୁଇ ଦିନ ତଳେ ନୂଆପଡା ଜିଲ୍ଲାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଥିଲା । ମ୍ୟାନେଜରଙ୍କ କହିବାନୁସାରେ ଜଣେ ଝିଅ ଚାଲିବାକୁ ଅକ୍ଷମ ଥିବା ମା’ଙ୍କୁ ଜନଧନ ଯୋଜନାର ଟଙ୍କା ଉଠାଇବା ପାଇଁ ବାଧ୍ୟ ହୋଇ ଖଟରେ ଘୋଷାଡି ବ୍ୟାଙ୍କ ପର୍ଯ୍ୟନ୍ତ ନେଇଥିଲେ । ଏହି ଘଟଣାର ଦୃଶ୍ୟ ସୋସିଆଲ…

କୋଭିଡ ୱାର୍ଡରେ ସିସିଟିଭି ଲଗାଇବାକୁ ନିର୍ଦ୍ଦେଶ ଦେଲେ ଶାହା

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି । ଏଥିପାଇଁ ଗୃହମନ୍ତ୍ରୀ ଅମିତ ଶାହା ଖୋଦ୍ ଦିଲ୍ଲୀର ଦାୟିତ୍ୱ ନେଇଛନ୍ତି। ସୋମବାର ସର୍ବଦଳୀୟ ବୈଠକ ଡାକିବା ସହ କରୋନା ପରୀକ୍ଷା ସଂଖ୍ୟା ବଢ଼ାଇବାକୁ କହିଛନ୍ତି । ଏଥିସହ ଏଲ୍‌ଏନଜେପି ହସ୍ପିଟାଲ ବୁଲି ଦେଖିଛନ୍ତି ।…

ଜୁନ୍ ୨୦ରୁ ଦିଲ୍ଲୀରେ ପ୍ରତିଦିନ ହେବ ୧୮୦୦୦ କରୋନା ଟେଷ୍ଟ

ନୂଆଦିଲ୍ଲୀ: ଦିଲ୍ଲୀରେ ଦିନକୁ ଦିନ ଉଗ୍ର ହେଉଛି କରୋନା । ଏଠାରେ କରୋନା ସ୍ଥିତି ବିଗିଡିବାରେ ଲାଗିଛି । ତେବେ ଦିଲ୍ଲୀରେ କରୋନା ମୁକାବିଲା ପାଇଁ ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତା ଶାହାଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ କରୋନା ମୁକାବିଲା ପାଇଁ ଉଭୟ…

ରାତି ୧୦ଟା ସୁଦ୍ଧା କେଉଁସବୁ ଜିଲ୍ଲାରେ ହେବ ବର୍ଷା, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନାନୁଯାୟୀ ସୋମବାର ରାତି ୧୦ଟା ସୁଦ୍ଧା ରାଜ୍ୟର କିଛି ଜିଲ୍ଲାରେ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଛି ।…

କୋଭିଡ ନିୟମ ଉଲ୍ଲଙ୍ଘନ: ୬ଟି ଦୋକାନ ସିଲ୍ କଲା ସିଏମ୍‌ସି

କଟକ: ସିଲ୍ ହେଲା କଟକର ୬ଟି ଦୋକାନ । ସାମାଜିକ ଦୂରତା ନିୟମ ଉଲଂଘନ ଅଭିଯୋଗରେ ୬ଟି ଦୋକାନକୁ ସିଲ୍ କଲା କଟକ ମହାନଗର ନିଗମ। ସହରରେ ଥିବା ୨ ଟି କପଡା ଦୋକାନ, ବାଦାମବାଡିରେ ଥିବା ୨ଟି ମୋବାଇଲ ଦୋକାନ, ଏକ ସୁଇଟ୍ସ ଷ୍ଟଲ ଏବଂ ଅନ୍ୟ ଏକ ଦୋକାନକୁ ସିଲ କରିଛି ସିଏମସି। ସହରରେ ସାମାଜିକ…

ପଞ୍ଚମହାଭୂତରେ ବିଲୀନ ହେଲେ ବଲିଉଡର ଶାନ୍ତଶିଷ୍ଟ ହିରୋ ସୁଶାନ୍ତ…

ମୁମ୍ବାଇ: ବଲିଉଡର ହ୍ୟାଣ୍ଡସମ୍ ହିରୋ ସୁଶାନ୍ତ ସିଂ ରାଜପୁତଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି । ମୁମ୍ବାଇର ବିଲ୍ଲୋପାଲ୍ ସେବା ସମାଜ ଶ୍ମଶାନ ଘାଟରେ ହୋଇଛି ସୁଶାନ୍ତଙ୍କ ଅନ୍ତିମ ସଂସ୍କାର । ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ପ୍ରବଳ ବର୍ଷା ସତ୍ତ୍ୱେ ଶ୍ମଶାନଘାଟରେ…

ଭାରତୀୟ ହାଇକମିଶନର କର୍ମଚାରୀଙ୍କୁ ଗିରଫ କରାଯାଇଛି !

ନୂଆଦିଲ୍ଲୀ : ପାକିସ୍ତାନରେ ଭାରତୀୟ ହାଇକମିଶନର ଦୁଇ କର୍ମଚାରୀ ସିଲଭାସେସ ପଲ ଓ ଡି. ବ୍ରହ୍ମଙ୍କୁ ସ୍ଥାନୀୟ ପୁଲିସ ଗାଡ଼ି ଦୁର୍ଘଟଣା ମାମଲାରେ ଗିରଫ କରିଛି । କର୍ମଚାରୀ ନିଖୋଜ ହୋଇ ନାହାନ୍ତି ବୋଲି ପାକିସ୍ତାନ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପରେ ଭାରତ ପକ୍ଷରୁ ପାକିସ୍ତାନକୁ ସିଧାସଳଖ…

ଓଡ଼ିଶାରେ ଆସନ୍ତାକାଲିଠୁ ଆରମ୍ଭ ହେବ ଘରକୁ ଘର କରୋନା ଚିହ୍ନଟ ଅଭିଯାନ

ଭୁବନେଶ୍ୱର: ଏବେ ଦ୍ରୁତଗତିରେ କରୋନା ମହାମାରୀ ସଂକ୍ରମିତ ହେଉଥିବା ବେଳେ ଆସନ୍ତାକାଲିଠୁ ଓଡ଼ିଶାର ଘରେ ଘରେ କରୋନା ଚିହ୍ନଟ ଅଭିଯାନ ଆରମ୍ଭ ହେବାକୁ ଯାଉଛି । ରାଜ୍ୟର ସହରାଞ୍ଚଳ, ଗ୍ରାମାଞ୍ଚଳ ଏବଂ ବସ୍ତି ଅଞ୍ଚଳଗୁଡ଼ିକରେ ଯେଉଁଠାରେ କୋଭିଡ୍ ଲକ୍ଷଣ ଦେଖାଯାଉଛି ସେଠାରେ କରୋନା ପରୀକ୍ଷା ଲାଗି…

ନେପାଳ ପ୍ରଧାନମନ୍ତ୍ରୀଙ୍କୁ ବିଶେଷଜ୍ଞମାନେ ଚେତାଇଲେ: ଚୀନ କେବେ ହେଲେ ଭାରତର ବିକଳ୍ପ ହୋଇପାରିବନି

କାଠମାଣ୍ଡୁ: ଶସ୍ତା ଲୋକପ୍ରିୟତା ହାସଲ କରିବା ପାଇଁ ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଯେଉଁ ସୀମା ବିବାଦ ସୃଷ୍ଟି କରୁଛନ୍ତି ତାହା ଦେଶ ପାଇଁ ଖରାପ ପରିସ୍ଥିତି ସୃଷ୍ଟି କରିବ ବୋଲି ବିଶେଷଜ୍ଞମାନେ ଚେତାଇଛନ୍ତି । ଚୀନ କେବେ ଭାରତର ବିକଳ୍ପ ହୋଇପାରିବନି ବୋଲି ସେମାନେ କହିଛନ୍ତି…