Latest Odisha News

BREAKING NEWS

Browsing Category

ଫିଚର

କଟକରେ ରଜ ପର୍ବ ପାଳନ ଉପରେ ଲାଗିଲା ପ୍ରତିବନ୍ଧକ

କଟକ: କରୋନାଭାଇରସ୍ ବିସ୍ତାରକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ରଜ ପର୍ବ ପାଳନ ଉପରେ ପ୍ରତିବନ୍ଧକ ଜାରି କରାଯାଇଛି। ପ୍ରଶାସନର ନିର୍ଦ୍ଦେଶ ଅନୁଯାୟୀ, ସର୍ବସାଧାରଣ ସ୍ଥାନରେ ଏକାଠି ରଜ ମହୋତ୍ସବ ପାଳନ ନିଷେଧ। ଏପରିକି ଏହି ପର୍ବ ସହ ଜଡ଼ିତ ‘ପୁଚି’, ଦୋଳି ଏବଂ ‘ବାଗୁଡି’ ଭଳି…

ସେପ୍ଟେମ୍ବର ପୂର୍ବରୁ DL ଓ LL ଆବେଦନ ମନା

ଭୁବନେଶ୍ୱର: ସେପ୍ଟେମ୍ବର ପୂର୍ବରୁ ଡ଼ିଏଲ ଓ ଏଲଏଲ ପାଇଁ ଆବେଦନ କରିହେବ ନାହିଁ । ପୁରୁଣା ଆବେଦନ କାରୀ ଙ୍କୁ ଜୁଲାଇରୁ ମିଳିବ ନୂଆ ସ୍ଲଟ । ଅଢ଼େଇ ଲକ୍ଷ ଆବେଦନକାରୀଙ୍କୁ ନୂଆ ସମୟ ଦିଆଯିବ । ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି। ଗତ ୧୧ ତାରିଖରେ ଡିଏଲ ଓ ଏଲଏଲ…

ହାଲୋ ମୁଁ ଭୁବନେଶ୍ୱର ଆସୁଛି : ବିଜୟ ମହାନ୍ତି

ଭୁବନେଶ୍ୱର: ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କୁ ନେଇ ଭୁବନେଶ୍ୱରରୁ ଯାଇଥିବା ଡାକ୍ତରୀ ଟିମ୍ ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦରୁ ଭୁବନେଶ୍ୱର ଅଭିମୁଖେ ବାହାରିଛି । ଆଜି ଦିନ ୧୧ଟା ୫୫ ସମୟରେ ଏହି ଆମ୍ବୁଲାନ୍ସ ହ୍ରାଇଦ୍ରାବାଦ ଛାଡିଥିବା ସୂଚନା ମିଳିଛିି । ଭୁବନେଶ୍ୱର ଆସିବା ପାଇଁ…

‘ପୁରୀକୁ ସିଲ୍ କରି ବିନା ଭକ୍ତରେ ହେଉ ରଥଯାତ୍ରା’

ଭୁବନେଶ୍ୱର: ଚଳିତବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିଁ ସେନେଇ ସରକାର ଚୂଡାନ୍ତ ନିଷ୍ପତ୍ତି ନେଇନାହାଁନ୍ତି । ତେବେ ବିନା ଭକ୍ତରେ ରଥଯାତ୍ରା କରିବାକୁ ସେବାୟତ ମତ ଦେଉଛନ୍ତି । ଏହାରିଭିତରେ ମନ୍ଦିର ପରିଚାଳନା କମିଟି ସଦସ୍ୟ ରଘୁନାଥ ମହାପାତ୍ର କହିଛନ୍ତି ଯେ, ମହାପ୍ରଭୁଙ୍କ…

ବସରେ ଯାତ୍ରୀ ହେଉନାହାଁନ୍ତି: ପରିବହନ ମନ୍ତ୍ରୀ

ଭୁବନେଶ୍ୱର: କରୋନା ମହାମାରୀ ଭିତରେ ରାଜ୍ୟରେ ଆରମ୍ଭ ହୋଇଥିବା ବସ୍ ସେବା ବନ୍ଦ ହେବା ସ୍ଥିତି ଉପୁଜିଲାଣି । କ୍ଷତି ଏତେ ହେଉଛି ଯେ, ବାଧ୍ୟ ହୋଇ ବସ୍ ସେବା ବନ୍ଦ କରିବାକୁ ବିଚାର କରାଯାଉଛି । ଆଜି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି ଯେ, ୬୬ଟି ରୁଟରୁ ୨୦ଟି ରୁଟରେ ଯାତ୍ରୀ…

ଭୁବନେଶ୍ୱରରେ ଆଉ ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ଖୋର୍ଦ୍ଧା ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୯ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଭୁବନେଶ୍ୱରର ୩ ଜଣ ରହିଛନ୍ତି । ଏମାନଙ୍କ ମଧ୍ୟରୁ ଦୁଇ ଜଣ ହୋମ୍ କ୍ୱାରେଂଟିନରେ ଥିବା ବେଳେ ଜଣେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ବିଏମସି ସୂଚନା ଦେଇଛି ।…

ରାଜ୍ୟରେ ଆଉ ୨ ପୋଲିସ ଅଧିକାରୀ କରୋନା ଆକ୍ରାନ୍ତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଆଉ ଦୁଇଜଣ ବରିଷ୍ଠ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଏସପି ବ୍ରିଜେଶ ରାୟ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି ଯେ ଛତ୍ରପୁର ଥାନାର ଆଇଆଇସି ଏବଂ ଛତ୍ରପୁରର ଏସଡିପିଓ ମଧ୍ୟ କରୋନା ପଜିଟିଭ ହୋଇଛନ୍ତି।…

ଜାଣନ୍ତୁ; ପୁରୀ ଶ୍ରୀକ୍ଷେତ୍ରକୁ କାହିଁକି କୁହାଯାଏ ଶଙ୍ଖକ୍ଷେତ୍ର !

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ପୃଥିବୀରେ ଯେତେ ସଂସ୍କୃତି ରହିଛି ତନ୍ମଧ୍ୟରୁ ଭାରତୀୟ ସଂସ୍କୃତି ସର୍ବାଗ୍ରେ ବା ଶ୍ରେଷ୍ଠ ବିବେଚିତ ହୋଇ ଆସିଛି । ବ୍ୟାସଦେବଙ୍କ ରଚିତ ଅମୂଲ୍ୟ ଗ୍ରନ୍ଥ ଜଗତର କଲ୍ୟାଣ ପାଇଁ…

ଭୁବନେଶ୍ୱର ଫେରିବେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି

ଭୁବନେଶ୍ୱର: ହାଇଦ୍ରାବାଦରେ ଚିକିତ୍ସିତ ହେଉଥିବା ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଭୁବନେଶ୍ୱର ଫେରିବେ । ଏକ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଅଣାଯିବ । ମିଳିଥିବା ସୂଚନା ଅନୁସାରେ ସେ ଚିକିତ୍ସିତ ହେଉଥିବା ହାଇଦ୍ରାବାଦର ଗ୍ଲୋବାଲ ହସ୍ପିଟାଲରୁ ତାଙ୍କୁ ଏବେ ଡିସ୍‌ଚାର୍ଜ କରାଯାଉଛି । ତେଣୁ ଆଜି…

ପରଲୋକରେ ଶତାୟୁ କ୍ରିକେଟର ବସନ୍ତ ରାଇଜି

ମୁମ୍ବାଇ : ଭାରତର ପୁରୁଣା ପ୍ରଥମ ଶ୍ରେଣୀୟ ଶତାୟୁ କ୍ରିକେଟର ବସନ୍ତ ରାଇଜିଙ୍କର ଆଜି ମୁମ୍ବାଇ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ଗତକାଲି ରାତିରେ ଶୋଇଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ଜ୍ୱାଇଁ ସୁଦର୍ଶନ ନାନାବତୀ କହିଛନ୍ତି । ବାର୍ଦ୍ଧକ୍ୟ କାରଣରୁ ତାଙ୍କର ମୃତ୍ୟୁ…