Latest Odisha News

BREAKING NEWS

Browsing Category

ଫିଚର

ଦେଖନ୍ତୁ ଭିଡ଼ିଓ: ସୋନମ୍ କପୁରଙ୍କ ‘ସିକ୍ରେଟ୍ ଭିଡ଼ିଓ’ ଶେୟାର୍ କଲେ ସ୍ୱାମୀ ଆନନ୍ଦ ଆହୁଜା !

ମୁମ୍ବାଇ: ବଲିଉଡ୍ ଆକ୍ଟ୍ରେସ୍ ସୋନମ୍ କପୁରଙ୍କ ଏକ ‘ସିକ୍ରେଟ୍ ଭିଡ଼ିଓ’ ଶେୟାର୍ କରିଛନ୍ତି ସ୍ୱାମୀ ଆନନ୍ଦ ଆହୁଜା । ଏହି ଭିଡ଼ିଓଟିକୁ ମଙ୍ଗଳବାର ଦିନ ସୋନମଙ୍କ ୩୫ତମ ଜନ୍ମ ଦିବସରେ ସୋସିଆଲ୍ ମିଡ଼ିଆରେ ନିଜେ ଆନନ୍ଦ ହିଁ ଶେୟାର୍ କରିଛନ୍ତି । ଭିଡ଼ିଓଟି ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ୍ ହେବାରେ…

ଚୁମା ଦେଇ ଚିକିତ୍ସା କରୁଥିଲେ ବାବା, କରୋନା ନେଲା ଜୀବନ

ଭୋପାଲ: ଚୁମା ଦେଇ ଚିକିତ୍ସା କରୁଥିଲେ ବାବା । ଯେକୌଣସି ବି ରୋଗ ହେଉ, ରୋଗୀଙ୍କ ହାତକୁ ଚୁମା ଦେଇ ବାବା ସବୁ ଠିକ୍ କରି ଦେଉଥିଲେ । ଏଥିପାଇଁ ଦୂରଦୂରାନ୍ତରୁ ବାବାଙ୍କ ପାଖରେ ଭିଡ ଜମୁଥିଲା । ହେଲେ ବାବା ଏବେ କରୋନାରେ ପ୍ରାଣ ହରାଇଛନ୍ତି । ଖାଲି ନିଜେ କରୋନା ସଂକ୍ରମିତ ହୋଇ ନାହାନ୍ତି ଆଉ…

କୁଲୀ ନଂ ୧ର ନୂତନ ପୋଷ୍ଟର ରିଲିଜ, ମାସ୍କ ପିନ୍ଧା ବରୁଣଙ୍କ ଲୁକ୍ ପ୍ରଶଂସକଙ୍କୁ ପସନ୍ଦ ଆସୁଛି

ମୁମ୍ବାଇ:କରୋନା ମହାମାରୀ ଯୋଗୁ ଅନେକଗୁଡିଏ ଫିଲ୍ମର ରିଲିଜ ଡେଟ ଘୁଂଚିଛି । ଏହା ମଧ୍ୟରୁ ବରୁଣ ଧାୱନଙ୍କ ପ୍ରତିକ୍ଷୀତ ଫିଲ୍ମ କୁଲୀ ନଂ୧ ଅନ୍ୟତମ । ଏହି ଅବସରରେ ଗୁରୁବାର ଫିଲ୍ମର ନୂତନ ଲୁକ୍ ରିଲିଜ କରାଯାଇଛି । ଏଥିରେ ବରୁଣ ମାସ୍କ ପିନ୍ଧିଥିବା ଦେଖିବାକୁ ମିଳିଛି । ସୋସିଆଲ ସାଇଟରେ ସେ…

ୟୁଜି ଓ ପିଜିର ବଳକା ପରୀକ୍ଷା ବାତିଲ

ଭୁବନେଶ୍ୱର: ରାଜ୍ୟରେ କୋଭିଡ-୧୯ ନିୟନ୍ତ୍ରଣ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଆଜି ସରକାର ବଡ ନିଷ୍ପତ୍ତି ନେଇଛନ୍ତି । ଚଳିତ ବର୍ଷ ୟୁଜି ଓ ପିଜି ପାଠ୍ୟକ୍ରମର ଫାଇନାଲ ସେମିଷ୍ଟର ବଳକା ପରୀକ୍ଷା ବାତିଲ କରାଯାଇଛି । ବାକି ଥିବା ଉଭୟ ଥିଓରୀ ଓ ପ୍ରାକ୍ଟିକାଲ ପରୀକ୍ଷା ଆଉ ହେବନି। ଆଜି…

ଚୀନ ସୀମା ନିକଟରେ ଭାରତ ପକ୍ଷରୁ ରାସ୍ତା କାର୍ଯ୍ୟ ଆରମ୍ଭ: ହେଲିକପ୍ଟରରେ ମେଶିନ ପହଂଚିଲା

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ପିଥୋରାଗଡ ଜିଲ୍ଲାର ଚୀନ୍ ସୀମା ନିକଟରେ ଭାରତ ପକ୍ଷରୁ ରାସ୍ତା କାର୍ଯ୍ୟ ଆରମ୍ଭ ହୋଇଛି । ହିମାଳୟର ଉଚ୍ଚ ଶୃଙ୍ଘରେ ଟାଣ ପଥର କାଟିବା ପାଇଁ ଭାରୀ ଯନ୍ତ୍ରପାତିକୁ ଏଠାରେ ହେଲିକାପ୍ଟର ସହାୟତାରେ ପହଞ୍ଚାଯାଇଛି । ଭାରତୀ ଚୀନ୍ ସୀମାରେ ଏହି ଷ୍ଟାଟେର୍ଜିକ ରୋଡ୍…

ରାଜ୍ୟରେ ୨ ଗୁଣ ବଢ଼ିଛି ସଂକ୍ରମଣ, ସୁସ୍ଥ ହୋଇଛନ୍ତି ୩ ଗୁଣ: ବାଗଚୀ

ଭୁବନେଶ୍ୱର: ଦିନକୁ ଦିନ କାୟା ମେଲାଉଛି କରୋନା । ସଂକ୍ରମିତ ଦେଶ ତାଲିକାରେ ଭାରତ ପଂଚମ ସ୍ଥାନରେ ପହଂଚିଲାଣି । ଭାରତ ଋଷ ଓ ବ୍ରିଟେନ୍‌କୁ ମଧ୍ୟ ଟପିଗଲାଣି । ତେଣୁ ଆଗକୁ ଆମକୁ ଆହୁରି ସାବଧାନ ରହିବାକୁ ପଡିବ । ଜନବହୁଳତା ଯୋଗୁଁ ସ୍ଥିତି ଆହୁରି ସଂଘାତିକ ହୋଇପାରେ ବୋଲି ଆଜି ସାମ୍ବାଦିକ…

ଲାଞ୍ଚ ମାମଲା: ବାଲିଅନ୍ତା ତହସିଲଦାରଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର: ଖୋର୍ଦ୍ଧା ବାଲିଅନ୍ତା ତହସିଲଦାର ରଶ୍ମିରେଖା ପ୍ରଧାନଙ୍କୁ ମିଳିଲା ଜାମିନ । ଏଥିସହ ତାଙ୍କ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ମଧ୍ୟ ଜାମିନ ମିଳିଛି । ହାଇକୋର୍ଟ ଏ ଦୁହିଁଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ନିମ୍ନ ଅଦାଲତ ସର୍ତ୍ତ ନିର୍ଦ୍ଧାରଣ କରିବାକୁ କୋର୍ଟ…

ସତର୍କତାର ସହ ରଜ ପାଳନ ନେଇ ପରାମର୍ଶ ଦେଲେ ବାଗଚୀ

ଭୁବନେଶ୍ୱର: ଆଉ ଦିନକ ପାରେ ସଜବାଜ । ତା’ପରେ ରଜ । ଓଡ଼ିଆମାନଙ୍କ ଏହା ସବୁଠାରୁ ବଡ ପର୍ବ । ତେବେ ଏହି ରଜ ପର୍ବକୁ ସତର୍କତାର ସହ ପାଳନ କରିବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସରକାରଙ୍କ କୋଭିଡ-୧୯ ମୁଖପାତ୍ର ସୁବ୍ରୋତ ବାଗଚୀ । ସେ କହିଛନ୍ତି, ମା’ ବସୁଧା ଓ ସମଗ୍ର ନାରୀ ଜାତିକୁ ସମ୍ମାନ…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ ପୋଲିସ ଏଏସଆଇ !

ଖୋର୍ଦ୍ଧା: ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇ ପଡ଼ିଛନ୍ତି ଜଣେ ଆସିଷ୍ଟାଣ୍ଟ୍ ପୋଲିସ ସବ୍ ଇନିସପେକ୍ଟର୍ । ମିଳିଥିବା ସୂଚନାନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ଧଳା ପଥର ଫାଣ୍ଡି ଅଧିକାରୀ ଅଶୋକ ପଣ୍ଡା। ସେ ଆଶିଷ ପଣ୍ଡା ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଏକ ଜାଗା ମାମଲା କେଶର ଦଫା…

କାଶ୍ମୀର ପଣ୍ଡିତ ଅଜୟଙ୍କ ହତ୍ୟା: ଝିଅ କହିଲେ ବାପାଙ୍କ ମୃତ୍ୟୁର ପ୍ରତିଶୋଧ ନେବି

ଲେହ: ସରପଂଚ ଅଜୟ ପଣ୍ଡିତଙ୍କ ହତ୍ୟା ପରେ କାଶ୍ମୀରରେ ପୁନର୍ବାର ଭୟର ବାତାବରଣ ଖେଳିଛି । କାଶ୍ମୀର ପଣ୍ଡିତଙ୍କୁ ଏଠାରେ ରଖାଇ ନ ଦେବା ପାଇଁ ଆତଙ୍କବାଦୀମାନେ ରକ୍ତର ଖେଳ ଆରମ୍ଭ କରିଛନ୍ତି । ଅଜୟଙ୍କ ଝିଅ ଶୀନ ଗୁରୁବାର କହିଛନ୍ତି ମୁଁ ସିଂହ ଛୁଆ । ବାପାଙ୍କ ମୃତ୍ୟୁର ନିଶ୍ଚିତ ପ୍ରତିଶୋଧ…