Latest Odisha News

BREAKING NEWS

Browsing Category

ଫିଚର

ଶହେ ଡେଇଁଲା ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଜି ସକାଳୁ ୧୩୬ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୧୭ ଜଣ ଖୋର୍ଦ୍ଧା ଜିଲ୍ଲାର । ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଜିଲ୍ଲାର ୧୭ ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ ଭୁବନେଶ୍ୱରର ରହିଛନ୍ତି । ଭୁବନେଶ୍ୱର ଆପୋଲୋ ହସପିଟାଲର ଜଣେ କର୍ମଚାରୀ କରୋନା…

ରଜ ଅବସରରେ କୋହଳ ହେଲା ରାତ୍ରୀକାଳୀନ କର୍ଫ୍ୟୁ

ଭୁବନେଶ୍ୱର: ଆସନ୍ତା ଜୁନ୍ ୧୪ରୁ ଆରମ୍ଭ ହେବାକୁ ଥିବା ତିନି ଦିନିଆ 'ରଜ ମହୋତ୍ସବ'କୁ ଦୃଷ୍ଟିରେ ରଖି ଓଡିଶା ସରକାର ଗୁରୁବାର ଦିନ ରାତ୍ରୀକାଳୀନ କର୍ଫ୍ୟୁ ନିୟମରେ କୋହଳ କରିଛନ୍ତି। ପ୍ରାପ୍ତ ସୂଚନାନୁଯାୟୀ ୧୧ଟି କରୋନା ପ୍ରଭାବିତ ଜିଲ୍ଲାରେ ଲାଗୁ ହୋଇଥିବା ରାତ୍ରୀକାଳୀନ କର୍ଫ୍ୟୁ କୋହଳ…

ମାସ୍କ କିଣାକୁ ନେଇ ରାଜନୀତି ସରଗରମ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସାମଗ୍ରୀ କିଣାକୁ ନେଇ ରାଜନୀତି ଦିନକୁ ଦିନ ତେଜିବାରେ ଲାଗିଛି । ବିରୋଧୀ ବିଜେପି ଓ କଂଗ୍ରେସର ତୁହାକୁ ତୁହା ଅଭିଯୋଗ ପରେ ଆଜି ସ୍ପଷ୍ଟୀକରଣ ରଖିଛି ବିଜେଡି । ସାମ୍ବାଦିକ ସମ୍ମିଳନୀ କରି ସାଂସଦ ସସ୍ମିତ ପାତ୍ର କହିଛନ୍ତି, କେନ୍ଦ୍ର ସରକାର ଯେଉଁ ଦର…

ବରୁଣେଇ ଓ ଉଗ୍ରତାରା ପୀଠରେ ୧୪୪ ଧାରା ଲଗାଇଲେ ଖୋର୍ଦ୍ଧା ପ୍ରଶାସନ

ଖୋର୍ଦ୍ଧା: କେନ୍ଦୁଝର ପରେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଗୁରୁବାର ଦିନ ରଜ ପର୍ବ ଅବସରରେ ଜନସମାବେଶକୁ ରୋକିବା ପାଇଁ କେତେକ ସ୍ଥାନରେ ପ୍ରତିବନ୍ଧକ ଲଗାଇଛନ୍ତି । ଖୋର୍ଦ୍ଧା ପ୍ରଶାସନ ଜୁନ୍ ୧୪ରୁ ୨୦ ପର୍ଯ୍ୟନ୍ତ ଖୋର୍ଦ୍ଧା ନିକଟସ୍ଥ ବରୁଣେଇ ମନ୍ଦିର ଏବଂ ଟାଙ୍ଗିର ଉଗ୍ରତାରା ମନ୍ଦିର…

ଓଡିଶାରେ ପ୍ରବେଶ କଲା ଦକ୍ଷିଣ-ପଶ୍ଚିମ ମୌସୁମୀ: ପାଣିପାଗ ବିଭାଗ

ଭୁବନେଶ୍ୱର: ଗୁରୁବାର ଦିନ ଓଡିଶାରେ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ । ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ବୁଧବାର ଦିନ ଆଇଏମଡି ପକ୍ଷରୁ କୁହାଯାଇଥିଲା ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶା ଉପକୂଳରେ ପହଞ୍ଚି ପାରେ। ଏହି ସମୟରେ,…

ଏମ୍ସରେ ୫ କରୋନା ଆକ୍ରାନ୍ତ ଡାକ୍ତରଙ୍କ ସ୍ୱାସ୍ଥବସ୍ଥା ସ୍ଥିର; ସୂଚନା ଦେଲେ କର୍ତ୍ତୃପକ୍ଷ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆର୍ୟୂବିଜ୍ଞାନ ସଂସ୍ଥାନ (ଏମ୍ସ)ର ପାଞ୍ଚ ଜଣ କରୋନା ଆକ୍ରାନ୍ତ ଡାକ୍ତରଙ୍କ ସ୍ୱାସ୍ଥବସ୍ଥା ସ୍ଥିର ରହିଥିବା ନେଇ ଗୁରୁବାର ଦିନ ମେଡିକାଲ କର୍ତ୍ତୃପକ୍ଷ କହିଛନ୍ତି । ଏମ୍ସ, ଭୁବନେଶ୍ୱର ପକ୍ଷରୁ କରାଯାଇଥିବା ଏକ ଟ୍ୱିଟ୍ ଅନୁଯାୟୀ ପ୍ରଥମ…

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ, ନବରଙ୍ଗପୁର,…

ସାରା ବିଶ୍ୱରେ ଐତିହାସିକ ବ୍ୟକ୍ତିଙ୍କ ମୂର୍ତ୍ତି ଭଙ୍ଗା ଯାଉଛି: ୬୦ ବିବାଦୀୟ ବ୍ୟକ୍ତିଙ୍କ ନାମ ଏହି ତାଲିକାରେ ରହିଛି

ୱାଂଶିଂଟନ: ଆମେରିକାରେ କୃଷ୍ଣକାୟ ବ୍ୟକ୍ତି ଜର୍ଜ ଫ୍ଲେୟଡଙ୍କ ମୃତ୍ୟୁ ପରେ ଆମେରିକାରେ ଜୋରଦାର ପ୍ରଦର୍ଶନ ଜାରି ରହିଛି । ଏହି ପ୍ରଦର୍ଶନ ଏବେ ସାରା ବିଶ୍ୱକୁ ବ୍ୟାପୀବାରେ ଲାଗିଛି । ବିକ୍ଷୋଭକାରୀମାନେ ଦାସପ୍ରଥା, ଗୋଲାମଗିରି ଓ ବର୍ଣ୍ଣବୈଷମ୍ୟ ବିବାଦ ସୃଷ୍ଟି କରିଥିବା ଐତିହାସିକ…

ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ସାବିତ୍ରୀ ରଥ

କଟକ: ବରିଷ୍ଠ ଆଇନଜୀବୀ ସାବିତ୍ରୀ ରଥ ଓଡିଶା ହାଇକୋର୍ଟର ବିଚାରପତି ଭାବେ ଗୁରୁବାର ଦିନ ଶପଥ ଗ୍ରହଣ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ହାଇକୋର୍ଟର ମୁଖ୍ୟ ବଚାରପତି ମହମ୍ମଦ ରଫିକ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହାକୁ ମିଶାଇ ହାଇକୋର୍ଟ ବିଚାରପତିଙ୍କ…

ଅଣସର ପିଣ୍ଡିରେ ମହାପ୍ରଭୁ; ଜ୍ୱର ଉପଶମ ଲାଗି ହୁଏ ଉପଚାର !

ନୀଳାଚଳ ନିବାସୀ ପରମାତ୍ମା ଦାରୁବ୍ରହ୍ମ ରୂପୀ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ମାନବୀୟ ଲୀଳାର ରହସ୍ୟ ଭକ୍ତମାନଙ୍କୁ ଭକ୍ତିମାର୍ଗରେ ଅଗ୍ରସର ହେବାକୁ ଯଥେଷ୍ଟ ପ୍ରେରଣା ଯୋଗାଇଥାଏ । ସାଧାରଣ ମନୁଷ୍ୟ ପରି ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଦିନଚର୍ଯ୍ୟା ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଥାଏ । ମଣିଷଟିଏ…