Latest Odisha News

BREAKING NEWS

Browsing Category

ଫିଚର

ଓଡିଶାରେ ଆଉ ୧୩୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୩୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୩୮୬ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

‘ରଜ ପର୍ବ’ରେ ହେବନି ଜନସମାବେଶ; ସୂଚନା ଦେଲେ କେନ୍ଦୁଝର ପ୍ରଶାସନ

କେନ୍ଦୁଝର: କରୋନାଭାଇରସ୍ ବିସ୍ତାରକୁ ରୋକିବା ଲାଗି କେନ୍ଦୁଝର ପ୍ରଶାସନ ଗୁରୁବାର ଦିନ ଜିଲ୍ଲାରେ ‘ରଜ ପର୍ବ’ ପାଳନ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି । ଏକ ବିଜ୍ଞପ୍ତି ଅନୁଯାୟୀ ଆସନ୍ତା ଜୁନ୍ ୧୧ରୁ ୧୬ଯାଏଁ ରଜ ଦୋଳି, ମେଳା, ମହୋତ୍ସବ ଭଳି ଉତ୍ସବ ତଥା ରଜ ପର୍ବ ସହ ଜଡିତ ଭୋଜି ତଥା…

ଲଗାତାର ପଞ୍ଚମ ଦିନରେ ବୃଦ୍ଧି ପାଇଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ପେଟ୍ରୋଲ, ଡିଜେଲ ଦର । ଲଗାତାର ୫ମ ଦିନ ପାଇଁ ବୃଦ୍ଧି ପାଇଛି ତୈଳ ଦର । ଗତକାଲି ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୪୦ ପଇସା ଓ ୪୫ ପଇସା ବୃଦ୍ଧି ପାଇଛି। ସକାଳ ୬ଟାରୁ ଏହି ନୂଆ ଦର ଲାଗୁ ହୋଇଛି। ଲଗାତାର ୮୨ ଦିନ ଦର ସ୍ଥିର ରହିବା ପରେ ରବିବାର ଦିନ…

କରୋନା ତାଣ୍ଡବ: ଦେଶରେ ୮ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ଭୟଙ୍କର ରୁପ ନେଉଛି ମହାମାରୀ କରୋନା ଭୂତାଣୁ । ଧୀରେଧିରେ ଏହି ସଂଖ୍ୟା ବୃଦ୍ଧି ପାଇ ୨୮୬୫୭୯ ରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୮୧୦୨ ଛୁଇଁଛି । ଗତ ୨୪ ଘଣ୍ଟାରେ ସର୍ବାଧିକ ୯୯୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୩୫୭ ଜଣଙ୍କର ମୃତ୍ୟୁ ହୋଇଛି ।…

+୩ ୬ଷ୍ଠ ସେମିଷ୍ଟର ପରୀକ୍ଷା ପ୍ରସଙ୍ଗ: ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସୁଛି ଜରୁରୀ ବୈଠକ

ଭୁବନେଶ୍ୱର: ଯୁକ୍ତ ତିନି ଷଷ୍ଠ ସେମିଷ୍ଟର ପରୀକ୍ଷା କୁ ନେଇ ସାରା ରାଜ୍ୟରେ ବିରୋଧ ପରେ ଆଜି ଏନେଇ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସୁଛି ଜରୁରୀ ବୈଠକ। ଭିଡିଓ କନଫରେନସିଂ ଜରିଆରେ ସମସ୍ତ ବିଶ୍ଵବିଦ୍ୟାଳୟର କୁଳପତି ଏବଂ ସମସ୍ତ ସ୍ଵୟଂ ଶାସିତ ଓ ବେସରକାରୀ ଅନୁଦାନପ୍ରାପ୍ତ…

ରଜରେ ଭିଜିବ ସାରା ରାଜ୍ୟ: ୮ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ଓଡ଼ିଶା ଛଇଁବ ମୌସୁମୀ । ଯାହାର ପ୍ରଭାବରେ ଚଳିତବର୍ଷ ବର୍ଷାରେ ଭିଜିବ ରଜ । ମାତ୍ର ମୌସୁମୀ ପୂର୍ବରୁ ଲଘୁଚାପ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଲଘୁଚାପରେ ପରିଣତ ହୋଇଛି…

ହାଇକୋର୍ଟର ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ ସାବିତ୍ରୀ ରଥ

କଟକ: ହାଇକୋର୍ଟର ବିଚାରପତି ଭାବେ ନିଷ୍ପତ୍ତି ନେବେ ଜଷ୍ଟିସ ସାବିତ୍ରୀ ରଥ । ଆଜି ଦିନ ୧୦ ଟା ୩୦ ରେ ତାଙ୍କୁ ଶପଥ ଗ୍ରହଣ କରାଇବେ ଚିଫ ଜଷ୍ଟିସ ମହମ୍ମଦ ରାଫିକ । କୋଭିଡ କଟକଣା ସହ ଏହି ଶପଥ ଗ୍ରହଣ ହେବା ନେଇ ଜଣାପଡିଛି । ଜଷ୍ଟିସ ସାବିତ୍ରୀ ରଥ ପୂୂର୍ବତନ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ…

କରୋନା ସହାୟତା: ପାଣ୍ଠି ସଂଗ୍ରହ କରିବା ପାଇ ଦୌଡୁଛନ୍ତି ୧୦୩ ବର୍ଷୀୟ ବୃଦ୍ଧ

ବ୍ରସେଲ୍ସ: କରୋନା ଆଁରେ ସାରା ବିଶ୍ୱ । ଏହାର ପ୍ରତିଷେଧକ ବାହାର କରିବାକୁ ଲାଗିପଡିଛନ୍ତି ବିଶ୍ୱର ବଡ଼ ବଡ଼ ବୈଜ୍ଞାନିକ । ଏହି ଟୀକା ଉଦ୍ଭାବନ ପାଇଁ ଆବଶ୍ୟକ ହେଉଥିବା ପାଣ୍ଠିକୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି ଜଣେ ୧୦୩ ବର୍ଷୀୟ ଜଣେ ବୃଦ୍ଧ। ଟୀକା ଉଦ୍ଭାବନ ପାଇଁ ପାଣ୍ଠି ସଂଗ୍ରହ…

ବଲାଙ୍ଗିର ଜିଲ୍ଲାରେ ପଙ୍ଗପାଳ ଭୟ !

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ପଙ୍ଗପାଳ ଆତଙ୍କ ଦେଖା ଦେଇଛି । ବଲାଙ୍ଗିର ଜିଲ୍ଲା ମୁରିବାହଲ ବ୍ଲକ ଚଳକୀ ପଞ୍ଚାୟତରେ ଦେଖାଦେଇଛି ଏହି ପଙ୍ଗପାଳ ଆତଙ୍କ। ଏହି ଅଞ୍ଚଳର ଜଙ୍ଗଲରେ ଝିଣ୍ଟିକା ଭଳି ବଡ଼ ବଡ଼ କୀଟ ଲକ୍ଷ ଲକ୍ଷ ସଂଖ୍ୟାରେ ଦେଖିବାକୁ ମିଳୁଛି। ଚାଷୀମାନେ ଯାହାକୁ ପଙ୍ଗପାଳ ଭାବି…