Latest Odisha News

BREAKING NEWS

Browsing Category

ଫିଚର

ବିଜେପି ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ତାଙ୍କ ମାଆ କରୋନା ପଜିଟିଭ୍ ଚିହ୍ନଟ !

ନୂଆଦିଲ୍ଲୀ: ବିଜେପି ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ତାଙ୍କ ମାଆ ମାଧବୀ ରାଜ ସିନ୍ଧିଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଗଣମାଧ୍ୟମରେ ରିପୋର୍ଟ ପ୍ରକାଶିତ ହୋଇଛି । ଉଭୟ ବର୍ତ୍ତମାନ ଅସୁସ୍ଥ ରହିଥିବା ଯୋଗୁଁ ଦିଲ୍ଲୀର ମାକ୍ସ ହସ୍ପିଟାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି ।…

ପୁଞ୍ଜି ବି-ନିବେଶ ସଚିବ ତୁହିନ କାନ୍ତ ପାଣ୍ଡେ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ପୁଞ୍ଜି ବି-ନିବେଶ ସଚିବ ତଥା ଓଡ଼ିଶା କ୍ୟାଡେର ଆଇଏଏସ୍ ତୁହିନ କାନ୍ତ ପାଣ୍ଡେ କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କର ରିପୋର୍ଟ ପଜିଟିଭ ଆସିଛି । ସେ ଏବେ ହୋମ୍ କ୍ୱାରେଂଟିନ୍‌ରେ ଅଛନ୍ତି । ମିିଳିଥିବା ସୂଚନା ମୁତାବକ, ସାମାନ୍ୟ କରୋନା ଲକ୍ଷଣ ତଥା ତାଙ୍କୁ ଜ୍ୱର ହେବାରୁ…

ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ

କଟକ: ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ବରିଷ୍ଠ ମହିଳା ଆଇନଜୀବୀ ସାବିତ୍ରୀ ରଥଙ୍କୁ ଓଡ଼ିଶା ହାଇକୋର୍ଟର ଜଣେ ବିଚାରପତି ରୂପେ ନିଯୁକ୍ତ କରିଛନ୍ତି । କେନ୍ଦ୍ର ଆଇନ ଓ ନ୍ୟାୟ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି । ସେ ଜୁନ ୧୧ରେ ବିଚାରପତି ଭାବେ ଶପଥ ନେଇ ପାରନ୍ତି । ହାଇକୋର୍ଟ…

ଭୁବନେଶ୍ୱରରୁ ପୁଣି ୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ପୁଣି ବାହାରିଲେ ପଜିଟିଭ । ଆଜି ରାଜ୍ୟର ୧୪୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାର ୧୯ ଜଣ ଅଛନ୍ତି । ୧୯ ଜଣଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୪ଜଣ ରହିଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୩ ଯୁବକ, ଜଣେ ମହିଳା ଅଛନ୍ତି । ଜଣେ ଚନ୍ଦ୍ରଶେଖରପୁରର ୨୮ ବର୍ଷୀୟ ଯୁବକ…

ପାନୀୟ ଜଳ ପାଇଁ ଖର୍ଚ୍ଚ ହେବ ୧୦ ହଜାର କୋଟି:ମନ୍ତ୍ରୀ

ଭୁବନେଶ୍ୱର: କରୋନା ପାଇଁ ବନ୍ଦ ଥିବା କାମ ପୁଣି ଆରମ୍ଭ ହେବ । ରାଜ୍ୟରେ ଘରେ ଘରେ ଲୋକଙ୍କ ପାଖରେ ପାନୀୟ ଜଳ ପହଁଚାଯିବ । ପଂଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ରାଜ୍ୟରେ ବର୍ତମାନ ୬୬ଟି ମେଗା ଜଳ ପ୍ରକଳ୍ପ, ୬ହଜାର ପାନୀୟ ଜଳ ପ୍ରକଳ୍ପ ଜାରି ରହିଛି । ଗତ ଦୁଇ ମାସ ହେଲା ଏସବୁ…

ମହାମାରୀରେ ହୋଇଛି ମହାଦୁର୍ନୀତି: କଂଗ୍ରେସ

ଭୁବନେଶ୍ୱର: କୋଭିଡ୍ କିଟ କିଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି କଂଗ୍ରେସ । ପିସିସି ସଭାପତି ନିରଂଜନ ପଟ୍ଟନାୟକ ଆଜି ସାମ୍ବାଦିକ ସମ୍ମିଳନୀ କରି ଅଭିଯୋଗ କରିଛନ୍ତି ଯେ, ରାଜ୍ୟରେ କରୋନା ମହାମାରୀ ସମୟରେ ମହାଦୁର୍ନୀତି ହୋଇଛି । ମାସ୍କ, ଟେଷ୍ଟିଂ କିଟ୍‌, ପିପିଇ କିଟ୍ କିଣାରେ…

ପ୍ରବାସୀଙ୍କ ବାବଦରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ; ୧୫ ଦିନ ଭିତରେ ଘରକୁ ପଠାଅ

ନୂଆଦିଲ୍ଲୀ: ଦେଶବ୍ୟାପୀ ଲକଡାଉନ ଯୋଗୁଁ ପ୍ରବାସୀ ଶ୍ରମିକମାନେ ଘରକୁ ଫେରିନପାରି ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ପରିପ୍ରେକ୍ଷୀରେ ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଏକ ନିର୍ଦ୍ଦେଶ ଦେଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ସମସ୍ତ…

ମେଡିକାଲରୁ ଡିସର୍ଚାଜ ହେବା ପରେ କ’ଣ କହିଲେ ସମ୍ବିତ, ଜାଣନ୍ତୁ…

ନୂଆଦିଲ୍ଲୀ: କରୋନା ଭାଇରସ ସଂକ୍ରମଣରୁ ଆରୋଗ୍ୟ ହୋଇ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି । ସେ ଏନେଇ ମଙ୍ଗଳବାର ଦିନ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଉକ୍ତ ଟ୍ୱିଟରେ ଉଲ୍ଲେଖ କରିଛନ୍ତି ଯେ ସେ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁସ୍ଥ ହୋଇନାହାଁନ୍ତି।“ଆପଣ…

ଆସନ୍ତୁ ଜାଣିବା କେଉଁଠାରେ ଅଶ୍ୱଥାମାଙ୍କୁ ଲୋକେ ଏବେ ବି ଦେଖୁଛନ୍ତି

ଭୋପାଳ: ଅଶ୍ୱଥାମା ଅମର । ବଂଚିଥିବା ସତ୍ୱେ ସେ ଭୋଗୁଛନ୍ତି ଅକଥନୀୟ ଯନ୍ତ୍ରଣା । ଘୁରି ବୁଲୁଛନ୍ତି ଏ ସ୍ଥାନରୁ ସେ ସ୍ଥାନକୁ । ପୌରାଣିକର ଏହି ବିଷୟବସ୍ତୁ ମଧ୍ୟପ୍ରଦେଶରେ ଏକ ନୂତନ ରୂପ ଦେଉଛି । ଏଠାକାର ବୁରହାନପୁର ସହରରୁ ୨୦ କିଲୋମିଟର ଅସିରଗଡରେ ଥିବା ଏକ ଦୁର୍ଗରେ ଅଶ୍ୱଥାମାଙ୍କୁ…

କରୋନା ବିପତ୍ତି ସମୟରେ ଏମ୍‌.ଜି.ଏନ.ଆର.ଇ.ଜି.ଏ.ର ଭୂମିକା

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… କରୋନା ମହାମାରୀ ଓ ତଦ୍‌ଜନିତ ସୁଦୀର୍ଘ ଲକ୍ ଡାଉନ୍ ଯୋଗୁ ଦେଶରେ ବେକାରୀ ସମସ୍ୟା ଭୟଙ୍କର ଭାବେ ବଢ଼ିଯାଇଥିବା ବେଳେ ଅର୍ଥନୈତିକ ଅବସ୍ଥା ରସାତଳଗାମୀ ହୋଇଯାଇଛି । ଲକ୍ଷ ଲକ୍ଷ ଶ୍ରମିକ, ଛୋଟ ବେପାରୀ, ମୂଲ ମଜୁରୀ ଲାଗି ଚଳୁଥିବା…