Latest Odisha News

BREAKING NEWS

Browsing Category

ଫିଚର

ବର୍ଷା ସହ ବଜ୍ରପାତ ଆଶଙ୍କା; ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବରଗଡ଼, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡା,…

ଅଣସରରେ କାହିଁକି ମହାପ୍ରଭୁ ଶ୍ରୀଅଲାରନାଥ ରୂପେ ଦିଅନ୍ତି ଦର୍ଶନ; ଜାଣନ୍ତୁ ପୌରାଣିକ କିମ୍ବଦନ୍ତୀ !

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ଦେବ ସ୍ନାନ ଉତ୍ସବରେ ଅଧିକ ଗାଧେଇବା ଦ୍ୱାରା ପ୍ରଭୁଙ୍କୁ ଜ୍ୱର ହୁଏ । ଏହି ସମୟରେ ମହାପ୍ରଭୁଙ୍କର ସାଧାରଣ ଦର୍ଶନ ବନ୍ଦ ରହେ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଣସର ଘରେ ରହଣି…

ସ୍ପେନକୁ ପଛରେ ପକାଇ କରୋନା ପ୍ରଭାବିତ ୫ମ ଦେଶ ହେଲା ଭାରତ

ନୂଆଦିଲ୍ଲୀ: କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ସ୍ପେନକୁ ପଛରେ ପକାଇ ୫ମ କରୋନା ପ୍ରଭାବିତ ଦେଶ ହୋଇଛି ଭାରତ । ଜନ୍ ହପକିନ୍ସ ରିପୋର୍ଟ ଅନୁଯାୟୀ ଗତ ଶନିବାର ଦିନ ଭାରତ ଇଟାଲିକୁ ଟପିଯାଇ ବିଶ୍ୱରେ କରୋନା ପ୍ରଭାବିତ ୬ଷ୍ଠ ଦେଶ ଭାବେ ପରିଗଣିତ ହୋଇଥିଲା ।…

ସୁନ୍ଦରଗଡ଼ରେ ୨ ଡାକ୍ତରଙ୍କ ସହ ୬ ଜେଲ୍ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ

ରାଉରକେଲା: ସୁନ୍ଦରଗଡ ଜିଲ୍ଲାରେ ଗତ ୧୨ ଘଣ୍ଟା ମଧ୍ୟରେ ନୂଆ ୧୮ କରୋନା ପଜିଟିଭଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରେ ୨ ଜଣ ରାଉରକେଲା ସରକାରୀ ଡାକ୍ତରଖାନାର ଡାକ୍ତର ଏବଂ ୬ ଜଣ ଜେଲ୍ ଅନ୍ତେବାସୀ ରହିଛନ୍ତି। ଏନେଇ ଜିଲ୍ଲାପାଳ ନିଖିଳ ପୱନ କଲ୍ୟାଣ ସୂଚନା ଦେଇ କହିଛନ୍ତି ଯେ ୧୮ ଟି…

କରୋନା ଅପଡେଟ: ଆଜି ରାଜ୍ୟରେ ଚିହ୍ନଟ ହେଲେ ୭୫ ପଜିଟିଭ, ଆଉ ଜଣେ ମୃତ

ଭୁବନେଶ୍ୱର: ଓଡ଼ିଶାରେ ଆଜି ଚିହ୍ନଟ ହୋଇଛନ୍ତି ଆଉ ୭୫ ଟି ନୂଆ କରୋନା ପଜିଟିଭ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଦେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚିଛି । ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୨ ଟି ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୩…

ଥମୁନି କରୋନା: ଗୋଟିଏ ଦିନରେ ଭାରତରେ ୨୮୭ ମୃତ, ୯୯୭୧ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ରବିବାର ଦିନ ୨,୪୬,୬୨୮ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଯାବତ୍ କରୋନା ସଂକ୍ରମଣର ପ୍ରାୟ ୧,୨୦,୪୦୬ ସକ୍ରୀୟ ମାମଲା ରହିଥିବା ବେଳେ ପାଖାପାଖି ୬୯୨୯…

ଗଞ୍ଜାମର ୯ ଟି ଗାଁ କଣ୍ଟେନମେଣ୍ଟ ଜୋନ ସହ ୧୦ଟି ଗାଁକୁ ବଫର ଜୋନ ଭାବରେ ଘୋଷଣା କଲେ ଜିଲ୍ଲାପାଳ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକରେ ୧୨ କରୋନା ପଜିଟିଭ ଚିହ୍ନଟ ହେବା ପରେ କଡା ପଦକ୍ଷେପ ନେଇଛନ୍ତି ଜିଲ୍ଲାପାଳ । ଖଲିକୋଟ ବ୍ଲକର ୯ଟି ଗାଁକୁ କଣ୍ଟେନମେଣ୍ଟ ଜୋନ୍ ଓ ୧୦ଟି ଗାଁକୁ ବଫର ଜୋନ୍ ଭାବେ ଘୋଷଣା କରିଛନ୍ତି ଜିଲ୍ଳା ପ୍ରଶାସନ । ଖଲ୍ଲିକୋଟର ବାଦପଲ୍ଲୀ ପଞ୍ଚାୟତରେ ୧୨ଜଣ…

ଆଗାମୀ ୨ ମାସ ମଧ୍ୟରେ ଆସିବ କରୋନା ପ୍ରତିଷେଧକ ବଟିକା: ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ: ଦିନକୁ ଦିନ ଅଣାୟତ ହୋଇ ଚାଲିଛି କରୋନା । ଏହାର ପ୍ରତିଷେଧକ କେବେ ଆସିବ ସେନେଇ ଚିନ୍ତାରେ ବିଶ୍ୱବାସୀ । ତେବେ ତୁହାକୁ ତୁହା ନକରାତ୍ମକ ଖବର ମଧ୍ୟରେ ଆସିଛି ଏକ ଖୁସି ଖବର । ଆଗାମୀ ୨ ରୁ ୩ ମାସ ମଧ୍ୟରେ କରୋନାର ପ୍ରତିଷେଧକ ବଟିକା ଆସିପାରେ। ଏନେଇ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍…

ଆସନ୍ତାକାଲି ଆଉ ଏକ ଲଘୁଚାପ: ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ ଆସନ୍ତାକାଲି ଅର୍ଥାତ ମେ ୮ ତାରିଖ ଦିନ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଗଞ୍ଜାମ, ଗଜପତି, ପୁରୀ, ଖୋର୍ଧା, କୋରାପୁଟ ଓ…

ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ: ଏହି ସମସ୍ତ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଦିନ ସାଢେ ଗୋଟାଏରେ ଭିଡିଓ କନଫ୍ରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ବସିବ। ରବିବାର ହୋଇଥିଲେ ସୁଦ୍ଧା ଏହି ବୈଠକ ବସୁଥିବାରୁ ଏଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ…