Latest Odisha News

BREAKING NEWS

Browsing Category

ଫିଚର

ଓଡ଼ିଶାରେ ଚାଲିବ କ୍ରୁଜ୍‌

ଭୁବନେଶ୍ୱର: ଓଡିଶାରେ ଚାଲିବ ପାଣି ଜାହାଜ । କରୋନା ଭିତରେ ରାଜ୍ୟ ପର୍ଯ୍ୟଟନର ବିକାଶ ପାଇଁ ଅଂଟା ଭିଡିଛନ୍ତି ରାଜ୍ୟ ସରକାର । ଚିଲିକା, ହୀରାକୁଦ ଜଳଭଣ୍ଡାର, ମହାନଦୀ, ଭିତରକନିକା ଏବଂ ସାତକୋଶିଆ ଗଣ୍ଡରେ କ୍ରୁଜ୍ ଚଳାଇବା ପାଇଁ ସରକାର ଯୋଜନା କରିଛନ୍ତି । ତେବେ ପ୍ରଥମ ପର୍ଯ୍ୟାୟରେ କେବଳ…

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ୬ ଅଧିକାରୀ କରୋନା ପଜିଟିଭ୍ ଚିହ୍ନଟ; ସିଲ୍ ହେଲା ମୁଖ୍ୟାଳୟ

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ୬ ଜଣ ଅଧିକାରୀ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ଚିହ୍ନଟ ହେବାପରେ ଦୁଇ ଦିନ ଲାଗି ମୁଖ୍ୟାଳୟ ଏବଂ ଏହା ଅଧିନରେ ଥିବା ସମସ୍ତ ଶାଖା କାର୍ଯ୍ୟାଳୟ ଗୁଡ଼ିକୁ ସିଲ୍ କରିଦିଆଯାଇଥିବା ଏନଡ଼ିଟିଭିରେ ଏକ ରିପୋର୍ଟ ପ୍ରକାଶିତ ହୋଇଛି । ପ୍ରାୟ ୧୦…

ରାଜ୍ୟରେ ପୁଣି ଜଣେ ଡାକ୍ତର କରୋନା ପଜିଟିଭ ଚିହ୍ନଟ

ଅନୁଗୁଳ: ଅନୁଗୁଳ ଜିଲ୍ଲାର ଏକ କୋଭିଡ ଡାକ୍ତରଖାନାରେ କାର୍ଯ୍ୟରତ ଜଣେ ଡାକ୍ତର କରୋନାଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କୋଭିଡ-୧୯ ଦ୍ୱାରା ସଂକ୍ରମିତ ହୋଇଥିବା ଡାକ୍ତରଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ଗଣମାଧ୍ୟମକୁ ସୂଚନା ଦେଇ ଅନୁଗୁଳ ଜିଲ୍ଲାପାଳ ମନୋଜ କୁମାର…

କୋଭିଡ କିଟ୍ କିଣାକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ରାଜ୍ୟରେ ଚିକିତ୍ସା ଉପକରଣ କ୍ରୟକୁ ନେଇ ରାଜନୀତି ଜୋର ଧରିବାରେ ଲାଗିଛି । ରାଜ୍ୟ ବିଜେପି ଅଭିଯୋଗ କରିଛି ଯେ, ବିପତ୍ତି ସମୟରେ ଯିଏ ରାଜକୋଷକୁ ଲୁଟ୍ କରିଛି, ସେ ମହାପାପର ଅଂଶୀଦାର । ଭ୍ରଷ୍ଟାଚାର ଚରମସୀମାକୁ ଯାଇଛି । କୋଭିଡ ନିୟନ୍ତ୍ରଣ ପାଇଁ…

କରୋନାର କରାଳ କାଳ ବଳୟ ପରର ପୃଥିବୀ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… କରୋନାର କରାଳ କାଳ ବଳୟରେ ସମଗ୍ର ବିଶ୍ୱ ଆଜି ଜ୍ୱଳନ୍ତ ଜତୁଗୃହ । ସବୁଠି ନିଆଁ ଲାଗିଛି – ସବୁଠି ନିଆଁ ଜଳୁଛି – ମଶାଣିରେ, ମନ୍ଦିରରେ, ମସଜିଦ୍‌ରେ, କଳ-କାରଖାନାରେ, କ୍ଷେତରେ, ଖାଦାନରେ, ଗାଁଗଣ୍ଡାରେ, ସହରରେ – ସବୁଠି ମଣିଷ ମନରେ ନିଆଁ…

ସଟଡାଉନ ଲାଗି ୧୧ ଜିଲ୍ଲାରେ ମ୍ୟାଟ୍ରିକ ଖାତା ମୂଲ୍ୟାଙ୍କନ ସ୍ଥଗିତ

କଟକ: ଓଡିଶାର ୧୧ଟି ଜିଲ୍ଲାରେ ସାପ୍ତାହିକ ସଟଡାଉନ ଯୋଗୁଁ ଏହି ସ୍ଥାନରେ ବାର୍ଷିକ ମ୍ୟାଟ୍ରିକ୍ ପରୀକ୍ଷା ଖାତା ମୂଲ୍ୟାଙ୍କନ ସ୍ଥଗିତ ରହିବା ନେଇ ଶନିବାର ଦିନ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) । ପ୍ରାପ୍ତ ସୂଚନାନୁଯାୟୀ, ଗଞ୍ଜାମ, ପୁରୀ, ନୟାଗଡ଼, କଟକ,…

ପୁରୀ ଶ୍ରୀମନ୍ଦିର ପରିସରରୁ ହଟିଲା ୧୪୪ ଧାରା

ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଚାରିପାଖରେ ଲାଗିଥିବା ଧାରା ୧୪୪ କଟକଣାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଶନିବାର ଦିନ ହଟାଇ ଦିଆଯାଇଛି। ପ୍ରାପ୍ତ ସୂଚନାନୁଯାୟୀ ଗତ ଶୁକ୍ରବାର ଦିନ ସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରର ଚାରିପାଖରେ ଭକ୍ତଙ୍କ ଗହଳିକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ…

ଓଡ଼ିଶାରେ ନୂଆ ୧୭୩ କରୋନା ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ…

ଭୁବନେଶ୍ୱର: ଓଡ଼ିଶାରେ ସର୍ବାଧିକ ୧୭୩ଟି ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ କରାଯାଇଛି। ଯାହା ଫଳରେ ମୋଟ୍ ସଂଖ୍ୟା ଶନିବାର ଦିନ ୨,୭୮୧ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗଞ୍ଜାମରେ ସର୍ବାଧିକ ୬୪ଟି ମାମଲା ରେକର୍ଡ ହୋଇଥିଲା ବେଳେ ଯାଜପୁର (୧୯), କଟକ (୧୩),…

କଟକରେ ଏନଡିଆରଏଫ୍ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ

କଟକ: କଟକ ଜିଲ୍ଲାରେ ଜାତୀୟ ବିପର୍ଯ୍ୟୟ ମୁକାବିଲା ବଳ (ଏନଡିଆରଏଫ୍‌)ର କର୍ମଚାରୀ କୋଭିଡ-୧୯ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି । ପ୍ରାପ୍ତ ସୂଚନାନୁସାରେ, ଗତ ମାସରେ ବାତ୍ୟା ଅମ୍ଫାନ ସମ୍ପର୍କିତ ପୁନରୁଦ୍ଧାର କାର୍ଯ୍ୟ ପାଇଁ ପଶ୍ଚିମବଙ୍ଗକୁ ପଠାଯାଇଥିବା ଏନଡିଆରଏଫର ଆଠଟି ଦଳ ମଧ୍ୟରୁ କିଛି…

ଜୁନ୍ ୮ରୁ ଭୁବନେଶ୍ୱର-ରାଉରକେଲା ସ୍ବତନ୍ତ୍ର ଟ୍ରେନ ଚଳାଚଳ

ନୂଆଦିଲ୍ଲୀ: ଆସନ୍ତା ଜୁନ୍ ୮ ତାରିଖରୁ ଓଡିଶାରେ ଆଉ ଏକ ଆନ୍ତଃରାଜ୍ୟ ଟ୍ରେନ୍ ଚଳାଇବାକୁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି କରାଯାଇଛି। ଏହି ସ୍ୱତନ୍ତ୍ର ଟ୍ରେନ୍ ରାଉରକେଲା ଷ୍ଟେସନରୁ ସକାଳ ୫ଟା ୧୦ମି. ଏବଂ ଭୁବନେଶ୍ୱରରୁ ଦିନ ୨ଟା ୧୦ମି.ରେ ଛାଡିବ। ଏହା ବ୍ୟତୀତ ଏହି ଟ୍ରେନ ଜୁନ୍ ୩୦…