Latest Odisha News

BREAKING NEWS

Browsing Category

ଫିଚର

କର୍ଣ୍ଣାଟକର ହୁବଲ୍ଲିରେ ନିର୍ମାଣ ଚାଲିଛି ବିଶ୍ୱର ଦୀର୍ଘତମ ରେଲଓ୍ୱେ ପ୍ଲାଟଫର୍ମ

କର୍ଣ୍ଣାଟକର ବାଣିଜ୍ୟିକ ରାଜଧାନୀ ତଥା ଦକ୍ଷିଣ-ପଶ୍ମିମ ରେଳବାଇର ମୁଖ୍ୟ କାର୍ଯ୍ୟାଳୟ ଥିବା ହୁବଲ୍ଲିରେ ହେବ ବିଶ୍ୱର ଦୀର୍ଘତମ ରେଲଓ୍ୱେ ପ୍ଲାଟଫର୍ମ  । ଯଦି ଯୋଜନା ମୁତାବକ ସବୁକିଛି ଠିକ୍ ଠାକ୍ ଚାଲେ, ତାହେଲେ ବର୍ଷକ ମଧ୍ୟରେ ଦୀର୍ଘତମ ପ୍ଲାଟଫର୍ମ ତାଲିକାରେ ଏହାର ନାଁ ନିଶ୍ଚିତରୂପେ…

ଶ୍ରୀଜିଉଙ୍କ ସ୍ନାନ ଯାତ୍ରା ଆରମ୍ଭ, ଭୋର ୪ଟାରେ ସରିବ ପହଣ୍ଡି

ପୁରୀ: ଆରମ୍ଭ ହେଲା ଶ୍ରୀଜିଉଙ୍କ ସ୍ନାନ ଯାତ୍ରା । ସେବାୟତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରତ୍ନ ସିଂହାସନରୁ ଧାଡି ପହଣ୍ଡିରେ ସ୍ନାନ ମଣ୍ଡପକୁ ଆଣୁଛନ୍ତି । ଭୋର ୪ଟା ସୁଦ୍ଧା ପହଣ୍ଡି ଶେଷ ହେବ । ଭୋର ସାଢେ ୪ଟାରେ ମଙ୍ଗଳ ଆରତି, ୪ଟା ୪୦ରେ ମଇଲମ ଓ ୫ଟାରେ ତଡପ ଲାଗି ହେବ । ସକାଳ ୬ଟାରେ…

ବନ୍ଦ ହୋଇପାରେ ଛାତ୍ରସଂସଦ ନିର୍ବାଚନ; ଏବେଠୁ ଆଶାୟୀ ଚିନ୍ତିତ !

ଭୁବନେଶ୍ୱର: କରୋନା ଭୂତାଣୁ ଜନିତ ଲକ୍‌ଡାଉନ୍ ପରିସ୍ଥିତି ଯୋଗୁଁ କେବଳ ଓଡ଼ିଶା ନୁହେଁ ସାରା ଭାରତର କ୍ୟାମ୍ପସରେ ଏକ ପ୍ରକାର ଅଚଳାବସ୍ଥା ସୃଷ୍ଟି ହୋଇଛି । ପ୍ରତିବର୍ଷ ଅକ୍ଟୋବରରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହୋଇଥାଏ । ରାଜ୍ୟର ପ୍ରମୁଖ କଲେଜ, ବିଶ୍ୱବିଦ୍ୟାଳୟରେ ଆଶାୟୀ…

ଜୁନ ୧୦ରେ ହେବ ‘ଲକ୍ ଡାଉନ ରେସିପି’ ବିଜେତା ଘୋଷଣା

ଭୁବନେଶ୍ୱର : www.odishasambad.in ଏବଂ www.odishabytes.com ପକ୍ଷରୁ ଆୟୋଜିତ ଲକ୍ ଡାଉନ ରେସିପିର ବିଜେତା ଜୁନ ୧୦ରେ ଘୋଷଣା କରାଯିବ। ବିଜେତାଙ୍କୁ ପୂର୍ବ ଭାରତର ଅଗ୍ରଣୀ ଜୁଏଲାରୀ ବ୍ରାଣ୍ଡ ଲାଲଚାନ୍ଦ ପକ୍ଷରୁ ଡାଇମଣ୍ଡ ଲକେଟ୍ ପ୍ରଦାନ କରାଯିବ । ଏପ୍ରିଲ ଶେଷ ସପ୍ତାହରେ ଆରମ୍ଭ…

ସତର୍କ ରହିବାରେ ଢିଲା କରନ୍ତୁ ନାହିଁ, ସଟ୍ ଡାଉନ ମାନନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଲକ୍‌ଡାଉନ କେତେକାଂଶରେ କୋହଳ ହୋଇଥିବା ବେଳେ ସମସ୍ତେ ସତର୍କ ଓ ସାବଧାନ ରହିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରି କହିଛନ୍ତି । ବର୍ତ୍ତମାନ ପରିସ୍ଥିତିରେ ଆତ୍ମସଂଯମ ହିଁ ଏକମାତ୍ର ବିକଳ୍ପ ଏବଂ ଏହା ଆମକୁ ଓ ଆମ ପରିବାରକୁ…

ଜୁନ ୫ରେ ଆସିପାରେ ‘ୟୁପିଏସସି ପ୍ରିଲିମ୍ସ ପରୀକ୍ଷା’ର ପରିବର୍ଦ୍ଧିତ ତାରିଖ

ନୂଆଦିଲ୍ଲୀ: ୟୁନିଅନ ପବ୍ଲିକ ସର୍ଭିସ କମିଶନ (ୟୁପିଏସସି) ପରୀକ୍ଷାର ପରିବର୍ଦ୍ଧିତ ତାରିଖ ଜୁନ ୫ ରେ ଆସିପାରେ ବୋଲି ଅଫିସିଆଲ ୱେବସାଇଟରେ ପ୍ରକାଶ ପାଇଛି । ଏହି ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ସୂଚନା upsc.gov.in ରେ ପ୍ରାର୍ଥୀ ମାନେ ପାଇପାରିବେ । ପୂର୍ବରୁ ୟୁପିଏସସି ପ୍ରିଲିମ୍ସ…

ଜାଣନ୍ତୁ; କାହିଁକି ମହାପ୍ରଭୁ ଶ୍ରୀଜଗନ୍ନାଥ ଗଜାନନ ବେଶରେ ଦିଅନ୍ତି ଦର୍ଶନ !

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ପବିତ୍ର ସ୍ନାନଯାତ୍ରା ସମୟରେ ଶ୍ରୀମନ୍ଦିରରେ ଦାରୁବ୍ରହ୍ମ ରୂପୀ ବଡ଼ଠାକୁର ଶ୍ରୀ ବଳଭଦ୍ର, ଜଗତର ନାଥ ଶ୍ରୀ ଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ମହାସ୍ନାନ ହୋଇଥାଏ । ଏହି ଅବସରରେ…

ସଟଡାଉନ୍ ସମୟରେ ଗଡିବ ବସ୍

ଭୁବନେଶ୍ୱର: ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସପ୍ତାହକୁ ଦୁଇ ଦିନ ୧୧ଟି ଜିଲ୍ଲାରେ ସଟଡାଉନ ଘୋଷଣା କରିଛନ୍ତି। ଶନିବାର ଓ ରବିବାର ୧୧ ଜିଲ୍ଲା ପୁରା ସଟ୍ଡାଉନ୍ ରହିବ । ତେବେ ଏହି ସଟଡାଉନ୍ ସମୟରେ ସ୍ୱାଭାବିକ ଭାବେ ଗଡିବ ବସ୍ । ବସ୍ ଉପରେ କୌଣସି କଟକଣା ଲାଗିବ…

କଟକ ଜିଲ୍ଲାରୁ ପୁଣି ୧୩ କରୋନା ପଜିଟିଭ ଚିହ୍ନଟ

କଟକ: ଆଜି ସନ୍ଧ୍ୟାରେ କଟକ ଜିଲ୍ଲାରୁ ପୁଣି ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନରସିଂହପୁର ବ୍ଲକରୁ ୯ ଜଣ, ବଡମ୍ବା ବ୍ଲକରୁ ୨ ଜଣ ଓ କଟକ ମହାନଗର ନିଗମ ଅଞ୍ଚଳରୁ ୨ ଜଣ କରୋନା ପଜିଟଭ ଚିହ୍ନଟ ହୋଇଥିବା  ପ୍ରଶାସନ ପକ୍ଷରୁ କୁହାଯାଇଛି…

ହସ୍ପିଟାଲ ଭିତରେ ପିଆନୋ ବଜାଉଛନ୍ତି ସ୍ୱର୍ଗତ ୱାଜିଦ ଖାନ୍, ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡର ପ୍ରସିଦ୍ଧ ମ୍ୟୁଜିକ ଡାଇରେକ୍ଟର ତଥା ସିଙ୍ଗର ୱାଜିଦ ଖାନଙ୍କ ନିକଟରେ ଦେହାନ୍ତ ହୋଇଛି । କରୋନାରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ ହୋଇଛି । ତେବେ ମୃତ୍ୟୁ ପୂର୍ବରୁ ହସ୍ପିଟାଲ ଖଟରେ ବସି ସେ ପିଆନୋ ବଜାଉଥିବାର ଏକ ଭିଡିଓ ସାମ୍ନାକୁ ଆସିଛି । ଯାହା ସୋସିଆଲ ମିଡିଆରେ ବେଶ୍…