Latest Odisha News

BREAKING NEWS

Browsing Category

ଫିଚର

ଚୋର ଫେରାଇଦେଲା ଚୋରି କରିଥିବା ବାଇକ୍‌

ଚେନ୍ନାଇ: ଚୋରି ହୋଇଥିବା ଜିନିଷ ଫେରି ଆସିଛି । ଚୋର ଫେରାଇ ଦେଇଛି ଚୋରି କରିଥିବା ଜିନିଷ । ପାର୍ସଲରେ ଆସିଛି ଚୋରି ହୋଇଯାଇଥିବା ବାଇକ୍ । ଏହି ପାର୍ସଲକୁ ଖୋଦ୍ ଚୋରି କରିଥିବା ସ୍ୱାଭିମାନୀ ଚୋର ପଠାଇଛି । ଗାଡି ମାଲିକଙ୍କୁ ମିଳିଛି ତାଙ୍କ ଚୋରା ଗାଡି । ଏଭଳି ଘଟଣା ଘଟିଛି ତାମିଲନାଡୁର…

ତାମିଲନାଡୁ ତିରପୁରରୁ ପ୍ରବାସୀ ଟ୍ରେନ୍‌ରେ ଆସିଲେ ୬୯୯ ଯାତ୍ରୀ

ରାଉରକେଲା: ତାମିଲନାଡୁ ର ତିରପୁର ଷ୍ଟେସନରୁ କୋଭିଡ଼ -୧୯ ଲକଡାଉନ ଯୋଗୁ ଫସିରହିଥିବା ପ୍ରବାସୀଙ୍କୁ ନେଇ ବାହାରିଥିବା ଟ୍ରେନ ଆଜି ସକାଳେ ରାଉରକେଲା ଷ୍ଟେସନରେ ପହଂଚିଛି। ମୋଟ ୬୯୯ ଜଣ ଯାତ୍ରିଙ୍କୁ ନେଇ ଟ୍ରେନ ରାଉରକେଲାରେ ପହଂଚିବା ପରେ ସମସ୍ତ ପ୍ରବାସୀଙ୍କ ସ୍ୱାସ୍ଥ୍ୟ ଯାଞ୍ଚ…

ବଢ଼ିଲା ୧୪ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ

ନୂଆଦିଲ୍ଲୀ: ଚାଷୀଙ୍କ ପାଇଁ ମୋଦୀ ସରକାର ବଡ ଘୋଷଣା କରିଛନ୍ତି । ୧୪ଟି ଖରିଫ ଫସଲର ମୂଲ୍ୟକୁ ଦେଢ଼ଗୁଣା ବୃଦ୍ଧି କରାଯାଇଛି । ଏନେଇ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୧୮୬୮ ଟଙ୍କାକୁ ବୃଦ୍ଧି…

ଉଠା ଦୋକାନୀଙ୍କୁ ୧୦ ହଜାର ଟଙ୍କା ଋଣ, ୭% ସୁଧ ଛାଡ

ନୂଆଦିଲ୍ଲୀ: ଆଜି କେନ୍ଦ୍ର ମନ୍ତ୍ରିମଣ୍ଡଳର ପ୍ରଥମ ବୈଠକ ବସିଥିଲା । ଏଥିରେ କେତକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଅଣୁ, କ୍ଷୁଦ୍ର, ଓ ମଧ୍ୟମ ଶିଳ୍ପ ସହ ରାସ୍ତାକଡ଼ରେ ବିକ୍ରି କରୁଥିବା ଦୋକାନୀ ଓ ଚାଷ ଉପରେ ନିଷ୍ପତ୍ତି ନିଆଯାଇଛି । ଏନେଇ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭେଦକର…

ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି, ଚାଷୀଙ୍କ ୩ ଲକ୍ଷ ଋଣ ଉପରେ ୨% ସୁଧ ଛାଡ

ନୂଆଦିଲ୍ଲୀ: କୃଷକଙ୍କ ପାଇଁ ଖୁସି ଖବର । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୧୮୬୮ ଟଙ୍କାକୁ ବୃଦ୍ଧି ହୋଇଛି । ଏନେଇ ସୂଚନା ଦେଇଛନ୍ତି କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର । କେନ୍ଦ୍ର କ୍ୟାବିନେଟର ଆଜି ଏକ…

କ୍ୱାରେଂଟିନ ସେଣ୍ଟରରେ ଅବ୍ୟବସ୍ଥା, ରାସ୍ତାକୁ ଓହ୍ଲାଇଲେ ପ୍ରବାସୀ

ଆଠଗଡ: ରାସ୍ତାକୁ ଓହ୍ଲାଇଲେ ପ୍ରବାସୀ । କ୍ୱାରେଂଟିନ ସେଂଟରରେ ଅବ୍ୟବସ୍ଥା ନେଇ ରାସ୍ତା ଅବରୋଧ କରିଛନ୍ତି ପ୍ରବାସୀ । ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ନରସିଂହପୁରରେ । ବ୍ଲକର ବିଭିନ୍ନ କ୍ୱାରେଂଟିନ ସେଂଟରରେ ନାନା ସମସ୍ୟା ଥିବା ଅଭିଯୋଗ ହୋଇଛି । ବିଶେଷକରି ନରସିଂହପୁର କଲେଜରେ…

ଆୟର୍ଲାଣ୍ଡରେ ମ୍ୟାଚିଂ ମାସ୍କର ଚାହିଦା ବୃଦ୍ଧି

ଡୁବଲିନ୍‌: କରୋନା ମହାମାରୀ ସାରା ବିଶ୍ୱଙ୍କୁ ଅସୁବିଧାରେ ପକାଇଛି । ବ୍ୟବସାୟୀମାନେ ଏହା ଦ୍ୱାରା ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି । ତେବେ କରୋନାକୁ ନେଇ ଆୟର୍ଲାଣ୍ଡର ଫେଶନ ଏବେ ଚର୍ଚ୍ଚାର କାରଣ ସାଜିଛି । ନବବଧୂଙ୍କ ପାଇଁ ଫେଶନ ଡିଜାଇନର ଓଆନା ମ୍ୟାଚିଂ ମାସ୍କ ତିଆରି କରିଛନ୍ତି । ଯାହା…

ରାଜ୍ୟରେ ସୁସ୍ଥ ହେଲେ ସର୍ବାଧିକ ୧୧୯ କରୋନା ସଂକ୍ରମିତ

ଭୁବନେଶ୍ୱର: ଓଡ଼ିଶାରେ ବଢ଼ିଚାଲିଛି କରୋନା ଜନିତ ସୁସ୍ଥ ହାର । ଆଜି ଗୋଟିଏ ଦିନରେ ସକାଳେ ସର୍ବାଧିକ ୧୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଏବେ ୧୧୯ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ସେମାନଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ହସ୍ପିଟାଲରୁ ସେମାନଙ୍କୁ ଡିସଚାର୍ଜ କରାଯାଇଛି ।…

ଯାଜପୁରରେ କରୋନା ସ୍ଥିତି; ଜାଣନ୍ତୁ ସବିଶେଷ ତଥ୍ୟ

ଯାଜପୁର: ଗତକାଲି ଯାଜପୁର ଜିଲ୍ଲାରେ ୧୦ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ୧୧ଜଣଙ୍କ ମଧ୍ୟରୁ ୫ଜଣ ହେଉଛନ୍ତି ଦଶରଥପୁର ବ୍ଲକ୍ ଅଞ୍ଚଳର । ତେବେ ଅନ୍ୟ ୩ଜଣ ଧର୍ମଶାଳା ବ୍ଲକର ହୋଇଥିବା ବେଳେ କୋରାଇ…

ପଙ୍ଗପାଳ ମୁକାବିଲା ପାଇଁ ନିୟମାବଳୀ ଜାରି କଲେ ସରକାର

ଭୁବନେଶ୍ୱର: ଓଡ଼ିଶା ସୀମାନ୍ତ ଛତିଶଗଡରେ ପଙ୍ଗପାଳଙ୍କ ଆତଙ୍କ । ସେଠାକାର କୋରିୟା ଜିଲ୍ଲାରେ ହଜାର ହଜାର ସଂଖ୍ୟାରେ ପଙ୍ଗପାଳ ଦେଖିବାକୁ ମିଳିଛି । ଏହାକୁ ନଜରରେ ରଖି ରାଜ୍ୟ ସରକାର ପଙ୍ଗପାଳ ମୁକାବିଳା ପାଇଁ ନିୟମାବଳୀ ଜାରି କରିଛନ୍ତି । ପଙ୍ଗପାଳ ନେଇ କୃଷି ଭବନରେ ସମୀକ୍ଷା ବୈଠକ…