Latest Odisha News

BREAKING NEWS

Browsing Category

ଫିଚର

କରୋନା ସହାୟତା: ଆଗାମୀ ବର୍ଷେ ଯାଏଁ ପ୍ରତି ମାସ ପିଏମ୍ କେୟାର ଫଣ୍ଡକୁ ୫୦,୦୦୦ ଲେଖାଏଁ ଦାନ କରିବେ ସେନା ମୁଖ୍ୟ

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ସଙ୍କଟ । ପ୍ରତ୍ୟେକ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିବାରେ ଲାଗିଛି । କରୋନା ମୁକାବିଲା ପାଇଁ ବର୍ତ୍ତମାନର ସେନା ମୁଖ୍ୟ ଜେନେରାଲ୍ ବିପିନ ରାୱତ୍‌ ଏକ ବଡ଼ ଘୋଷଣା କରିଛନ୍ତି । ନିଜ ଦରମାରୁ ପ୍ରତି ମାସରେ ୫୦ ହଜାର ଲେଖାଏଁ ଟଙ୍କା…

ଆଜି ବି ଜୀବନ୍ତ ସେହି ଜଣାଣ; ଜନ୍ମ ଦିନରେ ଭଜନ ସମ୍ରାଟଙ୍କୁ ସ୍ମୃତିଚାରଣ

ଭୁବନେଶ୍ୱର: ଓଡ଼ିଶାର ପୂରପଲ୍ଲୀରେ ଘରେ ଘରେ ଭିକାରୀ ବଳଙ୍କୁ ସମସ୍ତେ ଜାଣନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ ଭକ୍ତ ତଥା ଓଡ଼ିଶାର ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଭିକାରୀ ବଳ ମଧ୍ୟ ‘ଭଜନ ସମ୍ରାଟ୍ ଭାବେ ବେଶ୍ ପ୍ରସିଦ୍ଧି ଲାଭ କରିପାରିଛନ୍ତି । ଶ୍ରୀଜଗନ୍ନାଥଙ୍କର ଏହି ପରମ ଭକ୍ତ ତାଙ୍କର…

ଖ୍ୟାତନାମା ହକି ଖେଳାଳି ବଲବୀର ସିଂ ସିନିୟରଙ୍କ ଦେହାନ୍ତ

ମୋହାଲି: ତିନିଥର ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ବଲବୀର ସିଂ ସିନିୟରଙ୍କର ସୋମବାର ସକାଳେ ମୋହଲି ସ୍ଥିତ ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୬ ବର୍ଷ ବୟସ ହୋଇଥିଲେ। ସ୍ବର୍ଗତଃ ସିଂ ଗତ କିଛି ଦିନ ଧରି ଏକାଧିକ ସ୍ୱାସ୍ଥ୍ୟ…

ଆସନ୍ତାକାଲିଠୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ: ୪୫ ଦିନ ମଧ୍ୟରେ ଫଳାଫଳ

ଭୁବନେଶ୍ୱର: ଆସନ୍ତାକାଲିଠୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ୬୦ଟି ସେଣ୍ଟରରେ ହେବାକୁଥିବା ମୂଲ୍ୟାୟନ ପାଇଁ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା । ସାମାଜିକ ଦୂରତା ସହ ସାନିଟାଇଜର ବ୍ୟବହାର ଉପରେ ଜୋର…

ଜୁନ ୧ରୁ ଗଡିବ ‘ମୋ ବସ୍’

ଭୁବନେଶ୍ୱର: କଟକ, ଭୁବନେଶ୍ୱର ଏବଂ ପୁରୀରେ ଆସନ୍ତା ଜୁନ୍ ୧ ତାରିଖରୁ ‘ମୋ ବସ୍’ ସେବା ଆରମ୍ଭ ହେବ। କ୍ରୁଟର ସୂଚନାନୁଯାୟୀ, ଏନେଇ ଖୁବ୍ ଶୀଘ୍ର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବ ଏବଂ ଏଥିପାଇଁ ଷ୍ଟାଣ୍ଡାର୍ଡ ଅପରେଟିଂ ପଦ୍ଧତି ମଧ୍ୟ ଜାରି କରାଯିବ। ଦେଶବ୍ୟାପୀ ଲକଡାଉନ ଯୋଗୁଁ…

କରୋନା ସତର୍କତା: ଜୁନରୁ ଜୁଲାଇ ମଧ୍ୟରେ ରାଜ୍ୟରେ ୪୬ ଲକ୍ଷ ଟପିବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା !

ଭୁବନେଶ୍ୱର: ଓଡିଶା ପାଇଁ ରହିଛି ଏକ ଭଲ ଏବଂ ଏକ ଖରାପ ଖବର। ପ୍ରଥମେ ଖରାପ ଖବର। ଆଗାମୀ ଜୁନ୍-ଜୁଲାଇରେ ମଧ୍ୟରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରାୟ ୪୬.୨ ଲକ୍ଷରେ ପହଞ୍ଚିବ, ଯାହା ରାଜ୍ୟର ଜନସଂଖ୍ୟାର ୧୦% (୪.୫ କୋଟି) ହେବ! ମାତ୍ର ଖୁସି ଖବର ଏହାକି ଏହି କରୋନା ଭୁତାଣୁ…

ବଢୁଛି ଚିନ୍ତା; ରାଜ୍ୟରେ ଗୋଟିଏ ଦିନରେ ଚିହ୍ନଟ ହେଲେ ସର୍ବାଧିକ ୧୦୩ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ମାଡି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୧୦୩ କରୋନା ପଜିଟିଭ । ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୮ ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି…

ମହାପ୍ରଭୁଙ୍କ ରଥଯାତ୍ରା ପ୍ରସ୍ତୁତି: ଆରମ୍ଭ ହେଲା ରଥଚକର ‘ଦଣ୍ଡା’ ନିର୍ମାଣ କାର୍ଯ୍ୟ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ପୁରୀ ବଡ଼ଦାଣ୍ଡରେ ଦ୍ରୁତଗତିରେ ଚାଲିଛି ତିନିରଥର ନିର୍ମାଣ କାର୍ଯ୍ୟ । ଖୁସିର କଥା ହେଉଛି ଯେ, ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଲାଗି ନିର୍ମିତ ହେଉଥିବା ସମସ୍ତ ରଥର ସମସ୍ତ ଚକ ଗୁଡ଼ିକର ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ…

ଆଜିଠୁ ଭୁବନେଶ୍ୱରରୁ ଉଡିଲା ବିମାନ

ଭୁବନେଶ୍ୱର: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଆରମ୍ଭ ହୋଇଛି ଅନ୍ତର୍ଦେଶୀୟ ଯାତ୍ରୀବାହି ବିମାନ ସେବା । ଭୁବନେଶ୍ୱର ରୁ ଯାତ୍ରୀଙ୍କୁ ନେଇ ୯.୪୦ ମିନିଟରେ ପ୍ରଥମେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛି । ବିମାନ ସେବା ଆରମ୍ଭରୁ ଉପୁଜିଛି ବାଧକ । ବିଭିନ୍ନ କାରଣରୁ ବାତିଲ ହୋଇଛି…

ଭାରତରେ ଉଦବେଗ ହେଉଛି ସ୍ଥିତି: ୪ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ କରୋନା ଆକ୍ରାନ୍ତଙ୍କ…