Latest Odisha News

BREAKING NEWS

Browsing Category

ଫିଚର

ଓଡ଼ିଶାର ୮ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଅପରାହ୍ନ ୫ଟା ୩୦ମି  ଯାଏଁ ରାଜ୍ୟର ପ୍ରାୟ ୮ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ପ୍ରଦାନ କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି– କେନ୍ଦୁଝର, ମୟୂରଭଞ୍ଜ,…

କରୋନା ଠାରୁ ବଳିଗଲାଣି ଦାଦନ ସମସ୍ୟା: ବିଜୟ ମହାପାତ୍ର

ଭୁବନେଶ୍ୱର: ମହାମାରୀ କରୋନା ସ୍ଥିତିରୁ ବଳିଗଲାଣି ଦାଦନ ସମସ୍ୟା । କୋରନା ପାଇଁ ସବୁ ପ୍ରସ୍ତୁତି ହୋଇଛି କିନ୍ତୁ ଦାଦନଙ୍କ ପାଇଁ କିଛି ନାହିଁ। ସରକାର ସବୁ ଜାଣିଛନ୍ତି ହେଲେ କିଛି ଉଦ୍ୟମ କରୁନଥିବା ଅଭିଯୋଗ ଆଣିଛନ୍ତି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର । ବିଜୟ ମହାପାତ୍ର…

ଓଡ଼ିଶାରେ ରହିବ ସମ୍ଭାବ୍ୟ ବାତ୍ୟାର ପ୍ରଭାବ, ୧୨ ଜିିଲ୍ଲାକୁ ସତର୍କଘଂଟି: ଏସଆରସି

ଭୁବନେଶ୍ୱର: ବଙ୍ଗୋପସାଗରରେ ଥିବା ସମ୍ଭାବ୍ୟ ବାତ୍ୟା ଓଡିଶା ଉପରେ ପ୍ରଭାବ ପକାଇବ । ଏଥିପାଇଁ ରାଜ୍ୟର ୧୨ଟି ଜିଲ୍ଲାକୁ ସତର୍କ ରହିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ସ୍ୱତନ୍ତ୍ର ରିଲିଫ୍ କମିସନର କହିଛନ୍ତି, ଆକଳନ ଅନୁସାରେ ୨୦ ତାରିଖରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ । ତେବେ ୧୮, ୧୯…

ଭାରତୀୟ ସେନାର ଘୋଡାସବାର ବାହିନୀ ଖୁବ୍ ଶୀଘ୍ର ଇତିହାସ ପାଲଟିବ

ନୂଆଦିଲ୍ଲୀ:ଭାରତୀୟ ଘୋଡାସବାର ବାହିନୀ ସେନାରୁ ଖୁବ୍ ଶୀଘ୍ର ବିଦାୟ ନେବାକୁ ଯାଉଛି । ଏହା ବଦଳରେ ଟ୍ୟାଙ୍କର ବ୍ୟବହାର କରାଯିବ । ୧୯୫୩ରୁ ସେନାରେ ୬୧ ଘୋଡାସବାର ବାହିନୀ କାର୍ଯ୍ୟ କରୁଛି । ୨୫ ବର୍ଷ ମଧ୍ୟରେ କୌଣସି ଅପରେଶନରେ ଅଂଶଗ୍ରହଣ କରି ନାହିଁ । ଲ୍ୟୁଟନାଂଟ ଜେନେରାଲ ଡିବି ଶେକଟକର…

ଓଡ଼ିଶା ଉପକୂଳରୁ ୧୧୦୦ କିମି. ଦୂରରେ ରହିଛି ସାମୁଦ୍ରିକ ଝଡ: ପାଣିପାଗ ବିଭାଗ

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏକ ଅବପାତରେ ପରିଣତ ହୋଇଛି ଏବଂ ଶନିବାର ଅପରାହ୍ନ ୫ଟା ୩୦ମି. ସୁଦ୍ଧା ଏକ ଘୂର୍ଣ୍ଣିଝଡରେ ପରିଣତ ହେବାର ସମ୍ଭାବନା ରହିଛି। ଏପରିକି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ନେବ ବୋଲି ଭାରତ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ…

ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ମାଆମାନଙ୍କ ନବଜାତ ଶିଶୁଙ୍କ ପାଇଁ ଦେବଦୂତ ସାଜିଲେ ଫିରୋଜା

କାବୁଲ: ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ମାଆମାନଙ୍କ ନବଜାତ ଶିଶୁଙ୍କ ପାଇଁ ଆଫଗାନିସ୍ତାନର ମହିଳା ଫିରୋଜା ୟୁନିସ ଦେବଦୂତ ସାଜିଛନ୍ତି । ଏହି ନବଜାତଙ୍କୁ ଫିରୋଜା ସ୍ତନ୍ୟପାନ କରାଇ ମହତ କାର୍ଯ୍ୟ କରିଛନ୍ତି । ଯାହା ଏବେ ସବୁଠାରେ ଚର୍ଚ୍ଚାର କାରଣ ସାଜିଛି । ସମସ୍ତେ ତାଙ୍କର ଏହି…

ଓଡ଼ିଶାରେ ଚିହ୍ନଟ ଆଉ ୬୫ କରୋନା ପଜିଟିଭଙ୍କ ସମ୍ପର୍କରେ ତଥ୍ୟ ଦେଲେ ସରକାର

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ହୋଇଥିବା ଆଉ ୬୫ ଜଣ କରୋନା ଆକ୍ରାନ୍ତଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ପ୍ରଦାନ କରିଛନ୍ତି ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ ଜରିଆରେ ଆକ୍ରାନ୍ତଙ୍କ ସମ୍ପର୍କରେ ତଥ୍ୟ…

ବଢୁଛି ଚିନ୍ତା; ରାଜ୍ୟରେ ୭୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୬୫ ପଜିଟିଭ । ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଯାଜପୁରରୁ ୩୧, ଗଞ୍ଜାମରୁ ୧୩, କେନ୍ଦ୍ରାପଡ଼ାରୁ ୪, ମୟୂରଭଞ୍ଜରୁ ୨, କଟକରୁ ୬, ପୁରୀରୁ ୪, ନୟାଗଡ଼ରୁ ୨…

ଭାରତରେ କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ୮୫ ହଜାର ଟପିଲା, ୨୭୫୨ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଶନିବାର ଦିନ ୮୫,୯୪୦ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଯାବତ୍ କରୋନା ସଂକ୍ରମଣର ପ୍ରାୟ ୫୩,୦୩୫ ସକ୍ରୀୟ ମାମଲା ରହିଥିବା ବେଳେ ପାଖାପାଖି ୨୭୫୨ ଜଣ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୬-୦୫-୨୦୨୦ ଶନିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ମଇ ତା ୧୬ ରିଖ ଶନିବାର ବୃଷ ୩ ଦିନ ଜ୍ୟେଷ୍ଠ ମାସ କୃଷ୍ଣ ପକ୍ଷ ନବମୀ ଭୁକ୍ତ ଦଶମୀ ତିଥି ଶତଭିଷା ଭୁକ୍ତ ପୂର୍ବଭାଦ୍ରପଦ ନକ୍ଷତ୍ର କୁମ୍ଭ ଚନ୍ଦ୍ର ଘାତ ବାର: ବୃଷ ସିଂହ ଓ କନ୍ୟା ରାଶିର ଘାତ ଚନ୍ଦ୍ର:…