Latest Odisha News

BREAKING NEWS

Browsing Category

ଫିଚର

ରାତିରେ ପରିବାର ଲୋକେ ଶୋଇଥିବା ବେଳେ ଫାଟିଗଲା ମୋବାଇଲ ଫୋନ୍

ଭଦ୍ରକ: ମୋବାଇଲ୍ ଫୋନ୍ ଚାର୍ଜର ବିସ୍ଫୋରଣରେ ଘରେ ନିଆଁ ଲାଗିଯିବାରୁ ଗୋଟିଏ ପରିବାର ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ଭଦ୍ରକ ଜିଲ୍ଲା ଚାନ୍ଦବାଲି ତହସିଲ ବାଲିଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଚାର୍ଜରରେ ସଂଯୋଗ ହୋଇଥିବା ମୋବାଇଲରୁ ନିଆଁ ଲାଗିଯିବାରୁ ଏକ ପରିବାର ଅଳ୍ପକେ ବର୍ତ୍ତି…

ବ୍ରହ୍ମଗିରିରେ ଦଳୀୟ ନେତାଙ୍କ ବିରୋଧ ବେଳେ ସଂଗଠନକୁ ଫେରିଲେ ସଞ୍ଜୟ ଦାସବର୍ମା

ଭୁବନେଶ୍ୱର: ଗୋଟିଏ ପଟେ ନିଜ ନିର୍ବାଚନମଣ୍ଡଳୀ ପୁରୀ ବ୍ରହ୍ମଗିରିରେ ସଞ୍ଜୟ ଦାସବର୍ମା ବିରୋଧର ଶିକାର ହେଉଛନ୍ତି ଅନ୍ୟପଟେ ଦଳ ସଂପୃକ୍ତ ନେତା ତଥା ପୂର୍ବତନ ମନ୍ତ୍ରୀ ଏବଂ ପୂର୍ବତନ ବିଧାୟକଙ୍କୁ ଭଦ୍ରକ ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛି। ହଠାତ୍ ସଞ୍ଜୟଙ୍କୁ ଦଳ ପକ୍ଷରୁ…

ସଚିନଙ୍କ ରେକର୍ଡ ଭାଙ୍ଗିଲେ କୋହଲି

ମୁମ୍ବାଇ: ଭାରତ-ଶ୍ରୀଲଙ୍କା ବିଶ୍ୱକପ ମ୍ୟାଚ ଅବସରରେ ବିରାଟ କୋହଲି ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଏକ ରେକର୍ଡ ଭାଙ୍ଗି ଦେଇଛନ୍ତି । ସେ ଦିନିକିଆ କ୍ରିକେଟରେ ୮ମ ଥର ପାଇଁ ଗୋଟିଏ କ୍ୟାଲେଣ୍ଡର ବର୍ଷରେ ୧୦୦୦ ରନ ପୂର୍ଣ୍ଣ କରିଛନ୍ତି । ସଚିନ ୭ଥର ଏହି ସଫଳତା ହାସଲ କରିଥିଲେ । ସେ…

ସୋନିଆ କହିଲେ,’ଏକ୍ସପେରିମେଣ୍ଟ କରନି, କଂଗ୍ରେସକୁ ଭୋଟ ଦିଅ’

ଭୁବନେଶ୍ୱର: ମିଜୋରାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ବୟାନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମିଜୋରାମରେ ମିଜୋ ନ୍ୟାସନାଲ ଫ୍ରାଣ୍ଟ ଶାସନରେ ଥିବାବେଳେ ବିରୋଧୀ ଦଳରେ ଜୋରାମ ପିପୁଲସ ମୁଭମେଣ୍ଟ ବା ଜେଡପିଏମ ରହିଛି। ତେଣୁ ଉଭୟ ଶାସକ ଓ…

ଟିମ ଇଣ୍ଡିଆର ଦଳଗତ ପ୍ରଦର୍ଶନ: ଶ୍ରୀଲଙ୍କା ସମ୍ମୁଖରେ ୩୫୮ ରନର ଲକ୍ଷ୍ୟ

ୱାଙ୍ଖେଡ:ଚଳିତ ଦିନିକିଆ ବିଶ୍ୱକପ କ୍ରିକେଟରେ ଦଳଗତ ବ୍ୟାଟିଂ ପ୍ରଦର୍ଶନ ସହାୟତାରେ ଭାରତ ୩୫୮ ରନର ବିଶାଳ ଲକ୍ଷ୍ୟ ଶ୍ରୀଲଙ୍କା ସମ୍ମୁଖରେ ରଖିଛି । ପ୍ରଥମେ ବ୍ୟାଟିଂ କରି ଭାରତ ୮ ୱିକେଟ ବିନିମୟରେ ୩୫୭ ରନ ସଂଗ୍ରହ କରିଛି । ଅଧିନାୟକ ରୋହିତ ଶର୍ମା ୪ ରନ କରି ଆଉଟ ହେବା ପରେ ବିରାଟ କୋହଲି…

ସ୍ୱଚ୍ଛତା ଭିତ୍ତିରେ ନିଯୁକ୍ତି ପାଇବେ ୨୦ ହଜାର କନିଷ୍ଠ ଶିକ୍ଷକ: ଜାଣନ୍ତୁ ପୂରା ବିବରଣୀ

ଭୁବନେଶ୍ୱର: ସ୍ୱଚ୍ଛତା ଭିତ୍ତିରେ ନିଯୁକ୍ତି ପାଇବେ ୨୦ ହଜାର କନିଷ୍ଠ ଶିକ୍ଷକ । ଏହି କାର୍ଯ୍ୟ ସଠିକ ଭାବେ କରାଯିବ ସେ ନେଇ ଆଜି ପୂର୍ବାହ୍ନରେ ଭର୍ଚୁଆଲ ମୋଡ଼ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।   ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ  ଅଶ୍ୱଥୀ ଏସ୍‌ଙ୍କ ଅଧ୍ୟକ୍ଷତାରେ…

ଓଲିଉଡ କଳାକାର କଳି: ବ୍ୟାନ ହଟାଇବାକୁ ରାଜି ହେଲେ ପ୍ରଯୋଜକ ସଂଘ, ହେଲେ ବୈଠକକୁ ଆସିଲେନି ମନୋଜ ମିଶ୍ର

ଭୁବନେଶ୍ୱର: ଛିଣ୍ଡିବ କଳାକାର କଳି । ଓଡ଼ିଉଡ ବିବାଦର ସମାଧାନ ହେବ । ଓଡ଼ିଶା ଚଳଚ୍ଚିତ୍ର ନିଗମ ବୈଠକ ଶେଷ ହେବା ପରେ ଏମିତି ସୂଚନା ଦେଇଛନ୍ତି ଅଧ୍ୟକ୍ଷ କୁନା ତ୍ରିପାଠୀ ।  ପ୍ରଯୋଜକ ଟୁଟୁ ନାୟକ ମନୋଜ ମିଶ୍ରଙ୍କ ଉପରେ ଲାଗିଥିବା ବ୍ୟାନକୁ ହଟାଇବେ ବୋଲି ବୈଠକରେ ରାଜି ହୋଇଛନ୍ତି ।…

ବିଶ୍ୱାସ ଜିତିଲେ ପ୍ରତାପ ଜେନା, ସଞ୍ଜୟ ଦାସବର୍ମା ! ପ୍ରତାପଙ୍କୁ କେନ୍ଦ୍ରାପଡା ଏବଂ ସଞ୍ଜୟଙ୍କୁ ମିଳିଲା ଭଦ୍ରକ…

ଭୁବନେଶ୍ୱର: ବିଜେଡି ଜିଲ୍ଲା  ପର୍ଯ୍ୟବେକ୍ଷକ ଦାୟିତ୍ୱରେ ନିଯୁ୍କ୍ତି ପାଇଲେ ପ୍ରତାପ ଜେନା ଏବଂ ସଞ୍ଜୟ ଦାଶ ବର୍ମା ।  ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଉଭୟଙ୍କୁ ନିଯୁକ୍ତି ଦେଇଛନ୍ତି ।  ଏ ନେଇ ବିଜୁ ଜନତା ଦଳ ପକ୍ଷରୁ ଏକ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି । ଆଜି ଅର୍ଥାତ ଗୁରୁବାର…

ମହେଶ୍ବର ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ସୂଚନା ଦେଲେ ପୁଅ ; କହିଲେ ଅବସ୍ଥା ସ୍ଥିର ରହିଛି , ଜଗନ୍ନାଥଙ୍କ…

ଭୁବନେଶ୍ୱର : ମହେଶ୍ବର ମହାନ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଏନେଇ ତାଙ୍କ ପୁଅ ସୁନୀଲ ମହାନ୍ତି ସୂଚନା ଦେଇଛନ୍ତି ।  ଜଗନ୍ନାଥଙ୍କ ଆଶୀର୍ବାଦରୁ  ଖୁବ୍ ଶୀଘ୍ର ବାପାଙ୍କ ଦେହ ଭଲ ହୋଇଯିବ  । ମହେଶ୍ବରଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ହସ୍ପିଟାଲ ପକ୍ଷରୁ ମଧ୍ୟ ବୁଲେଟିନ୍ ଜାରି ହୋଇଛି…