Latest Odisha News

BREAKING NEWS

Browsing Category

ଫିଚର

ମହାମାରୀ ସଙ୍କଟରେ କେତେଦୂର ସଫଳ ହେବ ଦୂରଶିକ୍ଷା ?

ଆନୁଷ୍ଠାନିକ ଶିକ୍ଷା ସବୁ ଯୁଗରେ ଓ ସବୁ ଦେଶରେ ଗୁରୁ-ଶିଷ୍ୟ ବା ଶିକ୍ଷକ-ଛାତ୍ର, ଛାତ୍ରୀଙ୍କ ମଧ୍ୟରେ ମୁକ୍ତ ପ୍ରାଙ୍ଗଣେର କିମ୍ବା ଶ୍ରେଣୀଗୃହରେ ପାଠ୍ୟକ୍ରମର ସିଧାସଳଖ ବିନିମୟ ମାଧ୍ୟମରେ ସମାହିତ ହୋଇଥାଏ| ଏପରିକି କର୍ମଭିତ୍ତିକ ଶିକ୍ଷା ମଧ୍ୟ ଗୁରୁଙ୍କ ନିର୍ଦ୍ଦେଶନାରେ ଅଥବା ସହାୟତାରେ…

କୋଭିଡ-୧୯ ଲକଡାଉନ; ଆଜିଠାରୁ ଖୋଲିଲା ଏହିସବୁ ଦୋକାନ ବଜାର

ନୂଆଦିଲ୍ଲୀ: ଅଣ-ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନଗୁଡ଼ିକୁ ଶନିବାର ଠାରୁ ଖୋଲିବା ଲାଗି ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏକ ନିର୍ଦ୍ଦେଶାନାମା ଜାରି କରାଯାଇଛି। ଉକ୍ତ ନିର୍ଦ୍ଦେଶାନାମା ଅନୁଯାୟୀ, ସମସ୍ତ ସ୍ବତନ୍ତ୍ର ଦୋକାନ, ଆବାସିକ କମ୍ପ୍ଲେକ୍ସରେ ଥିବା ଦୋକାନ,…

ଗତ ୨୪ ଘଣ୍ଟାରେ ଆମେରିକାରେ ୧୨୫୮ କରୋନା ରୋଗୀଙ୍କ ମୃତ୍ୟୁ

ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୫୧,୦୧୭ରୁ ଅଧିକ ଟପିଲାଣି । ଏହାବ୍ୟତିତ ୯ଲକ୍ଷରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।…

ଭାରତରେ କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ୨୪,୫୦୬ ଏବଂ ୭୭୫ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଶନିବାର ଦିନ ୨୧,୫୦୬ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଯାବତ୍ କରୋନା ସଂକ୍ରମଣର ପ୍ରାୟ ୧୮,୬୬୮ ସକ୍ରୀୟ ମାମଲା ରହିଥିବା ବେଳେ ପାଖାପାଖି ୭୭୫ ଜଣ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୨୫-୦୪-୨୦୨୦ ଶନିବାର  ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଅପ୍ରେଲ  ତା ୨୫ ରିଖ ଶନିବାର ମେଷ ୧୩ ଦିନ ବୈଶାଖ  ମାସ ଶୁକ୍ଳ ପକ୍ଷ  ଦ୍ବିତୀୟା ତିଥି କୃତ୍ତିକା ନକ୍ଷତ୍ର ବୃଷ ଚନ୍ଦ୍ର  ଘାତ ବାର-:  ବୃଷ,ସିଂହ ଓ କନ୍ୟା ରାଶିର ଘାତ ଚନ୍ଦ୍ର-: ବିଛା ରାଶି…

ଅକ୍ଷୟ ତୃତୀୟା ଓ ଚନ୍ଦନଯାତ୍ରା ବିଧି ଶ୍ରୀମନ୍ଦିର ବେଢା ମଧ୍ୟରେ କରିବାକୁ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ

ପୁରୀ: କରୋନା ସଂକ୍ରମଣ ରୋକିବା ପାଇଁ ଦେଶବ୍ୟାପୀ ଲକଡାଉନ ଜାରି ହୋଇଥିବାରୁ ଅକ୍ଷୟ ତୃତୀୟାରେ ଜଗନ୍ନାଥଙ୍କ ରଥକାଠ ଅନୁକୂଳ ବିଧି ଶ୍ରୀମନ୍ଦିର ବେଢା ମଧ୍ୟରେ କରାଯିବ । ପୁରୀ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ସହ ସାକ୍ଷାତ ଆଲୋଚନା ପରେ ଶଙ୍କରାଚାର୍ଯ୍ୟ ଉଭୟ ଅକ୍ଷୟ…

କରୋନା ଲକ୍‌ଡାଉନରେ ଚାଲିଥିଲା ଜୋର୍‌ଦାର୍ ମଦ ବେପାର; ୪୩ ଗିରଫ

ଅନୁଗୋଳ - ଅନୁଗୋଳ ସହର ଉପକଣ୍ଠ କରଡାଗାଡିଆରେ ଥିବା ଏକ ଦେଶୀ ମଦ ଭାଟି ଉପରେ ଅନୁଗୋଳ ପୋଲିସ ଚଢାଉ କରି ବିପୁଳ ପରିମାଣରେ ମଦ ଜବତ କରିଛି । ଆଉ ଲକଡାଉନ ସମୟରେ ଏହି ବେଆଇନ ମଦ କାରବାର କରୁଥିବା ଅଭିଯୋଗରେ ଅନୁଗୋଳର ପ୍ରତିଷ୍ଠିତ ମଦ ବ୍ୟବସାୟୀ ବିକ୍ରମ କିଶୋର ସାହୁଙ୍କ ସମେତ ୪୩ ଜଣଙ୍କୁ…

ତିନିବାହିନୀର କୋଭିଡ-19 ମୁକାବିଲା ପ୍ରସ୍ତୁତି: ସେନା ସହାୟତା କାର୍ଯ୍ୟକୁ ପ୍ରତିରକ୍ଷା ମନ୍ତ୍ରୀଙ୍କ ପ୍ରଶଂସା

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ତିନି ବାହିନୀର ସାମରିକ ଏବଂ କୋଭିଡ-୧୯ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ଏହି ଭିଡିଓ କନଫରେନ୍ସିରେ ଚିଫ ଅଫ ଡିଫେନ୍ସ ଷ୍ଟାଫ ତଥା ସାମରିକ ବ୍ୟାପାର ବିଭାଗର ସଚିବ ଜେନେରାଲ ବିପିନ ଚନ୍ଦ୍ର ରାୱତ,…

ମେ ୩ ପରେ ହେବ ପୁରୀ ରଥଯାତ୍ରା ନିଷ୍ପତ୍ତି, ଅକ୍ଷୟ ତୃତୀୟାରୁ ନ ହୋଇପାରେ ରଥକାମ

ଭୁବନେଶ୍ୱର : କରୋନା ସଂକ୍ରମଣ ପରୀପ୍ରେକ୍ଷୀରେ ସାରା ଦେଶରେ ମେ ୩ ତାରିଖ ଯାଏଁ ଲକଡାଉନ ଜାରି ରହିଛି । ଏହି ସମୟ ମଧ୍ୟରେ ସମସ୍ତ ପ୍ରକାର ଧାର୍ମିକ ସମାବେଶ ଓ ଜନସମାଗମ ହେଉଥିବା ପର୍ବପର୍ବାଣି ପାଳନ ଉପରେ କଟକଣା ଲାଗୁ କରାଯାଇଛି । ଶ୍ରୀଜଗନ୍ନାଥଙ୍କର ଘୋଷଯାତ୍ରା ପାଇଁ ଅକ୍ଷୟ ତୃତୀୟାରୁ…

କରୋନାରେ ଓଡ଼ିଶାକୁ ବାତ୍ୟା ଭୟ; ମେ’ ୪-୫ରେ ଲ୍ୟାଣ୍ଡ୍‌ଫଲ୍ ସମ୍ଭାବନା !

ଭୁବନେଶ୍ୱର: ଉପକୂଳ ଓଡ଼ିଶା ଏବେ ମରଣାନ୍ତକ କରୋନା ଭୂତାଣୁ ସଂକ୍ରମଣରେ ଆକ୍ରାନ୍ତ ରହିଥିବା ବେଳେ ଆଗକୁ ଆସୁଛି ବାତ୍ୟା ଆଶଙ୍କା । ଏବେ ଉପକୂଳବର୍ତ୍ତୀ ଓଡ଼ିଶାରେ ମଧ୍ୟମ ଧରଣର ବୃଷ୍ଟିପାତ ଅନୁଭୂତ ହେଉଥିବା ବେଳେ ଆସନ୍ତା ମେ ୧ ତାରିଖରେ ଲଘୁଚାପର ସମ୍ଭାବନା ରହିଛି । ପୁଣେସ୍ଥିତ…