Latest Odisha News

BREAKING NEWS

Browsing Category

ଫିଚର

କରୋନା ସଂକ୍ରମିତଙ୍କ ଉପରେ ପ୍ଲାଜ୍‌ମା ଥେରାପି ପରୀକ୍ଷଣ କଲା ଦିଲ୍ଲୀ ସରକାର !

ନୂଆଦିଲ୍ଲୀ: ସାରା ଦେଶରେ କରୋନାକୁ ରୋକିବା ଲାଗି ଅହରହ ଉଦ୍ୟମ ଚଳାଇଛନ୍ତି ସମସ୍ତ ରାଜ୍ୟ ସରକାର । କିଏ ଲକ୍‌-ଡାଉନ୍ ଅବଧିକୁ ବଢାଇଛି ତ କିଏ ଚିକିତ୍ସାର ମାନ ବଢାଇବା ସହ କୋଭିଡ୍‌-୧୯ ହସ୍ପିଟାଲ ସ୍ଥାପନ କରିବାରେ ଲାଗିଛନ୍ତି । ଦିନ ବଢିବା ସହ ଅନେକ ରାଜ୍ୟ କରୋନା ସଂକ୍ରମିତଙ୍କ ଉପରେ ନୂତନ…

ଗୋଆ ପରେ କରୋନା ମୁକ୍ତ ହେଲା ଭାରତର ଏହି ଦୁଇ ରାଜ୍ୟ

ନୂଆଦିଲ୍ଲୀ: ଗୋଟିଏ ପଟେ ଭାରତରେ କରୋନା ଧୀରେ ଧୀରେ କାୟା ବିସ୍ତାର କରୁଥିବା ବେଳେ ଅନ୍ୟପଟେ ଏହାକୁ ନେଇ ଏକ ଆଶ୍ବସ୍ତି ଜନକ ଖବର ସାମ୍ନାକୁ ଆସିଛି । ପୂର୍ବରୁ କରୋନାର କଳା ଛାୟାକୁ ଗୋଆ ନିଜ ଉପରୁ ହଟାଇବାରେ ସକ୍ଷମ ହୋଇଥିବା ବେକେ ବର୍ତ୍ତମାନ ଏହି ତାଲିକାରେ ସାମିଲ ହୋଇଛନ୍ତି ଭାରତର…

ବିପର୍ଯ୍ୟୟ ପରିଚାଳନାରେ ଅଗ୍ରଣୀ ଓଡ଼ିଶା, ନବୀନ ସରକାରଙ୍କ ଅଭିନନ୍ଦନୀୟ ଭୂମିକା

ଦୂରଦର୍ଶୀ ତଥା ପ୍ରଗତିଶୀଳ ଚିନ୍ତାଧାରା ନବୀନବାବୁଙ୍କ ଶାସନର ବଡ଼ ଲକ୍ଷଣ ବୋଲି ନିସଙ୍କୋଚରେ କୁହାଯାଇପାରିବ| ଭାରତୀୟ ଗଣତାନ୍ତ୍ରିକ ବ୍ୟବସ୍ଥାରେ ସଙ୍ଘୀୟ ବିଚାରକୁ ସଠିକ୍ ଭାବେ ପ୍ରୟୋଗକରିବା ହେଉ ଏବଂ  ଅସ୍ବଛଳବର୍ଗର ଜୀବନଜୀବୀକାକୁ ସୁନିଶ୍ଚିତକରିବା କିମ୍ବା ବିପର୍ଯ୍ୟୟକୁ ପରିଚାଳନାକରିବା…

ସଚିନ @୪୭: ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି ଅଜଣା କଥା

ଭୁବନେଶ୍ୱର: ୪୭ ବର୍ଷରେ ପାଦ ଦେଲେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର। କ୍ରିକେଟର ଭଗବାନ ଭାବେ ବିବେଚନା କରାଯାଉଥିବା ସଚିନଙ୍କ ଜନ୍ମଦିନରେ ଆସନ୍ତୁ ଜାଣିବା ତାଙ୍କ ସମ୍ପର୍କରେ କିଛି ଜଣା ଅଜଣା କଥା... ସଚିନଙ୍କ ସମ୍ପୂର୍ଣ୍ଣ ନାମ, ସଚିନ ରମେଶ ତେନ୍ଦୁଲକର । ପୂର୍ବତନ ଭାରତୀୟ…

ଓଡ଼ିଶାରେ ୯୦ ଛୁଇଁଲା କରୋନା ମାମଲା: କେଉଁ ଜିଲ୍ଲାରେ କେତେ, ଜାଣନ୍ତୁ

ଭୁବନେଶ୍ୱର: କରୋନା ଭୂତାଣୁ ରୋଗ (କୋଭିଡ୍‌-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ସ୍ୱାସ୍ଥ୍ୟ ବିଭାଗର ତତ୍ପରତା ସତ୍ତ୍ୱେ ମଧ୍ୟ ଏହି ଭୂତାଣୁ ଧୀରେ ଧୀରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୭ ଜଣ କରୋନା ପଜିଟିଭ ଚିହ୍ନଟ ହେବା ସହ ଏହି ସଂଖ୍ୟା ୯୦ ଛୁଇଁଛି । ତେବେ…

ଓଡିଆ ଘରୋଇ ସହାୟିକାଙ୍କ ଶେଷକୃତ୍ୟ କଲେ ସାଂସଦ ତଥା କ୍ରିକେଟର ଗୌତମ ଗାମ୍ଭୀର

ଭୁବନେଶ୍ୱର : ପୂର୍ବତନ କ୍ରିକେଟର ତଥା ସାଂସଦ ଗୌତମ ଗାମ୍ଭୀର ନିଜ ଘରୋଇ ସହାୟିକାଙ୍କର ଶେଷକୃତ୍ୟ କରିଛନ୍ତି । ଘରୋଇ ସହାୟିକା ଥିବା ସରସ୍ୱତୀ ପାତ୍ର ନାମକ ଏହି ମହିଳା ଜଣଙ୍କ ଯାଜପୁର ଜିଲ୍ଲା ବ୍ୟାସନଗର ଅନ୍ତର୍ଗତ କୁସୁନପୁର ଗାଁର । ଗତ କିଛି ଦିନ ହେଲା ସେ ଅସୁସ୍ଥ ଥିଲେ । ତାଙ୍କୁ…

ଲକଡାଉନ ସମୟରେ ଖୋଲା ହୋଇପାରିବ ନାହିଁ ମଦ ଦୋକାନ: କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଲକଡାଉନ ସମୟରେ ରାଜ୍ୟରେ ମଦ ଦୋକାନ ଖୋଲିବାକୁ ପଞ୍ଜାବ ସରକାରଙ୍କ ଅନୁରୋଧକୁ ଗୃହ ମନ୍ତ୍ରଣାଳୟ ପ୍ରତ୍ୟାଖ୍ୟାନ କରିଛି। ଲକଡାଉନ ସମୟରେ ସରକାର ଅନ୍ୟ ଦ୍ରବ୍ୟ ମଧ୍ୟରେ ମଦ, ତମାଖୁ ଏବଂ ଗୁଟୁଖା ବିକ୍ରି ଉପରେ ପ୍ରତିବନ୍ଧକ ଲଗାଇଥିଲେ। ନିର୍ଦ୍ଦେଶାବଳୀ ସତ୍ତ୍ୱେ କେନ୍ଦ୍ର…

କୋଭିଡ-୧୯ ଲକଡାଉନ; ଅଣ-ରାସନ କାର୍ଡଧାରୀଙ୍କୁ ମିଳିବ କିରୋସିନ

ଭୁବନେଶ୍ୱର: କୋଭିଡ-୧୯ ଲକଡାଉନ ପରିପ୍ରେକ୍ଷୀରେ ଘରୋଇ ବ୍ୟବହାର ପାଇଁ ଅଣ-ରାସନ କାର୍ଡଧାରୀଙ୍କୁ କିରୋସିନ ତେଲ ବଣ୍ଟନ ଲାଗି ଓଡିଶା ସରକାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ସୂଚନା ଅନୁଯାୟୀ ଅଣ-ରାସନ…

ନକଲି ଆଇପିଏସ୍ ଅଫିସରଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ

ଭୁବନେଶ୍ୱର: ରାଜଧାନୀରୁ ନକଲି ମହିଳା ଆଇପିଏସ୍ ଅଫିସରଙ୍କୁ ଗିରଫ ହୋଇଛନ୍ତି । କମିଶନରେଟ ପୋଲିସ ତାଙ୍କୁ ଗିରଫ କରିଛି । ଏହି ନକଲି ଅଫିସରଙ୍କ ନାଁ ଶର୍ମିଷ୍ଠା ବେହେରା । ସେ ଜଣେ ମହିଳା କନେଷ୍ଟବଳଙ୍କ ଡ୍ୟୁଟି ପରିବର୍ତ୍ତନ ପାଇଁ ବାରମ୍ବାର ରିଜର୍ଭ ଅଫିସରଙ୍କୁ ଚାପ ପକାଉଥିବା ଅଭିଯୋଗ…

କରୋନାରେ ସଂକ୍ରମିତ ୩୪ ପୋଲିସ କର୍ମଚାରୀ; ତାବଲିଗି ଜମାତିଙ୍କ ସଂସ୍ପର୍ଶରେ ଆସିଥିଲେ !

ମଧ୍ୟପ୍ରଦେଶ: ଗୁରୁବାର ଭୋପାଳର ୩୪ଜଣ ପୋଲିସ କର୍ମଚାରୀଙ୍କ କୋଭିଡ୍‌-୧୯ ଟେଷ୍ଟ ପଜିଟିଭ ବାହାରିଛି । ଯେଉଁଥିରେ କିଛି ଉଚ୍ଚପଦସ୍ତ ଅଧିକାରୀ ବି ସାମିଲ ଅଛନ୍ତି । ଭୋପାଳର ଅତିରିକ୍ତ ମହାନିର୍ଦ୍ଦେଶକ ଉପେନ୍ଦ୍ର ଜୈନ କହିଥିଲେ ସଂକ୍ରମିତ ସମସ୍ତ ପୋଲିସ କର୍ମଚାରୀ ଦିଲ୍ଲୀର ନିଜାମୁଦ୍ଦିନ…