Latest Odisha News

BREAKING NEWS

Browsing Category

ଫିଚର

ଆମେରିକାରେ ୨୪ ଘଣ୍ଟାରେ କରୋନା ନେଲା ୧୮ ଶହରୁ ଅଧିକ ମୁଣ୍ଡ; ବିଶ୍ୱରେ କେତେ ଛୁଇଁଲା ମୃତ୍ୟୁ ସଂଖ୍ୟା, ଜାଣନ୍ତୁ

ୱାସିଂଟନ: କରୋନାର କରାଳ ରୂପ ଆଗରେ ଅସହାୟ ସାରା ବିଶ୍ୱ। ଶକ୍ତିଶାଳୀ ରାଷ୍ଟ୍ର ବୋଲାଉଥିବା ଆମେରିକା ମଧ୍ୟ ଏଥିରୁ ବାଦ୍ ପଡ଼ିନାହିଁ । କରୋନା ପ୍ରଭାବ ସର୍ବାଧିକ ଆମେରିକାରେ ହିଁ ରହିଛି । ଗତ ୨୪ ଘଣ୍ଟାରେ ଏଠାରେ ରେକର୍ଡ ସଂଖ୍ୟକ ମୃତ୍ୟୁ ଘଟୁଛି। ଗତ ୨୪ ଘଣ୍ଟାରେ ୧,୮୯୧ ଜଣଙ୍କ ମୃତ୍ୟୁ ସହ…

କରୋନା ମୁକାବିଲା: ଦୂରଦୂରାନ୍ତ ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଉଛି ଡାକ ବିଭାଗ

ନୂଆଦିଲ୍ଲୀ: କୋଭିଡ-୧୯ ସଂକ୍ରମଣ କାଳରେ ଭାରତୀୟ ଡାକ ବିଭାଗ ଏହାର ବିଶାଳ ସଂଗଠନ ଯୋଗୁଁ ଦେଶର ବିଭିନ୍ନ ସ୍ଥାନରେ ଲୋକମାନଙ୍କୁ ସହାୟତା ଯୋଗାଇ ଦେଉଛି । ଯୋଗାଯୋଗ, ଆଇନ, ନ୍ୟାୟ, ଇଲେକ୍ଟ୍ରୋନିକ୍ସ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ରବି ଶଙ୍କର ପ୍ରସାଦ ପ୍ରତ୍ୟେକ ରାଜ୍ୟର ମୁଖ୍ୟ…

ଓଡ଼ିଶାର କରୋନା ଅପଡେଟ; କେତେ ଆକ୍ରାନ୍ତ, କେତେ ସୁସ୍ଥ ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର: କରୋନା ଭୂତାଣୁ ରୋଗ (କୋଭିଡ୍‌-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ତତ୍ପରତା ଦେଖାଉଛି ସ୍ୱାସ୍ଥ୍ୟ ବିଭାଗ । ଏହା ସତ୍ତ୍ୱେ ମଧ୍ୟ ଏହି ଭୂତାଣୁ ଧୀରେ ଧୀରେ ବଢ଼ିବାରେ ଲାଗିଛି । ଯଦିଓ ଆମ ରାଜ୍ୟ ଅନ୍ୟ ରାଜ୍ୟଗୁଡିକ ତୁଳନାରେ କରୋନ ମୁକବିଲାରେ ଭଲ ପ୍ରଦର୍ଶନ କରୁଛି ତଥାପି…

ସରିଲା ରାମାୟଣ; ଏବେ କ’ଣ ପ୍ରସାରଣ କରିବ ଦୂରଦର୍ଶନ, ଜାଣନ୍ତୁ

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ସାରାଦେଶରେ ଲକଡାଉନ । ସମସ୍ତ ଲୋକ ଘରେ ବନ୍ଦ ହୋଇ ରହୁଥିବା ବେଳେ ଡିଡି ନ୍ୟାସନାଲ ପକ୍ଷରୁ ଅନେକ ପୁରୁଣା ତଥା ପ୍ରସିଦ୍ଧ ସିରିଏଲ ମାନ ପ୍ରସାରଣ ଆରମ୍ଭ ହୋଇଥିଲା। ଏହା ମଧ୍ୟରୁ ରାମାନନ୍ଦ ସାଗରଙ୍କ ରାମାୟଣ ହେଉଛି ଅନ୍ୟତମ । ସେ ସମୟରେ ଲୋକାଦୃତ ପାଇଥିବା…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୯-୦୪-୨୦୨୦ ରବିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଅପ୍ରେଲ  ମାସ ତା ୧୯ ରିଖ ରବିବାର  ମୀନ ୭ ଦିନ  ବୈଶାଖ ମାସ  କୃଷ୍ଣ ପକ୍ଷ  ଦ୍ବାଦଶୀ ତିଥି   ପୂର୍ବଭାଦ୍ରପଦ ନକ୍ଷତ୍ର କୁମ୍ଭ ଚନ୍ଦ୍ର   ଘାତ ବାର :- ମେଷ  ରାଶିର  ଘାତ ଚନ୍ଦ୍ର :- ମିଥୁନ ରାଶି…

ଟିମ୍ ଇଣ୍ଡିଆ ଏବେ ଟିମ୍ ମାସ୍କ ଫୋର୍ସ; ବିସିସିଆଇ

ନୂଆଦିଲ୍ଲୀ: ବିସିସିଆଇ ଶେୟାର କରିଛି ଟିମ୍ ମାସ୍କ ଫୋର୍ସ ର ଭିଡିଓ । ଏଥିରେ ସଚ୍ଚିନ ତେନ୍ଦୁଲକର, ରାହୁଲ ଦ୍ରାବିଡ, ବିରାଟ କୋହଲି, ରୋହିତ ଶର୍ମା ଓ ସୌରଭ ଗାଙ୍ଗୁଲିଙ୍କ ଭଳି ମହାନ କ୍ରିକେଟର ଭାରତୀୟ ଜନତାଙ୍କୁ କରୋନାରୁ ରକ୍ଷା ପାଇବା ପାଇଁ ମାସ୍କ ପିନ୍ଧିବାକୁ ସଚେତନ କରିଛନ୍ତି ।…

ମୁଁ ନୁହେଁ ଜାଇରା ୱାସିମ୍ , ତୁମ ଧମକରେ ଡରିବି କେମିତି ?

ନୂଆଦିଲ୍ଲୀ: ଫିଲ୍ମ ଦଙ୍ଗଲରେ ଅଭିନୟ କରିଥିବା ଜାଇରା ୱାସିମ୍ ଧମକ ପାଇବା ପରେ ବଲିଉଡ ଛାଡିଥିଲେ । ତାଙ୍କୁ ଉଦାହରଣ ସ୍ୱରୂପ ନେଇ ନିନ୍ଦୁକଙ୍କୁ କଡା ତାଗିଦ କରିଛନ୍ତି ରେସଲର୍ ବବିତା ଫୋଗଟ୍ । ତାବଲିଗି ଜମାତିଙ୍କ ବିଷୟରେ ଟୁଇଟ୍ କରିବା ପରେ ବବିତାଙ୍କୁ କ୍ରମାଗତ ମିଳିଆସୁଛି ହତ୍ୟା ଧମକ ।…

କଣ୍ଟିଲୋ ନୀଳମାଧଵ ମନ୍ଦିର ସେବାୟତଙ୍କୁ ମଧ୍ୟ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଦାବି

ଭୁବନେଶ୍ୱର : କରୋନା ମହାମାରୀକୁ ଦୃଷ୍ଟିରେ ରଖି ପୁରୀ ଶ୍ରୀମନ୍ଦିରର ସେବାୟତମାନଙ୍କୁ ରାଜ୍ୟ ସରକାର ୫୦୦୦ ଟଙ୍କା ଆର୍ଥିକ ସହାୟତା ଦେବା ନେଇ ନିଷ୍ପତି ନେଇଛନ୍ତି । ପୁରୀ ସେବାୟତଙ୍କ ଭଳି କଣ୍ଟିଲୋ ନୀଳମାଧଵ ମନ୍ଦିରର ସେବାୟତମାନଙ୍କୁ ମଧ୍ୟ ଅନୁରୂପ ୫୦୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ…

କରୋନା ସହ ୧୦ ଦିନ ଲଢି ଆଖି ବୁଜିଦେଲେ ଏସିପି…

ଲୁଧିଆନା: ପଞ୍ଜାବପ ପ୍ରଦେଶ ଲୁଧିଆନାର ଆସିଷ୍ଟାଷ୍ଟ କମିଶନର୍ ଅଫ ପୋଲିସ (ଏସିପି) ହେଲେ ଅନିଲ୍ କୋହଲି । ଜନସାଧାରଣଙ୍କୁ କରୋନା କବଳରୁ ବଞ୍ଚାଇବା ଲାଗି ଦିନ ରାତି ଖରାରେ ଛିଡ଼ା ହୋଇ ସେବା ସହିତ କର୍ତ୍ତବ୍ୟ କରୁଥିଲେ । କରୋନା ଭୂତାଣୁରେ ସଂକ୍ରମିତ ହେବାପରେ ଚିକିତ୍ସିତ ହେଉଥିଲେ । ଶନିବାର…

ମହଙ୍ଗା ପଡିଲା ଦ୍ୱେଷପୂର୍ଣ୍ଣ ଭାଷଣ, ଗିରଫ ହେଲେ ଏଜାଜ ଖାନ୍ !

ମୁମ୍ବାଇ: ପୁଣି ଗିରଫ ହେଲେ ଅଭିନେତା ଏଜାଜ୍ ଖାନ୍ । ହେଲେ ଏଥର କୌଣସି ନେତା କି ଅଭିନେତାଙ୍କୁ ଧମକ ଦେଇ ନୁହେଁ ବରଂ ସୋସିଆଲ ମିଡିଆରେ ସାମ୍ପ୍ରଦାୟିକ ଭାଷଣ ମାରି ପୋଲିସ ହାତରେ ବନ୍ଧା ହୋଇଛନ୍ତି । Mumbai: Actor Ajaz Khan has been arrested & case registered against…