Latest Odisha News

BREAKING NEWS

Browsing Category

ଫିଚର

ଦୂରଦର୍ଶନରେ ଦଶମ ପିଲାଙ୍କ ପାଇଁ ସ୍ୱତନ୍ତ୍ର କ୍ଲାସ

ଭୁବନେଶ୍ୱର: ଏଣିକି ଦୂରଦର୍ଶନ ଜରିଆରେ ପାଠ ପଢ଼ିବେ ଦଶମ ଶ୍ରେଣୀ ପିଲା । କରୋନା ପାଇଁ ଲକ୍‌ଡାଉନ୍ ଜାରି ରହିଥିବାରୁ ପିଲାଙ୍କ ପାଠପଢାରେ ବାଧା ସୃଷ୍ଟି ହେଉଛି। ଏହି ସମସ୍ୟାର ସମାଧାନ ନିମନ୍ତେ ଦୂରଦର୍ଶନର ସହାୟତା ନିଆଯିବ। ଲକ୍‌ଡାଉନ ସମୟରେ ଦୂରଦର୍ଶନ ଜରିଆରେ ଦଶମ ପାଠ ପଢାଯିବ ବୋଲି…

ଝଡ଼ର ଇଗଲ୍‌: ହଁ, ମୁଁ ପାରିବି…

(ଝଡ଼ର ଇଗଲ୍ – ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ନେଇ ଏହି ଆଲେଖର ସୃଷ୍ଟି । ଓଡ଼ିଶା ସାହିତ୍ୟ ଜଗତର ପ୍ରତିଷ୍ଠିତ ଲେଖକ ତଥା ବରିଷ୍ଠ ସ୍ତମ୍ଭକାର ଦାଶ ବେନହୁରଙ୍କ ଦ୍ୱାରା ଲିଖିତ ଏହି ଆଲେଖ ସମୁଦାୟ ଏଗାରଟି କଡ଼ିରେ ବିଭକ୍ତ । ‘ଓଡ଼ିଶା ସମ୍ବାଦ’ ପକ୍ଷରୁ  ପ୍ରତିଦିନ ଧାରାବାହିକ ଭାବେ…

ଆସନ୍ତାକାଲି ଠାରୁ ଭିମସାରରେ ପୁଲ୍ ଟେଷ୍ଟ ଆରମ୍ଭ

ସମ୍ବଲପୁର: ସମ୍ବଲପୁର ଜିଲ୍ଲାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମସାର)ରେ ଆସନ୍ତା ରବିବାର ଦିନ ଠାରୁ କୋଭିଡ-୧୯ ରୋଗୀଙ୍କ ଚିହ୍ନଟ ପାଇଁ ଓଡିଶା ସରକାରଙ୍କ ପକ୍ଷରୁ ପୁଲ୍ ଟେଷ୍ଟ ଆରମ୍ଭ ହେବ। ଏନେଇ ଶନିବାର ଦିନ ଭିମସାର…

ଜୁନ୍ ୧୭ ପରେ ଯେକୌଣସି ସମୟରେ ପରୀକ୍ଷା: ମନ୍ତ୍ରୀ

ଭୁବନେଶ୍ୱର: ଜୁନ୍ ୧୭ରେ ସ୍କୁଲ, କଲେଜ ଖୋଲିବା ପରେ ଯେକୌଣସି ସମୟରେ ହୋଇପାରେ ପରୀକ୍ଷା । ଆଜି ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ । ଜୁନ୍ ୧୭ ପରେ ବାକି ରହିଯାଇଥିବା ପରୀକ୍ଷା ହେବ । ଛୁଟି ସମୟରେ ପଢ଼ାପଢ଼ି କରିବାକୁ ପିଲାଙ୍କୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ପିଜି…

ସହରାଞ୍ଚଳ ଗରିବଙ୍କ ଲାଗି ୧୦୦ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ-୧୯ ଲକଡାଉନ ଯୋଗୁଁ ସହରାଞ୍ଚଳ ଗରିବ ଲୋକଙ୍କ ଜୀବିକା ନିର୍ବାହ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ୧୦୦ କୋଟି ଟଙ୍କାର ଏକ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି। 'ଅରବାନ୍ ୱେଜ୍ ଏମ୍ପ୍ଲୟମେଣ୍ଟ ଇନିସିଏଟିଭ୍’ ନାମକ ଶ୍ରମ ଭିତ୍ତିକ ଯୋଜନାରେ ଏହି…

କରୋନା ସ୍ଥିତି ଅନୁଧ୍ୟାନ କରୁଥିବା ପ୍ରଶାସନିକ ଅଧିକାରୀଙ୍କୁ ସଂଘବଦ୍ଧ ଆକ୍ରମଣ

ଯାଜପୁର: କରୋନା ସ୍ଥିତିର ଅନୁଧ୍ୟାନ କରିବାକୁ ଯାଇଥିବା ପ୍ରଶାସନିକ ଅଧିକାରୀଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିବା ଅଭିଯୋଗ । ଯାଜପୁର କୁଆଖିଆ ଥାନା ଗୋପିନାଥପୁରରେ ଏଭଳି ଘଟଣା ଘଟିଛି । ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଅଟକ ରଖିଛି ।ସୂଚନା ମୁତାବକ, ଆଜି ଯାଜପୁର ଜିଲ୍ଲାପାଳ ରଂଜନ ଦାସଙ୍କ…

କରୋନା ମୁକାବିଲା: ଭୁବନେଶ୍ୱରରେ ମେଗା ନମୂନା ସଂଗ୍ରହ ଅଭିଯାନ

ଭୁବନେଶ୍ୱର: କରୋନା ରୋକିବାକୁ ଆଜିଠାରୁ ରାଜଧାନୀ ଭୁବନେଶ୍ୱରରେ ବଡଧରଣର ଅଭିଯାନ ଆରମ୍ଭ ହୋଇଛି । ୭ ଦିନ ଭିତରେ ୫ ହଜାର ସ୍ୱାବ ପରୀକ୍ଷା କରିବାକୁ ସରକାର ଅଂଟା ଭିଡିଛନ୍ତି । ୧୩ଟି ସ୍ୱତନ୍ତ୍ର ଟିମ୍ ଗଠନ କରି ନମୂନା ସଂଗ୍ରହ କରାଯାଉଛି । ପ୍ରତି ଟିମରେ ୩ ଜଣ ସଦସ୍ୟ ଅଛନ୍ତି । ଜଣେ…

ପଶ୍ଚିମ ଓଡିଶାରେ କୋଭିଡ ହସପିଟାଲ ସ୍ଥିତି ପରଖିଲେ ସଚିବ

ଭୁବନେଶ୍ୱର: କରୋନା ମୁକାଲିବା ପାଇଁ ସାରା ରାଜ୍ୟରେ ସ୍ୱତନ୍ତ୍ର କୋଭିଡ୍ ହସ୍ପିିଟାଲ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର । ପଶ୍ଟିମ ଓଡିଶାରେ କୋଭିଡ ହସ୍ପିିଟାଲର ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ଫାଇଭ୍ ଟି ସଚିବ ଭିକେ ପାଣ୍ଡିଆନ୍ ।ବଲାଙ୍ଗୀର, ବରଗଡ,…

କୋଭିଡ-୧୯ ଲକଡାଉନ; ଏହି ୩ ଜିଲ୍ଲାରେ ରୋଗୀଙ୍କୁ ମିଳିବ ଓଲା ଓ ଉବେର ସେବା

ଭୁବନେଶ୍ୱର: ଲକଡାଉନ୍ ସମୟରେ ଭୁବନେଶ୍ୱର, କଟକ ଏବଂ ରାଉରକେଲାରେ ନିର୍ଦ୍ଦିଷ୍ଟ ଡାକ୍ତରଖାନାକୁ ଯିବା ଆସିବା ତଥା ରୋଗୀ ଏବଂ ଆଟେଣ୍ଡାଣ୍ଟଙ୍କୁ ସେବା ଯୋଗାଇବା ପାଇଁ ଓଡ଼ିଶା ସରକାର ଓଲା ଏବଂ ଉବେର କମ୍ପାନୀକୁ ଅନୁମତି ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ପରିବହନ ପ୍ରାଧିକରଣ…

ଲକ୍‌-ଡାଉନ୍ ଭାଙ୍ଗି ଧାର୍ମିକ ଉତ୍ସବରେ ସାମିଲ ଶତାଧିକ ଲୋକ !

କର୍ଣ୍ଣ।ଟକ: ଲକ୍‌-ଡାଉନ୍ ଭାଙ୍ଗି ଧାର୍ମିକ ଉତ୍ସବରେ ସାମିଲ ହେଲେ ଶତାଧିକ ଲୋକ । କର୍ଣ୍ଣ।ଟକ ରାଜ୍ୟର କରୋନା ହଟସ୍ପଟ୍ କଲବୁର୍ଗିରେ ଚାଲିଥିଲା ରଥଟଣା ଉତ୍ସବ । ସରକାରୀ ନିୟମକୁ ବେଖାତିର ଓ ସାମାଜିକ ଦୂରତ୍ୱକୁ ଭୁଲି ଏକତ୍ରିତ ହେଲେ ଶତାଧିକ ଶ୍ରଦ୍ଧାଳୁ । A village in Chittapur of…