Latest Odisha News

BREAKING NEWS

Browsing Category

ଫିଚର

ସହାୟତାର ହାତ ବଢାଇଲା ଚୀନ; ଭାରତକୁ ଦେଲା ୬୫୦,୦୦୦ ମେଡିକାଲ କିଟ୍

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ଗୁରୁବାର ଦିନ ଏହା ୧୨,୩୮୦କୁ ଛୁଇଁଛି। ଯାହାର ମୁକାବିଲା କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ସତର୍କତା ମୂଳକ ପଦକ୍ଷେପ ନେଉଛନ୍ତି । ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ଦେଶରେ…

କେନ୍ଦୁଝର ଓ ବାରିପଦାରେ କୋଭିଡ ହସ୍ପିଟାଲର ସ୍ଥିତି ସମୀକ୍ଷା କଲେ 5T ସଚିବ

କେନ୍ଦୁଝର: କେନ୍ଦୁଝର ସହର ନିକଟ ରାଙ୍କି ଠାରେ ନିର୍ମାଣାଧୀନ କୋଭିଡ୍ ହସ୍ପିଟାଲର ସ୍ଥିତି ସମୀକ୍ଷା କରିଛନ୍ତି 5T ସଚିବ VK ପାଣ୍ଡିଆନ୍ ଓ ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ । ଏହି ୨ ଶହ ଶଯ୍ୟା ବିଶିଷ୍ଟ କୋଭିଡ଼୍-୧୯ ହସ୍ପିଟାଲ୍ ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ସୂଚନା ମିଳିଛି ।…

ସାବଧାନ୍ ! କୋଭିଡ-୧୯ ସଂକ୍ରମଣର ମାଧ୍ୟମ ସାଜିପାରେ ଏୟାର କଣ୍ଡିସନ୍

ନୂଆଦିଲ୍ଲୀ: ଲକ୍‌-ଡାଉନ ପରେ ବି ଦେଶରେ କରୋନା ମହାମାରୀ ବ୍ୟାପକ ପ୍ରଭାବ ଦେଖାଉଛି । କ୍ରମାଗତ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । କରୋନା ସଙ୍କଟରୁ ବଂଚିବା ପାଇଁ ଲୋକଙ୍କ ମନରେ ଅନେକ ପ୍ରଶ୍ନ ଉଙ୍କି ମାରୁଛି । ଏୟାର କଣ୍ଡିସନ ମାଧ୍ୟମରେ ସଂକ୍ରମିତ ହୋଇପାରେ…

ଗାଡି ଛାଡିଲାନି ପୋଲିସ, ଅସୁସ୍ଥ ବାପାକୁ କାନ୍ଧରେ ବୋହି ନେଲା ପୁଅ

କେରଳ: କରୋନା ପାଇଁ ସାରା ଦେଶ ଲକଡାଉନ୍ । କିନ୍ତୁ ମେଡିକାଲ ଏବଂ ଜରୁରୀ କାମ ପାଇଁ ଲୋକଙ୍କୁ ଯିବା ଆସିବା କରିବାକୁ ଅନୁମତି ମିଳିଛି । ହେଲେ ଅନେକ ସ୍ଥାନରେ ପୋଲିସ ସରକାରଙ୍କ ଏହି ନିର୍ଦ୍ଦେଶକୁ ମାନୁନି । ଲକଡାଉନ୍ ଯୋଗୁଁ ପୋଲିସ ଗାଡି ନଛାଡିବାରୁ ଅସୁସ୍ଥ ବାପାଙ୍କୁ କାନ୍ଧରେ ବୋହି…

ଟେଷ୍ଟ ରିପୋର୍ଟରେ ଭୁଲ: କ୍ୱାରେଣ୍ଟାଇନରେ ରହିଲେ ଗୋଟିଏ ପରିବାରର ୮ ବ୍ୟକ୍ତି

ଅମରୋହା: ଉତ୍ତରପ୍ରଦେଶର ଅମରୋହା ଜିଲ୍ଲାର ମୋରାଦାବାଦ ଡାକ୍ତରଖାନାରେ ଭୁଲ ବଶତଃ ଜଣେ ୬୬ ବର୍ଷ ବୟସ୍କ ବ୍ୟକ୍ତିଙ୍କ ରିପୋର୍ଟ କରୋନା ପଜିଟିଭ ଥିବା ଛାପ ଯାଇଥିଲା । ଯେଉଁଥିପାଇଁ ତାଙ୍କ ପରିବାରର ଆଠ ଜଣ ସଦସ୍ୟଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇଥିଲା। ଏହି ବ୍ୟକ୍ତି ଜଣକ ଥଣ୍ଡା ଏବଂ ଗଳାରେ…

ଦିଲ୍ଲୀରେ ପିଜା ଡେଲିଭରି ବଏ କୋଭିଡ୧୯ ପଜିଟିଭ ଚିହ୍ନଟ, କ୍ୱାରେଣ୍ଟାଇନରେ ୭୨ ପରିବାର

ନୂଆଦିଲ୍ଲୀ: ଜଣେ ପିଜା ଡେଲିଭରି ବଏଙ୍କଠାରେ କୋଭିଡ୧୯ ପଜିଟିଭ ଚିହ୍ନଟ ପରେ ସାଉଥ ଦିଲ୍ଲୀ ଚିନ୍ତା ବଢିଯାଇଛି । ସେ ପିଜା ଦେଇଥିବା ୭୨ଟି ପରିବାରକୁ କ୍ୱାରେଣ୍ଟାଇନରେ ରହିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି । ଗତ ମଙ୍ଗଳବାର ମାଲବ୍ୟନଗର ଅଂଚଳରେ ଥିବା ଏକ ପିଜା…

କରୋନା ଲକ୍‌-ଡାଉନ୍‌; ବିବାହ ପାଇଁ ରାତିରେ ଖୋଲିଲା ମାଜିଷ୍ଟ୍ରେଟ୍ କୋର୍ଟ !

ହରିୟାଣା : ଲକ୍ –ଡାଉନରେ ବିବାହ ପାଇଁ ରାତିରେ ଖୋଲିଲା ହରିୟାଣାର ରୋହତକ ଜିଲ୍ଲା ମାଜିଷ୍ଟ୍ରେଟ୍ କୋର୍ଟ । ସ୍ପେଶାଲ ମ୍ୟାରେଜ ଆକ୍ଟ ଅଧିନରେ ମେକ୍ସିକାନ ପ୍ରେମିକାକୁ ବିବାହ କଲେ ଭାରତୀୟ ପ୍ରେମିକ । Haryana: Niranjan Kashyap from Rohtak married Dana, a Mexican national…

ଗୁଜବ ଯୋଗୁଁ ବାନ୍ଦ୍ରାରେ ହୋଇଥିବା ଭିଡ ଘଟଣାରେ ୧୩ ଅଟକ

ମୁମ୍ବାଇ : ଗୁଜବ ଯୋଗୁଁ ମୁମ୍ବାଇର ବାନ୍ଦ୍ରା ରେଳ ଷ୍ଟ୍ରେସନରେ ହୋଇଥିବା ଜନଗହଳି ଘଟଣାରେ ପୋଲିସ ୧୩ ଜଣଙ୍କୁ ଅଟକ ରଖିଛି । ଏମାନଙ୍କ ମଧ୍ୟରେ ଜଣେ ରାଜନୈତିକ କର୍ମୀ, ଜଣେ ସାମ୍ବାଦିକଙ୍କ ସମେତ ନଅ ଜଣ ଶ୍ରମିକ ଓ କାମୋଠେର ତିନି ଜଣ ବ୍ୟକ୍ତି ଅଛନ୍ତି । ଗତ ମଙ୍ଗଳବାର ଅପରାହ୍ନରେ ଟ୍ରେନ…

ଆମେରିକାରେ କରୋନା ଆତଙ୍କ; ଗତ ୨୪ ଘଣ୍ଟାରେ ୨୬୦୦ ମୃତ

ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୨୮ ହଜାରରୁ ଅଧିକ ଟପିଲାଣି । ଏହାବ୍ୟତିତ ୬ଲକ୍ଷରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା…

କରୋନା ଆଶ୍ବସ୍ଥି: ମୃତକଙ୍କ ତୁଳନାରେ ବଢୁଛି ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା

ଭୁବନେଶ୍ୱର: କରୋନା କବଳରେ ସାରା ବିଶ୍ୱ । ସବୁଆଡେ କରୋନା ପାଇଁ ହାହାକାର । ଏପର୍ଯ୍ୟନ୍ତ ପ୍ରାୟ ପ୍ରତ୍ୟେକଟି ଦେଶରେ ଏହା ନିଜର କାୟା ବିସ୍ତାର କରି ସାରିଲାଣି । ଆମେରିକା, ଇଟାଲୀ ଭଳି ଶକ୍ତିଶାଳୀ ରାଷ୍ଟ୍ର ମଧ୍ୟ କରୋନା ଆଗରେ ହାତ ଟେକି ସାରିଲେଣି । ସମଗ୍ର ବିଶ୍ୱର ଡାକ୍ତର ତଥା…