Latest Odisha News

BREAKING NEWS

Browsing Category

ଫିଚର

୧୪ ଦିନ ହେବ ୧୫ ରାଜ୍ୟର ୨୫ଟି ଜିଲ୍ଲାରୁ କୌଣସି ପଜିଟିଭ ମାମଲା ଆସିନାହିିଁ: ସ୍ୱାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ: କଂଟେନମେଂଟ ଜୋନ୍ ଘୋଷଣା ଫଳରେ ଦେଶକୁ ସଫଳତା ମିଳିଛି । ଗତ ୧୪ ଦିନରେ ପ୍ରାୟ ୧୫ ରାଜ୍ୟର ୨୫ଟି ଜିଲ୍ଲାରୁ କୌଣସି କରୋନା ପଜିଟିଭ ଚିହ୍ନଟ ହୋଇନାହାନ୍ତି । ପୂର୍ବରୁ ଏହି ସବୁ ଜିଲ୍ଲା ସଂକ୍ରମିତ ଚିହ୍ନଟ ହୋଇଥିଲା ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ…

୮ ଲୋକଙ୍କ ଦାୟିତ୍ୱହୀନତା ଯୋଗୁ ୧୯୧୭ ସଂକ୍ରମିତ ହେଲେ

ନୂଆଦିଲ୍ଲୀ: କରୋନା ଭାଇରସକୁ ରୋକିବା ପାଇଁ ସାରା ବିଶ୍ୱରେ ତତ୍ପରତା ପ୍ରକାଶ ପାଇଛି । ତେବେ କେତେଜଣଙ୍କ ଦାୟିତ୍ୱହୀନତା ଯୋଗୁ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଯାଇଥିଲା । ରିପୋର୍ଟ ମୁତାବକ ଦିଲ୍ଲୀ, ମଧ୍ୟପ୍ରଦେଶ, ଉତରପ୍ରଦେଶ, ବିହାର ଓ ରାଜସ୍ଥାନରେ ମାତ୍ର ୮ଜଣ ଲୋକଙ୍କ…

ସ୍ତ୍ରୀର କେମୋଥେରାପୀ ପାଇଁ ୧୪୦ କିମି ସାଇକେଲ ଚଳାଇଲେ ଦିନ ମଜୁରିଆ !

ତାମିଲନାଡୁ : ସାରା ଦେଶରେ ଲକ୍-ଡାଉନ୍ ପାଇଁ ଲୋକଙ୍କର ଅଗଣିତ ଅଭିଯୋଗ । ହେଲେ ସମସ୍ତ ବାଧାବିଘ୍ନକୁ ଆଡେଇ ଜଣେ ବ୍ୟକ୍ତି ସାଇକେଲରେ ସ୍ତ୍ରୀକୁ ବସାଇ ୧୪୦ କିମି ଅତିକ୍ରମ କରି ହସ୍ପିଟାଲରେ ପହଂଚିବା ଘଟଣା ସମସ୍ତଙ୍କୁ ଚକିତ କରିଛି । ୬୫ବର୍ଷୀୟ ଦିନ ମଜୁରିଆ ଅରିଭଜାଗନ । ମାର୍ଚ୍ଚ ୩୧ରେ…

ଲେଫ୍ଟନାଣ୍ଟ ଜେନେରାଲ କେ.ପି ଧଳସାମନ୍ତଙ୍କ ଦେହାନ୍ତରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବନେଶ୍ୱର: ଅବସରପ୍ରାପ୍ତ ଲେଫ୍ଟନାଣ୍ଟ ଜେନେରାଲ କେ.ପି ଧଳସାମନ୍ତଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେ.ପି ଧଳସାମନ୍ତ ମିଲିଟାରୀ ଅପରେସନର ଜଣେ ବିଶିଷ୍ଟ ବ୍ୟକ୍ତିତ୍ୱ ଏବଂ ତାଙ୍କ ବିୟୋଗରେ ଅପୂରଣୀୟ କ୍ଷତି ହୋଇଛି ବୋଲି ଧର୍ମେନ୍ଦ୍ର…

ପଣା ସଂକ୍ରାନ୍ତି: ଖୋର୍ଦ୍ଧା ଜିଲ୍ଲାର ୭ ମନ୍ଦିରରେ ୧୪୪ ଧାରା ଜାରି

ଖୋର୍ଦ୍ଧା: ଓଡିଆ ପଞ୍ଜିକାର ପ୍ରଥମ ଦିନ ତଥା ପଣା ସଂକ୍ରାନ୍ତି ଅବସରରେ ମନ୍ଦିରରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସୋମବାର ଦିନ ୭ଟି ପ୍ରମୁଖ ମନ୍ଦିରରେ ଧାରା ୧୪୪ ଲାଗୁ କରାଯାଇଛି। ଯାହା ଫଳରେ କୋଭିଡ-୧୯କୁ ନେଇ ସାମାଜିକ ଦୂରତା ବଜାୟ ରହିପାରିବ। ନିଷେଧାଦେଶ…

ଅନ୍‌ଲାଇନ୍‌ରେ ମଦ ବିକ୍ରି କରିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ: ଅନ୍‌ଲାଇନ୍‌ରେ ମଦ ବିକ୍ରି ଓ ହୋମ୍ ଡେଲିଭରୀ କରିବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଲେ ମଦ କମ୍ପାନୀ । ଲକ୍‌ଡାଉନ୍ ଯୋଗୁଁ ମଦ ଦୋକାନଗୁଡିକ ବନ୍ଦ ରହିଛି । ତେଣୁ ଏଥିପାଇଁ ଅନେକ କ୍ଷତି ସହୁଛନ୍ତି ମଦ ବ୍ୟବସାୟୀ । ଯେଉଁ ସ୍ଥାନରେ କରୋନା ବ୍ୟାପି ନାହିଁ ସେହି…

ଭୁବନେଶ୍ୱରରେ କୋହଳ ହେବନି ଲକଡାଉନ୍ କଟକଣା: ଏସ୍‌ଆର୍‌ସି

ଭୁବନେଶ୍ୱର: ଭୁବନେଶ୍ୱରରେ କୋହଳ ହେବନି ଲକଡାଉନ୍ ନିୟମ । ସର୍ବାଧିକ କରୋନା ଆକ୍ରାନ୍ତ ଭୁବନେଶ୍ୱରରେ ଚିହ୍ନଟ ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ କୌଣସି ନିୟମ କୋହଳ କରାଯିବ ନାହିଁ । ରାଜଧାନୀ ପାଇଁ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଆସିବ । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ…

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ଗୃହମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପବିତ୍ର ପଣା ସଂକ୍ରାନ୍ତି । ଓଡ଼ିଆ ନବବର୍ଷ । ଏହି ଅବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେ ଟ୍ୱିଟ୍ କରି ପବିତ୍ର ଓଡ଼ିଆ ନବବର୍ଷ, ମହା ବିଷୁବ ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ ଉପଲକ୍ଷେ ସମସ୍ତ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା…

ରୋଗ ପ୍ରତିରୋଧକ ଶକ୍ତି ବଢାଏ ପଖାଳ !

ଭୁବନେଶ୍ୱର: ବଢିଚୁରା ସାଙ୍ଗକୁ ମାଛ ଭଜା ହେଉ କି ଭର୍ତ୍ତା, ଗରମ ଦିନରେ ଦହି ପଖାଳର ମଜ୍ଜା ଏବେ ସମସ୍ତେ ନେବାରେ ଲାଗିଛନ୍ତି । ମୁଣ୍ଡଫଟା ଖରା ସାଙ୍ଗକୁ ଅସହ୍ୟ ଗରମରେ ଓଡ଼ିଶାର ଘରେ ଘରେ ସକାଳୁ କଂସାଏ ପଖାଳ ଖୋଜାପଡ଼ିଥାଏ । ସାଧାରଣ ଦିନ ଅପେକ୍ଷା ଖରାଦିନରେ ପଖାଳର ମଜ୍ଜା ପ୍ରକୃତରେ ନିଆରା…

ଶ୍ରୀମନ୍ଦିରରେ ଶ୍ରୀହନୁମାନ ଦେବଙ୍କର ଜନ୍ମୋତ୍ସବ ପାଳିତ ହୋଇଥାଏ

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ପଣା ସଂକ୍ରାନ୍ତି ବହୁ ଜାକମକରେ ପାଳିତ ହୁଏ । କରୋନା ଯୋଗୁ ଯାଗାଘରଗୁଡିକ ବନ୍ଦ ରହିଛି । ଏଠାରେ ପହିଲିମାନ ମାନେ ହନୁମାନଙ୍କୁ ଆରାଧାନ କରିବା ସହ କୁସ୍ତି ଲଢ଼ିଥାନ୍ତି । ପଣା, ଛତୁଆରେ ଶ୍ରୀକ୍ଷେତ୍ର ଭାସିଥାଏ କହିଲେ ଭୁଲ ହେବ ନାହିଁ । ଆଜିର ଦିନରେ ପୁରୀରେ…