Latest Odisha News

BREAKING NEWS

Browsing Category

ଫିଚର

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ; ସରକାରୀ କର୍ମଚାରୀଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୁର୍ନୀତି ମୁକ୍ତ ରାଜ୍ୟ ଗଠନ କରିବା ଦିଗରେ ସରକାର ତତ୍ପରତା ଦେଖାଇଛନ୍ତି। ଦୁର୍ନୀତି ବିରୋଧରେ ଲଢିବା ପାଇଁ ଓଡ଼ିଶାବାସୀଙ୍କୁ ଆହ୍ୱାନ ଦେବା ସହ ଦୁର୍ନୀତି ବିରୋଧରେ ଜିରୋ ଟଲରାନ୍ସ ନୀତି ଗ୍ରହଣ କରାଯାଇଛି। ତେଣୁ ଦୁର୍ନୀତି ମୁକ୍ତ ରାଜ୍ୟ ଗଠନ ପାଇଁ ଦୁର୍ନୀତି ନିବାରଣ…

ବିରାଟ କୋହଲିଙ୍କ ଜନ୍ମଦିନ ପାଇଁ ଇଡେନ ଗାର୍ଡେନରେ ଜୋରଦାର ପ୍ରସ୍ତୁତି

କୋଲକାତା: ନଭେମ୍ବର ୫ରେ ଭାରତ ତାର ପରବର୍ତୀ ବିଶ୍ୱକପ କ୍ରିକେଟରେ ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ଭେଟିବ । ତେବେ ଏହି ଦିନ ବିରାଟ କୋହଲିଙ୍କ ୩୫ତମ ଜନ୍ମ ଦିନ ହୋଇଥିବାରୁ ଇଡେନଗାର୍ଡେନରେ ଖାସ ବନ୍ଦୋବସ୍ତ କରାଯାଇଛି । ବେଙ୍ଗଲ କ୍ରିକେଟ ଆସୋସିଏଶନ କୋହଲିଙ୍କ ୭୦୦୦୦ ମାସ୍କ ପ୍ରଶଂସକଙ୍କୁ…

ଲଗାତାର ଟ୍ରେନ ଦୁର୍ଘଟଣା ପାଇଁ ନୈତିକ ଦାୟିତ୍ୱ ନେଇ ଇସ୍ତଫା ଦିଅନ୍ତୁ ରେଳମନ୍ତ୍ରୀ- କଂଗ୍ରେସ

ଭୁବନେଶ୍ୱର:ଦେଶରେ ଲଗାତାର ଟ୍ରେନ ଦୁର୍ଘଟଣା ଘଟୁଛି । ଏଥିପାଇଁ ନୈତିକ ଦାୟିତ୍ୱ ନେଇ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଇସ୍ତଫା ଦିଅନ୍ତୁ ବୋଲି ଦାବି କରିଛି କଂଗ୍ରେସ । ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ ନେତା ପଂଚାନନ କାନୁନଗୋ ଦେଶରେ…

ଆପାର୍ଟମେଣ୍ଟରୁ ଅଭିନେତ୍ରୀଙ୍କ ମୃତଦେହ ଉଦ୍ଧାର; ଦିନକ ପୂର୍ବରୁ ଇନଷ୍ଟାରେ କରିଥିଲେ ଭିଡିଓ ସେୟାର

ଥିରୁଅନନ୍ତପୁରମ:ମଲାୟାଲମ ଅଭିନେତ୍ରୀ ରେଞ୍ଜୁସା ମେନନଙ୍କ ମୃତଦେହ ତାଙ୍କ ଫ୍ଲାଟର ବେଡରୁମରୁ ସୋମବାର ଉଦ୍ଧାର କରାଯାଇଛି । ୩୫ ବର୍ଷୀୟ ଅଭିନେତ୍ରୀ ରେଞ୍ଜୁସା ସ୍ୱାମୀ ମନୋଜଙ୍କ ସହ କାରିୟାମର ଏକ ଆପାର୍ଟମେଣ୍ଟରେ ରହୁଥିଲେ । ତାଙ୍କର ସ୍ୱାମୀ ମଧ୍ୟ ଜଣେ ଅଭିନେତା । ସ୍ୱାମୀଙ୍କ ବ୍ୟତୀତ…

ନାବାଳିକା ଦୁଷ୍କର୍ମ ମାମଲାରେ ଆତ୍ମସମର୍ପଣ କଲେ ବାୟୁସେନା ଅଧିକାରୀ

ଭୁବନେଶ୍ୱର: ନାବାଳିକା ଦୁଷ୍କର୍ମ ମାମଲାରେ ଆତ୍ମସମର୍ପଣ କଲେ ବାୟୁସେନା ଅଧିକାରୀ କୋରିମିଲି ଭେଙ୍କଟ ଶ୍ରୀନିବାସ। ଭୁବନେଶ୍ୱର ଜେଏମଏଫସି କୋର୍ଟରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ। ଏୟାରଫୋର୍ସ ଗ୍ରୁପ କ୍ୟାପିଟେନ ଥିଲେ ଶ୍ରୀନିବାସ। ଜଣେ ୧୩ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ କରିଥିବା ନେଇ…

ଆଫଗାନିସ୍ତାନ ସମ୍ମୁଖରେ ୨୪୨ ରନର ଲକ୍ଷ୍ୟ ରଖିଲା ଶ୍ରୀଲଙ୍କା

ପୁଣେ: ଚଳିତ ଦିନିକିଆ ବିଶ୍ୱକପ କ୍ରିକେଟରେ ସୋମବାର ପ୍ରଥମେ ବ୍ୟାଟିଂ କରି ଶ୍ରୀଲଙ୍କା ୨୪୨ ରନର ଲକ୍ଷ୍ୟ ଆଫଗାନିସ୍ତାନ ସମ୍ମୁଖରେ ରଖିଛି । ଶ୍ରୀଲଙ୍କା ୪୯.୩ ଓଭରରେ ୨୪୧ ରନ କରି ଅଲଆଉଟ ହୋଇଯାଇଥିଲା । କୌଣସି ବ୍ୟାଟ୍ସମ୍ୟାନ ବଡ ସ୍କୋର କରିବାରେ ସଫଳ ହୋଇ ନ ଥିଲେ । କୁଶଳ ମେଣ୍ଡିସ ୩୯ ଓ…

ରାଜଭବନରେ ନୂଆ ରାଜ୍ୟପାଳ ରଘୁବର ଦାସଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଭଜନରେ ପହଞ୍ଚିଲେ ନୂଆ ରାଜ୍ୟପାଳ । ଆସନ୍ତାକାଲି କାଲି ନେବ ଶପଥ । ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ କଡ଼ା ସୁରକ୍ଷା ଭିତରେ ରାଜଭବନରେ ପହଂଚିବା ପରେ ସ୍ୱାଗତ କରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉପଢୌକନ ଏବଂ ପୁଷ୍ପଗୁଚ୍ଛ ଦେଇ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ…

ଆସନ୍ତୁ ଜାଣିବା କାହିଁକି ସମାଲୋଚିତ ହେଉଛନ୍ତି ନେତ୍ୟାନେହୁଙ୍କ ପରିବାର

ତେଲ ଅବୀବ: ହମାସ ବିପକ୍ଷ ଯୁଦ୍ଧ ବେଳେ ହଠାତ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତ୍ୟାନେହୁ ଓ ତାଙ୍କ ପରିବାରଙ୍କୁ କଡା ସମାଲୋଚନା କରାଯାଉଛି । ଯୁଦ୍ଧ ପରି ମାରାତ୍ମକ ପରିସ୍ଥିତି ସମୟରେ ଏହି ସମାଲୋଚନା କାହିଁକି କରାଯାଇଛି ଆସନ୍ତୁ ଜାଣିବା । ନେତ୍ୟାନେହୁ ଓ ତାଙ୍କ ପତ୍ନୀ ସେମାନଙ୍କ…

ଦୁର୍ଘଟଣା ପରେ ପୁଣି ଟ୍ରାକରେ ଗଡିଲା ଟ୍ରେନ

ବିଜୟନଗରମ: ଦୁର୍ଘଟଣା ପରେ ପୁଣି ଟ୍ରାକରେ ଗଡିଲା ଟ୍ରେନ । ଭୟଙ୍କର ଟ୍ରେନ ଦୁର୍ଘଟଣାର ୨୦ ଘଣ୍ଟା ଭିତରେ ମରାମତି କାମ ସରିଥିଲା । ତା’ ପରେ ଟ୍ରାକରେ ଗଡିଥିଲା ଟ୍ରେନ । ପ୍ରଥମେ ପରୀକ୍ଷା ମୂଳକ ଭାବେ ମାଲବାହୀ ଟ୍ରେନ ଗଡିଥିଲା । ପରେ ଭୁବନେଶ୍ୱର-ବେଙ୍ଗାଲୁରୁ ପ୍ରଶାନ୍ତି ଏକ୍ସପ୍ରେସ…

ଉତ୍କୋଚ ନେବୁନି କି ଦେବୁନି- ଏମିତି ଶପଥ ନେଲେ ସୂଚନା ଓ ଲୋକସଂପର୍କ ବିଭାଗ କର୍ମଚାରୀ

ଭୁବନେଶ୍ୱର:ଶପଥ ନେଲେ ସରକାରୀ କର୍ମଚାରୀ ଓ ଅଫିସର । ବ୍ୟକ୍ତିଗତ ଆଚରଣରେ ଦୃଷ୍ଟାନ୍ତମୂଳକ ସାଧୁତା ବଜାୟ ରଖିବେ । ଉତ୍କୋଚ ନେବେ ନାହିଁ କିମ୍ବା ଦେବେ ନାହିଁ । ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଆଜି ଶପଥ ପାଠ କରାଯାଇଛି ।…