Latest Odisha News

BREAKING NEWS

Browsing Category

ଫିଚର

କରୋନା ମୁକାବିଲା: ସାରା ରାଜ୍ୟରେ ବନ୍ଦ ରହିବ ଆହାର କେନ୍ଦ୍ର ଓ ପାର୍କ

ଭୁବନେଶ୍ୱର: ସାରା ରାଜ୍ୟରେ ବନ୍ଦ ରହିବ ଆହାର କେନ୍ଦ୍ର । କରୋନା ମୁକାବିଲା ନେଇ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ଥିବା ସମସ୍ତ ଆହାର କେନ୍ଦ୍ର ଗୁଡିକ ଆସନ୍ତା ୨୯ ମାର୍ଚ୍ଚ ରାତି ୯ଟା ଯାଏଁ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି । ତେବେ କେବଳ ହସ୍ପିଟାଲ ପରିସରରେ ଥିବା…

କୋଭିଡ୍ -୧୯ ବିରୋଧରେ ଲଢିବ IBM ସୁପର କମ୍ପ୍ୟୁଟର !

ଆମେରିକା: ଆଇବିଏମ୍ ଯୋଗାଇବ ଅତି ଶକ୍ତିଶାଳୀ ସୁପର୍ କମ୍ପ୍ୟୁଟର୍ । କୋଭିଡ୍‌-୧୯ମହାମାରୀର ଅନୁସନ୍ଧାନ ଓ ଚିକିତ୍ସାରେ ସାହାଯ୍ୟ କରିବ ହାଇ ପରଫର୍ମାନ୍ସ କମ୍ପ୍ୟୁଟିଂ କନସର୍ଟିୟମ୍ । IBM, along with the White House Office of Science and Technology Policy and the U.S.…

କେଉଁ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ଟଙ୍କା ?

ପୁରୀ: ପୁଣି ଥରେ ୟେସ୍ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କା ଜମାକୁ ନେଇ ଆରମ୍ଭ ହୋଇଛି ସସ୍‌ପେନ୍ସ । ୟୁନିୟନ ବ୍ୟାଙ୍କରେ ଶ୍ରୀମନ୍ଦିର ଟଙ୍କା ରହିବା ନେଇ ହୋଇଥିବା ନିଷ୍ପତ୍ତିକୁ ମନ୍ଦିର ପ୍ରଶାସନ ରଦ୍ଦ କରିଛି । ୧୬ଟି ସରକାରୀ କ୍ଷେତ୍ରର ଟେଣ୍ଡର ବାତିଲ କରିଛି ମନ୍ଦିର ପ୍ରଶାସନ ।…

ଶିକ୍ଷା ବେଳକୁ ସରକାର କଞ୍ଜୁସ୍ କାହିଁକି ?

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ସମୟର ସ୍ୱର... ବେଞ୍ଜାମିନ୍ ଫ୍ରାଙ୍କ୍‌ଲିନ୍ କହିଥିଲେ ଯଦି ତୁମେ କୌଣସି ନିବେଶରୁ ସର୍ବାଧିକ ଲାଭ ପାଇବାକୁ ଚାହୁଁଛ, ତାହା ହେଉଛି ଶିକ୍ଷା । ଶିକ୍ଷା କେବଳ ବର୍ତମାନ ତିଆରି କରିନଥାଏ, ଆମ ଭବିଷ୍ୟତକୁ ବି ସମୃଦ୍ଧଶାଳୀ କରିଥାଏ । କିନ୍ତୁ ଆମ…

ଘରୁ ଗାଡି କାଢ଼ିଲେ ହେବ ସିଜ୍‌: ମନ୍ତ୍ରୀ

ଭୁବନେଶ୍ୱର: ଘରୁ ଗାଡି କାଢ଼ିଲେ ହେବ ସିଜ୍ । ଏଭଳି କଡା ଚେତାବନୀ ଦେଇଛନ୍ତି ରାଜ୍ୟ ସଡକ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ପୁରା ଓଡ଼ିଶାକୁ ଲକ ଡାଉନ୍ ଘୋଷଣା କରିଛନ୍ତି । କେହି ଘରୁ ବାହାରକୁ ନ ବାହାରିବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି । ତେବେ…

କରୋନା ଆତଙ୍କ: ଇରାନରୁ ଫେରିବେ ୪୦୦ ଭାରତୀୟ !

ନୂଆଦିଲ୍ଲୀ: ଦୁଇଟି ବ୍ୟାଚରେ ଭାରତ ଫେରିବେ ୪୦୦ ଭାରତୀୟ ନାଗରିକ । ଆଜି ଓ ମାର୍ଚ୍ଚ ୨୮ରେ ଇରାନ୍‌ରେ ଅଟକି ରହିଥିବା ୪୦୦ ଭାରତୀୟଙ୍କୁ ଉଦ୍ଧାର କରିବ ଭାରତ । ଇରାନରେ ଫସିରହିଥିବା ୪୦୦ ଭାରତୀୟ ଉହାନ୍ ଏୟାରଲାଇନ୍ସରେ ନିଜ ଦେଶକୁ ଫେରିବେ । କରୋନାଭାଇରସ୍ ମହାମାରୀ ଆରମ୍ଭ ହେବାଠୁ ଏହି…

ସବୁ ରାଜ୍ୟକୁ କେନ୍ଦ୍ରର ନିର୍ଦ୍ଦେଶ: ଆବଶ୍ୟକ ପଡିଲେ କର୍ଫ୍ୟୁ ଲଗାଅ

ନୂଆଦିଲ୍ଲୀ: କରୋନା ମୁକାବିଲା ନେଇ କଠୋର ହେଲେ କେନ୍ଦ୍ର ସରକାର । ସବୁ ରାଜ୍ୟକୁ ଆବଶ୍ୟକ ପଡିଲେ କଫ୍ୟୁ ଜାରି କରିବା ପାଇଁ ଦେଲେ ନିର୍ଦ୍ଦେଶ । ନିୟମ କଡାକଡି ହେଲେ ମଧ୍ୟ ଲୋକେ ମାନୁନାହାନ୍ତି । ଏଣେତେଣ ବୁଲୁଛନ୍ତି । କଟକଣାକୁ ଖାତିର କରୁନାହାନ୍ତି । ଏଥିପାଇଁ ଲୋକଙ୍କୁ ଘର ଭିତରେ ରଖିବା…

ଆଇପିଏଲ୍ ଫ୍ରାଞ୍ଚାଇଜିଙ୍କ ସହ କନଫରେନ୍ସ କଲ୍ ବାତିଲ କଲା ବିସିସିଆଇ

ନୂଆଦିଲ୍ଲୀ: ଆଇପିଏଲକୁ ନେଇ ସସପେନ୍ସ ଜାରି । ଚଳିତ ସଂସ୍କରଣ ଖେଳାଯିବ କି ନାହିଁ ? କରୋନାକୁ ଦୃଷ୍ଟିରେ ରଖି ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଆଜି ଆଇପିଏଲ୍ ଫ୍ରାଞ୍ଚାଇଜିଙ୍କ ସହ କନଫରେନ୍ସ କଲକୁ ବାତିଲ କରିଛି ବିସିସିଆଇ । ଏହି ବୈଠକରେ ଆଇପିଏଲ୍ ଆୟୋଜନ ନେଇ ବିସିସଆଇ ଓ…

ଭାରତରେ ଆତଙ୍କବାଦ ମହାମାରୀ !

ଜାମ୍ମୁ ଓ କଶ୍ମୀର: ନୂଆ ଆତଙ୍କବାଦୀ ସଙ୍ଗଠନର ପର୍ଦ୍ଦାଫାସ କଲା ଜାମ୍ମୁ ଓ କଶ୍ମୀର ପୋଲିସ । ଗିରଫ ହେଲେ ଦ ରେଜିଷ୍ଟାନ୍ସ ଫଣ୍ଟ ର ୪ ଆତଙ୍କବାଦୀ । ଲସ୍କର-ଏ-ତୋଏବା ସହ ଜଡିତ ନୂଆ ଆତଙ୍କବାଦୀ ସଙ୍ଗଠନ । ଦୁଇଦୁଇଟି ଯୁଦ୍ଧ ଲଢୁଛି ଭାରତୀୟ ପୋଲିସ । ଗୋଟେପଟେ କରୋନାଭାଇରସ୍ ସେପଟେ ଜାମ୍ମୁ…

କର୍ଫ୍ୟୁ ନିୟମ ଭାଙ୍ଗିଲେ, ରାସ୍ତାରେ ବସ୍ଉଠ କରାଇଲା ପୋଲିସ

ନାଗପୁର: କରୋନା ମୁକାବିଲା ନେଇ ମହାରାଷ୍ଟ୍ରରେ କର୍ଫ୍ୟୁ ଜାରି ହୋଇଛି । ନିହାତି ଜରୁରୀ ନଥିଲେ ଲୋକଙ୍କୁ ଘରୁ ନବାହାରିବା ପାଇଁ ବାରଣ କରାଯାଇଛି। କିନ୍ତୁ ନିୟମକୁ ମାନୁ ନାହାନ୍ତି ସାଧାରଣ ଲୋକ । ଉଲ୍ଲଂଘନକାରୀଙ୍କୁ ଦଣ୍ଡ ଦେଇଛି ପୋଲିସ। ନାଗପୁରରୁ ସାମନାକୁ ଆସିଛି ଏମିତି ଏକ ଚିତ୍ର ।…