Latest Odisha News

BREAKING NEWS

Browsing Category

ଫିଚର

ଜାନୁଆରୀ ୫ରେ ଓଡ଼ିଶା ଭୋଟରଙ୍କ ଚୂଡାନ୍ତ ତାଲିକା ପ୍ରକାଶ ପାଇବ

ଭୁବନେଶ୍ୱର: ଆସନ୍ତା ବର୍ଷ ଜାନୁଆରୀ ୫ ତାରିଖରେ ଓଡ଼ିଶାର ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ବୁଧବାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି। ଭୁବନେଶ୍ୱରରେ ସିଇଓଙ୍କ ଦ୍ୱାରା ଡକାଯାଇଥିବା ସମସ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କ ବୈଠକରେ ଏହି ତଥ୍ୟ…

ରାଜ୍ୟ ସରକାରଙ୍କ କ୍ରୀଡ଼ା ବିକାଶ ପଦକ୍ଷେପକୁ ଅନ୍ତର୍ଜାତୀୟ ଚେସ୍ ମହାସଂଘ ପରିଚାଳନା ବୋର୍ଡର ଉପାଧ୍ୟକ୍ଷଙ୍କ ପ୍ରଶଂସା

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଥିବା ଅନ୍ତର୍ଜାତୀୟ ଚେସ୍ ମହାସଂଘ ପରିଚାଳନା ବୋର୍ଡର ଉପାଧ୍ୟକ୍ଷ ତଥା ଲାଟଭିଆ ଗଣତନ୍ତ୍ରର ପୂର୍ବତନ ଅର୍ଥ ଓ ଅର୍ଥନୀତି ମନ୍ତ୍ରୀ ଡାନା ରିଜନିସ୍ ଓଜୋଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଚେସକୁ ପ୍ରୋତ୍ସାହିତ କରିବା ଦିଗରେ ରାଜ୍ୟ ସରକାରଙ୍କ…

ଛାତ୍ରଙ୍କ ମାଡ଼ରେ ଚାଲିଗଲା ଅଧ୍ୟାପକଙ୍କ ଜୀବନ, ଦୀର୍ଘ ୮ ମାସ ଧରି ଚାଲିଥିଲା ଚିକିତ୍ସା

ଝାରସୁଗୁଡ଼ା: ସମ୍ବଲପୁରରେ କଲେଜ ଛାତ୍ର ମାଡ଼ରେ ଗୁରୁତର ଅଧ୍ଯାପକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ଦୀର୍ଘ ଆଠ ମାସ ଧରି ତାଙ୍କର ବୁର୍ଲାରେ ତାଙ୍କର ଚିକିତ୍ସା ଚାଲିଥିଲା। ଶେଷରେ ସେ ଜୀବନ ଯୁଦ୍ଧରେ ହାରିଗଲେ ଅଧ୍ୟାପକ। ଫେବୃଆରୀ ୨୨ ତାରିଖରେ ଝାରସୁଗୁଡ଼ା ଜିଲ୍ଲାରେ ଛାତ୍ରଙ୍କ ମାଡ଼ରେ…

ଇସ୍ରାଏଲ୍‌ର ରାଷ୍ଟ୍ରଦୂତଙ୍କୁ ଭେଟିଲେ କଙ୍ଗନା, ଇସଲାମ ଆତଙ୍କବାଦ ବିରୋଧରେ ଲଢେଇକୁ କଲେ ସମର୍ଥନ

ମୁମ୍ୱାଇ: ଇସ୍ରାଏଲର ରାଷ୍ଟ୍ରଦୂତ ନାଓର ଗିଲୋନଙ୍କୁ ଭେଟିଲେ ବଲିଉଡ଼ କ୍ଵିନ୍‌ କଙ୍ଗନା ରଣାୱତ୍‌। ମଙ୍ଗଳବାର ଦିଲ୍ଲୀର ଇସ୍ରାଏଲ୍ ଦୂତାବାସ କାର୍ଯ୍ୟାଳୟରେ ନାଓର ଗିଲୋନଙ୍କ ସହ କଙ୍ଗନାଙ୍କ ବୈଠକ ହୋଇଥିଲା। ଦଶହରା ଅବସରରେ କଙ୍ଗନା ରାବଣପୋଡି କାର୍ଯ୍ୟକ୍ରମରେ ଭାଗ ନେବାକୁ ଆସିଥିଲେ। ଏହା ପରେ…

ବଙ୍ଗୋମୁଣ୍ଡାରେ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ: ଲାଗୁ ହେଲା ୧୪୪ ଧାରା

ବଲାଙ୍ଗୀର: ବଙ୍ଗୋମୁଣ୍ଡାରେ ଲାଗୁ ହେଲା ୧୪୪ ଧାରା। ପାଟଖଣ୍ଡା ଯାତ୍ରା ପାଇଁ ସହରରେ କଟକଣା ଲାଗୁ କରାଯାଇଛି। ଦୁଇ ଗୋଷ୍ଠୀ ମଧ୍ୟରେ ଝଗଡ଼ାକୁ କେନ୍ଦ୍ର କରି ବଲାଙ୍ଗୀର ଜିଲ୍ଲା ବ‌ଙ୍ଗୋମୁଣ୍ଡାରେ ପ୍ରଶାସନ ୧୪୪ ଧାରା ଜାରି କରିଛି। ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର ୨୬ ମଧ୍ୟରାତ୍ରି…

ପୋଲିସ ଉପରକୁ ଅବସରପ୍ରାପ୍ତ ଯବାନଙ୍କ ଆକ୍ରମଣ ଘଟଣା; ବଦଳିଲେ ବାଙ୍କୀ ଥାନା ଆଇଆଇସି

କଟକ: ବାଙ୍କି ଥାନା ଆଇଆଇସି କାବୁଲି ବାରିକଙ୍କ ବଦଳି। ଭଦ୍ରେଶ୍ୱର ଥାନାକୁ ବଦଳି ହେଲେ କାବୁଲି ବାରିକ। କଟକ ଜିଲ୍ଲା ବାଙ୍କୀରେ ପୋଲିସ ଉପରକୁ ଅବସରପ୍ରାପ୍ତ ଯବାନଙ୍କ ଆକ୍ରମଣ ଘଟଣାରେ ଆଇଆଇସି କାବୁଲି ବାରିକଙ୍କ ବଦଳି ହୋଇଛି। ଭଦ୍ରେଶ୍ବର ଥାନା ଆଇଆଇସି ଶିବ ପ୍ରସାଦ ବେହେରାଙ୍କୁ ବାଙ୍କୀ…

ତାମିଲନାଡୁ ରାଜଭବନ ମୁଖ୍ୟ ଫାଟକ ସାମ୍ନାରେ ପେଟ୍ରୋଲ ବୋମାମାଡ, ଅଭିଯୁକ୍ତ ଗିରଫ

ଚେନ୍ନାଇ: ବୁଧବାର ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଏକ ଭୟଙ୍କର ଘଟଣା ଦେଖିବାକୁ ମିଳିଛି । ଜଣେ ଯୁବକ ରାଜ୍ୟପାଳ ଆର.ଏନ୍ ରବିଙ୍କ ବାସଭବନର ମୁଖ୍ୟ ଫାଟକ ନିକଟରେ ପେଟ୍ରୋଲ ବୋମା ଫିଙ୍ଗିଦେଇଥିବା ଘଟଣା ସାମ୍ନାକୁ ଆସିଛି । ରାଜ ଭବନରେ ଏହି ଘଟଣା ସମସ୍ତଙ୍କୁ ଚକିତ କରିଦେଇଛି । ଅଭିଯୁକ୍ତ…

ଚିଲିକାରେ ଅଘଟଣ: ପର୍ଯ୍ୟଟକଙ୍କୁ ଡଲଫିନ ଦେଖାଉଥିବା ବେଳେ ଡଙ୍ଗାରୁ ଖସିପଡ଼ି ଚାଳକ ନିଖୋଜ

ପୁରୀ: ଚିଲିକା ହ୍ରଦରେ ପର୍ଯ୍ୟଟକଙ୍କୁ ଡଲଫିନ୍ ଦେଖାଇବା ହେଲା କାଳ। ଯାତ୍ରୀବାହୀ ‌ଡଙ୍ଗାରୁ ଖସିପଡ଼ି ନାବିକ ନିଖୋଜ। ନିଖୋଜ ନାବିକ ହେଲେ ବିକ୍ରମ ଜାଲି (୫୫)। ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅଧୀନ ସାତପଡ଼ା ଥାନା ଅଧୀନ ଡ୍ରୋଜର କୁଦାଠାରେ ଆଜି ଅପରାହ୍‌ଣରେ ଏହି ଅଭାବନୀୟ ଘଟଣା…

ରାହୁଲଙ୍କ ଅପେକ୍ଷା ଅଧିକ ପସନ୍ଦ ପ୍ରିୟଙ୍କା ଗାନ୍ଧୀ !

ଭୁବନେଶ୍ୱର: ରାଜସ୍ଥାନରେ ରାହୁଲଙ୍କ ଅପେକ୍ଷା ପ୍ରିୟଙ୍କା ଗାନ୍ଧୀଙ୍କୁ ଅଧିକ ଆଗକୁ ଆଣୁଛି କଂଗ୍ରେସ। ଯାହାକୁ ନେଇ ଭିନ୍ନ ଭିନ୍ନ ରାଜନୈତିକ ଆକଳନ କରାଯାଉଛି। ରାଜସ୍ଥାନରେ ହେଭିୱେଟ ଫାଇଟ ହେଉଥିବା ବେଳେ ସରକାରକୁ ରିପିଟ କରିବା ପାଇଁ କଂଗ୍ରେସ ଜୋରଦାର ଉଦ୍ୟମ କରୁଛି। ଏଭଳି ସ୍ଥିତିରେ…

କେନ୍ଦ୍ର କ୍ୟାବିନେଟ୍ ନିଷ୍ପତ୍ତି:ସାର ଉପରେ ଜାରି ରହିବ ସବସିଡି, ବଢିବନି ୟୁରିଆ ଦର

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆଜି ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ କୃଷକମାନଙ୍କ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ମୋଦୀ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ପ୍ରଦାନ କରି କେନ୍ଦ୍ର ମନ୍ତ୍ରୀ ଅନୁରାଗ…