Latest Odisha News

BREAKING NEWS

Browsing Category

ଫିଚର

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୮-୩-୨୦୨୦ ରବିବାର ଆଜି ଦିନର ମହତ୍ତ୍ୱ  ଆଜି ହେଉଛି ୨୦୨୦ ମସିହା ମାର୍ଚ୍ଚ   ତା ୮ ରିଖ  ରବିବାର  କୁମ୍ଭ  ୨୫ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ  ଚତୁର୍ଦ୍ଦଶୀ ତିଥି ମଘା   ନକ୍ଷତ୍ର ସିଂହ  ଚନ୍ଦ୍ର      ଘାତ ବାର-:  ମେଷ   ରାଶିର  ଘାତ ଚନ୍ଦ୍ର-:କର୍କଟ ଓ ମକର ରାଶି…

ହାରି ନାହାନ୍ତି ହୀରାମଣି…

ବାରିପଦା: ଆଜିର ସଭ୍ୟ ସମାଜରେ ନାରୀ ମାନଙ୍କର ଆସନ ବହୁ ଉଚ୍ଚରେ । ସଂପ୍ରତି ନାରୀ ଆଉ ଘରର ଚାରି କାନ୍ଥ ମଧ୍ୟରେ ଆବଦ୍ଧ ନରହି ପୁରୁଷଙ୍କ ସମକକ୍ଷ ହୋଇ ଆତ୍ମନିର୍ଭରଶୀଳ ହେବା ପାଇଁ ଚେଷ୍ଟା କରୁଛି । ପାରିବାରିକ ଦାୟିତ୍ୱ ଏବଂ କର୍ମକ୍ଷେତ୍ର ଦୁଇଟି ମଧ୍ୟରେ ତାଳମେଳ ରକ୍ଷା କରି ଆଗକୁ ବଢିବାକୁ…

୨୦୨୨ ସୁଦ୍ଧା ସମସ୍ତ ୩୬ଟି ରାଫେଲ ବିମାନ ଭାରତରେ ପହଞ୍ଚିବ

ନୂଆଦିଲ୍ଲୀ : ଆସନ୍ତା ମେ ମାସ ଶେଷ ସପ୍ତାହ ସୁଦ୍ଧା ଭାରତରେ ୪ଟି ରାଫେଲ ବିମାନ ପହଞ୍ଚିବ । ତାପରେ ପ୍ରତି ୪୫ ଦିନରେ ଗୋଟିଏ ଲେଖାଏଁ ରାଫେଲ ବିମାନ ପହଞ୍ଚିବ ଓ ଆସନ୍ତା ୨୦୨୨ ସୁଦ୍ଧା ସମସ୍ତ ୩୬ଟି ରାଫେଲ ବିମାନ ଭାରତୀୟ ବାୟୁସେନା ହାତକୁ ଆସିଯାଇଥିବ ବୋଲି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ…

ନଅଟି ଜିଲ୍ଲାର ୨୬ଟି ନୂତନ ଶିଳ୍ପ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଗତ ୨୦ ବର୍ଷ ମଧ୍ୟରେ ଓଡ଼ିଶାରେ ଶିଳ୍ପାୟନର ଅଭିବୃଦ୍ଧି ଘଟିଛି ବୋଲି ଶନିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ୩.୩ ଲକ୍ଷ କୋଟିରୁ ଅଧିକ ପୁଞ୍ଜି ବିନିଯୋଗ ଏବଂ ୨.୨୫ ଲକ୍ଷରୁ ଅଧିକ ବ୍ୟକ୍ତିଙ୍କ ଲାଗି ନିଯୁକ୍ତି ସୁଯୋଗ…

ହାଣ୍ଡିଭଜା ମୁଢି ମହିଳାଙ୍କୁ ଶିଖାଇଲା ଜୀବନ ବଞ୍ଚିବାର ରାହା

ମନରେ ସାହସ ଏବଂ ସଙ୍କଳ୍ପରେ ଦୃଢତା ରହିଥିଲେ ପ୍ରତିକୂଳ ପରିସ୍ଥିତିରୁ ମଧ୍ୟ ରାସ୍ତା ବାହାର କରି ସଫଳତାର ପାହାଚ ଚଢିହେବ । ଏମିତି ଏକ ଉଦାହରଣ ସୃଷ୍ଟି କରିଛନ୍ତି ବାରିପଦାର ରାସଗୋବିନ୍ଦପୁର ବ୍ଳକ୍‌ର ଗଡ଼ିଘାଟି ପଂଚାୟତର ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନେ । ଏହି ପଂଚାୟତର ବନ୍ଧମୁଣ୍ଡି,…

ମହିଳାଙ୍କ ଚାଳିତ ସ୍ୱତନ୍ତ୍ର ମାଲବାହୀ ଟ୍ରେନ: ଖୋର୍ଦ୍ଧା ରୋଡ଼ରୁ ପଲାସା ମଧ୍ୟରେ ଚଳାଚଳ ହେଲା

ଅନ୍ତରାଷ୍ଟ୍ରୀୟ ମହିଳା ଦିବସ ପାଳନ ଅଭିଯାନକୁ ସ୍ମରଣୀୟ କରିବା ପାଇଁ ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ପକ୍ଷରୁ କେବଳ ମହିଳା ଲୋକୋ ପାଇଲଟ, ସହାୟକ ଲୋକୋ ପାଇଲଟ ଏବଂ ଟ୍ରେନ ଗାର୍ଡ ମାନଙ୍କୁ ନେଇ ସ୍ୱତନ୍ତ୍ର ମାଲବାହୀ ଟ୍ରେନ ଖୋର୍ଦ୍ଧା ରୋଡ଼ ଠାରୁ ପଲାସା ମଧ୍ୟରେ…

ଫାଇନାଲ ପୂର୍ବରୁ ୨ ଦେଶର ପ୍ରଧାନମନ୍ତ୍ରୀ କଥା କଟାକଟି

ମେଲବୋର୍ଣ୍ଣ: ମହିଳା ଟି୨୦ ବିଶ୍ୱକପ ପୂର୍ବରୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅଷ୍ଟ୍ରେଲିଆର ସ୍କଟ ମୋରିସନ ସୋସିଆଲ ସାଇଟରେ ନିଜ ଦେଶକୁ ସମର୍ଥନ କରିବା ସହ ପରସ୍ପର କଥା କଟାକଟି ହୋଇଛନ୍ତି । ଫାଇନାଲ ପୂର୍ବରୁ ସ୍କଟ ମୋରିସନ ଟ୍ୱିଟ କରି ମୋଦିଙ୍କୁ ଟ୍ୟାଗ କରିଛନ୍ତି ଏବଂ ତାଙ୍କ…

ପ୍ରଫେସର ଅଶୋକ ମହାପାତ୍ର ସୋଆ ବିଶ୍ୱବିଦ୍ୟାଳୟର ନୂତନ କୁଳପତି

ଭୁବନେଶ୍ୱର : ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ପ୍ରଫେସର ଡଃ ଅଶୋକ କୁମାର ମହାପାତ୍ରଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ବିଶ୍ୱବିଦ୍ୟାଳୟ)ର ନୂତନ କୁଳପତି ଭାବେ ନିଯୁକ୍ତି ଦିଆଯାଇଛି । ସୋଆର ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ପ୍ରଫେସର ମହାପାତ୍ର ଦୁଇ ବର୍ଷ ତଳେ…

ତାହିରଙ୍କ ମୋବାଇଲ, ପିସ୍ତଲ ଜବତ

ନୂଆଦିଲ୍ଲୀ: ଦିଲ୍ଲୀ ହିଂସାକାଣ୍ଡର ଅଭିଯୁକ୍ତ ତାହିର୍ ହୁସେନଙ୍କ ଲାଇସେନ୍ସ ପ୍ରାପ୍ତ ପିସ୍ତଲ ଏବଂ ମୋବାଇଲ ମିଳିବା ପରେ ପୋଲିସକୁ ଯାଂଚରେ ଆହୁରି ସୁବିଧା ହେବ ବୋଲି ଆଶା କରାଯାଉଛି । ମୋବାଇଲରେ ସେ କାହାକୁ ଫୋନ କରିଥିଲେ ସେ ତଥ୍ୟ ଖୁବ୍ ଶୀଘ୍ର ସଂଗ୍ରହ କରାଯିବ ବୋଲି ପୋଲିସ ପକ୍ଷରୁ…

ଶରୀରରୁ ଚର୍ବି କାଢ଼ିବାର ନୂତନ ପଦ୍ଧତି: ସମ୍ ଅଲ୍ଟିମେଟ୍ ମେଡିକେୟାର୍‌ରେ ପ୍ରଥମ ପାୱାର୍ ଆସିଷ୍ଟେଡ୍ ଲିପୋସକ୍ସନ୍…

ଭୁବନେଶ୍ୱର : ଶରୀରରେ ଥିବା ଅଧିକ ଚର୍ବି କାଢ଼ିବାର ନୂତନ ପଦ୍ଧତି ସମ୍ ଅଲ୍ଟିମେଟ୍ ମେଡିକେୟାର୍‌ରେ ଆରମ୍ଭ କରାଯାଇଛି । ଶୁକ୍ରବାର ଦିନ ସମ୍ମମ୍‌ର ପ୍ଲାଷ୍ଟିକ ସର୍ଜରୀ ବିଭାଗ ପକ୍ଷରୁ ଓଡ଼ିଶାରେ ପ୍ରଥମ ଥର ପାଇଁ ନୂତନ ପଦ୍ଧତିରେ ପାୱାର ଆସିଷ୍ଟେଡ୍ ଲିପୋସକ୍ସନ୍ ସର୍ଜରୀ କରାଯାଇଛି ।…