Latest Odisha News

BREAKING NEWS

Browsing Category

ଫିଚର

ଶସ୍ତା ଓ ସୁବିଧାରେ ଲୋକଙ୍କୁ ମିଳୁଛି ଔଷଧ: ମୋଦୀ

ନୂଆଦିଲ୍ଲୀ: ଲୋକଙ୍କୁ ଶସ୍ତା ଓ ସୁବିଧାରେ ଔଷଧ ଯୋଗାଇ ଦେବା ପାଇଁ ଆରମ୍ଭ ହୋଇଥିବା ଜନଔଷଧୀ ଯୋଜନା ନେଇ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସାରାଦେଶରେ ୬ ଜହାର ଜନଔଷଧୀ କେନ୍ଦ୍ର ଖୋଲାଯାଇଛି । ଏହି ସବୁ କେନ୍ଦ୍ରରେ ୫୦ରୁ ୭୦ ପ୍ରତିଶତ ଯାଏଁ ଶସ୍ତାରେ ଔଷଧ ମିଳୁଥିବା ନେଇ…

ୟେସ ବ୍ୟାଙ୍କ: ସଙ୍କଟ ଦୂର କରିପାରେ ଏସବିଆଇ

ନୂଆଦିଲ୍ଲୀ: ଗୁରୁବାର ଦିନ ୟେସ ବ୍ୟାଙ୍କରୁ ଟଙ୍କା ଉଠାଣ ଉପରେ ଭାରତୀୟ ରିଜର୍ଭ ବ୍ୟାଙ୍କ କଟକଣା ଲଗାଇବା ପରେ ୟେସ ବ୍ୟାଙ୍କର ଟଙ୍କା ଜମାକାରୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି । ୟେସ ବ୍ୟାଙ୍କରେ ନିଜ ଟଙ୍କାକୁ ନେଇ ଜମାକାରୀ ଆଶା ଆଶଙ୍କାରେ ରହିଛନ୍ତି । ଗ୍ରାହକଙ୍କ ଟଙ୍କା ସୁରକ୍ଷିତ…

ଗଂଜାମ ଜିଲ୍ଲାରେ ଆରମ୍ଭ ହେଲା ‘ନୋ ବ୍ୟାଗ୍ ଡେ’

ଗଂଜାମ: ପିଲାଙ୍କୁ ଚାପମୁକ୍ତ କରିବା ପାଇଁ ଗଂଜାମ ଜିଲ୍ଲାରେ ଆରମ୍ଭ ହୋଇଛି ନୂଆ ବ୍ୟବସ୍ଥା । ସପ୍ତାହର ଗୋଟିଏ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଆସିବେ ପିଲା । ଏଥିପାଇଁ ଗଂଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ‘ନୋ ବ୍ୟାଗ୍ ଡେ’ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଛି । ଆଜିଠାରୁ ଏହା କାର୍ଯ୍ୟକାରୀ…

ଟ୍ରାଫିକ ଚେକିଂ: ବସ୍‌କୁ ୧୩ ଲକ୍ଷ ୫୦ ହଜାର ଟଙ୍କାର ଫାଇନ

ବାଲେଶ୍ୱର: ବାଲେଶ୍ୱରରେ ସବୁଠୁ ବଡ ଫାଇନ୍ ଆଦାୟ । ଟ୍ରାଫିକ ନିୟମ ଉଲ୍ଲଂଘନ ଅଭିଯୋଗରେ ବାଲେଶ୍ୱରର ଏକ ଘରୋଇ ବସ୍‌କୁ ୧୩ ଲକ୍ଷ ୫୦ ହଜାର ଟଙ୍କାର ଫାଇନ୍ ହୋଇଛି । ଘରୋଇ ବସ୍ ଲୋକନାଥ ନାଁରେ ପରିବହନ ବିଭିଗା ଏହି ଚାଲାଣ କାଟିଛି । ୧୩ ଲକ୍ଷ ୫୦ ହଜାର ଟଙ୍କାର ଟ୍ୟାକ୍ସ ଭରି ନଥିଲେ ବସ୍ ମାଲିକ…

ଆଗାମୀ ୨ ଦିନ ଯାଏଁ ଓଡିଶାରେ ଜାରି ରହିବ ବର୍ଷା: ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟର ପଡ଼ୋଶୀ ଅଞ୍ଚଳରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଓଡିଶାରେ ଆହୁରି ଦୁଇ ଦିନ ଯାଏଁ ବର୍ଷା ଜାରି ରହିବ ବୋଲି ଭାରତ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଶନିବାର ଦିନ ସୂଚନା ମିଳିଛି । ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ସ୍ଥାନରେ ଗତ ଶୁକ୍ରବାର ଦିନ ମଧ୍ୟମରୁ…

ବିହାରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; ୧୧ ମୃତ, ୪ ଗୁରୁତର

ବିହାର: ବିହାରର ମୁଜାଫରପୁରରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ୧୧ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୪ଜଣ ଗୁରୁତର ଆହତ ହୋଇଛନ୍ତି । ମୁଜାଫରପୁରର କାଣ୍ଟି ପ୍ରଖଣ୍ଡରେ ଏହି ଦୁର୍ଘଟଣା ଘଟିଛି । ଏକ ସ୍କର୍ପିଓ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା ହେବା ଫଳରେ ମୃତ୍ୟୁ ସଂଖ୍ୟା…

ଟଳିଲା କରୋନା ଭୟ: ଭିମସାରର ୨ କରୋନା ସନ୍ଦିଗ୍ଧଙ୍କ ରିପୋର୍ଟ ନେଗେଟିଭ

ସମ୍ବଲପୁର: କରୋନା ସଂକ୍ରମଣ ସନ୍ଦେହରେ ବୁର୍ଲା ସ୍ଥିତ ଭିମସାରରେ ଭର୍ତ୍ତି ହୋଇଥିବା ଦୁଇ ଜଣ ବ୍ୟକ୍ତିଙ୍କ ରକ୍ତ ନମୂନା ରିପୋର୍ଟ ନେଗେଟିଭ ଆସିଛି । ଏନେଇ ଭିମସାର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଭିମସାରରେ ଭର୍ତ୍ତି ହୋଇଥିବା ଦ୍ୱିତୀୟ କରୋନା ସନ୍ଦିଗ୍ଧ ଯୁବକ ଜଣ ସୋନପୁର ଜିଲ୍ଲା…

କରୋନା ମୁକାବିଲା ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧କୁ ବୃଦ୍ଧି ହୋଇଛି । ସରକାରଙ୍କୁ କରୋନା ମୁକାବିଲା ନେଇ ଚିନ୍ତା ଘାରିଛି । କରୋନା ଭାଇରସର ମୁକାବିଲା କରିବା ପାଇଁ ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବେ । ପ୍ରଧାନମନ୍ତ୍ରୀ…

କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଲେ ନିଖୋଜ କରୋନା ସଦିଗ୍ଧ

ଭୁବନେଶ୍ୱର: ମାରାତ୍ମକ କରୋନା ଭାଇରସରେ ଆକ୍ରାନ୍ତ ହେବା ସନ୍ଦେହରେ ଜଣେ ଆୟର୍ଲାଣ୍ଡ ନାଗରିକ ତଥା ପୁରୀର ନିମାପଡା ନିବାସୀଙ୍କୁ ଶୁକ୍ରବାର ଦିନ ଭୁବନେଶ୍ୱରର କ୍ୟାପିଟାଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସମ୍ପୃକ୍ତ ଯୁବକ ଜଣକ ଏହାପୂର୍ବରୁ ଗୁରୁବାର ରାତିରେ କଟକସ୍ଥିତ ଏସସିବି…

ବୈଷ୍ଣୋ ଦେବୀଙ୍କ ଦର୍ଶନ କରିବାକୁ ଯାଇ ହୃଦଘାତରେ ଡାକ୍ତରଙ୍କ ମୃତ୍ୟୁ

ଫୁଲବାଣୀ: ଜମ୍ମୁ ଓ କାଶ୍ମୀରରେ ବୈଷ୍ଣୋ ଦେବୀଙ୍କୁ ଦର୍ଶନ କରିଯିବା ବାଟରେ ଓଡିଶାର କନ୍ଧମାଳ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟର ଡାକ୍ତରଙ୍କ ମୃତ୍ୟୁ ହୋଇଛି । ମୃତ ଡାକ୍ତରଙ୍କ ଘର ବ୍ରହ୍ମପୁରରେ । ମିଳିଥିବା ସୂଚନା ଅନୁସାରେ, ଜମ୍ମୁ ଓ କାଶ୍ମୀରର ତ୍ରିକୂଟ ପର୍ବତ ଉପରେ ଥିବା କାଟ୍ରାକୁ ନିଜ…