Latest Odisha News

BREAKING NEWS

Browsing Category

ଫିଚର

ଟ୍ରମ୍ପଙ୍କ ପାଇଁ ଅଭେଦ ସୁରକ୍ଷା ବ୍ୟବସ୍ଥା; ୭ ବିମାନ, ୧୦ହଜାର ଯବାନ, ୨୫ ଆଇପିଏସ…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୨୪ ଫେବୃଆରୀ ଭାରତ ଗସ୍ତରେ ଆସିବେ । ଟ୍ରମ୍ପ ୨୪ ଫେବୃଆରୀକୁ ସର୍ବପ୍ରଥମେ ଗୁଜରାଟର ଅହମଦାବାଦ ଆସିବେ । ଅହମଦାବାଦର ମୋଟେରା ଷ୍ଟାଡିୟମରେ ଟ୍ରମ୍ପଙ୍କ ଭବ୍ୟ ସ୍ୱାଗତ କାର୍ଯ୍ୟକ୍ରମ ହେବ । ଏହି ସମୟରେ ଟ୍ରମ୍ପଙ୍କ ସୁରକ୍ଷା ବ୍ୟବସ୍ଥାର…

ଫିଲ୍ମ ଫେୟାର ୨୦୨୦: ରଣବୀର-ଆଲିଆଙ୍କୁ ଶ୍ରେଷ୍ଠ କଳାକାର ପୁରସ୍କାର

ମୁମ୍ବାଇ: ବଲିଉଡରେ ନିଜ ଉତ୍କୃଷ୍ଟ କଳାର ପ୍ରଦର୍ଶନ କରିଥିବା କଳାକାର ମାନଙ୍କୁ ପ୍ରତିବର୍ଷ ଫିଲ୍ମ ଫେୟାର ଆୱାର୍ଡରେ ସମ୍ମାନିତ କରାଯାଏ । ଚଳିତ ବର୍ଷ ଫେବୃଆରୀ ୧୫ ସନ୍ଧ୍ୟାରେ ଆସାମ ଗୋହାଟି ଠାରେ ଏହି ସମ୍ମାନ ଜନକ କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇଛି । ଏହି ସମ୍ମାନ ଜନକ ପୁରସ୍କାର…

ଏମିତି ଏକ ଦେଶ, ଯେଉଁଠି ନାହାନ୍ତି ଗୋଟିଏବି ସାପ…!

ଭୁବନେଶ୍ୱର: ଅନେକ ଚମତ୍କାରିତାରେ ଗଢ଼ା ଏହି ବ୍ରହ୍ମାଣ୍ଡ । କଥାରେ ଅଛି "ନଈ କେ ବାଙ୍କ, ଦେଶକେ ଫାଙ୍କ" । ଏହି ଚମତ୍କାରୀ ବ୍ରହ୍ମାଣ୍ଡର ଏକ ଅଦ୍ଭୁତ କଥା ସମ୍ପର୍କରେ ଆଜି ଆମେ ଆପଣଙ୍କୁ ଜଣାଇବୁ । ବ୍ରାଜିଲକୁ କୁହାଯାଏ ସାପର ଦେଶ। କାରଣ ଏଠାରେ ସାପଙ୍କର ଯେତେ ପ୍ରଜାତି ଦେଖଯାଆନ୍ତି…

ଜାଣନ୍ତୁ, କିଏ ଓ କେବେ କଲା ‘ଟଙ୍କା’ର ଉଦ୍ଭାବନ…

ଭୁବନେଶ୍ୱର: ସଭିଙ୍କ ଜୀବନରେ ଟଙ୍କାର ମହତ୍ତ୍ୱ ବୋଧେ ଢେର ଅଧିକ । ଏହାକୁ ପାଇବା ପାଇଁ ସମସ୍ତେ ପରିଶ୍ରମରତ । ଲୋକେ କହନ୍ତି ଟଙ୍କା ଥିବା ଲୋକ ପାଇଁ ସରଗ ବି ହାତ ପାହାନ୍ତାରେ। ତେବେ କ'ଣ ଆପଣଙ୍କ ମନକୁ ଏହି ପ୍ରଶ୍ନ ଉଙ୍କି ମାରିଛି, କିଏ ଏହି ଟଙ୍କାର ଉଦ୍ଭାବକ? କେବେ ଭାବିଛନ୍ତି କି କିଏ…

ଚଳଚଞ୍ଚଳ ରାମଲୀଳା ମଇଦାନ: ତୃତୀୟ ଥର ଲାଗି ଶପଥ ନେବେ କେଜ୍ରିୱାଲ୍‌

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀର ରାମଲୀଳା ମଇଦାନରେ ଦିନ ଠିକ୍ ୧୨ଟା ୧୫ ମିନିଟ ସମୟରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଅରବିନ୍ଦ କେଜ୍ରିୱାଲ ୩ୟ ଥର ଲାଗି ଶପଥ ଗ୍ରହଣ କରିବାକୁ ଯାଉଛନ୍ତି । ଦିନ ପ୍ରାୟ ୧୦ଟା ସମୟରେ ଏହି ଶପଥଗ୍ରହଣ ଉତ୍ସବ ଆରମ୍ଭ ହେବ । ଏହି ଶପଥ ଗ୍ରହଣ ଉତ୍ସବ ଦିଲ୍ଲୀର…

କାହିଁକି ଜନ୍ମ ହୁଅନ୍ତି ଦିବ୍ୟାଙ୍ଗ ସନ୍ତାନ, ଜାଣନ୍ତୁ କାରଣ…

ଭୁବନେଶ୍ୱର: ଗର୍ଭରେ ଶିଶୁକୁ ଧାରଣ କରିବା ସମୟରେ ପୁର ଅପେକ୍ଷା ଅଧିକ ଯତ୍ନବାନ ହୋଇଯାଏ ମାଆ। ପ୍ରତ୍ୟେକ ଗର୍ଭବତୀ ମା’ ଚାହେଁ ଯେ ତା ଗର୍ଭରେ ଥିବା ସନ୍ତାନଟି କିଭଳି ସୁସ୍ଥ ସବଳ ହୋଇ ଜନ୍ମ ହେଉ । କୌଣସି ମା’ ଚାହିଁବନି ତା'ର ପିଲାଟି ଠାରେ କୌଣସି ପ୍ରକାରର ଖୁଣ ରହୁ ବା ଦିବ୍ୟାଙ୍ଗ…

ଆପଣ ଜାଣନ୍ତିକି ଧାର୍ମିକ କାର୍ଯ୍ୟରେ କାହିଁକି ଜଳାଯାଏ ନାହିଁ ବାଉଁଶ…

ଭୁବନେଶ୍ୱର: ମଣିଷର ମୃତ୍ୟୁ ପରେ ତାକୁ ବାଉଁଶ କୋକେଇରେ ନେବାର ବିଧି ରହିଥିବା ବେଳେ ହିନ୍ଦୁ ଧର୍ମରେ ଦାହ କାର୍ଯ୍ୟରେ କାଠ ବ୍ୟତୀତ ବାଉଁଶର ଉପଯୋଗ ସମ୍ପୂର୍ଣ୍ଣ ବର୍ଜିତ ଅଟେ । ବାଉଁଶ କାଠ କୌଣସି ଧାର୍ମିକ ବିଧିବିଧାନ ହେଉ ଅଥବା ସଂସ୍କାରରେ ଜଳାଇବା କାର୍ଯ୍ୟରେ ଆସେନାହିଁ । ତେବେ କେବଳ…

ମହାମାରୀର ରୂପ ନେଉଛି କରୋନା: ଚୀନରେ ୧୬୦୦ ଡେଇଁଲା ମୃତ୍ୟୁସଂଖ୍ୟା

ନୂଆଦିଲୀ: ଦିନକୁ ଦିନ ଭୟଙ୍କର ହୋଇ ଚାଲିଛି ମାରାତ୍ମକ କରୋନା ଭାଇରସ । ଧୀରେଧିରେ ଏହା ମହାମାରୀର ରୂପ ନେଉଛି । ଏହି ମାରାତ୍ମକ ଭୁତାଣୁ ପ୍ରଭାବରେ ଚୀନରେ ମୃତ୍ୟୁ ସଂଖ୍ୟା ୧୬୬୦ରେ ପହଞ୍ଚିଛି । ଏହି ଭାଇରସର ଉତ୍ପତ୍ତି ସ୍ଥଳ ଚୀନର ହୁବେଇ ସହରରେ ଗତ ୨୪ ଘଣ୍ଟାରେ ୧୩୯ ଜଣ ପ୍ରାଣ…

‘ସାଇ ଇଣ୍ଟରନ୍ୟାସନାଲ ସ୍କୁଲ’ରେ ଜୁନିଅର କନଫ୍ଲୁଏନ୍ସ-୨୦୨୦ ପାଳିତ

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ପ୍ଳେ ସ୍କୁଲ୍ ସାଇ ଆଙ୍ଗନ୍‌ର ସାଂସ୍କୃତିକ ଉତ୍ସବ ଜୁନିୟର କନଫ୍ଲୁଏନ୍ସ-୨୦୨୦ ସ୍କୁଲର ଇନ୍ଦ୍ରପ୍ରସ୍ଥ ଅଡ଼ିଟୋରିଅମ୍ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଅଛି । ଏହି ବାର୍ଷିକ ସାଂସ୍କୃତିକ କାର୍ଯ୍ୟକ୍ରମ ସ୍କୁଲର ପୂର୍ଣ୍ଣାଙ୍ଗ ଶିକ୍ଷା…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିବେ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: ଲଗାତାର ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିବେ ଆମ୍ ଆଦମୀ ପାର୍ଟି (ଆପ)ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ । ମୁଖ୍ୟମନ୍ତ୍ରୀଙ୍କ ସମେତ ମନୀଷ ସିସୋଡିଆ, ସତ୍ୟେନ୍ଦ୍ର ଜୈନ, ଗୋପାଳ ରାୟ, କୈଳାଶ ଗହଲୋତ, ଇମ୍ରାନ ହୁସେନ ଓ ରାଜେନ୍ଦ୍ର ପାଲ ଗୌତମ…