Latest Odisha News

BREAKING NEWS

Browsing Category

ଫିଚର

ବିଧାନସଭା ବଜେଟ୍ ଅଧିବେଶନ: ଗୃହ ଆରମ୍ଭରୁ ହଟ୍ଟଗୋଳ, ୩ଟା ଯାଏଁ ମୁଲତବୀ

ଭୂୁବନେଶ୍ୱର: ଆଜି ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ଦିନ । ତେବେ ଦ୍ୱିତୀୟ ଦିନରେ ଗୃହ ଆରମ୍ଭରୁ ହିଁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି । ସାମ୍ବାଦିକଙ୍କ ଉପରୁ ରୁଲିଂ ପ୍ରତ୍ୟାହାର ଦାବିରେ ବିରୋଧୀଙ୍କ ପ୍ରବଳ ହଙ୍ଗାମା ଯୋଗୁଁ ବାଚସ୍ପତି ସୂର୍ଯ୍ୟ ନାରାୟାଣ ପାତ୍ର ଗୃହକୁ…

ପୁଣି ସମ୍ବଲପୁର ବିଶ୍ୱବିଦ୍ୟାଳୟର ପ୍ରଶ୍ନପତ୍ର ଲିକ୍ ସନ୍ଦେହ; ଇମେଲରେ ପଠାଯିବ ପ୍ରଶ୍ନ

ସମ୍ବଲପୁର: ପୁଣି ଥରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ପରୀକ୍ଷା ପଶ୍ନପତ୍ର ଲିକ୍ ହୋଇଥିବା ସନ୍ଦେହ କରାଯାଉଛି । ଯୁକ୍ତ ତିନି ତୃତୀୟ ସେମିଷ୍ଟାରର ଆଜିର ଗଣିତ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ସନ୍ଦେହ କରାଯାଉଛି । ଆଜି ବିଭିନ୍ନ କଲେଜକୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି…

ଡବଲ ମର୍ଡର ମାମଲା: ଅନୁପ ସାଏଙ୍କ ଡ୍ରାଇଭରଙ୍କୁ ଅଟକ ରଖିଛି ପୋଲିସ

ଝାରସୁଗୁଡା: ୭ ମେ’, ୨୦୧୬ ମସିହାରେ ହମୀରପୁର ଜଙ୍ଗଲରେ କଳ୍ପନା ଦାସ(୩୨) ଓ ତାଙ୍କ ୧୪ ବର୍ଷୀୟ ଝିଅର ହତ୍ୟା ମାମଲାରେ ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ ପେ।।ଲିସ ଗିରଫ କରିଥିଲା । ତେବେ ଗତ ରାତିରେ ଅନୁପଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋକୁ ପୋଲିସ ଉଠାଇ ନେଇଛି ଓ ଏକ ଅଜ୍ଞାତ ସ୍ଥାନରେ…

ଆଜିଠୁ ଆରମ୍ଭ ହେଲା ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା

ଭୁବନେଶ୍ୱର: ଆଜିଠାରୁ କେନ୍ଦ୍ରୀୟ ମାଧ୍ୟମିକ ବୋର୍ଡ(ସିବିଏସଇ) ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଆରମ୍ଭ ହୋଇଯାଇଛି । ଚଳିତ ବର୍ଷ ୧୮ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଦଶମ ଶ୍ରେଣୀ ପରୀକ୍ଷା ଓ ୧୨ ଲକ୍ଷରୁ ଅଧିକ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି । ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫେବୃଆରୀ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୧୪-୦୨-୨୦୨୦ ଶୁକ୍ରବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଫେବୃୟାରୀ ମାସ ତା ୧୪ ରିଖ ଶୁକ୍ରବାର କୁମ୍ଭ ୨ ଦିନ ଫାଲଗୁନ ମାସ କୃଷ୍ଣ ପକ୍ଷ ଷଷ୍ଠୀ ତିଥି ସ୍ବାତୀ ନକ୍ଷତ୍ର ତୁଳା ଚନ୍ଦ୍ର ଘାତ ବାର- ବିଛା ଧନୁ ଓ ମୀନ ରାଶିର ଆଜି: ପିତା ଦ୍ରବ୍ୟ ଖାଇବା ନିଷେଧ…

ସରକାରୀ କର୍ମଚାରୀଙ୍କ ଲାଗି ଖୁସିଖବର; ୧୦% ବକେୟା ଦରମା ସହ ୫% ମହଙ୍ଗା ଭତ୍ତାକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ କର୍ମଚାରୀମାନଙ୍କ ବକେୟା ରହିଥିବା ୧୦ ପ୍ରତିଶତ ଦରମାକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ଅନୁମୋଦନ କରିଛନ୍ତି । ଏଥିସହିତ ସମସ୍ତ ସରକାରୀ କମଚାରୀମାନଙ୍କ ଲାଗି ୫% ମହଙ୍ଗା ଭତ୍ତାକୁ ମୁଖ୍ୟମନ୍ତ୍ରୀ ମଧ୍ୟ ଅନୁମୋଦନ କରିଛନ୍ତି ।…

ଜାନୁୟାରୀରେ ୪ଜି ଡାଉନଲୋଡ ସ୍ପିଡ଼ ଚାର୍ଟରେ ଜିଓ ସର୍ବାଗ୍ରେ: ଟ୍ରାଇ ତଥ୍ୟ

ଭୁବନେଶ୍ୱର: ହାରାହାରି ୪ଜି ଡାଉନଲୋଡ ସ୍ପିଡ଼ରେ କ୍ରମାଗତ ଉତ୍ତମ ପ୍ରଦର୍ଶନ ଜାରି ରଖି ରିଲାଏନ୍ସ ଜିଓ ୨୦୨୦ ଜାନୁୟାରୀ ମାସରେ ସେକେଣ୍ଡ ପ୍ରତି ୨୦.୯ ମେଗାବିଟ (ଏମବିପିଏସ) ହାରାହାରି ଡାଉନଲୋଡ ସ୍ପିଡ଼ ସହିତ ଅନ୍ୟ ସମସ୍ତ ଟେଲିକମ ଅପରେଟରମାନଙ୍କ ଠାରୁ ଯଥେଷ୍ଟ ଆଗରେ ରାହିଥିବା ଭାରତୀୟ…

ଓଡ଼ିଆ ଶିଳ୍ପୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ମାରକୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬ ଫେବୃଆରୀ ୨୦୨୦ରେ ତାଙ୍କର ସଂସଦୀୟ କ୍ଷେତ୍ର ବାରାଣସୀକୁ ଦିନିକିଆ ଗସ୍ତରେ ଯିବେ । ଏହି ଅବସରରେ ସେ ଓଡ଼ିଆ ଶିଳ୍ପୀଙ୍କ ଦ୍ୱାରା ନିର୍ମିତ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଏକ ସ୍ମାରକୀ କେନ୍ଦ୍ରର ଉଦଘାଟନ କରିବେ । ସ୍ମାରକୀ କେନ୍ଦ୍ରରେ…

ନିଆରା ଢଙ୍ଗରେ ଭାଲେଣ୍ଟାଇନ୍ସ ଡ଼େ ପାଳିଲେ ଆକ୍ଟ୍ରେସ୍ ଅଙ୍କିତା !

ଭୁବନେଶ୍ୱର: ଯେଉଁମାନଙ୍କ ପୁଅ ଝିଅ,ନାତିନାତୁଣୀ ଥାଇ ମଧ୍ୟ ନିଜ ବୃଦ୍ଧ ପିତାମାତାଙ୍କୁ ପଚାରନ୍ତିନି ଦେଖାଶୁଣା କରନ୍ତିନି ସେମାନେ ଅନ୍ୟ ଉପାୟ ନପାଇ ବିଭିନ୍ନ ବୃଦ୍ଧାଆଶ୍ରମରେ ନିଜର ବାକି ଜୀବନ ଅତିବାହିତ କରନ୍ତି । ସେମାନେ ପ୍ରେମ ଦିବସ ବୋଲି କିଛି ଜାଣିନଥାନ୍ତ।ଆଜି ସେହି ପ୍ରେମ ଦିବସ…

ଦୁଇଦିନିଆ ଜାତୀୟ କର୍ମଶାଳା ଓ ଖାଦ୍ୟମେଳା ଉଦ୍‌ଘାଟିତ

ଭୁବନେଶ୍ୱର: ବୀର ସୁରେନ୍ଦ୍ର ସାଇ ନଗରସ୍ଥିତ ହୋଟେଲ ମ୍ୟାନେଜମେଣ୍ଟ ସଂସ୍ଥାନ, ଭାରତ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ଅଧିନସ୍ଥ ୨୧ଟି କେନ୍ଦ୍ରୀୟ ହୋଟେଲ ମ୍ୟାନେଜମେଣ୍ଟ ସଂସ୍ଥା ମଧ୍ୟରୁ ଅନ୍ୟତମ ତଥା ନିଜ ବର୍ଗର ଏକ ଉତ୍କୃଷ୍ଟ ଶିକ୍ଷା ସଂସ୍ଥାନ । ପର୍ଯ୍ୟଟନ ମନ୍ତ୍ରଣାଳୟ ଭାରତ…